ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜୟନ୍ତୀ। ଏହି ଅବସରରେ ବିଜେଡି ପକ୍ଷରୁ ଆଜି ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। କଟକ ସ୍ଥିତ ଆନନ୍ଦ ଭବନରୁ ଏକ ସାଇକେଲ ଶୋଭାଯାତ୍ରା ଭୁବନେଶ୍ୱର ବିମାନବନ୍ଦର ଯାଏ ବାହାରିଛି। ଏଥିରେ ଯୁବ,...
ଭୁବନେଶ୍ୱର: ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳକୁ ଘଟଣା ସ୍ଥଳକୁ ନେଇ ଆଜି ସିନ୍ ରିକ୍ରିଏଟ୍ କରୁଛି ସିବିଆଇ। ୧୯୯୯ ମସିହାରେ ଘଟିଥିବା ସେହି ସ୍ଥାନକୁ ନେଇ ତଦନ୍ତକାରୀ ସଂସ୍ଥା ତନାଘନା ଚଳାଇଛି। କେମିତି ଘଟାଇଥିଲା ଏ ଜଘନ୍ୟକାଣ୍ଡ ସିବିଆଇ ତାହାର ଖୋଳତାଡ଼...
ମୁମ୍ବାଇ: ପଶ୍ଚିମବଙ୍ଗ ରାଜନୀତି ମଇଦାନକୁ ଓହ୍ଲାଇବନି ଉଦ୍ଧବଙ୍କ ଶିବସେନା। ବରଂ ନିର୍ବାଚନ ଯୁଦ୍ଧ ଜିତିବା ପାଇଁ ମମତା ବାନାର୍ଜୀଙ୍କୁ ସମର୍ଥନ ଦେବ। ଏନେଇ ଆଜି ଶିବସେନା ପକ୍ଷରୁ ଘୋଷଣା କରାଯାଇଛି। ଦଳ ପଶ୍ଚିମବଙ୍ଗ ନିର୍ବାଚନ ଲଢ଼ିବନି ବରଂ ମମତା ବାନାର୍ଜୀଙ୍କୁ ସମର୍ଥନ ଦେବ ବୋଲି ଶିବସେନା ଘୋଷଣା କରିଛି।...
ନୂଆଦିଲ୍ଲୀ: ଅପରିବର୍ତ୍ତିତ ରହିଲା ଇପିଏଫ୍ ସୁଧହାର। ୨୦୨୦-୨୧ ଆର୍ଥିକ ବର୍ଷରେ ୮ ଦଶମିକ ୫ ପ୍ରତିଶତ ହାରରେ ସୁଧ ପାଇବେ ଇପିଏଫ୍ ହିତାଧିକାରୀ। କେନ୍ଦ୍ର ଶ୍ରମମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ୱାରଙ୍କ ଅଧ୍ୟକ୍ଷତାରେ EPFO ଟ୍ରଷ୍ଟି ବୈଠକର ଏହି ନିଷ୍ପତ୍ତି ନିଆଯାଇଛି। ଇପିଏଫ୍ଓର ଏହି ସୁପାରିଶକୁ ଅର୍ଥ ମନ୍ତ୍ରାଳୟ ଅନୁମୋଦନ କରିବା...
ଭୁବନେଶ୍ୱର: ରାଜ୍ୟରେ ପଛୁଆ ବର୍ଗ ସର୍ଭେକୁ ନେଇ ରାଜନୀତି ଜୋର୍ ଧରିଛି। ମୁହାଁମୁହିଁ ହୋଇଛନ୍ତି ବିଜେପି ଓ ବିଜେଡି। ଓବିସି ସର୍ଭେ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଆଜି ରାଜ୍ୟ ସରକାରଙ୍କୁ ନିଶାନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପୂର୍ବରୁ ହିଁ ସମ୍ବିଧାନରେ ପଛୁଆ ବର୍ଗଙ୍କ ଲାଗି...
ନୂଆଦିଲ୍ଲୀ: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ବିଭିନ୍ନ ରାଜ୍ୟ ସରକାର ଓ କେନ୍ଦ୍ର ସରକାର ନିୟମକୁ ପୁଣିଥରେ କଡ଼ାକଡ଼ି କରିଛନ୍ତି। କେଉଁଠି ରାତ୍ରୀକାଳୀନ କର୍ଫ୍ୟୁ ଲାଗିଥିବା ବେଳେ ଅନ୍ୟ କେଉଁଠି ମାସ୍କ ସାନିଟାଇଜରକୁ ବାଧ୍ୟତାମୂଳକ କରାଯାଇଛି। ତେବେ ବି ଧୀରେ ଧୀରେ କରୋନା ସଂଖ୍ୟା ବଢ଼ିବାରେ ଲାଗିଛି। ପୂର୍ବ...
ନୂଆଦିଲ୍ଲୀ: ଦେଶର ଅନ୍ୟ ସହରଗୁଡ଼ିକ ମଧ୍ୟରୁ ବେଙ୍ଗାଲୁରୁ ସହରରେ ଜୀବନଯାପନ କରିବା ସହଜ, ସରଳ ଓ ସୁବିଧାଯୋଗ୍ୟ। ସରକାରଙ୍କର ‘ଇଜି ଅଫ୍ ଲିଭିଂ ଇନ୍ଡେକ୍ସ ୨୦୨୦’(ଇଓଏଲ୍ଆଇ୨୦୨୦)ରେ ଏହା ଦର୍ଶାଯାଇଛି। ୧୧୧ ସହରକୁ ନେଇ ହୋଇଥିବା ଇଜ୍ ଅଫ୍ ଲିଭିଂ ଇଣ୍ଡେକ୍ସ ତାଲିକାରେ ବେଙ୍ଗାଲୁରୁ ସାର୍ବାଗ୍ରେ ରହିଥିବା ବେଳେ ଦ୍ୱିତୀୟରେ...
ଭୁବନେଶ୍ୱର: ଦିନକୁ ଦିନ ଉଗ୍ର ହେଉଛି ଆନ୍ଧ୍ର-ଓଡ଼ିଶା ସୀମା ବିବାଦ। ଓଡ଼ିଶାର ସୀମାବର୍ତ୍ତି ଜିଲ୍ଲାର କିଛି ସ୍ଥାନରେ ପଂଚାୟତ ନିର୍ବାଚନ କରି ଆନ୍ଧ୍ରପ୍ରଦେଶ ହଟଚମଟ ସୃଷ୍ଟି କରିଥିଲା। କେବଳ ଆନ୍ଧ୍ର ନୁହେଁ ପଡ଼ୋଶୀ ଛତିଶଗଡ, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ସହ ବି ଆମ ରାଜ୍ୟର ସୀମା ରହିଛି। ଏହାକୁ ନେଇ...
ଭୁବନେଶ୍ୱର: ସପ୍ତାହେରୁ ଅଧିକ ସମୟ ଧରି ଶିମିଳିପାଳରେ ଜଳୁଥିବା ନିଆଁକୁ ନେଇ ଉଦ୍ବେଗ ପ୍ରକାଶ ପାଇଛି। ପ୍ରଥମେ ମୟୂରଭଞ୍ଜ ରାଜପରିବାର ଓ ଗତକାଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଏନେଇ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଜଙ୍ଗଲ ମନ୍ତ୍ରୀଙ୍କୁ ତୁରନ୍ତ ଧ୍ୟାନ ଦେବାକୁ ଅନୁରୋଧ କରିବା ପରେ ଆଜି ହଠାତ୍ ଚେଇଁ...
କୋଲକାତା: ନିର୍ବାଚନ ଯେତେ ପାଖେଇ ଆସୁଛି ସେତେ ଦୁର୍ବଳ ହେଉଛି ମମତାଙ୍କ ଦଳ। ଦଳର ଗୋଟିଏ ପରେ ଗୋଟିଏ ନେତା ଟିଏମ୍ସି ଛାଡ଼ି ବିଜେପିରେ ଯୋଗ ଦେଉଛନ୍ତି। ଆଜି ପୁଣି ୪ ଟିଏମ୍ସି ନେତା ବିଜେପିରେ ସାମିଲ ହୋଇଛନ୍ତି। ବିଧାନନଗର ମେୟର ଇନ୍ କାଉନ୍ସିଲ୍ ଦେବାଶିଷ ଜାନାଙ୍କ ସହିତ...
ଭୁବନେଶ୍ୱର: ସୋମବାର ଠାରୁ ସାରା ଦେଶରେ ତୃତୀୟ ପର୍ଯ୍ୟାୟ କରୋନାଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଏହି ପର୍ଯ୍ୟାୟରେ ୬୦ ବର୍ଷରୁ ଅଧିକ ବର୍ଷର ବ୍ୟକ୍ତି ଓ ଏକାଧିକ ରୋଗ ଥିବା ୪୫ ବର୍ଷ ବ୍ୟକ୍ତିଙ୍କୁ ଟିକା ଦିଆଯାଉଛି। ଏହି ପର୍ଯ୍ୟାୟରେ ୨୭ କୋଟି ଲୋକଙ୍କର ଟିକାକରଣ କରାଯିବ। ନିର୍ଦ୍ଧାରିତ...
ବେଙ୍ଗାଲୁରୁ: ଯୌନ ନିର୍ଯାତନା ଅଭିଯୋଗ ଆସିବା ପରେ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି କର୍ଣ୍ଣାଟକା ଜଳ ସମ୍ପଦ ମନ୍ତ୍ରୀ ରମେଶ ଜାରକିହୋଲି। ଏନେଇ ଆଜି ସେ ତାଙ୍କ ଇସ୍ତଫା ପତ୍ର କର୍ଣ୍ଣାଟକା ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରପ୍ପାଙ୍କ ନିକଟକୁ ପଠାଇ ଦେଇଛନ୍ତି। ଏକ କାନାଡ଼ା ନ୍ୟୁଜ୍ ଚ୍ୟାନେଲ୍ରେ ଜାରକୋହଲିଙ୍କର ଏକ...
ଭୁବନେଶ୍ୱର: ଯୁକ୍ତଦୁଇ ପରୀକ୍ଷା ସୂଚୀ ଘୋଷଣା କରିଛନ୍ତି ରାଜ୍ୟ ସରକାର। ମେ ୧୮ତାରିଖରୁ ଜୁନ୍ ୧୨ ତାରିଖ ପର୍ଯ୍ୟନ୍ତ +୨ ପରୀକ୍ଷା ଚାଲିବ ବୋଲି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେହିପରି ମେ ୨୮ ତାରିଖରୁ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଆରମ୍ଭ ହେବ...
କୋରାପୁଟ: କୋଟିଆରେ ପହଞ୍ଚିଛନ୍ତି କୋରାପୁଟ ସାଂସଦ ସପ୍ତଗିରି ଉଲ୍ଲାକା। ଓଡ଼ିଶା-ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତର ତଳ ଗଂଜେଇପଦର, ମାଡ଼କାର ଓ ଫାଟୁସିନେରୀ ଗାଁରେ ଲୋକଙ୍କ ସହ ଆଲୋଚନା କରିଛନ୍ତି ସାଂସଦ ସପ୍ତଗିରି। ଲୋକମାନଙ୍କ ସହିତ ଆଲୋଚନା କରିବା ପରେ ସପ୍ତଗିରି କହିଛନ୍ତି ଯେ ସରକାର ଲୋକଙ୍କ ପାଖରେ ପହଂଚି...