ନୂଆଦିଲ୍ଲୀ: ଦେଶରେ କରୋନା ଭାଇରସର ସଙ୍କଟ ଜାରି ରହିଥିବାବେଳେ ସୁପ୍ରିମକୋର୍ଟର ଜଣେ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। କରୋନାରେ ସଂକ୍ରମିତ ହୋଇଥିବା କର୍ମଚାରୀ ୧୬ ଏପ୍ରିଲରେ କୋର୍ଟକୁ ଆସିଥିଲେ। ସେଠାରେ କାର୍ଯ୍ୟରତ ଦୁଇ ରେଜିଷ୍ଟ୍ରାରଙ୍କୁ କ୍ୱାରେଣ୍ଟାଇନ୍ରେ ରଖାଯାଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟ ସହଯୋଗୀଙ୍କୁ ଚିହ୍ନଟ କରିବା...
ନୂଆଦିଲ୍ଲୀ: ଦେଶରେ କରୋନା ଭାଇରସ୍ ଦିନକୁ ଦିନ ନିଜର କାୟାକୁ ବିସ୍ତାର କରିବାରେ ଲାଗିଛି। ଏହି ମହାମାରୀକୁ ନେଇ ସମଗ୍ର ବିଶ୍ୱ ଚିନ୍ତା ପ୍ରକଟ କରୁଛି। ପ୍ରତ୍ୟେକଦିନ ନୂଆ କରୋନା ରୋଗୀ ଚିହ୍ନଟ ହେଉଥିବାର ଦେଖିବାକୁ ମିଳୁଛି। ଏଭଳି ପରିସ୍ଥିତିରେ ସେଲିବ୍ରେଟିମାନେ ଲୋକଙ୍କୁ ସାହାଯ୍ୟ କରିବା ପାଇଁ କ୍ରମାଗତ...
ନୂଆଦିଲ୍ଲୀ: ଗତ କିଛି ଦିନ ହେବ ଦିଲ୍ଲୀ ଡାକ୍ତରଖାନାଗୁଡ଼ିକର କର୍ମଚାରୀମାନେ କରୋନା ଭାଇରସରେ ଆକ୍ରାନ୍ତ ହେଉଥିବାର ଦେଖିବାକୁ ମିଳୁଛି। ପରିସ୍ଥିତି ଏଭଳି ହୋଇଛି ଯେ, ଏପର୍ଯ୍ୟନ୍ତ ୨୨ଟି ଡାକ୍ତରଖାନାରୁ ୨୧୧ ଜଣ ଡାକ୍ତର ଓ ଅନ୍ୟ ସ୍ୱାସ୍ଥ୍ୟ କର୍ମଚାରୀମାନେ ଏହି ଭାଇରସରେ ଆକ୍ରାନ୍ତ ହୋଇଥିବା ଖବର ମିଳିଛି ।...
ଭୁବନେଶ୍ୱର: ଲିଭିଗଲା ଓଡ଼ିଆ ନ୍ୟଟ୍ୟଜଗତର ଉଜ୍ଜ୍ଵଳ ଜ୍ୟୋତି। ସମସ୍ତଙ୍କୁ ଛାଡ଼ି ଆରପାରିକୁ ଚାଲିଗଲେ ନାଟ୍ୟକାର ବିଜୟ ମିଶ୍ର। ଆଜି ୮୩ ବର୍ଷରେ ତାଙ୍କର ପରଲୋକ ହୋଇଛି। ସେ ଅନେକ ଲୋକପ୍ରିୟ ନାଟକ ରଚନା କରିବା ସହିତ ସିନେମା ଓ ଧାରାବାହିକରେ ସଂଳାପ ଲେଖିଛନ୍ତି। ଲୋକପ୍ରିୟ ଧାରାବାହିକ ଶ୍ରୀଜଗନ୍ନାଥରେ ସେ...
ହରିୟାଣା: ସମଗ୍ର ବିଶ୍ୱରେ କରୋନା ବିପର୍ଯ୍ୟୟ। ଏହି ଭାଇରସଠୁ ରକ୍ଷା ପାଇବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଭାରତ ଭଳି ସମସ୍ତ ଦେଶରେ ଲକ୍ଡାଉନ୍ ଜାରି କରାଯାଇଛି। ଲୋକମାନେ ନିଜର ଘରେ ବନ୍ଦୀ ଜୀବନ ବିତାଉଛନ୍ତି। ଏନେଇ ଭାରତରେ ମଦ ଦୋକାନଗୁଡିକ ମଧ୍ୟ ବନ୍ଦ ରହିଛି, କିନ୍ତୁ...
ରାଉଲକେଲା: ୩ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ପରେ ରାଉରକେଲା ନାଲା ରୋଡ୍ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି। କଣ୍ଟେନମେଣ୍ଟ ଜୋନ୍ ଘୋଷଣା ସହ ସମ୍ପୃକ୍ତ ଅଞ୍ଚଳକୁ ସିଲ୍ କରିଛି ରାଉରକେଲା ପୌରନିଗମ। ଷଷ୍ଠ ପଜିଟିଭ ଆକ୍ରାନ୍ତ ନାଲାରୋଡ ବାସିନ୍ଦା ହୋଇଥିବାରୁ ନାଲାରୋଡ୍ ଅଞ୍ଚଳ ସଂଲଗ୍ନ...
ଭୁବନେଶ୍ୱର: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ବିଭିନ୍ନ ସ୍ଥାନରେ ଅଖି ମୁଠି ଅନୁକୂଳ ହୋଇଛି। କୃଷି ମନ୍ତ୍ରୀ ଅରୁଣ ସାହୁ ନୟାଗଡ଼ରେ ଅଖି ମୁଠି ଅନୁକୁଳ କରିଛନ୍ତି। ଜିଲ୍ଲା ବିଜେଡି କାର୍ଯ୍ୟାଳୟ ପାଖରେ ଥିବା ଜଣେ କୃଷକଙ୍କ ଜମିରେ ଅରୁଣ ପୂଜାପାଠ କରିବା ପରେ ବିହନ ବୁଣିବା ସହ...
ଭୋପାଳ: ମଧ୍ୟପ୍ରଦେଶର ନରସିଂହପୁରରେ ୨୦୧୭ ବ୍ୟାଚ୍ର ଜଣେ ଯୁବ ଆଇପିଏସ୍ ଅଧିକାରୀ କରୋନା ଭାଇରସରେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଏହି ଅଧିକାରୀ ଏପ୍ରିଲ ୨୦ ରେ ନରସିଂହପୁର ଜିଲ୍ଲା ନିକଟସ୍ଥ ଜବଲପୁର ଯାଇ କରୋନା ଭାଇରସରେ ସଂକ୍ରମିତ ହୋଇଥିବା ଯାବେଦ ଖାନ୍କୁ ଗିରଫ କରିବା ପାଇଁ ଯାଇଥିଲେ। ଜାଭେଦ୍...
ଭଦ୍ରକ: ସାମାଜିକ ଦୂରତା ରକ୍ଷା ପାଇଁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ, ଭଦ୍ରକ ଏସ୍ପିଙ୍କ ନିବେଦନକୁ ସାମାନ୍ୟ ଗ୍ରହଣ କଲେନି ଭଦ୍ରକବାସୀ। ଶଟ୍ଡାଉନ ଅବଧି ସରୁ ସରୁ ଭଦ୍ରକ ସହରବାସୀ ଘରୁ ବାହାରି ମାର୍କେଟରେ ଭିଡ଼ ଲଗାଇଥିବା ଦେଖିବାକୁ ମିଳିଛି। କଚେରୀ ବଜାର, ନୂଆ ବଜାର, ବାଇପାସ୍ ଓ ଚରମ୍ପାରେ...
ଭୁବନେଶ୍ୱର: ସମୁଦ୍ର ପଥ ଦେଇ ଡଙ୍ଗାରେ ଚେନ୍ନାଇରୁ ଗଞ୍ଜାମକୁ ଶ୍ରମିକ ଆସିବା ଘଟଣାରେ ତଦନ୍ତ ନିର୍ଦ୍ଦେଶ ଦେଲେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା। ଏହି ଘଟଣାରେ ସମ୍ପୃକ୍ତ ଡଙ୍ଗା ଜବତ ହୋଇଛି। ଏଭଳି ପରିସ୍ଥିତି ଆଗରୁ ଉପୁଜି ନଥିଲା। ଜଙ୍ଗଲ ଓ ପାହାଡ଼ ଦେଇ ମଧ୍ୟ ଲୋକ ଆସୁଛନ୍ତି।...
ଭୁବନେଶ୍ୱର: ଗୁଜରାଟରୁ ବସ୍ରେ ଫେରିବେ ପ୍ରବାସୀ ଓଡ଼ିଆ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ପ୍ରବାସୀ ଓଡ଼ିଆ ଶ୍ରମିକଙ୍କୁ ବସ୍ ଯୋଗେ ଫେରାଇ ଆଣିବାକୁ ବ୍ୟବସ୍ଥା କରାଯିବ। ବସ୍ରେ ରୋଡ୍ ଟ୍ୟାକ୍ସ ଛାଡ଼...
ନୂଆଦିଲ୍ଲୀ: ଏବେ ୧୫ ଜୁନଠାରୁ ସାମସଙ୍ଗ ଗ୍ୟାଲେକ୍ସି S20 ସ୍ମାର୍ଟଫୋନ୍ର ପ୍ରି ବୁକିଂ ଅଫର ଫାଇଦା ଉଠାଇପାରିବେ ଗ୍ରାହକ। ଅନେକ ଗ୍ରାହକ ଲକ୍ଡାଉନ୍ ପୂର୍ବରୁ ଗ୍ୟାଲେକ୍ସି S20ର ପ୍ରି ବୁକିଂ କରିଥିଲେ। ଏପ୍ରିଲ୍ ୩ରେ ଏହା ଗ୍ରାହକଙ୍କୁ ଡେଲିଭରି ମିଳିବାର ଥିଲା। କିନ୍ତୁ ଏହା ଏବେ ମେ ୨୦...