• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

panipaga bibgaga
ରାଷ୍ଟ୍ରପତି ଭବନ ଓ ଲୋକସଭା ସଚିବାଳୟ ପରେ ପାଣିପାଗ ବିଭାଗକୁ ବ୍ୟାପିଲା କରୋନା, ଜଣଙ୍କର ନେଲା ମୁଣ୍ଡ

ନୂଆଦିଲ୍ଲୀ: ଦିଲ୍ଲୀର ରାଷ୍ଟ୍ରପତି ଭବନ ଏବଂ ଲୋକସଭା ସଚିବାଳୟ ପରେ ପାଣିପାଗ ବିଭାଗ ବିଭାଗକୁ ବ୍ୟାପିଲା କରୋନା। ଏଠାରେ ଜଣେ କର୍ମଚାରୀ କରୋନାରେ ମୃତ୍ୟୁବରଣ କରିଛନ୍ତି। ମଲ୍ଟି ଟାସ୍କିଂ କର୍ମଚାରୀ ଭାବରେ କାର୍ଯ୍ୟ କରୁଥିବା ପାଣିପାଗ ବିଭାଗର କର୍ମଚାରୀ ୧୭ ଏପ୍ରିଲରେ ସଫଦରଜଙ୍ଗ ହସ୍ପିଟାଲରେ ମୃତ୍ୟୁବରଣ କରିଛନ୍ତି। ଏହା...

police
କର୍ତ୍ତବ୍ୟକୁ ପ୍ରାଥମିକତା ଦେଇ, ନିଜର ବାହାଘର ଘୁଞ୍ଚାଇଦେଲେ ଦୁଇ ମହିଳା ପୋଲିସ

ସୁନ୍ଦରଗଡ଼: ସମଗ୍ର ଦେଶରେ କରୋନା ଭାଇରସ ଦିନକୁ ଦିନ ଚିନ୍ତାକୁ ବଢ଼ାଇବାରେ ଲାଗିଛି। ଏହି ମହାମାରୀ ଭାଇରସ ବିରୋଧରେ ଚାଲିଥିବା ଯୁଦ୍ଧରେ ଆଗ ଧାଡିର ଯୋଦ୍ଧା ସାଜିଛନ୍ତି ଡାକ୍ତର ଓ ପୋଲିସ l ନିଜ ପରିବାରକୁ ପର କରି ସେମାନେ ଦିନରାତି ଏକ କରିଦେଇଛନ୍ତି ମାନବ ଜାତିକୁ ରକ୍ଷା...

pratap sadangi
ସମସ୍ତ ସେବାୟତଙ୍କୁ ଆର୍ଥିକ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି 

ଭୁବନେଶ୍ୱର: ସେବାୟତଙ୍କୁ ୫ ହଜାର ଟଙ୍କା ଲେଖାଏଁ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ । ସେ କହିଛନ୍ତି ଯେ,ଜଗନ୍ନାଥ ମନ୍ଦିର ପୂଜକଙ୍କୁ ୫ ହଜାର ଟଙ୍କା ଦେବା ନିଷ୍ପତ୍ତି ସ୍ୱାଗତଯୋଗ୍ୟ। ସେହିପରି ରାଜ୍ୟର ଅନ୍ୟ ସେବାୟତଙ୍କୁ ୫ ହଜାର ଲେଖାଏଁ ଦିଅନ୍ତୁ...

lokoseba bhaban
ରାଷ୍ଟ୍ରପତି ଭବନ ପରେ ଏବେ ଲୋକସଭା ଭବନରେ ପହଞ୍ଚିଲା କରୋନା

ନୂଆଦିଲ୍ଲୀ: ଦିଲ୍ଲୀର ରାଷ୍ଟ୍ରପତି ଭବନ ପରେ ଏବେ ଲୋକସଭା ସଚିବାଳୟରେ କରୋନା ଭାଇରସ ସଙ୍କଟ ଦେଖାଦେଇଛି। ସେଠାରେ କାର୍ଯ୍ୟ କରୁଥିବା ଜଣେ କର୍ମଚାରୀ କରୋନାରେ ଆକ୍ରାନ୍ତ ଥିବା ଜଣାପଡିଛି। ସେ ହାଉସ୍‌ କିପିଙ୍ଗ୍‌ ବିଭାଗରେ କାମ କରୁଥିଲେ। ବର୍ତ୍ତମାନ ତାଙ୍କର ଚିକିତ୍ସା ରାମ ମନୋହର ଲୋହିଆ ହସ୍ପିଟାଲରେ ହେଉଛି।...

revensa university
ମେ’ ୩ ଯାଏ ବନ୍ଦ ରହିବ ରାଜ୍ୟର ଏଇ ଦୁଇ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର: କରୋନା ସ୍ଥିତିକୁ ଦେଖି  ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଓ କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟ ମେ’ ୩ ତାରିଖ ଯାଏ ବନ୍ଦ ରହିବ ବୋଲି ଜଣାଯାଇଛି। ରାଜ୍ୟର ଏହି ୨ ପ୍ରମୁଖ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ରେଭେନ୍ସାରେ ୧୭ ଜୁନ୍ ଯାଏ...

nabalak
ଘର ଥିଲା ଆଉ ଅଳ୍ପ ବାଟ; ହେଲେ ଚାଲି ପାରିଲାନି, ଆଖି ବୁଜିଲା ୧୨ ବର୍ଷର ନାବାଳିକା

ବିଜାପୁର: କରୋନା ଭାଇରସକୁ ନେଇ ସାରା ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏହି ଲକ୍‌ଡାଉନ୍‌ର ହୃଦୟଥରା ଦୃଶ୍ୟ ଦେଖିବାକୁ ମିଳିଛି ଛତିଶଗଡର ବିଜାପୁର ଅଞ୍ଚଳରେ। ଜଣେ ୧୨ ବର୍ଷର ନାବାଳିକା(ଜମଲୋ ମଡକାମୀ)  କାମ ଅନ୍ୱେଷଣରେ ବିଜାପୁରର ଆଦେଡ଼ ଗ୍ରାମରୁ ତେଲେଙ୍ଗାନାର ପେରୁ ଗାଁକୁ ଯାଇଥିଲେ। ଲକ୍‌ଡାଉନ୍‌(୨)ର ଅବଧି ବଢ଼ାଇ...

newdelhi pm
କେବେ ଖୋଲିବ ଆୟୁଷ୍ମାନ ଭାରତ କାର୍ଯ୍ୟାଳୟ, ଉତ୍ତର ରଖିଲେ ସିଇଓ

ନୂଆଦିଲ୍ଲୀ: ଦିଲ୍ଲୀର କନ୍ନାଟ୍ ପ୍ଲେସ୍‌ର ଜୀବନ ଭାରତ ବିଲଡିଂରେ ଥିବା ଆୟୁଷ୍ମାନ ଭାରତର(Ayushman Bharat) କାର୍ଯ୍ୟାଳୟକୁ ସିଲ୍ କରାଯାଇଛି। କାରଣ ସେହି ଅଫିସ୍‌ର ଜଣେ କର୍ମଚାରୀ କରୋନା ଭାଇରସରେ ଆକ୍ରାନ୍ତ ଥିବା ଜଣାପଡିଥିଲା। ପରେ ତାଙ୍କ ସଂସ୍ପର୍ଶରେ ଆସିଥିବା ୨୫ଜଣ କର୍ମଚାରୀଙ୍କୁ କ୍ୱାରେଣ୍ଟାଇନ୍‌କୁ ପଠାଯାଇଥିଲା। କାର୍ଯ୍ୟାଳୟକୁ ସିଲ୍ ମଧ୍ୟ...

president house
ରାଷ୍ଟ୍ରପତି ଭବନ ପରିସରରେ ରହୁଥିବା ମହିଳା କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ: ମହମାରୀ କରୋନା ଭାଇରସ ଭାରତର ରାଷ୍ଟ୍ରପତି ଭବନ ପରିସରରେ ପ୍ରବେଶ କରିଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପାଇଁ କାର୍ଯ୍ୟ କରୁଥିବା ଜଣେ ସଫେଇ କର୍ମଚାରୀଙ୍କ ସମ୍ପର୍କୀୟ ଏହି ମହାମାରୀ ଭାଇରସ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ସଫେଇ କର୍ମଚାରୀଙ୍କ ସମ୍ପର୍କୀୟ ରାଷ୍ଟ୍ରପତି ଭବନ ପରିସର ମଧ୍ୟରେ ହିଁ ରହୁଥିଲେ।...

pg
ଏକକ ପିଜି ପ୍ରବେଶିକା ପରୀକ୍ଷା ପାଇଁ ଦାବି କଲା ଏବିଭିପି

ଭୁବନେଶ୍ୱର: ସାରା ଦେଶରେ ଲକ୍‌ଡାଉନ୍‌ ଯୋଗୁଁ ଶିକ୍ଷା ବ୍ୟବସ୍ଥା ଓ ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ନେଇ ଅନେକ ପ୍ରଶ୍ନ ଛିଡ଼ା କରିଛି। ତେବେ ଏହି ଜରୁରୀକାଳୀନ ପରିସ୍ଥିତିରେ ରାଜ୍ୟର ବିଶ୍ୱବିଦ୍ୟାଳୟ ଶିକ୍ଷାକୁ ସଠିକ ମାର୍ଗରେ ପରିଚାଳନା କରିବା ପାଇଁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଦାବିପତ୍ର ଦେଇଛି ଅଖିଳ ଭାରତୀୟ...

gajiabada
ଜ୍ୱର ହୋଇଥିବା ରୋଗୀଙ୍କ ଚିକିତ୍ସା କଲେନି ଡାକ୍ତର, ତା'ପରେ...

ଗାଜିଆବାଦ: କରୋନା ମହାମାରୀକୁ ନେଇ ସମଗ୍ର ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଲକ୍‌ଡାଉନ୍‌କୁ ନେଇ ଲୋକମାନେ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଗାଜିଆବାଦରେ। ଅତ୍ୟଧିକ ଜ୍ୱରରେ ପୀଡିତ ବ୍ୟକ୍ତିଙ୍କୁ ସରକାରୀ ଡାକ୍ତରଖାନାରେ ଚିକିତ୍ସା କରିବାକୁ ମନା କରିଥିଲେ ବୋଲି...

lama
ଏହି ପ୍ରଜାତିର ପଶୁଙ୍କ ରକ୍ତରୁ ତିଆରି ହେବ କରୋନା ଭ୍ୟାକ୍ସିନ୍‌!

ବେଲଜିୟମ୍‌: ପଶୁଙ୍କଠୁ ମଣିଷକୁ କରୋନା ବ୍ୟାପୁଥିବା ବୋଲି ଚର୍ଚ୍ଚା ହେଉଥିବାବେଳେ ଏହି ଭାଇରସରୁ ରକ୍ଷା ପାଇବା ପାଇଁ ବୈଜ୍ଞାନିକମାନେ ପଶୁମାନଙ୍କ ଠାରେ ପରୀକ୍ଷା କରୁଛନ୍ତି। ବେଲଜିୟମର ଗବେଷକମାନେ ଦାବି କରିଛନ୍ତି ଯେ ଆମେରିକାରେ ଥିବା ଏକ ଓଟ ପ୍ରଜାତିର ପଶୁମାନଙ୍କ(ଲାମା) ରକ୍ତରୁ କରୋନା ଭାଇରସ ଭ୍ୟାକ୍ସିନ୍‌ (ଟୀକା) ତିଆରି...

5years boy
ବୋରୱେଲରେ ଖସି ପଡିଲେ ୫ବର୍ଷର ଶିଶୁ, ତା' ପରେ...

ଯୋଧପୁର: ଲକ୍‌ଡାଉନ୍‌ ବେଳେ ରାଜସ୍ଥାନର ଯୋଧପୁର ଜିଲ୍ଲାର ବାୱଡି ତହସିଲ ଅଞ୍ଚଳରେ ସୋମବାର ସକାଳେ ଏକ ୫ ବର୍ଷର ଶିଶୁ ଏକ ବୋରୱେଲରେ ପଡ଼ିଯାଇଥିଲା। ଯୋଣ୍ଟାରା ଗାଁର ଏହି ଘଟଣାରେ ବୋରୱେଲରେ ଖସି ପଡିଥିବା ଖବର ଜିଲ୍ଲା ପ୍ରଶାସନ ପାଇବା ପରେ ତୁରନ୍ତ ଉଦ୍ଧାର କରିବା ଟିମ୍‌ ପହଞ୍ଚି...

odisha
ରାଜ୍ୟରେ ଖୋଲିଲା ଆଉ ୫ କୋଭିଡ ହସ୍ପିଟାଲ୍

ଭୁବନେଶ୍ୱର: ରାଜ୍ୟରେ ମହାମାରୀ କରୋନା ମୁକାବିଲା ପାଇଁ ଖୋଲିଲା ଆଉ ୫ଟି କୋଭିଡ୍ ହସ୍ପିଟାଲ୍।  ସୁନ୍ଦରଗଡ଼, ନବରଙ୍ଗପୁର, ପାରଦୀପ ସହ ରାଜ୍ୟରେ ୫ ହସ୍ପିଟାଲ ଉଦ୍‌ଘାଟିତ ହୋଇଛି। ଏହି କୋଭିଡ୍ ହସ୍ପିଟାଲ ପ୍ରତିଷ୍ଠା ପାଇଁ ଆଇଓସିଏଲ, ପାରାଦୀପ ପୋର୍ଟ, ଏମସିଏଲ, ଏନଟିପିସି, ନାଲକୋ ପ୍ରମୁଖ ସହଯୋଗ କରିଛନ୍ତି। ଭିଡିଓ...

jharkhand
ଭୟରେ ଗଲେନି ସେଲୁନ୍, କରୋନା ପାଇଁ ଗାଁଲୋକେ କଲେ ଏପରି କାମ

ଝାଡଖଣ୍ଡ: ଝାଡଖଣ୍ଡର ଏକ ଗାଁ କରୋନା ଭାଇରସ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଏକ ନିଆରା ଉପାୟ ଅବଲମ୍ୱନ କରିଛନ୍ତି। ମୁସଲିମ ସମ୍ପ୍ରଦାୟର ଜାମତାଡା ବ୍ଲକର ନାଲା ବ୍ଲକର କାସ୍ତା ଗ୍ରାମରେ ମହିଳାଙ୍କ ବ୍ୟତୀତ ସମସ୍ତ ଲୋକ ସେମାନଙ୍କର କେଶ କାଟି ଲଣ୍ଡା ହୋଇଛନ୍ତି। ଗାଁର ପିଲା, ବୃଦ୍ଧ,...

Untitl..................
ମେଡିକାଲ ଫେରାଇଦେଲା, ରାସ୍ତାରେ ପ୍ରସବ କଲେ ମହିଳା

ଭଦ୍ରକ: ଭଦ୍ରକ ଜିଲ୍ଲା ମୁଖ୍ୟାଳୟ ରାସ୍ତାରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ଏଠାରେ ବି ଦେଖିବାକୁ ମିଳିଛି ଜନନୀ ଯନ୍ତ୍ରଣାର ଦୁଃଖ। ଉପଯୁକ୍ତ ଚିକିତ୍ସା ନ ପାଇ ରାସ୍ତାରେ ପ୍ରସବ କରିଛନ୍ତି ଜଣେ ମହିଳା। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ମାତ୍ର ୫୦ ମିଟର ଦୂରରେ ରାସ୍ତା ଉପରେ...

king cobra
ଖାଇବାକୁ ମିଳିଲାନି, ଶେଷରେ କିଙ୍ଗ୍‌ କୋବ୍ରାକୁ ମାରିଦେଲେ

ଗୌହାଟୀ: ସମଗ୍ର ଦେଶରେ କରୋନାର ବିପର୍ଯ୍ୟୟ ଜାରି ରହିଛି। କରୋନା ଭାଇରସ୍‌ରେ ବର୍ତ୍ତମାନ ପର୍ଯ୍ୟନ୍ତ ଭାରତରେ ୫୦୦ ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥିବାବେଳେ ୧୬ ହଜାରରୁ ଅଧିକ ଲୋକ ସଂକ୍ରମିତ ହୋଇଛନ୍ତି। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଥିବାରୁ ଏହାକୁ  ଦୃଷ୍ଟିରେ ରଖି ଦେଶରେ ୩ମଇ...