• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

corona-virus
୭୦ ହଜାର ଟପିଲା କରୋନା ପଜିଟିଭ୍‌ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ୭୦ ହଜାର ଟପିଲା କରୋନା ପଜିଟିଭ୍‌ ସଂଖ୍ୟା। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଅନୁଯାୟୀ ଦେଶରେ କରୋନାରେ ଏଯାଏ ୭୦ ହଜାର  ୭୫୬ ଆକ୍ରାନ୍ତ ହୋଇଛନ୍ତି। ସେହିଭଳି ମୃତ୍ୟୁ ସଂଖ୍ୟା ୨୨ ଶହ ୯୩ରେ ପହଞ୍ଚିଛି। ବର୍ତ୍ତମାନ ପ୍ରାୟ ୪୬ ହଜାର ଜଣଙ୍କ ଚିକିତ୍ସା ଚାଲିଥିବାବେଳେ...

jaguni
'ଥରେ ରଥଯାତ୍ରା ବନ୍ଦ ହେଲେ ୧୨ ବର୍ଷ ଯାଏ ଆଉ ହେବନି'

ପୁରୀ: ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ସରକାରଙ୍କ ଗାଇଡ୍ ଲାଇନ ଅନୁଯାୟୀ ଆୟୋଜନ କରାଯାଉ।  ରଥଯାତ୍ରା ବନ୍ଦ ହେଲେ ଏହା ରାଜ୍ୟ ସରକାରଙ୍କ ପାଇଁ କଳଙ୍କିତ ଇତିହାସ ହେବ ବୋଲି କହିଛନ୍ତି ଶ୍ରୀ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ୱାଇଁ ମହାପାତ୍ର। ଥରେ ରଥଯାତ୍ରା ବନ୍ଦ ହେଲେ, ଆଉ ୧୨...

sdf
କରୋନା ଯୋଦ୍ଧାଙ୍କୁ ସହାୟତାର ହାତ ବଢ଼ାଇଲା ସିଭି ରମଣ ଗ୍ଲୋବାଲ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର: କରୋନା ଯୋଦ୍ଧାଙ୍କୁ ସହାୟତା ହାତ ବଢ଼ାଇଛି ସିଭି ରମଣ ଗ୍ଲୋବାଲ ବିଶ୍ୱବିଦ୍ୟାଳୟ। କରୋନା ମୁକାବିଲା ପାଇଁ ଅନବରତ କାମ କରୁଥିବା ଡାକ୍ତରୀ ଟିମ୍, ପୋଲିସ୍, ସଫେଇ କର୍ମଚାରୀଙ୍କ ସମେତ ଅନ୍ୟ ଯୋଦ୍ଧାଙ୍କ ଅବଦାନ ପାଇଁ ସାହାଯ୍ୟ କରିବାକୁ ଆଗକୁ ଆସିଛି ସିଭି ରମଣ ବିଶ୍ୱବିଦ୍ୟାଳୟ। କରୋନା ଯୋଦ୍ଧାଙ୍କ...

police
ଦୁଷ୍କର୍ମ ପୀଡ଼ିତା ମହିଳାଙ୍କ ମୃତ୍ୟୁ ଅଭିଯୋଗ

ମଲକାନଗିରି: ଦୁଷ୍କର୍ମ ପୀଡ଼ିତା ମହିଳାଙ୍କ ମୃତ୍ୟୁ ଅଭିଯୋଗ। ମାଲକାନଗିରି ପୋଲିସ କ୍ୟାଣ୍ଟିନରେ କାମ କରୁଥିବା ଦୁଷ୍କର୍ମ ପୀଡ଼ିତାଙ୍କ ମୃତ୍ୟୁ ହୋଇଛି। ଗୁରୁତର ଅବସ୍ଥାରେ ମହିଳାଙ୍କୁ କୋରାପୁଟରୁ ବ୍ରହ୍ମପୁର ସ୍ଥାନାନ୍ତର ବେଳେ ପୀଡ଼ିତାଙ୍କ ମୃତ୍ୟୁ ହୋଇଥିଲା। ଗତ ୭ ତାରିଖରେ ପୀଡ଼ିତା ଗୁରୁତର ଅବସ୍ଥାରେ ମିଳିଥିଲେ। ଗୁରୁତର ପୀଡ଼ିତାଙ୍କୁ ତାଙ୍କ...

lod
ଯାଜପୁରର ଏହି ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କଲା ପ୍ରଶାସନ

ଯାଜପୁର: ଯାଜପୁର ମ୍ୟୁନିସିପାଲିଟିର ହାବେଳିବଜାରକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କଲା ଜିଲ୍ଲା ପ୍ରଶାସନ। ହାବେଳିବଜାର ଅଞ୍ଚଳରୁ ଜଣେ ପଜିଟିଭ ଚିହ୍ନଟ ପରେ ମେ ୧୨ରୁ ଜୁନ୍ ୯ ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଆଜି ସକାଳ ୭ଟାରୁ ଜୁନ ୯ ତାରିଖ ସକାଳ ୭ଟା ପର୍ଯ୍ୟନ୍ତ ଏହି...

sukhioi
ଭାରତ ସୀମା ପାଖରେ ଚାଇନା ହେଲିକପ୍ଟର

ନୂଆଦିଲ୍ଲୀ: ଗତ ସପ୍ତାହରେ ସିକ୍କିମ ସୀମାରେ ଚାଇନା ଯବାନ ଭାରତୀୟ ଯବାନଙ୍କ ସହିତ ସୀମାରେ ମାର୍‌ପିଟ୍‌ କରିଥିଲେ। ଏଥିରେ ଉଭୟ ପକ୍ଷର ଯବାନ ଆହତ ହୋଇଥିବା ଖବର ପ୍ରକାଶ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ଏବେ ଆଉ ଏକ ଚାଇନାର ସୀମା ବିଶୃଙ୍ଖଳା ଖବର ସାମ୍ନାକୁ ଆସିଛି। ଯେଉଁ...

lpd
ଶିଶୁକୁ ମୃତ ଘୋଷଣା କଲେ ଡାକ୍ତର, ମା' କହିଲା ଏ ଛୁଆ ମୋର ନୁହେଁ !

ବାରିପଦା: ବାରିପଦା PRM ମେଡିକାଲ କଲେଜରେ ଶିଶୁ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖା ଦେଇଛି। ଡାକ୍ତରଖାନାରେ ଶିଶୁ ଅଦଳ ବଦଳ ଅଭିଯୋଗ ଆଣିଛନ୍ତି ମୃତ ଶିଶୁର ପରିବାର ବର୍ଗ ଏବଂ ସମ୍ପର୍କୀୟ। ଏପରିକି ମୃତ ଶିଶୁକୁ ଗ୍ରହଣ କରୁନାହାନ୍ତି ପରିବାର ଲୋକେ। ଗତ ମାସ ୨୬ ତାରିଖରେ ବାରିପଦା...

train
ଭୁବନେଶ୍ୱର-ଦିଲ୍ଲୀ ସ୍ୱତନ୍ତ୍ର ଟ୍ରେନରେ ଯୋଡ଼ା ଗଲା ଆଉ ୫ ବଗି

ଭୁବନେଶ୍ୱର: ଭୁବନେଶ୍ୱର-ଦିଲ୍ଲୀ ସ୍ୱତନ୍ତ୍ର ଟ୍ରେନରେ ଆଉ ୫ଟି ବଗି ଯୋଡ଼ା ଯାଇଛି। ଟିକେଟ୍‌ ପ୍ରତି ଅତ୍ୟଧିକ ଆଗ୍ରହ ଦେଖି ଏହି ୫ଟି ବଗି ସଂଯୋଗ କରାଯାଇଛି। 3AC ୪ଟି ବଗି ଓ 2AC ଗୋଟିଏ ବଗି ସଂଯୋଗ କରାଯାଇଛି। ଆସନ୍ତାକାଲିଠାରୁ ଏହି ଅତିରିକ୍ତ ବଗି ଟ୍ରେନରେ ସଂଯୁକ୍ତ ହେବ।...

lottle
ସାଇକେଲ୍‌ରେ ପରିବା ବିକ୍ରି କରୁଥିଲେ ଯୁବତୀ, ଟୁ-ହ୍ୱିଲର ଗିଫ୍ଟ କଲା ପୁଲିସ୍

ଦିବ୍ରୁଗଡ଼: କରୋନା ଭାଇରସ୍‌ ଯୋଗୁ ଦେଶ ବ୍ୟାପୀ ଲକ୍‌ଡାଉନ୍‌ ଜାରି ରହିଛି। ଏଥିପାଇଁ ଅନେକ ଲୋକ ରୋଜଗାର ହରାଉଛନ୍ତି।  ପରିବାର ପୋଷିବା ବି କଷ୍ଟକର ହୋଇପଡ଼ୁଛି। ଏହି ସମୟରେ ନିଜ ପରିବାର ପୋଷିବା ଦାୟିତ୍ୱ ନିଜ କାନ୍ଧକୁ ନେଇଛନ୍ତି ଆସାମ ଦିବ୍ରୁଗଡ଼ ଜିଲ୍ଲା ବୋଗିବୀଲ ଅଞ୍ଚଳର ସଫାକଟିରେ ରହୁଥିବା...

air-india
ଏୟାର ଇଣ୍ଡିଆ ମୁଖ୍ୟ କାର୍ଯ୍ୟାଳୟ ସିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀରେ ଥିବା ଏୟାର ଇଣ୍ଡିଆର ମୁଖ୍ୟ କାର୍ଯ୍ୟାଳୟ ସିଲ୍‌ ହୋଇଛି। ଏଠାକାର ଜଣେ କର୍ମଚାରୀଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ କାର୍ଯ୍ୟାଳୟକୁ ଦୁଇଦିନ ପାଇଁ ସିଲ୍‌ କରାଯାଇଛି। ସାନିଟାଇଜେସନ୍‌ କରିବା ପାଇଁ ଦୁଇଦିନ ମଙ୍ଗଳବାର ଓ ବୁଧବାର ଏହି ଦୁଇଦିନ ଏୟାର୍‌ ଇଣ୍ଡିଆ ମୁଖ୍ୟ କାର୍ଯ୍ୟାଳୟକୁ...

MANMOHAN
ଏମ୍‌ସରୁ ଫେରିଲେ ମନମୋହନ

ନୂଆଦିଲ୍ଲୀ: ଏମ୍‌ସରୁ ଫେରିଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ। ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ଡିସ୍‌ଚାର୍ଜ କରାଯାଇଥିବା ଦିଲ୍ଲୀ ଏମ୍‌ସ ପକ୍ଷରୁ କୁହାଯାଇଛି। ମନମୋହନଙ୍କୁ ଆଜି ଦନ ୧୨ ଟା ବେଳେ ହସ୍‌ପିଟାଲ୍‌ରୁ ଡିସ୍‌ଚାର୍ଜ କରାଯାଇଛି। କାର୍ଡିଓ ଲୋଜୀର ପ୍ରେଫେସର ଡ. ନୀତୀଶ ନାୟକ ତାଙ୍କର ଚିକିତ୍ସା କରୁଥିଲେ...

covid
ଦେଶର ମେଟ୍ରୋ ସହରଗୁଡ଼ିକରେ ଜଟିଳ ହେଉଛି କରୋନା ସ୍ଥିତି

ନୂଆଦିଲ୍ଲୀ: ଦେଶର ମେଟ୍ରୋ ସହରଗୁଡ଼ିକରେ ଜଟିଳ ହେଉଛି କରୋନା ସ୍ଥିତି। ବାଣିଜ୍ୟିକ ରାଜଧାନୀ ମୁମ୍ବାଇର ହାଲ୍ ସବୁଠୁ ଅଧିକ ଖରାପ। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪ ହଜାର ଛୁଇଁବାକୁ ବସିଥିବା ବେଳେ ମୃତ୍ୟୁସଂଖ୍ୟା ୫ଶହ ନିକଟବର୍ତ୍ତୀ ହୋଇଛି। ତେଣେ ଜାତୀୟ ରାଜଧାନୀ ଦିଲ୍ଲୀରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ହଜାର...

train
ଆରମ୍ଭ ହେବ ରେଳ ସେବା: କାଲିଠୁ ବୁକିଂ

ନୂଆଦିଲ୍ଲୀ: ଦୀର୍ଘ ଦିନର ଲକ୍‌ଡାଉନ୍‌ ପରେ ଆରମ୍ଭ ହେବ ରେଳ ସେବା। ମେ ୧୨ ତାରିଖରୁ ରେଳ ସେବା ଆରମ୍ଭ କରିବା ନେଇ ଯୋଜନା କରୁଛି ଭାରତୀୟ ରେଳବାଇ। ଏନେଇ କାଲିଠୁ ଟିକେଟ୍‌ ବୁକିଂ ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟରେ ୧୫ ଯୋଡ଼ା ଟ୍ରେନ୍‌ ଚାଲିବା ନେଇ ରେଳବାଇ...

lsa
ଚିନ୍ତା ବଢ଼ାଉଛି ମହାରାଷ୍ଟ୍ର: କରୋନା ଆକ୍ରାନ୍ତ ତୁଳନାରେ ସୁସ୍ଥ ହାର କମ୍‌

ନୂଆଦିଲ୍ଲୀ: ଲକ୍‌ଡାଉନ୍‌ ଓ କ୍ୱାରେଣ୍ଟିନ୍‌ କଟକଣା ଇତ୍ୟାଦି ସବୁ ପରେ ବି ଥମୁନି କରୋନା। ଦେଶରେ କରୋନା ମୃତ୍ୟୁସଂଖ୍ୟା ୨୧୦୯ରେ ପହଞ୍ଚି ଥିବା ଆକ୍ରାନ୍ତଙ୍କ ସଂଖ୍ୟା ୬୨ ହଜାର ୯୩୯ରେ ପହଞ୍ଚିଛି। ସେହିଭଳି ୧୯ ହଜାର ୩୫୮ ଜଣ ସୁସ୍ଥ ହୋଇ ଫେରିଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ...

dhoni
ଲକ୍‌ଡାଉନ୍‌ରେ ଧୋନିଙ୍କ ନୂଆ ଲୁକ୍‌

ନୂଆଦିଲ୍ଲୀ: ବିଶ୍ୱକପ୍‌ ୨୦୧୯ ପରେ କ୍ରିକେଟ୍‌ ଠାରୁ ଦୂରେଇ ରହିଥିବା ଧୋନିଙ୍କ ପ୍ରଂଶସକମାନେ ଭାବିଥିଲେ, ଚଳିତ ଆଇପିଏଲ୍‌ରେ ଧୋନି ପୁଣିଥରେ କ୍ରିକେଟ୍‌କୁ ଫେରିବେ। ବିସ୍ଫୋରକ ପାଳି ଖେଳିବା ସହିତ ତାଙ୍କ କ୍ୟାପ୍ଟେନ୍‌ସିପ୍‌ରେ ଦର୍ଶକଙ୍କୁ ବାନ୍ଧି ରଖିବେ। କିନ୍ତୁ ଅବଶୋଷ ତାହା ହେଲାନି। କରୋନା ଭାଇରସ୍‌ ପାଇଁ ଆଇପିଏଲ୍‌କୁ ଅନିର୍ଦ୍ଦିଷ୍ଟ...