ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ନିଜାମୁଦ୍ଦିନ ଲିଙ୍କ୍ ପରି ଆଉ ଏକ ଘଟଣା ସାମ୍ନାକୁ ଆସିଛି। କାପସହେଡାର ଠେକେ ବାଲି ଗଳିରେ ଥିବା ଏକ ବିଲ୍ଡିଂରେ ୪୧ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଏତେ ସଂଖ୍ୟକ ରୋଗୀ କୋଭିଡ-୧୯ରେ ଆକ୍ରାନ୍ତ ହୋଇଥିବାରୁ ଭୟର ବାତାବରଣ ସୃଷ୍ଟି ହୋଇଛି। ଦକ୍ଷିଣ-ପଶ୍ଚିମ ଦିଲ୍ଲୀର...
କୋରାପୁଟ: କୋରାପୁଟ ଜିଲ୍ଲାର ପୋଡ଼ାଗଡ଼ରେ ପୁଣି ବଢ଼ିଲା କଣ୍ଟେନମେଣ୍ଟ ଜୋନ୍ ଅବଧି। ପୋଡ଼ାଗଡ଼ ପଞ୍ଚାୟତ ଓ ଏହାର ୩ କିମି ପରିଧି ମଧ୍ୟରେ ଥିବା ଅଞ୍ଚଳରେ ପୁଣି ୪୮ ଘଣ୍ଟା କଣ୍ଟେନମେଣ୍ଟ ଅବଧି ବଢ଼ାଇଛନ୍ତି କୋରାପୁଟ ଜିଲ୍ଲାପାଳ ମଧୁସୂଦନ ମିଶ୍ର। ଦିନ ୧୨ଟା ଠାରୁ ୪ ତାରିଖ ଦିନ...
ନୂଆଦିଲ୍ଲୀ: କରୋନା ଭାଇରସରୁ ସୁସ୍ଥ ହେଉଥିବା ରୋଗୀଙ୍କ ରକ୍ତ ବେଆଇନ ଭାବେ ଇଣ୍ଟରନେଟରେ ବିକ୍ରି କରାଯାଉଥିବା ନେଇ ଅଭିଯୋଗ କରାଯାଇଛି। କରୋନାର ଚିକିତ୍ସା ଓ ଭ୍ୟାକ୍ସିନ୍ ତିଆରି କରିବାକୁ ନେଇ, ରୋଗୀଙ୍କ ରକ୍ତଙ୍କୁ ଲୁଚାଇ ବିକ୍ରି କରାଯାଉଛି। ଅଷ୍ଟ୍ରେଲିଆ ନ୍ୟାସନାଲ ୟୁନିଭରସିଟି (ANU) ରିପୋର୍ଟରେ, ଏହି ତଥ୍ୟକୁ ଖୁଲାସା...
ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ ଯୋଗୁ ଦେଶରେ ଲକ୍ଡାଉନ୍ ଜାରି କରାଯାଇଛି। ଲକ୍ଡାଉନ୍ କାରଣରୁ ସବୁକିଛି ଠପ୍ ହୋଇଯାଇଛି। ଏନେଇ ଅନ୍ୟ ରାଜ୍ୟରେ ଫସିରହିଥିବା ପ୍ରବାସୀ ଶ୍ରମିକମାନେ ଯେକୌଣସି ପରିସ୍ଥିତିରେ ନିଜ ଘରେ ପହଞ୍ଚିବାକୁ ଚେଷ୍ଟା କରୁଛନ୍ତି। କେତେଜଣ ଚାଲି ଚାଲି ଆସୁଥିବାବେଳେ ଅନ୍ୟ କେତେଜଣ ସାଇକେଲରେ ଫେରୁଛନ୍ତି।...
ଭୁବନେଶ୍ୱର: ପ୍ରବାସୀ ଓଡ଼ିଆଙ୍କ ଘର ବାହୁଡ଼ା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଧନ୍ୟବାଦ ଜଣାଇଛନ୍ତି। ପ୍ରବାସୀ ଓଡ଼ିଆଙ୍କ ଘର ବାହୁଡ଼ା ପାଇଁ କେନ୍ଦ୍ର ସରକାର ପଦକ୍ଷେପ ନେଇଥିବାରୁ ସମୀର ମହାନ୍ତି ଧନ୍ୟବାଦ ଜଣାଇଛନ୍ତି। ଲକ୍ଡାଉନ୍ ଯୋଗୁ...
ଭୁବନେଶ୍ୱର: ମନରୁ ମଣିଷପଣିଆ ପୋଛି ଦେଉଛି କି କରୋନା ଡର? ଖାଲି ସାମାଜିକ ଦୂରତା ନୁହେଁ, ଧୀରେ ଧୀରେ ମଣିଷ-ମଣିଷ ଭିତରେ ଭାବନାଗତ ହୃଦୟଗତ ଦୂରତାକୁ ବି ବଢ଼ାଇ ଦେଉଛି କି ସଂକ୍ରମଣ ଭୟ? କିଛି ଦିନ ତଳେ ଖୋଦ୍ ରାଜଧାନୀରେ ଘଟିଯାଇଛି ଏଭଳି ଏକ ଘଟଣା, ଯାହାକୁ...
ଭୁବନେଶ୍ୱର: ଗୁପ୍ଚୁପ୍ ହେଉ କି, ବରା ପିଆଜି, ଇଡ୍ଲୀ ହେଉ କି ପୁରୀ ଉପମା। ମାସେରୁ ଅଧିକ ଦିନ ହେଲାଣି, ଖାଇବାକୁ ମିଳିବା ତ ଦୂରର କଥା, ଏସବୁର ଦର୍ଶନ ହିଁ ମିଳୁନି। ଫଳରେ ବ୍ୟବସାୟ ତ ଶୂନ୍ ହୋଇଯାଇଛି, ତା ସହ ଦାନାପାଣିକୁ ନେଇ ଚିନ୍ତାରେ ପଡ଼ିଯାଇଛନ୍ତି...
ନୂଆଦିଲ୍ଲୀ: ଆମେରିକା ଓ ୟୁରୋପେରେ ଥମୁନି କରୋନା ମୃତ୍ୟୁର ତାଣ୍ଡବ। ଗତ ୨୪ ଘଣ୍ଟାରେ ଆମେରିକାରେ ୨୨ଶହରୁ ଅଧିକ ଲୋକଙ୍କ ଜୀବନ ନେଇଛି କୋଭିଡ୍-୧୯ ଭୂତାଣୁ। ଏଥିସହିତ ଦେଶରେ ମୃତ୍ୟୁସଂଖ୍ୟା ୬୩ହଜାର ୮୫୬ରେ ପହଞ୍ଚିଛି। ୟୁରୋପର ସବୁଠୁ ଅଧିକ ପ୍ରଭାବିତ ଦେଶ ଇଟାଲୀରେ ମୃତ୍ୟୁସଂଖ୍ୟା ୨୮ ହଜାର ଟପି...
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୯୯୩ କରୋନ ପଜିଟିଭ୍ ସାମ୍ନାକୁ ଆସିଛି। ଏଥିସହିତ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫ ହଜାର ୪୩ରେ ପହଞ୍ଚିଛି। ସେହିପରି ୧୧ ଶହ ୫୨ଣ ଜଙ୍କ ମୃତ୍ୟୁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ମୋଟ ୫୬୪ ଜଣ ସୁସ୍ଥ ହୋଇଛନ୍ତି।...
ଭୁବନେଶ୍ୱର: କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଗ୍ରୀନ ସିଗ୍ନାଲ ପରେ ରାଜ୍ୟକୁ ପ୍ରବାସୀ ଓଡ଼ିଆଙ୍କ ସୁଅ ଛୁଟିଛି। ହଜାରେରୁ ଅଧିକ ଲୋକଙ୍କୁ ନେଇ କେରଳରୁ ବାହାରିଛି ସ୍ୱତନ୍ତ୍ର ଟ୍ରେନ୍। ଏଣେ ତୃତୀୟ ବ୍ୟାଚ୍ରେ ୧୦ଟି ବସ୍ରେ ସୁରତ୍ରୁ ଫେରୁଛନ୍ତି ପ୍ରବାସୀ ଓଡିଆ। ସେହିପରି ରାଜସ୍ଥାନ କୋଟାରେ ଫସି ରହିଥିବା ଛାତ୍ରଛାତ୍ରୀମାନେ...
ନୂଆଦିଲ୍ଲୀ: କରୋନା ଲକ୍ଡାଉନ୍ ସମୟରେ ଭାରତୀୟ ସିନେଜଗତ ପାଇଁ ଖରାପ୍ ସମୟ ଚାଲିଛି। ଫିଲ୍ମ ଇଣ୍ଡଷ୍ଟ୍ରୀ ଗୋଟିଏ ପରେ ଗୋଟିଏ ହସ୍ତିଙ୍କ ପରଲୋକ ହେଉଛି। ୨୯ ତାରିଖରେ ଇର୍ଫାନ ୩୦ରେ ଋଷି କାପୁର ଓ ଆଜି ୧ ତାରିଖରେ ଆଉ ଜଣେ ଫିଲ୍ମ ପର୍ସନାଲିଟିଙ୍କର ପରଲୋକ ହୋଇଛି। ଦୀର୍ଘ...
ମୁମ୍ବାଇ: ମହାରାଷ୍ଟ୍ରରେ ଖାଲିଥିବା ବିଧାନ ପରିଷଦର ୯ଟି ସିଟ୍ରେ ନିର୍ବାଚନ କରିବା ନେଇ ଗ୍ରୀନ୍ ସିଗ୍ନାଲ୍ ଦେଇଛି ଇଲେକ୍ସନ କମିସନ। ମେ ୨୧ ତାରିଖରେ ନିର୍ବାଚନ କରିବାକୁ ନିଷ୍ପତ୍ତି ନେଇଛି ଇସି। ମୁଖ୍ୟମନ୍ତ୍ରୀଙ୍କ ପଦ ବଞ୍ଚେଇବାକୁ ହେଲେ ଉଦ୍ଧବଙ୍କୁ ଏହି ଇଲେକ୍ସନ ପ୍ରାର୍ଥୀ ହୋଇ ଜିତିବାକୁ ପଡ଼ିବ। ମହାରାଷ୍ଟ୍ର...