• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

lol
ଭଦ୍ରକ ବାସୁଦେବପୁର ବ୍ଲକର ୯ଟି ପଞ୍ଚାୟତକୁ କଣ୍ଟେନ୍‌ମେଣ୍ଟ ଜୋନ୍ ଘୋଷଣା

ଭଦ୍ରକ: ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକର ୯ଟି ପଞ୍ଚାୟତକୁ କଣ୍ଟେନ୍‌ମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ମୋଟ୍ ୯ଟି ପଞ୍ଚାୟତକୁ ୪ଟି ଜୋନ୍‌ରେ ଭାଗ କରି କଣ୍ଟେନ୍‌ମେଣ୍ଟ ଘୋଷଣା ହୋଇଛି। ଜୋନ୍-୧ରେ ପଦ୍ମପୁର, ଲୁଙ୍ଗା, ସୁଗୋ ଓ ଏରତାଳ ପଞ୍ଚାୟତ ରହିଛିା ଏଥିରେ ମୋଟ୍ ୮ଟି ଗାଁ ରହିଛି। ସେହିପରି...

namaj
ଚଳିତ ରମ୍‌ଜାନ ମାସରେ ହେବନି ସମୁହ ନମାଜ ପାଠ

ଭୁବନେଶ୍ୱର: ଚଳିତ ରମ୍‌ଜାନ ମାସରେ ହେବନି ସମୁହ ନମାଜ ପାଠ। ମସଜିଦ୍‌ରେ ସମୁହ ନମାଜ ପାଠ ଉପରେ କଟକଣା ଲାଗିଛି। ଏନେଇ  ଆଜି କମିଶନରେଟ୍ ପୋଲିସ୍ ସହ ରାଜଧାନୀ ଭୁବନେଶ୍ୱରରେ ଥିବା ବିଭିନ୍ନ ମସଜିଦ୍‌ର ମୁଖ୍ୟଙ୍କ ସହ  ଆଲୋଚନା ହୋଇଛି। ରମଜାନ୍ ପାଳନ ହେବ। ହେଲେ ସମୁହ ନମାଜ...

Gurubara
ଖୁସି ଖବର: ଜାତୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ସ୍ଥାନ ପାଇଲା ଓଡ଼ିଶାର ମାଣବସା, ଛଉ ଏବଂ ରାବଣଛାୟା

ଭୁବନେଶ୍ୱର: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର ଇନ୍‌ଟାଞ୍ଜିବଲ୍ କଲ୍‌ଚରାଲ୍ ହେରିଟେଜ୍ ତାଲିକାରେ ସାମିଲ ହେଲା ଓଡ଼ିଶାର ୩ଟି ସାଂସ୍କୃତିକ ପରଂପରା ମାଣବସା ଗୁରୁବାର, ଛଉ ନୃତ୍ୟ ଓ ରାବଣ ଛାୟାକୁ ଇନ୍‌ଟାଞ୍ଜିବଲ୍ କଲ୍‌ଚରାଲ୍ ହେରିଟେଜ୍ ତାଲିକାରେ ସାମିଲ କରିଛନ୍ତି ଭାରତ ସରକାର। ଏ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ...

903105-civil-new
ବିମାନ ଚଳାଚଳ ମନ୍ତ୍ରାଳୟର କର୍ମଚାରୀଙ୍କୁ କରୋନା; କାର୍ଯ୍ୟାଳୟ ସିଲ୍‌

ନୂଆଦିଲ୍ଲୀ: ରାଜୀବଗାନ୍ଧି ଭବନ ପରିସରରେ ଥିବା ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟର ୱିଙ୍ଗ୍‌ କୁ ସିଲ୍‌ କରାଯାଇଛି। ଗତ ୧୫ ତାରିଖରେ ମନ୍ତ୍ରାଳୟର ଜଣେ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ।  ଏହାପରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସବୁ କର୍ମଚାରୀଙ୍କୁ ହୋମ୍ କ୍ୱାରେଣ୍ଟିନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ...

homeguard
ପାସ୍‌ ମାଗିବାରୁ ହୋମଗାର୍ଡଙ୍କୁ ବସ୍‌ଉଠ କଲେ କୃଷି ଅଧିକାରୀ, ନିଲମ୍ୱନ ହେଲେ ଏଏସଆଇ

ବିହାର: ତଳିଆ କର୍ମଚାରୀ ନିଜ କର୍ତ୍ତବ୍ୟବୋଧ ପ୍ରତି ଯେତିକି ସଚେତନ ବରିଷ୍ଠ ଅଧିକାରୀମାନେ ସେତିକି ସଚେତନ ନୁହଁନ୍ତି। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ବିହାରରେ। ଜଣେ ହୋମଗାର୍ଡ ତାଙ୍କ କର୍ତ୍ତବ୍ୟକୁ ବୁଝି ଲକ୍‌ ଡାଉନବେଳେ ଗାଡି ଚାଳକଙ୍କୁ ପାସ୍ ମାଗିଛନ୍ତି। ଆଉ ଏଥିପାଇଁ ଗାଡିରେ ବସିଥିବା କୃଷି...

corona testing
‘କରୋନା ଲକ୍ଷଣ ଥାଉ ବା ନଥାଉ ପରୀକ୍ଷା କର’

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ସଂକ୍ରମିତ ରାଜ୍ୟରୁ ଆସିଥିବା ବ୍ୟକ୍ତିମାନେ ସେମାନଙ୍କର ନମୁନା ପରୀକ୍ଷା କରିବା ପାଇଁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ରାଜ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୮୦ପ୍ରତିଶତଙ୍କ ଠାରେ କୌଣସି...

odisha
ରାଜ୍ୟରେ ରେକର୍ଡ, ଗୋଟିଏ ଦିନରେ ପରୀକ୍ଷା ହେଲା ଏତିକି ନମୁନା

ଭୁବନେଶ୍ୱର: ଗତକାଲି ରାଜ୍ୟରେ ରେକର୍ଡ ସଂଖ୍ୟକ ଆରଟିପିସିଆର(RTPCR) ଟେଷ୍ଟ କରାଯାଇଛି। ରାଜ୍ୟରେ ୨୦୨୭ଟି ଟେଷ୍ଟ କରାଯାଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆରଏମଆରସିରେ ୧୨୩୪, ଏମସ୍‌ରେ ୭୭, କଟକ ଏସସିବିରେ ୩୭୮, ବ୍ରହ୍ମପୁର ଏମକେସିଜିରେ ୪୧, ଭିମସାର ୩୩, ଇନଷ୍ଟିଚୁଟ୍‌ ଅଫ୍ ଲାଇଫ...

pm modi
କରୋନା ଯୋଦ୍ଧାମାନଙ୍କ ପାଇଁ ଜୟ-ଜୟକାର କଲେ ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱ ପୃଥିବୀ ଦିବସ(International Earth Day)   ଅବସରରେ ଧରିତ୍ରୀ ମା’ଙ୍କୁ କୃତଜ୍ଞତା ଜଣାଇଛନ୍ତି। ସେ ନିଜ ଟ୍ୱିଟ୍‌ରେ କହିଛନ୍ତି ଯେ ‘ଏହି ଦିବସରେ ଆମ ଗ୍ରହ ପୃଥିବୀ ମା’ ଅପାର ଦୟା କରୁଥିବାରୁ ଓ ଆମର ଯତ୍ନ ନେଉଥିବାରୁ  କୃତଜ୍ଞତା ଜଣାଉଛି।...

bhopal
କରୋନା ଭୟରେ ବାପାଙ୍କ ମୃତଦେହ ନେଲାନି ପୁଅ, ତହସିଲଦାର କଲେ ଅନ୍ତିମ ସଂସ୍କାର

ଭୋପାଳ: କରୋନା ଭାଇରସକୁ ଡରି ମଧ୍ୟପ୍ରଦେଶର ରାଜଧାନୀ ଭୋପାଳର ଜଣେ ପୁଅ ତାଙ୍କ ପିତାଙ୍କ ମୃତଦେହ ନେବାକୁ ମନା କରିଦେଇଛନ୍ତି। ବାପା କରୋନାରେ ସଂକ୍ରମିତ ହୋଇଥିଲେ, ମଙ୍ଗଳବାର ଭୋପାଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଜିଲ୍ଲା ପ୍ରଶାସନ ଟିମ୍‌ ପୁଅକୁ ବାରମ୍ୱାର ଅନ୍ତିମ ସଂସ୍କାର କରିବାକୁ ଅନୁରୋଧ କରିଥିଲେ ମଧ୍ୟ...

delhi
ଭଲ ଖବର: ୨୪ ଘଣ୍ଟାରେ ଦିଲ୍ଲୀରେ ମୃତ୍ୟୁ ସଂଖ୍ୟା ଶୂନ

ନୂଆଦିଲ୍ଲୀ: ଦେଶରେ ମହାମାରୀ କରୋନା ଭାଇରସ ନିଜର କାୟା ବିସ୍ତାର କରିବାରେ ଲାଗିଛି। ଭାରତରେ କରୋନା ଭାଇରସ ଯୋଗୁ ଏପର୍ଯ୍ୟନ୍ତ ୬୦୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ପ୍ରାୟ ୧୯ହଜାର ଲୋକେ ଏଥିରେ ସଂକ୍ରମିତ ହୋଇଛନ୍ତି। ରାଜଧାନୀ ଦିଲ୍ଲୀରେ ସଂକ୍ରମିତ ଲୋକଙ୍କ ସଂଖ୍ୟା ୨୧୫୬ରେ ପହଞ୍ଚିଛି। ହେଲେ ଏହା ଭିତରେ...