କେରଳ: କରୋନା ଭାଇରସ ମହାମାରୀକୁ ଦୃଷ୍ଟିରେ ରଖି ସମଗ୍ର ଦେଶ ଏବେ ଲକ୍ଡାଉନ୍। ଏହି ଲକ୍ଡାଉନ୍ ପାଇଁ ଲୋକମାନେ ସେମାନଙ୍କର ସମସ୍ତ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ବନ୍ଦ କରିଦେଇଛନ୍ତି। ଏପରିକି ବାହାଘର ଠୁ ଆରମ୍ଭ କରି ବିଭିନ୍ନ ଧାର୍ମିକ କାର୍ଯ୍ୟକୁ ବନ୍ଦ କରାଯାଇଛି । କିନ୍ତୁ ଇଣ୍ଟରନେଟର ଯୁଗରେ ଅନ୍ଲାଇନ୍...
ମୁମ୍ୱାଇ: ବଲିଉଡ ଅଭିନେତା ଦିଲ୍ଲୀପ କୁମାର ସୋସିଆଲ ମିଡିଆ ମାଧ୍ୟମରେ ଲୋକଙ୍କୁ କରୋନା ଭାଇରସ ବିଷୟରେ ସଚେତନ କରିବାକୁ ଚେଷ୍ଟା କରୁଛନ୍ତି। ବୁଧବାର, ସେ ନିଜ ଟ୍ୱିଟରରେ ୪ଧାଡ଼ିର ଏକ କବିତା ଟ୍ୱିଟ୍ କରି କରୋନା ଭାଇରସ ବିଷୟରେ ଅବଗତ କରାଇଛନ୍ତି। ଦିଲ୍ଲୀପ ତାଙ୍କ ଟ୍ୱିଟରେ ଲେଖିଛନ୍ତି- ମୁଁ...
ନୂଆଦିଲ୍ଲୀ:କରୋନା ଭାଇରସ ଦେଶରେ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ର ଆୟୁଷ ମନ୍ତ୍ରଣାଳାୟ ଅନେକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛି। ସୁସ୍ଥ ରହିବା ଏବଂ ରୋଗ ସହ ଲଢ଼ିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଆୟୁଷ ମନ୍ତ୍ରଣାଳୟର ପରାମର୍ଶକୁ ନିଜ ଟ୍ୱିଟରେ ସେୟାର...
ଭୁବନେଶ୍ୱର: ଭୁବନେଶ୍ୱର ଏଜି ଛକ ଭେଣ୍ଡିଂ ଜୋନରେ ଆଜି ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୫ରୁ ଅଧିକ ଦୋକାନ ଜଳି ଯାଇଛି। ଫଳରେ ଲକ୍ଷାଧିକ ଟଙ୍କାର ସମ୍ପତି ପୋଡ଼ି ନଷ୍ଟ ହୋଇଯାଇଛି। ତେବେ ନିଆଁ ଲାଗିବାର ପ୍ରକୃତ କାରଣ ଜଣାପଡ଼ିନଥିବା ବେଳେ ସିଗାରେଟ୍ ଝୁଲରୁ ନିଆଁ ଲାଗିଥିବା ଅନୁମାନ...
ଭୁବନେଶ୍ୱର: କରୋନା ସଂକ୍ରମଣକୁ ରୋକିବା ପାଇଁ ସରକାରୀସ୍ତରରେ ବ୍ୟାପକ ପଦକ୍ଷେପ ନିଆଯାଇଥିବାବେଳେ ଦିଲ୍ଲୀର ହଜରତ୍ ନିଜାମୁଦ୍ଦିନରୁ ଓଡ଼ିଶା ଫେରିଥିବା ୨୦ଜଣ ଯାତ୍ରୀଙ୍କ ମଧ୍ୟରୁ ୧୫ଜଣଙ୍କ ଦେହରେ କରୋନା ସଂକ୍ରମିତ ଭୂତାଣୁ ନଥିବା ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ଗଣମାଧ୍ୟମ ବିଜ୍ଞପ୍ତି ଅନୁସାରେ,...
ପୁରୀ: ଦେଶରେ କରୋନା ସ୍ଥିତି ଜଟଳି ଥିବା ବେଳେ ପୁରୀରେ ପହଞ୍ଚିଛି ତୃତୀୟ ପର୍ଯ୍ୟାୟ ରଥ କାଠ। ନୟାଗଡ଼ ବନଖଣ୍ଡରରୁ ୮ ଖଣ୍ଡ ଫାସୀ କାଠ ପହଞ୍ଚିଛି। ଆସନ୍ତାକାଲି ରାମ ନବମୀ ଅବସରରେ କଟକ ଖପୁରିଆ ସ–ମିଲ୍ରେ କାଠ ଚିରଟ କରାଯିବା ପରମ୍ପରା ରହିଛି। ଏପ୍ରିଲ ୨୬...
ଭୁବନେଶ୍ୱର: କରୋନା ସଂକ୍ରମଣକୁ ରୋକିବା ପାଇଁ ଲାଗୁ ହୋଇଥିବା ଲକ୍ଡାଉନ୍ ଯୋଗୁ ରାଜ୍ୟରେ ଖାଉଟି ସାମଗ୍ରୀର ଅଭାବ ନାହିଁ ଓ ପର୍ଯ୍ୟାପ୍ତ ପରିମାଣର ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ରହିଛି ବୋଲି ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି। ସମସ୍ତ ପ୍ରକାରର ମାଲବାହୀ ଯାନ ବିନା ପାସରେ ଚଳପ୍ରଚଳ କରୁଛି। ଆଜି...
ଭୁବନେଶ୍ୱର: ସାରା ଦେଶରେ କରୋନା ସ୍ଥିତି ଜଟିଳ ଥିବା ବେଳେ ଓଡ଼ିଶା ପାଇଁ ଏକ ଖୁସୀ ଖବର ଆସିଛି। ଓଡ଼ିଶାର ଦ୍ୱିତୀୟ କରୋନା ରୋଗୀ ଏବେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଭୁବନେଶ୍ୱର ଏମ୍ସ ହସ୍ପିଟାଲ୍ରୁ ଡିସ୍ଚାର୍ଜ ହୋଇଛନ୍ତି। ତାଙ୍କ ବୟସ ୨୦ । ଆଜି ତାଙ୍କ କରୋନା ଟେଷ୍ଟ...
ନୂଆଦିଲ୍ଲୀ: ଦିଲ୍ଲୀ ନିଜାମୁଦ୍ଦିନ ଧର୍ମସଭାରେ ଭାଗ ନେଇ ବିଭିନ୍ନ ରାଜ୍ୟ ବୁଲିଥିବା ବିଦେଶୀ ନାଗରିକଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବା ଲାଗି ସବୁ ରାଜ୍ୟକୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ସରକାର। ଏମାନେ ସମସ୍ତ ଭିସା ନିୟମ ଉଲ୍ଲଂଘନ କରିଥିବା ଦର୍ଶାଯାଇଛି। କରୋନା ମୁକାବିଲା ନେଇ ଆଜି ଭିଡିଓ କନଫରେନ୍ସିଂରେ...
ଭୁବନେଶ୍ୱର: କରୋନା ସମ୍ପର୍କିତ ଗୁଜବ ସୃଷ୍ଟିକାରୀଙ୍କୁ ଦେଶଦ୍ରୋହୀ କହିଲେ କୋଭିଡ୍-୧୯ ମୁକାବିଲା କମିଟି ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗଚୀ। ଏଥିସହିତ ଗୁଜବ ପ୍ରଚାର କରୁଥିବା ଲୋକଙ୍କୁ କଡ଼ା ଚେତାବନୀ ବି ଦେଲେ। ଏଭଳି ସଂକଟ ସ୍ଥିତିରେ ଗୁଜବ ସୃଷ୍ଟି କରୁଥିବା ଲୋକ ସମାଜ ଓ ରାଷ୍ଟ୍ରଦ୍ରୋହୀ ସହ ସମାନ...
ଭୁବନେଶ୍ୱର: ଚିନ୍ତା ବଢ଼ାଇଛି ରାଜ୍ୟର ଚତୁର୍ଥ କରୋନା ପଜିଟିଭଙ୍କ ଗସ୍ତ ବିବରଣୀ। ଦୁବାଇରୁ ଭଦ୍ରକ ଭାୟା କୋଲକାତା ହୋଇ ଆସିଥିଲେ ସେହି ବ୍ୟକ୍ତି। ସେଠାରୁ ଆସିଥିବା ସମୟରେ କେଉଁମାନଙ୍କ ସଂସ୍ପର୍ଶରେ ଆସିଥିବେ ତାହା ଏବି ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ସରକାରଙ୍କ ତଥ୍ୟ ଅନୁସାରେ, ଯୁବକ ଜଣକ ଗତ...
କୋରାପୁଟ: ଦିଲ୍ଲୀ ନିଜାମୁଦ୍ଦିନ ଧାର୍ମିକ ସଭାରେ ଯୋଗା ଦେଇଥିବା ଦୁଇ ଓଡ଼ିଆ ଏଯାଏ ରାଜ୍ୟାକୁ ଫେରି ନାହାନ୍ତି। ଉଭୟ କୋରାପୁଟ ଜିଲ୍ଲାର। ଦୁହିଁଙ୍କ ମଧ୍ୟରୁ ଜଣେ କୋଟପାଡରୁ ଓ ଅନ୍ୟ ଜଣେ ଜୟପୁରରୁ। କୋଟପାଡରୁ ଯାଇଥିବା ବ୍ୟକ୍ତି ଜଣକ ଏବେ ଦିଲ୍ଲୀରେ କ୍ୱାରେଣ୍ଟାଇନରେ ରହିଥିବା ବେଳେ ଜୟପୁରରୁ ଯାଇଥିବା...