• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

darmendra pradhan
ଚାଉଳରେ ତିଆରି ହେବ ସାନିଟାଇଜର୍

ନୂଆଦିଲ୍ଲୀ: ବଳକା ଚାଉଳକୁ ବ୍ୟବହାର କରି ତିଆରି ହେବ ହ୍ୟାଣ୍ଡ ସାନିଟାଇଜର୍। ବଳକା ଚାଉଳକୁ ବ୍ୟବହାର କରି ଇଥାନଲ ମିଶ୍ରିତ ପେଟ୍ରୋଲ ଦ୍ୱାରା ଆଲକହଲ ଆଧାରିତ ହ୍ୟାଣ୍ଡ ସାନିଟାଇଜର ପ୍ରସ୍ତୁତି ନିଷ୍ପତ୍ତିକୁ ମଞ୍ଜୁରି ମିଳିଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ସୋମବାର ଏନ୍‌ବିସିସି ବା ଜାତୀୟ ଜୈବ ଇନ୍ଧନ...

dasna
ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ କୋଟିଏରୁ ଉର୍ଦ୍ଧ୍ୱ ଟଙ୍କା ସହାୟତା ଦେଲେ ଓଡ଼ିଶାର ବିଭିନ୍ନ ମଠ ଓ ମନ୍ଦିର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ କରୋନା ସହାୟତା କରିଛନ୍ତି ୬୨ଟି ମନ୍ଦିର ଓ ମଠ କର୍ତ୍ତୃପକ୍ଷ। ମୋଟ୍ ଏକ କୋଟି ୩୭ ଲକ୍ଷ ୭୨ ହଜାର ୮୧୮ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଫଣ୍ଡକୁ ଦିଆଯାଇଛି। କେନ୍ଦୁଝର ଘଟଗାଁ ତାରିଣୀ, ରାୟଗଡ଼ା ମଝି ଘରିଆଣି ମନ୍ଦିର ପକ୍ଷରୁ ୨୦ ଲକ୍ଷ...

chasi
ଲକ୍‌ଡାଉନ୍‌ ଯୋଗୁ ଅଭାବୀ ବିକ୍ରିର ଶିକାରେ ହେଲେ ଚାଷୀ

ଗଞ୍ଜାମ: କରୋନାରେ ଲକ୍‌ଡାଉନ୍ ଓ ଗାଡ଼ି ମୋଟର ଯାତାୟତରେ ବାଧା ଚାଷୀଙ୍କ ପାଇଁ ମୁଣ୍ଡ ବ୍ୟଥାର କାରଣ ପାଲଟିଲାଣି। ଅଭାବୀ ବିକ୍ରି ସାଙ୍ଗକୁ ମାଲ ପରିବହନ ଠିକ୍ ହେଉନଥିବାରୁ ଚାଷୀ ଆଉ ପନିପରିବା ବିକ୍ରି କରିପାରୁନାହାନ୍ତି। ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁର ବୁରୁପଡ଼ା ଗାଁରରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ।...

news
ତାମିଲ୍‌ ନ୍ୟୁଜ୍‌ ଚ୍ୟାନେଲ୍‌ର ୨୭ କର୍ମଚାରୀଙ୍କୁ କରୋନା

ଚେନ୍ନାଇ: ଚେନ୍ନାଇ ସ୍ଥିତ ତାମିଲ ଚ୍ୟାନେଲ୍‌ରେ ୨୭ ଜଣ କର୍ମଚାରୀଙ୍କ ଠାରେ  କରୋନା ଭୂତାଣୁ ଚିହ୍ନଟ ହୋଇଛି। ତାମିଲ ନ୍ୟୁଜ୍ ଚ୍ୟାନେଲ୍ ସତିୟମ୍ ଟିଭିର ୨୭ ଜଣ କର୍ମଚାରୀଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଛି। ଏହି ସମସ୍ତ ଆକ୍ରାନ୍ତ ଡେସ୍କ ଏବଂ ରିପୋର୍ଟର ରହିଛନ୍ତି। ୨୪ ବର୍ଷିୟ ଜଣେ...

balasore
ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ଯୋଗୁ ଚିନ୍ତାରେ ସରକାର

ବାଲେଶ୍ୱର: ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସ୍ଥିତି ସମୀକ୍ଷା କରିଛନ୍ତି ଡିଜିପି ଅଭୟ ଓ କେନ୍ଦ୍ରାଞ୍ଚଳ RDC ଅନୀଲ ସାମଲ। କଣ୍ଟେନମେଣ୍ଟ ଜୋନ୍ ସମ୍ପର୍କରେ ତଦାରଖ କରିବା ସହ କଣ୍ଟାକ୍ଟ ଟ୍ରେସିଂ କିଭଳି ହେଉଛି ସେ ନେଇ ଆଲୋଚନା ହୋଇଛି। ଗତ ୨ ମାସ ଭିତରେ ଶତାଧିକ...

mas
ଏବେ ମଦ ପିଇ ଅଫିସ୍ ଆସିଲେ ଚାକିରି ଯିବ

ଭୁବନେଶ୍ୱର: ବାହାର ରାଜ୍ୟରେ ଫସି ରହିଥିବା ଶ୍ରମିକଙ୍କ ପାଇଁ ବିଧାନସଭାରେ ହେବ ସ୍ୱତନ୍ତ୍ର ପ୍ରକୋଷ୍ଠ। ସମସ୍ତ ବିଧାୟକ ଓ ସାଂସଦ ସେମାନଙ୍କ ଅଞ୍ଚଳର ଲୋକଙ୍କ ସୁବିଧା ଓ ଆନୁସଙ୍ଗିକ ବ୍ୟବସ୍ଥା ସମ୍ପର୍କରେ ବୁଝିବେ। କରୋନା ମୁକାବିଲା ନେଇ ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ସହ ରାଜ୍ୟ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର...

odishja
ଆସିଲା ରାଜ୍ୟରେ ୬ କରୋନା ରୋଗୀଙ୍କ ଭ୍ରମଣ ତାଲିକା

ଭୁବନେଶ୍ୱର: ରାଜ୍ୟରେ ଚିହ୍ନଟ ହୋଇଥିବା ୬ ଜଣ କରୋନା ରୋଗୀଙ୍କ ଭ୍ରମଣ ତାଲିକା ଜାରି ହୋଇଛି। ରୋଗୀ ନମ୍ବର ୬୧, ୬୨, ୬୩, ୬୪ ,୬୫ ଏବଂ ୬୬ ନମ୍ବର ଆକ୍ରାନ୍ତଙ୍କ ଭ୍ରମଣ ଇତିହାସ ସାମ୍ନାକୁ ଆସିଛି। ୬୧ ନମ୍ବର ଆକ୍ରାନ୍ତ ମାର୍ଚ୍ଚ ୧୩ରେ ଝାଡ଼ଖଣ୍ଡରୁ ଫେରିଥିଲେ। ୭...

covid
ମୁରାଦାବାଦ ଡାକ୍ତରୀ ଟିମ୍‌ ଉପରେ ପଥର ଫିଙ୍ଗା ଘଟଣାରେ ୫ ଅଭିଯୁକ୍ତ କରୋନା ପଜିଟିଭ୍‌ ଚିହ୍ନଟ

ଲକ୍ଷ୍ନୌ: ଉତ୍ତର ପ୍ରଦେଶ ମୁରାଦାବାଦ୍‌ରେ ଡାକ୍ତରୀ ଟିମ୍‌ ଉପରେ ପଥର ଫିଙ୍ଗିବା ଘଟଣାରେ ଗିରଫ୍‌ ହୋଇଥିବା ୧୭ ଜଣଙ୍କ ମଧ୍ୟରୁ ୫ ଜଣଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ଏନେଇ ମଙ୍ଗବାର ସରକାରୀ ଭାବେ ସୂଚନା ଦିଆଯାଇଛି। ଏମାନଙ୍କ ବ୍ୟତୀତ ଜିଲ୍ଲାରେ ଆଉ ୧୦ ଜଣଙ୍କଠାରେ ବି କରୋନା...

kapil-dev
କପିଲ୍‌ଙ୍କ ନୂଆ ଲୁକ୍‌: ବାହୁବଳିର କଟ୍ଟପା ସହିତ ତୁଳନା କଲେ ପ୍ରଶଂସକ

ନୂଆଦିଲ୍ଲୀ: କରୋନା ଲକ୍‌ଡାଉନ୍‌ରେ ବିଶ୍ୱକପ୍‌ ବିଜେତା ବାରତୀୟ ଟିମ୍‌ର ପୂର୍ବତନ କ୍ୟାପ୍ଟେନ୍‌ କପିଲ୍ ଦେବଙ୍କ ନୂଆ ଲୁକ୍‌ ଏବେ ଭାଇରଲ୍‌ ହେଉଛି। କପିଲ୍‌ଙ୍କ ନୂଆ ଲୁକ୍‌ ଯିଏ ଦେଖୁଛି ସିଏ ଆଶ୍ଚର୍ଯ୍ୟ ହେଉଛି। ଟ୍ୱିଟରରେ କପିଲଙ୍କ ଏହି ନୂଆ ଲୁକକୁ ପ୍ରଶଂସକ ଭିନ୍ନ ଭିନ୍ନ ମଜାଳିଆ ପ୍ରତିକ୍ରିୟା ଦେଇଛନ୍ତି।...

coc
କରୋନା ରାପିଡ୍ ଟେଷ୍ଟ କିଟ୍‌ରେ ତ୍ରୁଟି ଅଭିଯୋଗ: ଦୁଇଦିନ ଟେଷ୍ଟ ବନ୍ଦ ରଖିବାକୁ ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ: କରୋନା ଟେଷ୍ଟ ପାଇଁ ଭାରତକୁ ଆସିଥିବା ରାପିଡ୍ ଟେଷ୍ଟ କିଟ୍‌ରେ ତ୍ରୁଟି ଥିବା ଅଭିଯୋଗ ହୋଇଛି। ଏନେଇ ICMR(ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ) ଦୁଇଦିନ ପାଇଁ ସମସ୍ତ ରାଜ୍ୟରେ କରୋନା ଟେଷ୍ଟ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛି।  ଏଥିସହିତ ତ୍ରୁଟିପୂର୍ଣ୍ଣ ରାପିଡ୍ ଟେଷ୍ଟ କିଟ୍‌ର ତଦନ୍ତ...

uy-1
ଚାଇନାର ଚାଲ୍‌: ଅରୁଣାଚଳ ପ୍ରଦେଶକୁ ନିଜର କହି ନୂଆ ମ୍ୟାପ୍‌ ତିଆରି କଲା

  ନୂଆଦିଲ୍ଲୀ: କରୋନା ରୋଗ ସହିତ ସାରା ବିଶ୍ୱ ସମେତ ଭାରତ ସଂଘର୍ଶ ଜାରି ରଖିଥିବା ବେଳେ ଚାଇନା କିନ୍ତୁ ଭିତରେ ଭିତରେ ଷଡ଼ଯନ୍ତ୍ରରେ ବ୍ୟସ୍ତ। ଦୀର୍ଘ ବର୍ଷ ହେଲା ଭାରତର ଅରୁଣାଚଳ ପ୍ରଦେଶକୁ ନିଜର ବୋଲି ଦାବି କରି ଆସୁଥିବା ଚାଇନା ଏବେ ନୂଆ ଚାଲ୍‌ ଖେଳିଛି।...

lockdown
ମେ ୩ ପରେ ଲକ୍‌ଡାଉନ୍‌ ଉଠିବ ନା ନାହିଁ ?

ନୂଆଦିଲ୍ଲୀ: ମେ ୩ ପର୍ଯ୍ୟନ୍ତ କରୋନା ଭାଇରସ୍‌ ପାଇଁ ଲକ୍‌ଡାଉନ୍‌ କଟଣା ଲଗାଯାଇଛି। ଏହାପରେ ସବୁକିଛି ସ୍ୱାଭାବିକ ହେବ ବୋଲି ସମସ୍ତେ ଆଶା ରିଖିଛନ୍ତି। କିନ୍ତୁ ଖବର ଅନୁସାରେ ମେ୩ ତାରିଖ ପରେ ବି କେତେକ କଟକଣା ପୂର୍ବଭଳ ଜାରି ରହିପାରେ ବୋଲି ଶୁଣାଯାଉଛି। ଲକଡାଉନ କଟକଣା କେବଳ...

odisha-corona
ରାଜ୍ୟରେ ୪୪ ନମ୍ବର କରୋନା କେସ୍‌ ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ଗୋଟିଏ ପଟେ ୫ କରୋନା ରୋଗୀ ସୁସ୍ଥ ହେବା ଭଳି ଖୁସି ଖବର ଆସିଥିବା ବେଳେ ଏପଟେ ଏକ ଦୁଃଖ ଖବର ଆସି ପହଞ୍ଚିଛି। ଓଡ଼ିଶାରେ ୪୪ ନମ୍ବର କରୋନା କ୍ୟାସ୍‌ ରୋଗୀଙ୍କର ମୃତ୍ୟୁ ହୋଇଛି। ତେବେ ମୃତ୍ୟୁ ପରେ ତାଙ୍କର କରୋନା ଟେଷ୍ଟ ନେଗେଟିଭ୍‌ ଆସିଛି।...

sixx
କରୋନା ଔଷଧ ତିଆରି କରିବେ ଭାରତର ୬ କମ୍ପାନୀ

ନୂଆଦିଲ୍ଲୀ: ଭାରତ ସରକାରଙ୍କ ଅଧୀନରେ ଥିବା ନୀତି ଆୟୋଗର ସିଇଓ ଅମିତାଭ କାଣ୍ଟ ତାଙ୍କ ଅଫିସିଆଲ ଟ୍ୱିଟର ଆକାଉଣ୍ଟରେ ଟୁଇଟ୍ କରି କହିଛନ୍ତି ଯେ ମହାମାରୀର ମୁକାବିଲା ପାଇଁ ଭାରତର ୬ଟି କମ୍ପାନୀ ଭ୍ୟାକ୍ସିନ୍‌ ତିଆରି କରିବାରେ ସାମିଲ୍‌ ହୋଇଛନ୍ତି। ସେ ଟ୍ୱିଟ୍‌ କରି କହିଛନ୍ତି ଯେ କରୋନା...

ko
ରାଜ୍ୟ ପାଇଁ ଖୁସି ଖବର; ସୁସ୍ଥ ହେଲେ ଆଉ ୫ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟ ପାଇଁ ଖୁସି ଖବର ଆସ୍ୱସ୍ତିର ଖବର। ସୁସ୍ଥ ହେଲେ ଆଉ ୫ କରୋନା ରୋଗୀ। ଏମାନେ ହେଲେ ଭୁବନେଶ୍ୱର, ଢେଙ୍କାନାଳ, କଳାହାଣ୍ଡିର, ସୁନ୍ଦରଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାର ବୋଲି ସ୍ୱାସ୍ଥ୍ୟ ବିଭାଗ ଟ୍ୱିଟ୍‌ କରିଛି। ଏହି ୫ କରୋନା ଆକ୍ରାନ୍ତ ସୁସ୍ଥ ହେବା ପରେ ୪...