• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

dusyanta
କରୋନା ସନ୍ଦେହରେ ସାଂସଦ: କନିକାଙ୍କ ପାର୍ଟିରେ ଯୋଗ ଦେଇ ଯାଇଥିଲେ ପାର୍ଲାମେଣ୍ଟ

ନୂଆଦିଲ୍ଲୀ: କରୋନାରେ ଆକ୍ରାନ୍ତ ବଲିଉଡ୍‌ କଣ୍ଠଶିଳ୍ପୀ କନିକା କପୁରଙ୍କ ପାର୍ଟିରେ ବିଜେପି ସାଂସଦ ଦୁଷ୍ୟନ୍ତ ସିଂହ ଯୋଦେଇଥିବାରୁ ଏବେ ତାଙ୍କ ଓ ସଂସଦରେ କରୋନା ମହାମାରୀ ବ୍ୟାପିବାର ଆଶଙ୍କା ପ୍ରକାଶ ପାଇଛି। କନିକା ବ୍ରିଟେନରୁ ଫେରି ଯେଉଁ ପାର୍ଟିର ଆୟୋଜନ କରିଥିଲେ, ସେଥିରେ ବିଜେପି ସାଂସଦ ତଥା ପୂର୍ବତନ...

yes-bank
ଶ୍ରୀଜଗନ୍ନାଥଙ୍କ ଟଙ୍କା ଫେରିବା ଘଟଣା: ସୁଧ ହାରକୁ ନେଇ ପ୍ରଶ୍ନ ଉଠାଇଲା ବିଜେପି

ପୁରୀ: ଗତକାଲି ୟେସ୍ ବ୍ୟାଙ୍କରୁ ମହାପ୍ରଭୁ ଜଗନ୍ନାଥଙ୍କ ୩୯୭ କୋଟି ୨୩ ଲକ୍ଷ ୨୭ ହଜାର ଟଙ୍କା ଫେରିବା ଘଟଣାରେ, ସୁଧହାରକୁ ନେଇ ପ୍ରଶ୍ନ ଉଠାଇଛି ବିଜେପି। ୟେସ୍ ବ୍ୟାଙ୍କ ପକ୍ଷରୁ ୮ ଦଶମିକ ୬୧ ପ୍ରତିଶତ ହାରରେ ସୁଧ ଦିଆଯିବ ବୋଲି ଆକଳନ ଥିଲା। ତେବେ ୨...

nirvaya case selebrity
ନିର୍ଭୟା ଦୋଷୀଙ୍କୁ ଫାଶି ପରେ ବଲିଉଡ୍‌ ଷ୍ଟାର୍‌ଙ୍କ ପ୍ରତିକ୍ରିୟା: ପ୍ରୀତି ଜିଣ୍ଟା କହିଲେ ଏବେ ସମୟ...

ମୁମ୍ୱାଇ : ୭ ବର୍ଷର ଅପେକ୍ଷା ପରେ ନିର୍ଭୟାଙ୍କୁ ନ୍ୟାୟ ମିଳିଛି। ଆଜି ସକାଳ ୫ଟା ବାଜି ୩୦ରେ ଚାରି ଦୋଷୀ ଅକ୍ଷୟ, ପବନ, ବିନୟ ଓ ମୁକେଶଙ୍କୁ ତିହାର ଜେଲ୍‌ରେ ଫାଶୀ ଦିଆଯାଇଛି। ୪ ଦୋଷୀଙ୍କୁ ଫାଶୀ ପରେ ଦେଶର ବିଭିନ୍ନ ବର୍ଗରେ ପ୍ରତିକ୍ରିୟା ଦେଖିବାକୁ ମିଳିଛି।...

haladi
ଆରେ ବାଃ... ହଳଦୀ ମିଶା କ୍ଷୀରରେ ଏମିତି ଔଷଧୀୟ ଗୁଣ ଅଛି !

ଭୁବନେଶ୍ୱର: କ୍ଷୀରରେ ହଳଦୀ ମିଶାଇ ପିଇବା ଏକ ପୁରଣା ପ୍ରକ୍ରିୟା। ଏହାର ଅନେକ ଔଷଧୀୟ ଗୁଣ ଥିବାରୁ ଘରର ବୟସ୍କ ବ୍ୟକ୍ତିମାନେ ଏହାକୁ ପିଇବା ସହିତ ଅନ୍ୟ ସଦସ୍ୟଙ୍କ ମଧ୍ୟ ହଳଦି ମିଶା କ୍ଷୀର ପିଇବାକୁ କୁହନ୍ତି। ହଳଦି ମିଶା କ୍ଷୀର ଆପଣଙ୍କୁ ଅନେକ ପ୍ରକାରର ସଂକ୍ରମଣରୁ ରକ୍ଷା...

rail-way
କରୋନାକୁ ରୋକିବା ପାଇଁ ଭାରତୀୟ ରେଳବାଇର ବଡ଼ ପଦକ୍ଷେପ

ନୂଆଦିଲ୍ଲୀ: କରୋନା ଭାଇରସ ବ୍ୟାପିବାକୁ ରୋକିବା ପାଇଁ ଭାରତୀୟ ରେଳ ବାଇ ବଡ଼ ପଦକ୍ଷେପ ନେଇ ପ୍ରାୟ ୨୦୦ଟି ଟ୍ରେନ୍‌କୁ ବାତିଲ କରିଛି। ତେବେ ଏତେ ସଂଖ୍ୟକ ଟ୍ରେନ୍‌ ଚଳାଚଳ ବାତିଲ ହେବା ଯୋଗୁ ମାର୍ଚ୍ଚ ମାସରେ ଭାରତୀୟ ରେଳବାଇକୁ ପ୍ରାୟ ୪୫୦ କୋଟି ଟଙ୍କା କ୍ଷତି ସହିବାକୁ...

iamg
ଭାରତରେ ପୁଣି ବଢ଼ିଲା କରୋନା ମୃତ୍ୟୁ ସଂଖ୍ୟା: ଏତିକି ଆକ୍ରାନ୍ତ

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ ଭାରତରେ ୫ମ ମୁଣ୍ଡ ନେଇଛି। ଆଜି ଜଣେ ଇଟାଲୀୟ ନାଗରିକ କରୋନାରେ ଆକ୍ରାନ୍ତ ହୋଇ ରାଜସ୍ଥାନର ଜୟପୁରରେ ପ୍ରାଣ ହରାଇଛନ୍ତି। ତାଙ୍କ ବୟସ ୬୯ ବର୍ଷ। ସେ ଭାରତ ଗସ୍ତରେ ଆସିଥିବା ବେଳେ ତାଙ୍କ ଶରୀରରେ କରୋନା ଭୂତାଣୁ ଠାବ ହୋଇଥିଲା। ଏଥିପାଇଁ...

pakhal dibasa
କରୋନା ପାଇଁ ଫିକା ପଡ଼ିଲା ପଖାଳ ଦିବସ

ଭୁବନେଶ୍ୱର: ବିଭିନ୍ନ ଖାଦ୍ୟ ମଧ୍ୟରୁ ଓଡ଼ିଆଙ୍କ ମଧ୍ୟରେ ପଖାଳର ସ୍ଥାନ ସ୍ୱତନ୍ତ୍ର। ଯେତେ ଯାହା ଖାଇଲେ ବି ପଖାଳ ଟିକେ ଖାଇ ଦେଲେ ମନକୁ ଶାନ୍ତି ଓ ତୃପ୍ତି ମିଳିଥାଏ। ଓଡ଼ିଆଙ୍କ ଏହି ପାରମ୍ପରିକ ଖାଦ୍ୟକୁ ଆହୁରି ଅଧିକରୁ ଅଧିକ ଲୋକପ୍ରିୟ କରିବା ଲାଗି ମାର୍ଚ୍ଚ ୨୦ ତାରିଖକୁ...

dd
ଓଡ଼ିଶାରେ ଦ୍ୱିତୀୟ କରୋନା ରୋଗୀ ଚିହ୍ନଟ: ୧୪ ନମୁନାରୁ ଗୋଟିଏ ପଜିଟିଭ୍

ଭୁବନେଶ୍ୱର: ଓଡ଼ିଶାରେ ଦ୍ୱିତୀୟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ପରୀକ୍ଷା ହୋଇଥିବା ୧୪ ନମୁନାରୁ ଗୋଟିଏ ପଜିଟିଭ୍ ଥିବା ଜଣାପଡ଼ିଛି। ଭୁବନେଶ୍ୱର RMRCରେ ଆଜି ୧୪ଟି ନମୁନା ପରୀକ୍ଷା ହୋଇଥିଲା। ସଂକ୍ରମିତ ବ୍ୟକ୍ତି ଜଣଙ୍କ ବିଦେଶରୁ ଫେରିଥିବା ଜଣାପଡ଼ିଛି। କରୋନା ସଂକ୍ରମିତ ଦେଶରୁ ସେ ଫେରିଥିବା ସୂଚନା...

coorna
ସବୁ ପରୀକ୍ଷା ସ୍ଥଗିତ ରଖିଲେ ରାଜ୍ୟ ସରକାର

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ଶ୍ରେଣୀର ପରୀକ୍ଷାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖିଛନ୍ତି। ଆଜିଠୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନକୁ ସ୍ଥଗିତ ରଖାଯାଇଛି। ରାଜ୍ୟ ସରକାର ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା, ବିପିୟୁଟି...

salon
କରୋନା ସତର୍କତା: ସେଲୁନ, ବ୍ୟୁଟି ପାର୍ଲର ଓ ସ୍ପା ବନ୍ଦ, ନଈ ପୋଖରୀରେ ଗାଧୋଇବା ମନା

ଭୁବନେଶ୍ୱର: କରୋନା ଭାଇରସକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସେଲୁନ, ବ୍ୟୁଟି ପାର୍ଲର ଓ ସ୍ପାକୁ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସରକାର। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏସବୁ ବନ୍ଦ ରହିବ। ସେହିପରି ପୋଖରୀ ଅବା ଜଳାଶୟରେ ଗାଧେଇବାକୁ ମଧ୍ୟ ବାରଣ କରାଯାଇଛି। ଆଜି ରାଜ୍ୟ ସରକାରଙ୍କ...

corona-world
କରୋନା ମୃତ୍ୟୁ ସଂଖ୍ୟା ୯ ହଜାର ଅତିକ୍ରମ କଲା: ସୁସ୍ଥ ହେଲେ ୮୫ ହଜାର ୭୯୭

ବେଜିଂ: ମହାମାରୀ କରୋନା ଭାଇରସ ଜନିତ ମୃତ୍ୟୁସଂଖ୍ୟା ଆଜି ୯ ହଜାର ଅତିକ୍ରମ କରିଛି। ଚାଇନାରେ ଦିନକୁ ଦିନ ସ୍ଥିତିରେ ସୁଧାର ଆସୁଥିଲେ ହେଁ ବିଶ୍ୱର ଅନ୍ୟ ରାଷ୍ଟ୍ରରରେ କରୋନାରେ ମୃତ ଓ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆଜି ବିଶ୍ୱରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯ ହଜାର...

corona
କରୋନାର ଲକ୍ଷଣ ଏମିତି: ସଚେତନ ହେଲେ ପାଖ ମାଡ଼ିବନି ଭାଇରସ୍

ନୂଆଦିଲ୍ଲୀ: କରୋନା ଭାଇରସ୍‌ ସାରା ବିଶ୍ୱକୁ ଚିନ୍ତାରେ ପକାଇଛି। ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ତେବେ ସଚେତନତାର ଅଭାବ ଯୋଗୁ ଲୋକେ ଅଯଥା ଚିନ୍ତିତ ହେଉଛନ୍ତି। ଯଦି ସଜାଗ ରହିବା ଓ କରୋନା ସଂକ୍ରମଣକୁ ରୋକିବା ଦିଗରେ ପ୍ରସ୍ତୁତି ଚଳାଇବା ତେବେ...

nusurat
ହାତ ଧୋଇବା ଭିଡିଓ ଶେୟାର କରି ଟ୍ରୋଲ୍ ହେଲେ ନୁସରତ୍‌ ଜାହାନ୍‌

ମୁମ୍ୱାଇ: ସୋସିଆଲ୍ ମିଡିଆରେ କରୋନା ଭାଇରସ୍‌ ସମ୍ପର୍କିତ ସଚେତନତା ବାର୍ତ୍ତା ଦେବା ପାଇଁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ‘ସେଫ୍‌ ହ୍ୟାଣ୍ଡସ୍‌’ର ଚ୍ୟାଲେଞ୍ଜ ରଖାଯାଇଛି। ଏଥିପାଇଁ ଦୀପିକା ପାଦୁକୋନ୍‌, ଆଲିଆ ଭଟ୍ଟ ଓ ପ୍ରିୟଙ୍କା ଚୋପ୍ରାଙ୍କ ପରି ଅନେକ ଭାରତୀୟ ଅଭିନେତ୍ରୀ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ସହିତ ହାତ...