ନୂଆଦିଲ୍ଲୀ: ଆଡି ମନ୍ କି ବାତ୍ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କରୋନା ଯୁଦ୍ଧରେ ଲଢୁଥିବା ଦେଶର ପ୍ରତ୍ୟେକ ନାଗରିକଙ୍କୁ ଜଣେ ଜଣେ ଯୋଦ୍ଧା ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ। ଦେଶର ପ୍ରତ୍ୟେକ ନାଗରିକ କରୋନା ବିରୋଧରେ ଯୁଦ୍ଧ ଆରମ୍ଭ କରିଦେଇଛନ୍ତି। ଲୋକମାନଙ୍କର ଏହି କାର୍ଯ୍ୟ...
ଭୁବନେଶ୍ୱର: ରାଜ୍ୟର ୩ ଜିଲ୍ଲା ଭଦ୍ରକ, ବାଲେଶ୍ୱର ଓ ଯାଜପୁରରେ ୬୦ ଘଣ୍ଟିଆ ଲକ୍ଡାଉନ ଅବଧି ଶେଷ ହୋଇଛି। ଏପ୍ରିଲ ୨୩ ତାରିଖରୁ ଲାଗୁ ହୋଇଥିବା ୬୦ ଘଣ୍ଟିଆ ସଟ୍ ଡାଉନ ଅବଧି ଆଜି ସକାଳ ୧୦ଟାରେ ଶେଷ ହୋଇଛି। ସଟ୍ଡାଉନ ଅବଧି ସରିଥିଲେ ବି ଲକଡାଉନ କଟକଣା...
ମୁମ୍ୱାଇ: ମହାରାଷ୍ଟ୍ରରେ କରୋନା ଭାଇରସ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ଏପର୍ଯ୍ୟନ୍ତ ରାଜ୍ୟରେ ୭୬୨୮ଜଣ କରୋନା ଭାଇରସରେ ଆକ୍ରାନ୍ତ ଥିବା ଜଣାପଡ଼ିଛି। ସେହିଭଳି ୪୮ ଘଣ୍ଟାରେ ୨୩ ଜଣ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ରହିଛନ୍ତି ଜଣେ ୫୭ ବର୍ଷୀୟ ପୋଲିସ ହାବିଲଦାର। ସେ ଶନିବାର...
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦିନ ୧୧ଟା ବେଳେ ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧନ କରିବେ। ଏଥର ମନ୍ କି ବାତ୍ କାର୍ଯ୍ୟକ୍ରମରେ କରୋନା ସଂପର୍କରେ ଦେଶବାସୀ ଦେଇଥିବା ମତାମତ ଉପରେ ମତ ରଖିପାରନ୍ତି। ଏଥିସହିତ ଆଉଁ କେଉଁ ଗୁରୁତ୍ୱପୂର୍ଣ୍ଣ କଥା ବିଷୟରେ ଆଲୋଚନା...
ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରୁ ନୂଆ ୩ କରୋନା ପଜିଟିଭ୍ ଚିହ୍ନଟ ହେବା ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି। ସୁନ୍ଦରଗଡ଼ର ୩ ନୂଆ ଆକ୍ରାନ୍ତ ରାଉରକେଲାର ବୋଲି ସୂଚନା ଓ ଲୋକସଂପର୍କ ବିଭାଗ ସୂଚନା ଦେଇଛି। ଏମାନଙ୍କ ମଧ୍ୟରେ ଜଣେ ମହିଳା ଥିବାବେଳେ ୨ ଜଣ ପୁରୁଷ...
ବ୍ରହ୍ମପୁର (ଜଗନ୍ନାଥ ସାହୁ): ସାର୍ ହେବ ତ ଏମିତି। ପିଲାମାନଙ୍କୁ ପଢ଼ା ବହି ଯୋଗାଇବା ପାଇଁ ପ୍ରଧାନଶିକ୍ଷକ ସାଜିଲେ ରିକ୍ସାବାଲା। ରିକ୍ସାରେ ପିଲାଙ୍କ ବହି ନେଇ ପିଲାଙ୍କ ଘରେ ବହି ଯୋଗାଉଛନ୍ତି ପ୍ରଧାନଶିକ୍ଷକ। ତାଙ୍କ ପଛରେ ଚାଲୁଛନ୍ତି ସ୍କୁଲ୍ର ଶିକ୍ଷୟତ୍ରୀ। ଲକ୍ଡାଉନ୍ ଯୋଗୁ ରାଜ୍ୟ ସରକାର ଓ ଗଞ୍ଜାମ...
ଭୁବନେଶ୍ୱର: ଗତ ଦୁଇ ଦିନ ଧରି ରାଜ୍ୟରେ ଜାରି ରହିଛି ବର୍ଷା। ଦିନରେ ଗ୍ରୀଷ୍କର ପ୍ରଭାବ ଦେଖାଯାଉଥିବା ବେଳେ ସଂଧ୍ୟାରେ ଅଚାନକ ବଦଳୁଛି ପାଗ। ଏପରି ପାଗ ଆସନ୍ତା ୩୦ ତାରିଖ ଯାଏ ରାଜ୍ୟରେ ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଘୂର୍ଣ୍ଣିବଳୟ ପ୍ରଭାବରେ ଉପକୂଳ...
ଯାଜପୁର: କରୋନା ଯୁଦ୍ଧରେ ଆଶା ଦିଦି। ୮ ମାସର ଗର୍ଭବତୀ ଥାଇ ବି ସେ ନିଜ କର୍ତ୍ତବ୍ୟ କରିଚାଲିଛନ୍ତି। କରୋନା ମହାମାରୀରୁ ଦୂରେଇ ରହିବା ପାଇଁ ଗାଁ ଗାଁ ବୁଲି ଲୋକଙ୍କୁ କରୁଛନ୍ତି ସଚେତନ। କରୋନା ଯୁଦ୍ଧରେ ଏପରି ଜଣେ ଯୋଦ୍ଧା ହେଲେ ଯାଜପୁର ବିଞ୍ଝାରପୁର ଫତେପୁର ପଞ୍ଚାୟତ...
ପୁରୀ: ଆଜି ପବିତ୍ର ଅକ୍ଷୟ ତୃତୀୟା ଶ୍ରୀମନ୍ଦିର ପରିସରରେ ଆଜି ରଥକାଠ ଅନୁକୂଳ ହେବ। କରୋନା ମୁକାବିଲା ପାଇଁ ଲକ୍ଡାଉନ୍ ଥିବାରୁ ସମସ୍ତ ନୀତିକାନ୍ତି ଶ୍ରୀମନ୍ଦିର ଭିତରେ ହିଁ ଅନୁଷ୍ଠିତ ହେବ। ଚାହାଣି ମଣ୍ଡପ ଓ ସ୍ନାନ ମଣ୍ଡପର ମଧ୍ୟବର୍ତ୍ତୀ ସ୍ଥାନରେ ବନଯାଗ ବିଦ୍ଧିରେ ରଥ ଅନୁକୂଳ କାମ...
ନୂଆଦିଲ୍ଲୀ: ବିଶ୍ୱରେ କରୋନା ନେଲାଣି ୨ ଲକ୍ଷରୁ ଅଧିକ ଜୀବନ। ସାରା ପୃଥିବୀରେ ୨୧୦ ଦେଶରେ କାୟା ବିସ୍ତାର କରିଥିବା କରୋନା ଭାଇରସ ଦ୍ୱାରା ଏବେ ଯାଏଁ ୨ ଲକ୍ଷ ୩ ହଜାରରୁ ଅଧିକ ଲୋକ ପ୍ରାଣ ହରାଇଲେଣି। ସେହିଭଳି ଆକ୍ରାନ୍ତଙ୍କ ସଂଖ୍ୟା ୨୯ ଲକ୍ଷକୁ ପାର କରିଛି।...
ନୂଆଦିଲ୍ଲୀ: ଦେଶରେ ୨୫ ହଜାର ମୁହାଁ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ଭିତରେ ୧୪୨୯ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ଗତ ୨୪ ଘଣ୍ଟାରେ ୫୭ ଜଣଙ୍କ ଜୀବନ ଯିବା ସହ ୭୭୯ ଛୁଇଁଛି ମୋଟ୍ ମୃତ୍ୟୁ ସଂଖ୍ୟା। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା...