ଅମଦାବାଦ: ପ୍ରଜାପିତା ବ୍ରହ୍ମାକୁମାରୀ ବିଶ୍ୱବିଦ୍ୟାଳୟର ମୁଖ୍ୟ ପ୍ରଶାସିକା ରାଜଯୋଗିନୀ ଦାଦି ଜାନକୀଙ୍କ ଆଜି ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୪ବର୍ଷ ବୟସ ହୋଇଥିଲା। ସେ ଗତ ଦୁଇ ମାସ ଧରି ଅସୁସ୍ଥ ଥିଲେ। ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଅହମଦାବାଦରେ ଚିକିତ୍ସା କରାଯାଉଥିଲା। ପରେ ତାଙ୍କୁ...
ଭୁବନେଶ୍ୱର: କୋରନା ପାଇଁ ସାମାଜିକ ଦୂରତ୍ୱ ରକ୍ଷା ନକରିବାରୁ ପୁଣି ଥରେ ଘୁଞ୍ଚିଲା ଭୁବନେଶ୍ୱର ସ୍ଥିତ ୟୁନିଟ-୧ ହାଟ। ଏହି ହାଟକୁ ୟୁନିଟ୍-୧ ହାଇସ୍କୁଲ ପଡ଼ିଆକୁ ସ୍ଥାନାନ୍ତର କରାଯାଇଛି। ଗ୍ରାହକମାନେ ଏକ ମିଟର ଦୂରତା ରକ୍ଷା ନକରିବାରୁ ପୁଲିସ୍ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। ଗତକାଲି ସାମାଜିକ ଦୂରତ୍ୱ...
ଭୁବନେଶ୍ୱର : ଲକ୍ଡାଉନ୍ ବେଳେ ରାଜଧାନୀବାସୀଙ୍କୁ ହୋମ୍ ଡେଲିଭରି ମାଧ୍ୟମରେ ମିଳିବ ଅତ୍ୟାବଶ୍ୟକ ସାମଗ୍ରୀ। ଏ ନେଇ ବିଏମ୍ସି ପକ୍ଷରୁ ଭୁବନେଶ୍ୱରର ୨୮ଟି ମଲ୍ ଓ ଷ୍ଟୋରକୁ ତାଲିକାଭୁକ୍ତ କରାଯାଇଛି। ଏହିସବୁ ମଲ୍ ପକ୍ଷରୁ ସକାଳ ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ହୋମ୍ ଡେଲିଭରି ମାଧ୍ୟମରେ ଲୋକେ ବିଭିନ୍ନ...
ଭୁବନେଶ୍ୱର: ଲକଡାଉନ୍ କଟକଣା ବେଳେ ରାଜ୍ୟର ସମସ୍ତ ସହରାଞ୍ଚଳରେ ଅତ୍ୟାବଶ୍ୟକ ସାମଗ୍ରୀ ଉପଲବ୍ଧ କରାଇବା ନେଇ ଜାରି ହେଲା ନୂଆ ଗାଇଡାଇନ୍। ଗୃହ ନିର୍ମାଣ ଓ ସହରାଞ୍ଚଳ ବିକାଶ ବିଭାଗ ପକ୍ଷରୁ ଏହି ଗାଇଡ୍ ଲାଇନ୍ ଜାରି ହୋଇଛି। ନୂଆ ନିୟମ ଅନୁସାରେ, ଗ୍ରୋସେରୀ , ପରିବା ଓ...
ରାୟଗଡ଼ା: ମହାମାରୀ କରୋନା ପାଇଁ ଦେଶବ୍ୟାପି ଲକ୍ଉନ ଫଳରେ କାମ ଅନ୍ୱେଷଣରେ ଅନ୍ୟ ରାଜ୍ୟରୁ ଆସିଥିବା ଲୋକେ ଜୀବନ ଜୀବିକା ପାଇଁ ହନ୍ତସନ୍ତ ହେଉଛନ୍ତି। ନିଜ ରାଜ୍ୟକୁ ଫେରିବାକୁ ଚାହୁଁଥିଲେ ମଧ୍ୟ ସବୁଠି ଗାଡ଼ି ମୋଟର ଚଳାଚଳ ବନ୍ଦ ଥିବାରୁ ଫେରିପାରୁନାହାନ୍ତି। ରୁଦ୍ରାକ୍ଷ ଓ ମାଳି ବିକ୍ରି କରିବାକୁ...
ଭୁବନେଶ୍ୱର: କରୋନା ମୁକାବିଲା ଲାଗି ଲାଗୁ ହୋଇଥିବା ଲକଡାଉନ କଟକଣାରୁ କେତେକ ସଂସ୍ଥାକୁ ବାଦ୍ ଦିଆଯାଇଛି। ଘରେ ଖାଦ୍ୟ ଓ ଅନ୍ୟାନ୍ୟ ସାମଗ୍ରୀ ପହଞ୍ଚାଉଥିବା ଆମାଜନ୍, ଫ୍ଲିପକାର୍ଟ, ସ୍ୱିଗି, ଜୋମାଟୋ, ମିନ୍ତ୍ରା, କେଏଫ୍ସି, ପିଜା ହଟ୍, ଡୋମିନସ୍, ଉବେର ଇଟ୍ସ, ବ୍ଲୁ ଡାର୍ଟ, ଡିଟିଡିସି କୋରିଅର, ବିଗ୍ ବାସ୍କେଟ୍,...
ଭୁବନେଶ୍ୱର: ଯେତିକି ଯେତିକି କରୋନା ଭୂତାଣୁ ତାର କାୟା ବିସ୍ତାର କରିବାରେ ଲାଗିଛି, ସେତିକି ବଢ଼ିଚାଲିଛି ସାନିଟାଇଜରର ଚାହିଦା। ଏହି ଚାହିଦାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସାନିଟାଇଜର୍ ଉତ୍ପାଦନ ବଢ଼ାଇବାକୁ ଏବଂ ଇଥାନଲ୍ ଉପରେ କଟକଣା ଉଠାଇଦେବାକୁ ପରାମର୍ଶ ଦେଇଛନ୍ତି। ଏନେଇ ରାଜ୍ୟର ସମସ୍ତ ସିଡିଏମ୍ଓ, ଜିଲ୍ଲାପାଳ,...
କଟକ: କରୋନା ମୁକାବିଲା ପାଇଁ କଟକ ଜିଲ୍ଳା ପ୍ରଶାସନର ଜୋରଦାର ପ୍ରସ୍ତୁତି। ଏସ୍ସିବି ମେଡ଼ିକାଲ୍, ସିଏମ୍ସିର ବିଭିନ୍ନ ସ୍ୱାସ୍ଥ୍ୟକେନ୍ଦ୍ର ସହ ଗ୍ରାମାଞ୍ଚଳ ଏବଂ ଘରୋଇ ହସ୍ପିଟାଲ୍ରେ ମୋଟ ୨ ହଜାର ଶଯ୍ୟାର ବ୍ୟବସ୍ଥା କରାଯିବ। ବର୍ତ୍ତମାନ ଏସ୍ସିବିରେ ୫ ଶହରୁ ୭ଶହ ଶଯ୍ୟା ପ୍ରସ୍ତୁତ କରି ରଖାଯାଇଥିବାବେଳେ ଏହାକୁ...
ଭୁବନେଶ୍ୱର: ରାଜ୍ୟରେ ତୃତୀୟ କରୋନା ପଜିଟିଭ ଚିହ୍ନଟ ହେବା ପରେ ଭୁବନେଶ୍ୱର ସ୍ଥିତ କର କ୍ଲିନିକକୁ ନ ଯିବା ପାଇଁ ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ। ବିଭାଗର ସୂଚନା ଅନୁସାରେ ଗତ ୨୧ ତାରିଖରେ ସଂପୃକ୍ତ ରୋଗୀ କର କ୍ଲିନିକକୁ ଆସିଥିଲେ। ପରେ ମାର୍ଚ୍ଚ ୨୪ରେ କର କ୍ଳିନିକ୍ରେ...
ନୂଆଦିଲ୍ଲୀ: କରୋନା ପାଇଁ ଆଜି ପ୍ୟାକେଜ୍ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ଖଟିଖିଆଙ୍କୁ ମିଳିବ ମାଗଣା ଚାଉଳ, ଡାଲି ଓ ଗହମ। ଗରିବ ଓ ଖଟିଖିଆଙ୍କ ପାଇଁ ଏହି ଘୋଷଣା କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। କରୋନା ଲଢ଼େଏଇ ପାଇଁ ପ୍ରାୟ ୧ ଲକ୍ଷ ୭୦ ହଜାର...