• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

nishank
କେନ୍ଦ୍ର ମାନବସମ୍ବଳ ମନ୍ତ୍ରୀଙ୍କ ସହ ୫ଟି ପ୍ରସଙ୍ଗରେ ଆଲୋଚନା କଲେ ସମୀର ଦାସ

ଭୁବନେଶ୍ୱର: କେନ୍ଦ୍ର ମାନବସମ୍ବଳ ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ସହ ଆଜି ବିଭିନ୍ନ ରାଜ୍ୟର ଶିକ୍ଷାମନ୍ତ୍ରୀମାନେ ଭିଡିଓ କନ୍‌ଫରେନ୍ସିଂରେ ଆଲୋଚନା କରିଥିଲେ। ଏହି ଆଲୋଚନାଏ ଯୋଗ ଦେଇଥିଲେ ଓଡ଼ିଶା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ଏବଂ ବିଭାଗୀୟ ସଚିବ ଚିତ୍ରା ଆରୁମଗମ। ଏଥିରେ ସାମିଲ ହୋଇଥିଲେ...

opld
କୋଭିଡ୍ ଲଢ଼େଇରେ ଏବେ ପ୍ରବାସୀ ଫେରନ୍ତାଙ୍କୁ ନେଇ ଚିନ୍ତା

ଭୁବନେଶ୍ୱର: କୋଭିଡ୍ ଲଢ଼େଇରେ ଏବେ ପ୍ରବାସୀ ଫେରନ୍ତାଙ୍କୁ ନେଇ ଚିନ୍ତା। ରାଜ୍ୟକୁ ପ୍ରକୃତରେ କେତେ ଲୋକ ଆସିବେ ସେ ନେଇ କାହା ପାଖରେ ନିର୍ଦ୍ଦିଷ୍ଟ ଉତ୍ତର ନ ଥିଲା ବେଳେ ଏବେ ସୁଦ୍ଧା ଅଢ଼େଇ ଲକ୍ଷ ପ୍ରବାସୀଙ୍କ ରହିବା ପାଇଁ ବି ଭିତ୍ତିଭୂମି ନାହିଁ। ଏଭଳି ସ୍ଥିତିରେ ଭିତ୍ତିଭୂମି...

irfana
ମଳଦ୍ୱାରରେ ସଂକ୍ରମଣ ଯୋଗୁ ଆଇସିୟୁରେ ଇର୍‌ଫାନ୍‌

ମୁମ୍ବାଇ: ଡାକ୍ତରଖାନାରେ ବଲିଉଡ୍‌ ଓ ହଲିଉଡ୍‌ ଅଭିନେତା ଇର୍‌ଫାନା ଖାନ। ମୁମ୍ବାଇର କୋକିଲା ବେନ୍‌ ଧୀରୁଭାଇ ଅମ୍ବାନୀ ହସ୍‌ପିଟାଲ୍‌ରେ ସେ ଆଡ୍‌ମିଶନ ହୋଇଛନ୍ତି। ସେ ବର୍ତ୍ତମାନ ଆଇସିୟୁରେ ଅଛନ୍ତି। ବୃହତନ୍ତ୍ରରେ ବା ମଳଦ୍ୱାରରେ ସଂକ୍ରମଣ (କୋଲୋନାଲ୍‌ ଇନ୍‌ଫେକ୍ସନ୍‌) ଯୋଗୁ ସେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଇର୍‌ଫାନଙ୍କ ମୁଖପାତ୍ର କହିଛନ୍ତି।...

khata
କଟକଣା ସତ୍ତ୍ୱେ ଶ୍ରମନ୍ଦିର ଭିତରକୁ ପ୍ରବେଶ କଲେ ବିବାଦୀୟ ଠିକାଦାର

ପୁରୀ: ଲକ୍ ଡାଉନରେ ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ମନା। କେବଳ ସେବାୟତମାନେ ପ୍ରବେଶ କରିପାରିବେ। କିନ୍ତୁ ଅକ୍ଷୟତୃତୀୟା ଦିନ ଶ୍ରୀ ଜଗନ୍ନାଥ ମନ୍ଦିରକୁ କିଭଳି ଗଲେ ଭୁବନେଶ୍ୱର ଏୟାର୍‌ପୋର୍ଟ ଛାତ ଭୁଶୁଡ଼ିବା ଘଟଣାରେ ଗିରଫ ହୋଇ ଫେରିଥିବା ବିବାଦୀୟ  କଣ୍ଟ୍ରାକ୍ଟର ଦିଲ୍ଲୀପ ଖଟେଇ । କେବଳ ସେ ଏକା...

corona
ଦେଶରେ ପ୍ରଥମଥର ଘଟିଲା ଏଭଳି ଘଟଣା: ୨୪ ଘଣ୍ଟାରେ ଗଲା ୬୨ ଜୀବନ

ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟା ମଧ୍ୟରେ ୬୨କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହା ପୂର୍ବରୁ କେବେ ହୋଇନଥିଲା।  ୨୪ ଘଣ୍ଟା ସମୟସୀମା ଭିତରେ ଏହା ସର୍ବାଧିକ ମୃତ୍ୟୁ ହାର। ଏଥିସହିତ ଗତ ୨୪ ଘଣ୍ଟା ମଧ୍ୟରେ ୧୫୪୩ ଜଣ ନୂଆ ପଜିଟିଭ ଚିହ୍ନଟ ସହ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା...

irphna
ବଲିଉଡ୍‌ ଅଭିନେତା ଇର୍‌ଫାନ୍‌ ଖାନ୍‌ ହସ୍‌ପିଟାଲ୍‌ରେ ଭର୍ତ୍ତି

ମୁମ୍ବାଇ: ଡାକ୍ତରଖାନାରେ ବଲିଉଡ୍‌ ଓ ହଲିଉଡ୍‌ ଅଭିନେତା ଇର୍‌ଫାନା ଖାନ। ମୁମ୍ବାଇର କୋକିଲା ବେନ୍‌ ଧୀରୁଭାଇ ଅମ୍ବାନୀ ହସ୍‌ପିଟାଲ୍‌ରେ ସେ ଆଡ୍‌ମିଶନ ହୋଇଛନ୍ତି। ସେ ବର୍ତ୍ତମାନ ଆଇସିୟୁରେ ଅଛନ୍ତି।  ତାଙ୍କ ସହିତ ତାଙ୍କ ପୂରା ପରିବାର ଡାକ୍ତରଖାନାରେ ଥିବା ସୂଚନା ମିଳିଛି।  ନିକଟରେ ତାଙ୍କ ମାଆ ସୟୀଦା ବେଗଙ୍କର...

ki
ଚିନ୍ତା ବଢ଼ାଇଲା କରୋନାର ନୂଆ ଲକ୍ଷଣ: ଏବେ ରୋଗୀଙ୍କର ହେଉଛି ଏଭଳି ଅବସ୍ଥା

ନୂଆଦିଲ୍ଲୀ: ଗୋଟିଏ ପରେ ଗୋଟିଏ ରୂପ ବଦଳାଉଥିବା କୋରନା ଭାଇରସ୍‌ ଏବେ ତାର ଲକ୍ଷଣ ବଦଳାଇଲାଣି। କରୋନା ରୋଗୀଙ୍କଠାରେ ଏବେ ନୂଆ ନୂଆ ସବୁ ଲକ୍ଷଣ ଦେଖାଦେଲାଣି। ପୂର୍ବରୁ ଜ୍ୱର, କାଶ, ଥଣ୍ଡା ଭଳି ଲକ୍ଷଣ ଦେଖା ଦେଉଥିଲେ କରୋନା ସନ୍ଧିଗ୍ଧ ବୋଲି କୁହାଯାଉଥିଲା। ଏବେ କିନ୍ତୁ କିଛି...

laptop
ଦାନା ବାନ୍ଧୁଛି ଲଘୁଚାପ: ଏହିସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଦାନା ବାନ୍ଧୁଛି ଲଘୁଚାପ। ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖରେ ଆସନ୍ତା ୩୦ ତାରିଖରେ ଏକ ଲଘୁଚାପ ବଳୟ ସୃଷ୍ଟିହେବା ସମ୍ଭାବନା ରହିଛି। ଏହି ସୂଚନା ଦେଇଛି ପାଣିପାଗ ବିଭାଗ। ସେପଟେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ବର୍ଷା ହୋଇଛି। ଉତ୍ତର ଓ ଦକ୍ଷିଣ ଓଡ଼ିଶାର...

student
ରାଜସ୍ଥାନରେ ଫସି ରହିଥିବା ଓଡ଼ିଆ ଛାତ୍ରଛାତ୍ରୀଙ୍କୁ ଫେରାଇ ଆଣିବାକୁ ଦାବି

ରାୟଗଡ଼ା: ରାଜସ୍ଥାନର କୋଟାରେ ମେଡିକାଲ କୋଚିଂ ନେଉଥିବା ରାୟଗଡ଼ା ଅଞ୍ଚଳର କେତେକ ଛାତ୍ର ଲକଡାଉନ ପାଇଁ ଫସି ରହିଛନ୍ତି। ସେମାନଙ୍କୁ କୋଟାରୁ ଉଦ୍ଧାର କରି ଆଣିବା ଲାଗି ପରିବାର ଲୋକେ ଜିଲ୍ଲାପାଳଙ୍କୁ ଭେଟି ନିବେଦନ କରିଛନ୍ତି। ଅନ୍ୟ ରାଜ୍ୟର ଛାତ୍ରଛାତ୍ରୀମାନେ ସେମାନଙ୍କ ରାଜ୍ୟ ସରକାରଙ୍କ ଉଦ୍ୟମରେ ନିଜ ଅଞ୍ଚଳକୁ...

save
କରୋନା ରୋକିବାକୁ ସୀମା ଖୋଳି ଗାଁକୁ ଅଲଗା କଲେ ଲୋକେ

ପାରଳାଖେମୁଣ୍ଡି: କରୋନାର କାୟା ବୃଦ୍ଧି ପାଉଥିବାବେଳେ ଅନ୍ୟ ରାଜ୍ୟ ଲୋକଙ୍କୁ ନିଜ ରାଜ୍ୟରେ ପୂରାଇ ନଦେବାକୁ ଭିନ୍ନ ଭିନ୍ନ ଉପାୟ ଆପଣାଉଛନ୍ତି ଲୋକେ। କେତେବେଳେ ରାସ୍ତାରେ ରାତାରାତି କାନ୍ଥ ନିର୍ମାଣ ତ ଆଉ କେତେବେଳେ ଜାତୀୟ ରାଜପଥକୁ ଅବରୋଧ କରି ଲୋକଙ୍କୁ ଅଟକାଉଛନ୍ତି। ଆମ ରାଜ୍ୟକୁ ନେଇ ମଧ୍ୟ...

nirti
ନିତି ଆୟୋଗ କାର୍ଯ୍ୟାଳୟ ସିଲ୍‌

ନୂଆଦିଲ୍ଲୀ: ନିତି ଆୟୋଗ କାର୍ଯ୍ୟାଳୟ ସିଲ୍ କରାଯାଇଛି। ନିତି ଆୟୋଗର ଜଣେ ଅଧିକାରୀଙ୍କଠାରେ କରୋନା ପଜିଟିଭ୍ ରିପୋର୍ଟ ଆସିବା ପରେ କାର୍ଯ୍ୟାଳୟକୁ ସିଲ୍ କରାଯାଇଥିବା ସୂଚନା ମିଳିଛି। ଅଧିକାରୀଙ୍କଠାରେ କରୋନା ପଜିଟିଭ୍ ଆସିଥିବା ସଂପର୍କରେ ଆଜି ସକାଳ ୯ଟାରେ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଥିଲା। ଏହାପରେ କରୋନା ପ୍ରୋଟୋକଲ ଅନୁସାରେ...

loka
ପୁଲିସ୍‌ ଭ୍ୟାନ୍‌ ଦେଖିବା ମାତ୍ରେ ଆକ୍ରମଣ କଲେ ଲୋକେ

ଭୁବନେଶ୍ୱର: ଲକ୍‌ଡାଉନ କଟକଣା ଯାଞ୍ଚ ବେଳେ ସୁରତରେ ପୋଲିସ ଉପରକୁ ଆକ୍ରମଣ ଘଟଣା ସାମ୍ନାକୁ ଆସିଛି। ସୁରତର ଭିନ୍ନ ଭିନ୍ନ ଦୁଇଟି ଅଞ୍ଚଳରେ କିଛି ପ୍ରବାସୀ ଶ୍ରମିକ ପୋଲିସଙ୍କୁ ଆକ୍ରମଣ କରିଥିବା ଜଣାପଡ଼ିଛି। ଏଥିରେ କିଛି ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଆଜି ସକାଳୁ ପୋଲିସ ପାଟ୍ରୋଲିଂ ବେଳେ...

muniguda
ବାହାର ଫେରନ୍ତାକୁ ନେଇ ଗାଁରେ ତୁମୁଳକାଣ୍ଡ

ନୟାଗଡ଼: ଭୁବନେଶ୍ୱର ଫେରନ୍ତାଙ୍କୁ ନେଇ ନୟାଗଡ଼ ଜିଲ୍ଲା କେନ୍ଦୁଢିପିରେ ତୁମୁଳକାଣ୍ଡ। ସରପଞ୍ଚଙ୍କ ସ୍ୱାମୀଙ୍କ ମାଡ଼ରେ ନାଏବ ସରପଞ୍ଚ ଓ ଓ୍ୱାର୍ଡ ମେମ୍ବରଙ୍କ ସ୍ୱାମୀ ଆହତ ହୋଇଛନ୍ତି। ଗତକାଲି ସକାଳେ ଭୁବନେଶ୍ୱରରେ ରହୁଥିବା କେନ୍ଦୁଢିପିର ମଧୁସୂଦନ ସାହୁ ନିଜ ଗାଁକୁ ଫେରିଥିଲେ। ନାଏବ ସରପଞ୍ଚ ଓ ଓ୍ୱାର୍ଡ ମେମ୍ବରଙ୍କ ସ୍ୱାମୀ...

33
ପୁଣି ଡଙ୍ଗାରେ ଫେରିଲେ ୩୩ ଶ୍ରମିକ

ବ୍ରହ୍ମପୁର: ବାହାର ରାଜ୍ୟରୁ ସମୁଦ୍ର ପଥରେ ଶ୍ରମିକଙ୍କ ଫେରିବା ଜାରି ରହିଛି। ଗତକାଲି ରାତିରେ ପୁଣି ୩୩ ଜଣ ଶ୍ରମିକ ଏକ ଡଙ୍ଗା ସାହାଯ୍ୟ ରେଚେନ୍ନାଇରୁ ଓଡ଼ିଶାକୁ ଫେରିଛନ୍ତି। ଗଂଜାମ ଜିଲ୍ଲା ଛତ୍ରପୁର ନିକଟ ଆର୍ଯ୍ୟପଲ୍ଲୀ ସମୁଦ୍ରବେଳାରେ ଆସି ପହଞ୍ଚିଛନ୍ତି ସମସ୍ତ ଶ୍ରମିକ। ୨ ଲକ୍ଷ ୧୦ ହଜାର...

sadhu
ମନ୍ଦିର ଭିତରେ ଦୁଇ ସାଧୁଙ୍କୁ ହତ୍ୟା

ବୁଲନ୍ଦଶହର:  ଉତ୍ତର ପ୍ରଦେଶର ବୁଲନ୍ଦଶହର ଜିଲ୍ଲାରେ ସୋମବାର ମଧ୍ୟ ରାତ୍ରିରେ ଦୁଇ ଜଣ ସାଧୁଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ସ୍ଥାନୀୟ ଏକ ମନ୍ଦିରରୁ ଦୁଇ ସାଧୁଙ୍କ ମୃତଦେହ ଉଦ୍ଧାର କରାଯାଇଛି। ୫୫ ଓ ୩୫ ବର୍ଷୀୟ ଏହି ୨ ସାଧୁଙ୍କୁ ରାଜୁ ନାମକ ଜଣେ ବ୍ୟକ୍ତି କରିଥିବା...

1600
୧୬୦୦କି.ମି ଚାଲିଚାଲି ଆସିଲେ, ଘରେ ପହଞ୍ଚିବା ପୂର୍ବରୁ ଆଖି ବୁଜିଲେ

ଲକ୍ଷ୍ନୌ: ଲକ୍‌ଡାଉନ୍‌ ସମୟରେ ଜଣେ ଯୁବକ ମୁମ୍ୱାଇରୁ ୧୬୦୦ କିଲୋମିଟର ଦୂରରୁ ଚାଲି ଚାଲି ୟୁପିର ଶ୍ରାବସ୍ତି ଜିଲ୍ଲାରେ ପହଞ୍ଚିଥିଲେ। ସେଠାରୁ ସେ ତାଙ୍କ ଗାଁକୁ ମଧ୍ୟ ଯାଇଥିଲେ, କିନ୍ତୁ ପ୍ରଶାସନ କରୋନା ଭୟରେ ତାଙ୍କୁ ଗ୍ରାମର ଏକ ସ୍କୁଲ ଘରେ ୧୪ ଦିନ ପାଇଁ କ୍ୱାରେଣ୍ଟାଇନରେ ରଖିଥିଲା।...

police death
କରୋନା ନେଲା ପୁଣି ଜଣେ ପୋଲିସ କର୍ମଚାରୀଙ୍କ ମୁଣ୍ଡ

ମୁମ୍ୱାଇ: ଦେଶରେ କରୋନା ଭାଇରସ ଯୋଗୁ ସଂକ୍ରମିତ ଏବଂ ମୃତ୍ୟୁ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଦେଶରେ ସଂକ୍ରମିତ ଲୋକଙ୍କ ସଂଖ୍ୟା ୨୮ହଜାରରୁ ଅଧିକ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ୮୫୦ରୁ ଅଧିକ ହୋଇଛି। ଏହି ସମୟରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଥିବା ମହାରାଷ୍ଟ୍ରରେ ଗତ ତିନି ଦିନରେ...