ନୂଆଦିଲ୍ଲୀ: ଲୋକପ୍ରିୟ ବଲିଉଡ୍ ଗାୟିକା କନିକା କପୁରଙ୍କ ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଚତୁର୍ଥ ଥର ପରୀକ୍ଷା ପରେ ବି କନିକାଙ୍କର ରିପୋର୍ଟ ପଜିଟିଭ୍ ଆସିଥିବା ଜଣାପଡ଼ିଛି। ଏନେଇ ତାଙ୍କ ପରିବାର ଲୋକେ ଖୁବ୍ ବ୍ୟସ୍ତ ହୋଇପଡ଼ିଛନ୍ତି। କନିକା ବର୍ତ୍ତମାନ ସଞ୍ଜୟ ଗାନ୍ଧି ପୋଷ୍ଟ ଗ୍ରାଜୁଏଟ୍ ଇନଷ୍ଟିଚ୍ୟୁଟ୍...
ବେଜିଂ: ସାରା ବିଶ୍ୱରେ ମହାମାରୀ କରୋନା ଭାଇରସରେ ୩୦ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ୬ ଲକ୍ଷରୁ ଅଧିକ ଏବେ ଆକ୍ରାନ୍ତ ରହିଛନ୍ତି। ଯେଉଁଥିରୁ ଚାଇନାର ୮୧, ୪୩୯ ଜଣ ସଂକ୍ରମିତ ହୋଇଥିବା ବେଳେ ପାଖାପାଖି ୪ ହଜାର ମୃତ୍ୟୁ ବରଣ କରିଛନ୍ତି। ଚାଇନାର ହୁବେଇ ପ୍ରଦେଶର...
ଭୁବନେଶ୍ୱର: କରୋନା ଭାଇରସ ବିରୋଧରେ ଚାଲିଥିବା ଲଢ଼େଇ ପାଇଁ ଦେଶବାସୀଙ୍କୁ ସହାୟତା ଓ ସରକାରଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସିଛନ୍ତି ବଲିଉଡର ବହୁ କଳାକର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଖୋଲାଯାଇଥିବା ’ପିଏମ୍-କେୟାରସ୍ ଫଣ୍ଡ’ କୁ ସେମାନେ ଦାନ କରୁଛନ୍ତି। ଅନ୍ୟମାନଙ୍କ ପରି ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ ଏବଂ...
ଭୁବନେଶ୍ୱର: ଚୀନର ଉହାନ ସହରରୁ ଆସିଥିବା ଏହି କରୋନା ଭାଇରସ ବିଶ୍ୱରେ ଆତଙ୍କ ଖେଳାଇଛି। ସାରା ବିଶ୍ୱର ବୈଜ୍ଞାନିକମାନଙ୍କ କହିବା ଅନୁଯାୟୀ, କରୋନା ଭାଇରସର ଲକ୍ଷଣ ସାଧାରଣତଃ ଥଣ୍ଡା ଭଳି ହୋଇଥାଏ ଯେ ଏହି ଭାଇରସରେ ଆକ୍ରାନ୍ତ ରୋଗୀମାନଙ୍କୁ ଚିହ୍ନିବା କଷ୍ଟ ହୋଇଥାଏ। ଏହି କାରଣରୁ ଲୋକମାନେ ଶୀଘ୍ର...
ଗ୍ୱାଲିଅର: ମଧ୍ୟପ୍ରଦେଶ ଗ୍ୱାଲିୟର୍ ଜିଲ୍ଲା ଟେକାନପୁର ସହର ଥିବା ବିଏସ୍ଏଫ୍ ଏକାଡେମୀର ଜଣେ ଅଫିସର୍ ନୋଭେଲ୍ କରୋନା ଭାଇରସ୍ରେ ସଂକ୍ରମିତ ହେବା ପରେ ଏକାଡେମୀର ପ୍ରାୟ ୫୦ ବିଏସ୍ଏଫ ଯବାନଙ୍କୁ କ୍ୱାରେଣ୍ଟାଇନ୍ରେ ରଖାଯାଇଛି। ତେବେ ଆଜି ସୁଦ୍ଧା ମଧ୍ୟପ୍ରଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪ ହୋଇଥିବା ବେଳେ ୨...
ଭୁବନେଶ୍ୱର: ଭାରତକୁ ଏଲପିଜି ଯୋଗାଣରେ କୌଣସି ପ୍ରତିବନ୍ଧକ ନାହିଁ। ସାଉଦି ଆରବ ପ୍ରିନ୍ସ ଅବଦୁଲ ଅଜିଜ୍ ଓ ଶକ୍ତିମନ୍ତ୍ରୀଙ୍କ ସହ ଭିଡିଓ କନ୍ଫରେନ୍ସିଂରେ ଆଲୋଚନା କରିବା ପରେ ଏହା କହିଛନ୍ତି ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ବିଶ୍ୱ ତୈଳ ବଜାରର ଉନ୍ନତି ଓ ଭାରତକୁ LPG ଯୋଗାଣ ନେଇ...
ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ସାରା ଦେଶ ଏକ୍ଜୁଟ୍ ହୋଇଛି। ଦେଶର ଶିଳ୍ପପତିଙ୍କ ଠାରୁ ଆରମ୍ଭ କରି ନେତା, ଅଭିନେତା, ଖେଳାଳି ସମସ୍ତେ ପ୍ରଧାନମନ୍ତ୍ରୀ ରିଲିଫ୍ ପାଣ୍ଠିକୁ କିଛି ସହାୟତା ଦେଉଛନ୍ତି। ଆଜି କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ନିଜ ସାଂସଦ ପାଣ୍ଠିରୁ ୧ କୋଟି...
ନୂଆଦିଲ୍ଲୀ: ସାମାଜିକ ଦୂରତା ବଢ଼ାଅ, ଭାବଗତ ଦୂରତା କମାଅ। ଆଜି ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ସମଗ୍ର ଦେଶବାସୀଙ୍କୁ ସମ୍ବୋଧନ କରି ଏଭଳି ଅପିଲ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବର୍ତ୍ତମାନ ସମୟରେ କରୋନା ଭାଇରସ ଯୋଗୁ ଦେଶ ସଙ୍କଟଜନକ ପରିସ୍ଥିତି ଦେଇ ଗତି କରୁଛି। ଏ ପରୀପ୍ରେକ୍ଷୀରେ...
ନୂଆଦିଲ୍ଲୀ: କରୋନା ପ୍ରଭାବିତ ଇରାନରୁ ଉଦ୍ଧାର ହେଲେ ୨୭୫ ଭାରତୀୟ। ଏୟାର ଇଣ୍ଡିଆର ସ୍ୱତନ୍ତ୍ର ବିମାନ ଯୋଗେ ଇରାନରୁ ୨୭୫ ଭାରତୀୟଙ୍କୁ ଉଦ୍ଧାର କରାଯାଇଛି। ଇରାନରୁ ବାହାରି ଥିବା ଏହି ସ୍ୱତନ୍ତ୍ର ବିମାନ ରାଜସ୍ଥାନ ରବିବାର ସକାଳ ଯୋଧପୁରରେ ପହଞ୍ଚିଛି। ବିମାନ ବନ୍ଦରରେ ପହଞ୍ଚିବା ପରେ ପ୍ରଥମେ ସମସ୍ତଙ୍କର...
ନୂଆଦିଲ୍ଲୀ: କରୋନା ମୁକାବିଲା ପାଇଁ ପର୍ଯ୍ୟାପ୍ତ ପରିମାଣର ମାସ୍କ, ଗ୍ଲୋଭ୍ସ ଓ ସାନିଟାଇଜର୍ ବ୍ୟବସ୍ଥା କରିବାକୁ ସବୁ ରାଜ୍ୟର ମୁଖ୍ୟ ଶାସନ ସଚିବ ଓ ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି। ନ୍ୟାସ୍ନାଲ୍ ଫାର୍ମାସିୟୁଟିକାଲ୍ସ ପ୍ରାଇସିଂ ଅଥରିଟି-NPPA ଏଭଳି ଗାଇଡ୍ଲାଇନ୍ ଜାରି କରିଛନ୍ତି। କରୋନା ପ୍ରତିକାର ପାଇଁ ବ୍ୟବସ୍ଥା ସ୍ୱରୂପ ଆବଶ୍ୟକ...
ଗଞ୍ଜାମ: କରୋନା ମୁକାବିଲା ପାଇଁ ଲକ୍ଡାଉନ୍ ପିରିୟଡ଼ ଚାଲିଥିବା ବେଳେ ଗଞ୍ଜାମ ଜିଲ୍ଲାପାଳଙ୍କ ଅଭିନବ ସଚେତନତା ସାଇକେଲ୍ରେ ବୁଲି ବୁଲି ଲୋକଙ୍କୁ ଘରୁ ବାହାରକୁ ନବାହାରିବାକୁ ନିବେଦନ କରୁଛନ୍ତି ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ। ଲୋକଙ୍କୁ ସଚେତନ କରିବାର ଦିଲ୍ଲାପାଳଙ୍କ ଏଭଳି ଉଦ୍ୟମକୁ ସମସ୍ତେ ପ୍ରଶଂସା ମଧ୍ୟ କରୁଛନ୍ତି।...
ଭୁବନେଶ୍ୱର: ସାରା ଦେଶରେ ଏବେ ଜାରି ରହିଛି ୨୧ ଦିନିଆ ଲକ୍ଡାଉନ୍। ଲୋକଙ୍କୁ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଇଛି। କିନ୍ତୁ ଖୋଦ୍ ରାଜଧାନୀ ଭୁବନେଶ୍ୱରରେ ନିୟମକୁ ଫୁ କରି ଲୋକେ ମୁହଁକୁ ମୁହଁ ଯୋଡ଼ି ମାର୍କେଟିଂ କରୁଛନ୍ତି। ଭୁବନେଶ୍ୱର ୪ ନମ୍ବର ମାଛ ମାର୍କେଟର ଲୋକଙ୍କ ଭିଡ଼ ଦେଖିଲେ...
ଭୁବନେଶ୍ୱର: କରୋନାକୁ ନେଇ ସାରା ଦେଶରେ ୨୧ ଦିନ ଲକ୍ଡାଉନ୍ ହୋଇଛି। ଫଳରେ ଦୋକାନ ବଜାର ସବୁ ବନ୍ଦ ରହିଛି। ଏହି ସମୟରେ ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ଛକରେ କାର୍ଯ୍ୟରତ ଥିବା ପୁଲିସ୍ କର୍ମଚାରୀମାନଙ୍କୁ ମାଗଣାରେ ଚା ଦେଉଛନ୍ତି ଧୀରେନ୍ ବାରିକ। ସେ ଜଣେ ଚା’ ଦୋକାନୀ। ତେବେ...