• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

v
ଆଜି କେମିତି ହେଲା ରଥ କାମ ?

ପୁରୀ: ରଥ ନିର୍ମାଣ ନେଇ ସଂଶୟ ଦୂର ହେଲା। ୧୩ ଦିନ ବିଳମ୍ୱରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ଆଜିଠୁ ଆରମ୍ଭ ହୋଇଛି ରଥ ନିର୍ମାଣ। ଭକ୍ତିମୟ ପରିବେଶ ସହ ଚଳଚଞ୍ଚଳ ହୋଇଛି ଶ୍ରୀନଅର ସମ୍ମୁଖ ରଥଖଳା। ଶ୍ରୀଫଳରୁ ଶୁଭାରମ୍ଭ ପରେ ମାଳ ଓ ମାହାର୍ଦ୍ଦ ଅର୍ପଣ କରି...

subrat
ରାଜ୍ୟରେ ବଢ଼ିଲା କ୍ୱାରେଣ୍ଟିନ୍ ଅବଧି

ଭୁବନେଶ୍ୱର: ରାଜ୍ୟରେ ବଢ଼ିଲା କ୍ୱାରେଣ୍ଟିନ୍ ଅବଧି। ସଙ୍ଗରୋଧ ସମୟସୀମାକୁ ୧୪ ଦିନରୁ ୨୮ ଦିନକୁ ବଢ଼ାଇଛନ୍ତି ସରକାର। ଏହି ୨୮ ଦିନରୁ ୨୧ ଦିନ ସରକାରୀ କ୍ୱାରେଣ୍ଟିନରେ ବା କ୍ୱାରେଣ୍ଟିନ୍ ସେଣ୍ଟରରେ ରହିବେ। ବାକି ୭ ଦିନ ନିଜ ଘରେ କ୍ୱାରେଣ୍ଟିନରେ ରହିବେ। ଆଜି ଏନେଇ ସୂଚନା ଦେଇଛନ୍ତି...

s
ଅଧିକ ବିପଜ୍ଜନକ ହେଉଛି କରୋନା: ବାରମ୍ବାର ବଦଳାଉଛି ଲକ୍ଷଣ

ନୂଆଦିଲ୍ଲୀ: ଲକ୍ଷଣ ବଦଳାଇବାରେ ଲାଗିଛି କୋଭିଡ୍-19 ଭୂତାଣୁ। ମଣିଷ ଶୀରରେ ସଂକ୍ରମଣ ହେବା ପରଠାରୁ ଏଥିରେ ବିଭିନ୍ନ ପ୍ରକାର ପରିବର୍ତ୍ତନ ଦେଖାଦେଉଛି। ତେବେ ଏକ ନିର୍ଦ୍ଦିଷ୍ଟ ପରିବର୍ତ୍ତନ ଯୋଗୁ ଭୂତାଣ ଅଧିକ ସଂକ୍ରାମକ ହେବାରେ ଲାଗିଛି। SARS-COV 2 ଭୂତାଣୁରେ ଏହି ପରିବର୍ତ୍ତନକୁ ବୈଜ୍ଞାନିକ D614G ଭାବେ ନାମିତ...

odisha
ଓଡ଼ିଶାରେ ଦ୍ରୁତ ଗତିରେ ବଢୁଛି କରୋନା; ପୁଣି ୨୫ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ହୁହୁ ହୋଇ ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।  ଆଜି ସକାଳେ ୨୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ପୁଣି ୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଉ ସବୁଠୁ ଆଶ୍ଚର୍ଯ୍ୟର କଥା ହେଲା, ୨୫ ଆକ୍ରାନ୍ତଙ୍କ ମଧ୍ୟରୁ କେବଳ ଗଞ୍ଜାମ ଜିଲ୍ଲାରେ...

rahul
କରୋନା ବିରୋଧରେ ଲକ୍‌ଡାଉନ୍ ଅନ୍‌-ଅଫ୍‌ ସ୍ୱିଚ୍ ନୁହେଁ: ରାହୁଲ୍‌ ଗାନ୍ଧି

ନୂଆଦିଲ୍ଲୀ: କରୋନା ବିରୋଧରେ ଲକ୍‌ଡାଉନ୍ ଅନ୍‌-ଅଫ୍‌ ସ୍ୱିଚ୍ ନୁହେଁ। ଏହା ବିରୋଧରେ ଲଢ଼ିବାକୁ ହେଲେ ଅନ୍ୟ ଉପାୟ ଖୋଜିବାକୁ ହେବ। ଏନେଇ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କୁ ନେଇ କାମ କରିବାକୁ ହେବ। ଆଜି ସାମ୍ବାଦିକଙ୍କ ସହ ଆଲୋଚନା ବେଳେ ଏଭଳି ମତ ରଖିଛନ୍ତି ବରିଷ୍ଠ କଂଗ୍ରେସ ନେତା...

pd
ସାମାଜିକ ଦୂରତା ନିୟମ ନ ମାନିବାରୁ ବନ୍ଦ ହେଲା ଫ୍ୟାକ୍ଟ୍ରି

ପାରାଦୀପ: ସାମାଜିକ ଦୂରତା ନିୟମ ପାଳନ ନ ହେବାରୁ ପାରାଦୀପରେ ବନ୍ଦ ହେଲା କାର୍ବନ ଫ୍ୟାକ୍ଟ୍ରି। ଲକ୍‌ଡାଉନ ନିୟମ ପ୍ରକାରେ ସାମାଜିକ ଦୂରତ୍ୱ ସହ କମ ସଂଖ୍ୟକ ଶ୍ରମିକ ନେଇ କାମ ଆରମ୍ଭ କରିବାକୁ ସରକାର ନିୟମ କରିଥିଲେ। ତେବେ ସର୍ତ୍ତ ଖିଲାପ କରି ଅଧିକ ଶ୍ରମିକ ନିୟୋଜିତ...

ଦ୍ଗୋ
ତାମିଲ୍‌ନାଡୁରେ ଓଡ଼ିଆ ଶ୍ରମିକଙ୍କୁ ମାଡ଼

ଚେନ୍ନାଇ: ତାମିଲନାଡ଼ୁର ତିରୁପୁରରେ ଥିବା ଏକ ଘରୋଇ କମ୍ପାନୀରେ ଓଡ଼ିଆ ଶ୍ରମିକଙ୍କୁ ମାଡ଼ ମରାଯାଇଥିବା ନେଇ ସାଘାଂତିକ ଅଭିଯୋଗ ଆସିଛି। ଏହି ସମୟର ଭିଡିଓ ଏବେ ସୋସିଆଲ୍‌ ମିଡିଆରେ ଭାଇରାଲ୍ ହୋଇଛି। ଯେଉଁଥିରେ କିଛି ବ୍ୟକ୍ତି ଅନ୍ୟ ଶ୍ରମିକଙ୍କୁ ପିଟୁଛନ୍ତି। ହାତରେ ବାଡ଼ି ଧରି ନିସ୍ତୁକ ମାଡ଼ ମାରୁଛନ୍ତି।...

coronavirus
ଭଦ୍ରକରୁ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଭଦ୍ରକରୁ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ୩୩ ବର୍ଷର ଯୁବକ ଓ ସୁରତରୁ ଫେରିଥିଲେ ବୋଲି ସୂଚନା ଓ ଲକୋ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪୬କୁ ବୃଦ୍ଧି ପାଇଛି।...

sdffd
ସେବାୟତ ଓ ବିଶ୍ୱକର୍ମାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ପ୍ରସ୍ତାବ

ପୁରୀ: କରୋନାକୁ ନେଇ ସବୁ ବିଶ୍ୱକର୍ମାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯିବ। ସମସ୍ତଙ୍କୁ ଦୁଇଟି ଭକ୍ତ ନିବାସରେ ରଖାଯିବା ସହ ଖାଦ୍ୟପେୟର ବ୍ୟବସ୍ଥା କରାଯିବ। ସେମାନଙ୍କୁ ବସ୍‌ ଯୋଗେ ରଥଖଳାକୁ ନିଆଯିବ। ସେବାୟତମାନଙ୍କର ମଧ୍ୟ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବ। ସେବାୟତ ଓ ମହାରଣାଙ୍କୁ ଏଭଳି ପ୍ରସ୍ତାବ ଦେଇଛି ଶ୍ରୀମନ୍ଦିର ପ୍ରଶାସନ।...

ko
ସେ ହସ୍ପିଟାଲକୁ ଦେଖୁଛି, କିନ୍ତୁ ଜାଣିପାରୁନି କେଉଁ ଝରକା ଦେଇ ତମେ ଚାଲିଗଲ ଇରଫାନ୍‌

ମୁମ୍ୱାଇ: ମୁଁ ଦୂରରୁ ସେଇ ହସ୍‌ପିଟାଲକୁ ଦେଖୁଛି। ଯେଉଁଠି କାଲି ତୁମେ ଥିଲ। ହସ୍‌ପିଟାଲ୍‌ରେ କେତେ ଝରକା ଅଛି, କିନ୍ତୁ ଜାଣିପାରୁନି ତୁମେ କେଉଁ ଝରକା ଦେଇ ବାହାରି ଗଲ ଇର୍‌ଫାନ। ଏଇ ଜୀବନ ବହୁତ କିଛି ଦେଲ ତୁମେ। ଆଗକୁ ବି ତୁମ ପାଖରୁ ଅନେକ କିଛି...

fish
ଜୁଏଲଙ୍କ ପ୍ରଶ୍ନ; ସୁରତ ଟ୍ରେନ୍‌ ବାତିଲ୍‌ ନିର୍ଦ୍ଦେଶ ଦେଲା କିଏ ?

ଭୁବନେଶ୍ୱର: ସୁରତ ଟ୍ରେନ୍‌ ବାତିଲ ନେଇ ପ୍ରଶ୍ନ ଉଠାଇଛନ୍ତି ବିଜେପି ସାଂସଦ ଜୁଏଲ ଓରାମ। ହାଇକୋର୍ଟ ଅର୍ଡର କଥା ନିଜେ ଆଇନ ମନ୍ତ୍ରୀ ଜାଣି ନଥିବାବେଳେ ଟ୍ରେନ ବାତିଲ ଆଦେଶ କିଏ ଦେଲା ବୋଲି ସେ ପ୍ରଶ୍ନ କରିଛନ୍ତି। ଏନେଇ ରାଜ୍ୟ ସରକାର ସ୍ପଷ୍ଟ କରନ୍ତୁ ବୋଲି ସେ...

corona ambulance
୪୫ ଆମ୍ୱୁଲାନ୍ସ କର୍ମଚାରୀ କରୋନାରେ ଆକ୍ରାନ୍ତ

ନୂଆଦିଲ୍ଲୀ: ଦିଲ୍ଲୀରେ କରୋନା ଭାଇରସର ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଲକ୍ଷ୍ମୀ ନଗରରେ ଥିବା କ୍ୟାଟ୍ସ ଆମ୍ବୁଲାନ୍ସ ୧୦୨ର ୪୫ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ଥିବା ଜଣାପଡିଛି। ସେଠାକାର ୮୦ଜଣ କର୍ମଚାରୀଙ୍କ ନମୂନା କରୋନା ପରୀକ୍ଷା ପାଇଁ ପଠାଯାଇଥିଲା। ସେମାନଙ୍କ ମଧ୍ୟରୁ ୪୫ ଜଣ...

bear
ଭାଲୁଟି ଏମିତି କିଛି କାମ କଲା ଯାହାକୁ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ: କରୋନା ଭାଇରସ୍ ଯୋଗୁ ସମଗ୍ର ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି।  ଫଳରେ ଲୋକମାନେ ଘରେ ବନ୍ଦୀ ଜୀବନ ବିତାଉଥିବାବେଳେ ପଶୁମାନେ ରାସ୍ତାରେ ଖୁଲମଖୁଲା ବୁଲୁଥିବାର ଦେଖିବାକୁ ମିଳୁଛି। ଏନେଇ ବଲିଉଡର ଅଭିନେତା ଅର୍ଶଦ ୱାର୍ସି ଏକ ଭିଡିଓ ପୋଷ୍ଟ କରିଛନ୍ତି,ଯେଉଁଥରେ ଭାଲୁଟିର...

milk
ସାମାଜିକ ଦୂରତାକୁ ମାନି ଏମିତି ବିକ୍ରି କଲେ କ୍ଷୀର, ଫଟୋ ଭାଇରାଲ

ନୂଆଦିଲ୍ଲୀ: କରୋନା ଭାଇରସ୍‌କୁ ଦୃଷ୍ଟିରେ ରଖି ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏହାକୁ ମେ’୧୭ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ଏହି ସମୟରେ, ସାମାଜିକ ଦୂରତାର ଆବଶ୍ୟକତା ଅନୁସରଣ କରି କେବଳ ଆବଶ୍ୟକ ଦୋକନଗୁଡିକ ଖୋଲା ଯାଇଛି। ଲୋକେ ସୋଶିଆଲ ଡିଷ୍ଟାନ୍ସିଂ ପ୍ରତି ଯଥେଷ୍ଟ ସଚେତନ ଅଛନ୍ତି।...

cricket
ବୟସ ୨୬, ଲିଭର ଓ କିଡ଼ନୀ ରୋଗରେ ପୀଡିତ, ଏବେ ସେ କରୋନାରେ ପଜିଟିଭ

ନୂଆଦିଲ୍ଲୀ: କଥାରେ ଅଛି ବିପଦ ଯେତେବେଳେ ଆସେ ସବୁଆଡୁ ଏକାଥରକେ ଆସିଥାଏ। ଏମିତି ଏକ ଦୁଃଖଦ ଘଟଣା ଘଟିଛି ଦକ୍ଷିଣ ଆଫ୍ରିକାର ଯୁବ କ୍ରିକେଟରଙ୍କ ସହ। ତାଙ୍କ ନାଁ ସୋଲା ନକ୍ୱେନି। ଗତ ଏକ ବର୍ଷ ଧରି ଗୁଲିୟାନ୍‌ ବେରେ ସିଣ୍ଡ୍ରୋମ(ପ୍ରତିରକ୍ଷା ଏବଂ ସ୍ନାୟୁ ପ୍ରଣାଳୀ)ରୋଗରେ ପୀଡିତ ଥିଲେ।...