ସାଲେପୁର: କ୍ଷୀରରେ ଭାସିଲା ରାସ୍ତା। ଘଟଣା ଘଟିଛି କଟକ ଜିଲ୍ଲା ସାଲେପୁର ରାଇସୁଙ୍ଗୁଡ଼ାରେ। ଓମ୍ଫେଡ୍ ପକ୍ଷରୁ କ୍ଷୀର ନେବାକୁ ମନା କରାଯିବା ଅଭିଯୋଗରେ ଦୁଗ୍ଧ ଚାଷୀମାନେ ରାସ୍ତା ଉପରେ ଶହଶହ ଲିଟର କ୍ଷୀର ଢାଳିଦେଇଛନ୍ତି। ଓମ୍ଫେଡ୍ ହଠାତ କ୍ଷୀର ନେବାକୁ ମନା କରିଦେବା ସହ ଗୋଖାଦ୍ୟ ଦେବାକୁ ମନା...
ଭୁବନେଶ୍ୱର: କରୋନା ଭାଇରସର ମୁକାବିଲା ପାଇଁ ସାରା ଦେଶରେ ୨୧ ଦିନ ପାଇଁ ଲକ୍ଡାଉନ୍ ଜାରି ହୋଇଛି। ”ଘରେ ରୁହ ଆଉ କିଲର କରୋନାକୁ ମାତ୍ ଦିଅ” ଏହି ସ୍ଲୋଗାନରେ ସବୁକିଛି ଠପ୍ ହୋଇଯାଇଛି। ଲକ୍ଡାଉନ୍ ପାଇଁ ଜାରି ହୋଇଛି ବିଭିନ୍ନ କଟକଣା। ଏଥିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି।...
ନୂଆଦିଲ୍ଲୀ: ଯେତେ ସତର୍କତା ଆପଣାଇଲେ ମଧ୍ୟ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ। ଗତ ୨୪ ଘଣ୍ଟାରେ ୧୪୯ ଲୋକ କରୋନାରେ ଆକ୍ରାନ୍ତ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଲୟ ସୂଚନା ଦେଇଛି। ସେହିପରି ମୃତ୍ୟୁ ସଂଖ୍ୟା ୧୯କୁ ବୃଦ୍ଧି ପାଇଛି। ଫଳରେ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୮୭୩ରେ...
ଭୁବନେଶ୍ୱର: ଆଜିଠାରୁ ପୁଣି ଭୁବନେଶ୍ୱରକୁ ଆରମ୍ଭ ହେବ ଏୟାର ଇଣ୍ଡିଆର କାର୍ଗୋ ବିମାନ ସେବା। ଏନେଇ ଏୟାର ଇଣ୍ଡିଆ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏକ ସ୍ୱତନ୍ତ୍ର ବିମାନ ରାୟପୁରରୁ ଅତ୍ୟାବଶ୍ୟକ ଔଷଧ ଓ ଖାଦ୍ୟ ସାମଗ୍ରୀ ଆଣି ଭୁବନେଶ୍ୱର ଆସିବ ଏବଂ ଭୁବନେଶ୍ୱରରୁ ଦିଲ୍ଲୀ ଯିବ ବୋଲି ସୂଚନା...
ବାଲିଗୁଡ଼ା: କରୋନା ପାଇଁ ସାରା ଦେଶ ଲକ୍ ଡାଉନ୍ ହୋଇଥିବା ବେଳେ ଅନେକ ସ୍ଥାନରେ ବିଭିନ୍ନ ରାଜ୍ୟରେ ଶ୍ରମିକ ଓ କ୍ଷୁଦ୍ର ବ୍ୟବସାୟୀମାନେ ଫସି ରହିଛନ୍ତି। କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ବାରଖମା ଅଞ୍ଚଳରେ ମଧ୍ୟପ୍ରଦେଶର ପାଖାପାଖି ୪୦ ଜଣ ପୁରୁଷ ଓ ମହିଳା ଲୁହା ବ୍ୟବସାୟୀ ଫସି...
ବାଲେଶ୍ୱର: କରୋନା ଲକ୍ ଡାଉନ୍କୁ ନେଇ ଅବ୍ୟବସ୍ଥାରୁ ଦୁଗ୍ଧ ଚାଷୀ କ୍ଷୁବ୍ଧ। ରାସ୍ତାରେ ଢାଳିଦେଲେ ପ୍ରାୟ ୮୦ ଲିଟରରୁ ଅଧିକ କ୍ଷୀର। ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ ଅନ୍ତର୍ଗତ ରଣିଆଗଂଜ ଗାଁରେ ଦେଖିବାକୁ ମିଳିଛି। ଏହି ଅଭାବନୀୟ ଦୃଶ୍ୟ ଲକ୍ଡାଉନ ଜାରି ହେବା ପରେ ଦୁଗ୍ଧ ଚାଷୀଙ୍କଠାରୁ ଉତ୍ପାଦିତ...
ନୂଆଦିଲ୍ଲୀ: ଭାରତରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯କୁ ବୃଦ୍ଧି ପାଇଛି। ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୭୪୮ରେ ପହଞ୍ଚିଛି। ବର୍ତ୍ତମାନ ସାରା ଦେଶରେ ୭୪୮ ଜଣ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଚାଲିଥିବାବେଳେ ୬୬ ଜଣ ସୁସ୍ଥ ହୋଇ ଫେରିଯାଇଛନ୍ତି। ସବୁଠାରୁ ଅଧିକ ୧୩୭ ଜଣ କେରଳରେ ଚିକିତ୍ସିତ...
କୋଭିଡ୍- ୧୯ ଭୂତାଣୁ ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ଭୁବନେଶ୍ୱର ଏମ୍ସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏମ୍ସ ପରିସରରେ ଏକ ସ୍ୱତନ୍ତ୍ର ଆଇସୋଲେସନ ଓ୍ୱାର୍ଡ ପ୍ରସ୍ତୁତି କରାଯାଇଛି। ଆୟୁଷ ବିଲ୍ଡିଂରେ ଏହି ସ୍ୱତନ୍ତ୍ର କୋବିଡ୍ ଆକ୍ରାନ୍ତଙ୍କ ପାଇଁ ସ୍ୱତନ୍ତ୍ର ଆଇସୋଲେସନ ଓ୍ୱାର୍ଡ ପ୍ରସ୍ତୁତି କରାଯାଇଛି। ଏଠାରେ ୩୦ଟି ବେଡ୍...
ଭୁବନେଶ୍ୱର: ମହାମାରୀ କରୋନାକୁ ନେଇ ଏବେ ସାରା ବିଶ୍ୱ ଚିନ୍ତିତ। ୬୦ବର୍ଷରୁ ଅଧିକ ବୟସର ବ୍ୟକ୍ତିମାନଙ୍କ ଠାରେ କରୋନା ଭାଇରସ ଆକ୍ରାନ୍ତ ହେବାର ଅଧିକ ଆଶଙ୍କା ରହିଥାଏ। ବର୍ତ୍ତମାନ ସୁଦ୍ଧା କରୋନରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ଅଧିକାଂଶ ୬୦ ବର୍ଷରୁ ଉର୍ଦ୍ଧ୍ୱ। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ କହିବା...
ଅମରାବତି: କରୋନା ମୁକାବିଲା ପାଇଁ ସମସ୍ତ ରାଜନୈତିକ ଦଳ ଏକଜୁଟ୍ ହେବା ଦେଖାଯାଉଛି। ନିକଟରେ ବିରୋଧୀ ଦଳର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧି କେନ୍ଦ୍ର ସରକାରଙ୍କୁ ସାହାଯ୍ୟ କରିବା କହିଥିବା ବେଳେ ଆଜି ଟିଡିପି(ତେଲ୍ଗୁ ଦେଶମ ପାର୍ଟି) ନେତା ଚନ୍ଦ୍ର ବାବୁ ନାଇଡୁ ମୋଦିଙ୍କ କରୋନା ମକାବିଲା ପଦକ୍ଷେପକୁ...
ନୂଆଦିଲ୍ଲୀ: ଚୀନରୁ ଆରମ୍ଭ ହୋଇଥିବା ଏହି କରୋନା ଭାଇରସ୍ ଏବେ ଆମେରିକା ପାଇଁ ଚିନ୍ତା ବଢ଼ାଇଛି। ଆମେରିକାରେ ଗୋଟିଏ ଦିନରେ ୧୭ ହଜାରରୁ ଅଧିକ ଲୋକ ଏହି ଭାଇରସ୍ରେ ଆକ୍ରାନ୍ତ ହୋଇଛନ୍ତି। ବିଶ୍ୱରେ ସବୁଠୁ ଅଧିକ ଆକ୍ରାନ୍ତ ହୋଇଛି ଆମେରିକା। ଚୀନରେ ୮୧ ହଜାରୁ ଅଧିକ ଆକ୍ରାନ୍ତ ଥିବା...
ନୂଆଦିଲ୍ଲୀ: କରୋନା ମହାମାରୀ ଯୋଗୁ ଦେଶର ଆର୍ଥିକ ସ୍ଥିତି ନିମ୍ନାଗାମୀ ହେଉଥିବାରୁ ଶୁକ୍ରବାର ସବୁଠାରୁ ବଡ଼ ଘୋଷଣା କରିଛି ଆର୍ବିଆଇ। ଆର୍ବିଆଇର ମନିଟାରୀ ପଲିସି କମିଟି ଦ୍ୱାରା ନିଆଯାଇଥିବା ନିଷ୍ପତ୍ତିକୁ ଘୋଷଣା କରିଛନ୍ତି ରିଜର୍ଭ ବ୍ୟାଙ୍କ ମୁଖ୍ୟ ଶକ୍ତିକାନ୍ତ ଦାସ। ଏହି ଘୋଷଣା କ୍ରମେ ରେପୋ ରେଟ୍ ୭୫...
ପଞ୍ଜାବ: କିଲର କରୋନାକୁ ନେଇ ସାରା ବିଶ୍ୱରେ ଖେଳି ଯାଇଛି ଆତଙ୍କ। ଅଟକି ଯାଇଛି ସାରା ବିଶ୍ୱ। ଏହି ଭାଇରସକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୧ ଦିନ ଘରେ ରହିବା ପାଇଁ ସାରା ଦେଶବାସୀଙ୍କୁ ନିବେଦନ କରିଛନ୍ତି। ଘରେ ରୁହ ଆଉ କିଲର କରୋନା ଭାଇରସକୁ ମାତ୍...