• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

bagchi-1
କରୋନା ମୁକାବିଲା କରିବା ପାଇଁ ଶିଳ୍ପ ସଂସ୍ଥାଙ୍କ ସହଯୋଗ ଲୋଡ଼ିଲେ ରାଜ୍ୟ ସରକାର

ଭୁବନେଶ୍ୱର: କରୋନା ମୁକାବିଲା କରିବା ପାଇଁ ଶିଳ୍ପ ସଂସ୍ଥାଙ୍କ ସହଯୋଗ ଲୋଡ଼ିଲେ ରାଜ୍ୟ ସରକାର। ରାଜ୍ୟରେ କରୋନା ସଂକ୍ରମଣକୁ ରୋକିବା ଓ ସନ୍ଦିଗ୍ଧ ଲୋକଙ୍କୁ ଚିକିତ୍ସା ସୁବିଧା ଯୋଗାଇ ଦେବା ନିମନ୍ତେ ରାଜ୍ୟ ସରକାର ଆଜି ରାଜ୍ୟର ଶିଳ୍ପ ସଂସ୍ଥାଗୁଡ଼ିକଠୁ ସହଯୋଗ ଲୋଡ଼ିଛନ୍ତି। କରୋନା ସଂକ୍ରମଣ ପୂର୍ବ ଓ...

bachi
ଓଡ଼ିଶା ସମେତ ସାରା ବିଶ୍ୱରେ ଏବେ କେମିତି ଅଛି କରୋନା ସ୍ଥିତି ଜାଣନ୍ତୁ

ଭୁବନେଶ୍ୱର: ବିଶ୍ୱ ମହାମାରୀ ‘କରୋନା’ ସଂକ୍ରମଣର ମୁକାବିଲା ପାଇଁ ସମଗ୍ର ଦେଶରେ ଏବେ ୨୧ଦିନିଆ ଲକଡାଉନ୍ ଲାଗୁ ହୋଇଥିବାବେଳେ ରାଜ୍ୟ ବାହାରୁ ଘରକୁ ଫେରିଥିବା ୭୮୨୩୩ଜଣଙ୍କୁ ୧୪ଦିନିଆ ହୋମ୍ କ୍ୱାରେଣ୍ଟାଇନରେ ରହିବା ନିମନ୍ତେ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି ବ୍ୟକ୍ତିମାନେ କରୋନା ପ୍ରଭାବିତ ରାଜ୍ୟରୁ ଆସିଥିବାରୁ ସେମାନଙ୍କୁ...

luck-down
କରୋନା ମୁକାବିଲା: ଡାକ୍ତର ଓ ପାରାମେଡିକାଲ ଷ୍ଟାଫ ନିଯୁକ୍ତି ଦେବେ ସରକାର

ଭୁବନେଶ୍ଵର: ‘କରୋନା’ ମୁକାବିଲା ପାଇଁ ଡାକ୍ତର ଓ ପାରାମେଡିକାଲ ଷ୍ଟାଫ ନିଯୁକ୍ତି ଦେବେ ରାଜ୍ୟ ସରକାର। ଏନେଇ ନିଜ ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରେ ବିଜ୍ଞାପନ ଦେଇଛି ସ୍ୱାସ୍ଥ୍ୟ ବିଭାଗ। ଏଥିରେ ୩ ମାସ ଯାଏଁ ଚୁକ୍ତି ଭିତ୍ତିରେ ଡାକ୍ତର, ନର୍ସ ଓ ଫାର୍ମାସିଷ୍ଟଙ୍କୁ ନିଯୁକ୍ତି ଦିଆଯିବ। ଜୁନ୍ ୩୦...

spain-1
ଇଟାଲୀ ପରେ ଚାଇନାକୁ ଟପିଲା ସ୍ପେନ୍‌: ମୃତ୍ୟୁ ସଂଖ୍ୟା ୩୪୩୪ ଛୁଇଁଲା

ମାଡ୍ରିଡ୍: ଚାଇନା ପରେ ୟୁରୋପୀୟ ଦେଶରେ ଆତଙ୍କ ଖେଳାଇ ଦେଇଛି ମହାମାରୀ କରୋନା ଭାଇରସ। ଇଟାଲୀରେ କରୋନା ମୃତ୍ୟୁସଂଖ୍ୟା ୭ ହଜାରର ନିକଟବର୍ତ୍ତୀ ହୋଇଥିବା ବେଳେ ଏବେ ସ୍ପେନରୁ ସାଂଘାତିକ ଖବର ଆସିଛି। ସ୍ପେନର ସ୍ଥିତି ଏପରି ହୋଇଛି ଯେ ଏଠାରେ କରୋନା ଜନିତ ମୃତ୍ୟୁସଂଖ୍ୟା ଚାଇନାକୁ ଟପି...

pthan
କରୋନା ମୁକାବିଲା ପାଇଁ ପଠାନ ବ୍ରଦର୍ଶ ନେଲେ ଏଭଳି ପଦକ୍ଷେପ

ନୂଆଦିଲ୍ଲୀ: କରୋନା ମୁକାବିଲା ପାଇଁ ସରକାରଙ୍କୁ ସାହାଯ୍ୟ କରିବାକୁ ବଡ଼ ବଡ଼ ବ୍ୟବସାୟୀ ଓ ନାମିଦାମି ସେଲିବ୍ରେଟିମାନେ ବିଭିନ୍ନ ପଦକ୍ଷେପ ନେଉଥିବାର ଦେଖାଯାଉଛି। କରୋନା ମୁକାବିଲା ପାଇଁ ସେହିଭଳି ଏକ ପଦକ୍ଷେପ ନେଇଛନ୍ତି ଭାରତୀୟ କ୍ରିକେଟର ଷ୍ଟାର୍‌ ଅଲ୍‌ରାଉଣ୍ଡର ଇର୍ଫାନ୍‌ ପଠାନ। ତାଙ୍କ ସହିତ ତାଙ୍କ ଭାଇ ୟୁସୁଫ୍‌...

messsi
କରୋନା ମୁକାବିଲା ପାଇଁ ଦାନ କଲେ ଫୁଟ୍‌ବାଲ୍ ଷ୍ଟାର୍

ନୂଆଦିଲ୍ଲୀ:ଆର୍ଜେଣ୍ଟିନାର ଷ୍ଟାର୍ ଫୁଟବଲର୍ ଲିଓନେଲ୍ ମେସି କରୋନାଭାଇରସ୍ ବିରୋଧରେ ଲଢ଼ିବା ପାଇଁ ବାର୍ସିଲୋନାରେ ଏକ ହସ୍ପିଟାଲକୁ ୧୦ଲକ୍ଷ ୟୁରୋ ଅର୍ଥାତ୍ ୮କୋଟି ଟଙ୍କା ଡୋନୋଶନ୍ ଆକାରରେ ପ୍ରଦାନ କରିଛନ୍ତି। ଏକ ୱେବସାଇଟର ରିପୋର୍ଟ ଅନୁଯାୟୀ, ମେସି ଏହି ଅର୍ଥରାଶି ହସ୍ପିଟାଲ୍ କ୍ଲିନିକ୍ ଓ ସାଧାରଣ ହସ୍ପିଟାଲକୁ ପ୍ରଦାନ କରିଛନ୍ତି,...

godei
ଲକ୍‌ଡାଉନ୍‌ ଉଲ୍ଲଙ୍ଘନକାରୀଙ୍କୁ ଉଠ୍‌ବସ୍‌ କରାଇବା ସହିତ ରାସ୍ତାରେ ଶୁଆଇ ପିଟିଲା ପୁଲିସ୍‌

ନୂଆଦିଲ୍ଲୀ: କରୋନାର ମୁକାବିଲା ପାଇଁ ସାମାଜିକ ଦୂରତ୍ୱ ହିଁ ଏକମାତ୍ର ମାଧ୍ୟମ ହୋଇଥିବାରୁ ଆଜିଠାରୁ ୨୧ ଦିନ ପାଇଁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଲୋକେ ଅନେକ ସ୍ଥାନରେ ଏହି ନିୟମକୁ ମାନୁ ନଥିବାରୁ ପୁଲିସ୍ ରାସ୍ତା ଉପରେ ଉଲ୍ଳଙ୍ଘାନକାରୀଙ୍କ ବିଚାର କରୁଛି। ପ୍ରଥମେ ହାତ...

test
ଇଂଲଣ୍ଡ ରାଜକୁମାର ପ୍ରିନ୍ସ ଚାର୍ଲସଙ୍କୁ କରୋନା

ଲଣ୍ଡନ: ଇଂଲଣ୍ଡର ରାଜ କୁମାର ପ୍ରିନ୍ସ ଚାର୍ଲସ ମହାମାରୀ କରୋନା ଭାଇରସରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ୭୧ ବର୍ଷୀୟ ପ୍ରିନ୍ସ ଚାର୍ଲସ ନିକଟରେ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଏବେ ସେ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିବା ପରେ ସମସ୍ତଙ୍କ ମନରେ ସଂକ୍ରମଣ ନେଇ ଆଶଙ୍କା ପ୍ରକାଶ ପାଇଛି। ପ୍ରିନ୍ସ...

naveen-patnaik
ଡାକ୍ତରମାନଙ୍କୁ ୪ ମାସର ଦରମା ଆଗୁଆ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:କରୋନା ମୁକାବିଲା ନେଇ ଡାକ୍ତର କର୍ମଚାରୀଙ୍କୁ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସବୁ ଡାକ୍ତର, ପାରାମେଡିକାଲ କର୍ମଚାରୀଙ୍କୁ ଆଗୁଆ ଦରମା ଦିଆଯିବ ବୋଲି ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଡାକ୍ତରୀକର୍ମୀଙ୍କୁ ୪ ମାସର ଆଗୁଆ ଦରମା ଦିଆ।ଯିବ। ଏପ୍ରିଲ, ମେ’, ଜୁନ ଓ ଜୁଲାଇ...

shremayyee-,ishra
କରୋନା ପାଇଁ ୫ ଲକ୍ଷ ଦେଲା ଓଟିଡିସି

ଭୁବନେଶ୍ୱର: ବିଶ୍ୱ ମହାମାରୀ ‘କରୋନା’ ମୁକାବିଲା ପାଇଁ ଆର୍ଥିକ ସହାୟତା ଦେବାକୁ ରାଜ୍ୟର ପ୍ରମୁଖ ସରକାରୀ ଉଦ୍ୟୋଗ ଓ ନିଗମଗୁଡ଼ିକ ଆଗେଇ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ୩ମାସର ଦରମା ଦାନ କରିବା ସହ ବିଜେଡି ବିଧାୟକ ଓ ସାଂସଦମାନଙ୍କୁ ସେମାନଙ୍କର ଦରମା ଦେବାକୁ ଆହ୍ୱାନ ଦେବାପରେ...

loot
ଅସ୍ତ୍ରଶସ୍ତ୍ର ଲୁଟିଲେ, ମୃତସାଥିଙ୍କ ଶବ ନେଇଗଲେ

ମାଲକାନଗିରି: ଛତିଶଗଡ଼ ସୁକମା ଜିଲ୍ଲାର ମେନପା ଜଙ୍ଗଲରେ ଗତ ଶନିବାର ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଘଟିଥିବା ଗୁଳିବିନିମୟ ପରେ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ନେଇଗଲେ ମାଓବାଦୀ। ଏକ ପ୍ରେସବିବୃତି ଜାରି କରି ଏଭଳି ଦାବି କରିଛି ଦଣ୍ଡକାରଣ୍ୟ ମାଓ ଡିଭିଜନ। ଏହାକୁ ନେଇ ଏକ ଅଡିଓ ଟେପ୍ ମଧ୍ୟ...

cabinate
କ୍ୟାବିନେଟ୍‌ ବୈଠକରେ ବି ଅଲଗା ଅଲଗା ହୋଇ ବସିଲେ ମନ୍ତ୍ରୀ

  କ୍ୟାବିନେଟ୍ ବୈଠକରେ ସାମାଜିକ ଦୂରତ୍ୱ ବା ସୋସିଆଲ୍ ଡିଷ୍ଟାନ୍ସିଂକୁ ଗୁରୁତ୍ୱ। ପ୍ରଧାନମନ୍ତ୍ରୀଙ୍କ ସରକାରୀ ବାସଭବନ 7, ଲୋକକଲ୍ୟାଣ ମାର୍ଗରେ କେନ୍ଦ୍ର କ୍ୟାବିନେଟର ବୈଠକରେ କ୍ୟାବିନେଟ ମନ୍ତ୍ରୀ ଓ ଅଧିକାରୀ ମାନେ ନିଜ ନିଜ ମଧ୍ୟରେ ଦୂରତ୍ୱ ରଖି ବସିଥିବା ଦେଖିବାକୁ ମିଳିଛି। କରୋନା ସଂକ୍ରମଣ ରୋକିବାରୁ ପ୍ରଧାନମନ୍ତ୍ରୀ...

guadelane
କରୋନା ଗାଇଡ୍‌ ଲାଇନ୍ ଜାରି: ଏହିସବୁ ଜିନିଷ ଖୋଲା ରହିବ

ନୂଆଦିଲ୍ଲୀ: ସାରା ଦେଶରେ ଲକ୍‌ଡାଉନ୍ ଘୋଷଣା ପରେ ଜରୁରୀ ସେବା ପାଇବାକୁ ଗାଇଡଲାଇନ୍ ଜାରି ହୋଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ଏହି ଗାଇଡ୍ଲାଇନ୍ ଜାରି କରିଛି। ଏଥିରେ କେନ୍ଦ୍ର ସରକାରଙ୍କ ପ୍ରତିରକ୍ଷା ପ୍ରତିଷ୍ଠାନ, କେନ୍ଦ୍ର ସଶସ୍ତ୍ର ପୋଲିସ ବାହିନୀ କାର୍ଯ୍ୟାଳୟ, ପୁଲିସ, ହୋମଗାର୍ଡ, ବେସାମରିକ ସୁରକ୍ଷା, ଅଗ୍ନିଶମ ଓ...

jogiii
କରୋନା କଟକଣା: ପ୍ରାଧାନମନ୍ତ୍ରୀଙ୍କ କଥା ମାନିଲେନି ଯୋଗୀ

ନୂଆଦିଲ୍ଲୀ: କରୋନା ଭାଇରସର ସଂକ୍ରମଣକୁ  ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାମାଜିକ ଦୂରତା ପାଇଁ ନିବେଦନ କରିଛନ୍ତି। ୨୧ ଦିନ ଘରେ ରହିବା ପାଇଁ ଦେଶବାସୀଙ୍କୁ ଅନୁରୋଧ କରିଛନ୍ତି। ଏପରି ସ୍ଥିତିରେ ନବରାତ୍ର ଉପଲକ୍ଷେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଯୋଧ୍ୟା ଗସ୍ତ କରିଛନ୍ତି। ଏହାକୁ ନେଇ...