ଢ଼େଙ୍କାନାଳ: ବେପରୁଆ ଗାଡ଼ିଚାଳନା ନେଇଗଲା ଜୀବନ। ଘଟଣାଟି ଘଟିଛି ଢ଼େଙ୍କାନାଳ ଜିଲ୍ଲା ୫୫ ନମ୍ବର ଜାତୀୟ ରାଜପଥର କଲେଜ ବାଇପାସ୍ ନିକଟରେ। ଗତ ଶୁକ୍ରବାର ଦିନ ଘଟଣା । ଏକ ପିକଅପ୍ ଭ୍ୟାନ ରାସ୍ତା ଉପରେ ଛିଡା ହୋଇଥିଲା। ଗାଡ଼ିର ଟାୟାର ଲିକ୍ ହୋଇଯିବାରୁ ଡ୍ରାଇଭର ଗାଡ଼ି ତଳେ...
ସମ୍ବଲପୁର: ପାରିବାରିକ କଳହର ପରିଣତି କେତେ କରୁଣ ହୋଇପାରେ ତାହା ଦେଖିବାକୁ ମିଳିଛି ସମ୍ବଲପୁର କତରଗା ଥାନା ଲଏଡ଼ା ରୁକୁଡ଼ିହ ଗାଁରେ। ସାମାନ୍ୟ ମତାନ୍ତରକୁ ନେଇ ଗୋଟିଏ ପରିବାରର ୩ଜଣ ଏକସାଥିରେ ବିଷ ପିଇ ଦେଇଛନ୍ତି। ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି ।...
ବିନିକା: ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଅଞ୍ଚଳରେ ବିଦେଶରୁ ଫେରୁଥିବା ୫ ବ୍ୟକ୍ତିଙ୍କୁ କରୋନା ସନ୍ଦେହରେ ହାଉସ୍ ଆଇସୋଲେସନ୍ରେ ରଖାଯାଇଛି। ବର୍ତ୍ତମାନ ଏମାନଙ୍କ ଶରୀରରେ କୌଣସି କରୋନା ଲକ୍ଷଣ ଦେଖାଦେଇନଥିବା ବେଳେ ରିପୋର୍ଟ ନେଗେଟିଭ୍ ରହିଛି। କିନ୍ତୁ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ସେମାନଙ୍କୁ ହାଉସ୍ ଆଇସୋଲେସନ୍ରେ ରଖାଯାଇଛି। ଦୀର୍ଘ...
ବ୍ରହ୍ମପୁର: ବ୍ରହ୍ମପୁର ବଡ଼ ମେଡ଼ିକାଲରେ ଜଣେ ରୋଗୀ ନିଜର ବାମ ହାତର ୪ଟି ଅଙ୍ଗୁଳି କାଟି ଦେଇଛନ୍ତି। ତାଙ୍କ ନାଁ ଗଙ୍ଗା ମାଡ଼କାମୀ। ତାଙ୍କ ଘର ମାଲକାନଗିରି ଜିଲ୍ଲାର ସିଆଡ଼ିମାଳ ଅଞ୍ଚଳରେ ବୋଲି ଜଣାଯାଇଛି। ଯୁବକଜଣକ ଗତ ୯ ତାରିଖରେ ଦୁର୍ଘଟଣାରେ ଆହତ ହୋଇ ବ୍ରହ୍ମପୁର ଏମକେସିଜି ମେଡିକାଲର...
ଠିକ୍ ସମୟରେ ନିଦ ହେଲେ ମଣିଷ ଶରୀର ସୁସ୍ଥ ରହେ। କିନ୍ତୁ ମାନସିକ ଚିନ୍ତା ଥିଲେ ରାତିରେ ଭଲ ନିଦ ହୁଏନାହିଁ। କିଛି ଖାଦ୍ୟ ଅଛି ଯାହାକୁ ରାତିରେ ଖାଇବା ଦ୍ୱାରା ଭଲ ନିଦ ହୋଇଥାଏ। ଆସନ୍ତୁ ଜାଣିବା ସେହି ଖାଦ୍ୟଗୁଡ଼ିକ ବିଷୟରେ ବାଦାମ: ବାଦାମ ଖାଇବା ଦ୍ୱାରା...
ନୂଆଦିଲ୍ଲୀ: କରୋନାରେ ମୃତ୍ୟୁ ବରଣ କରିଥିବା ଲୋକଙ୍କ ପରିବାରକୁ ସରକାର ଯୋଗାଇ ଦେବେ ସହାୟତା ରାଶି। ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି। ଯେଉଁମାନେ ଏହି ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁ ବରଣ କରିବେ ସେମାନଙ୍କୁ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠି (ଏସଡିଆରଏଫ) ପାଣ୍ଠିରୁ ଆର୍ଥିକ...
ସିଡନୀ: ଅଷ୍ଟ୍ରେଲିଆର The Pediatric Infectious Disease Journalରେ ପ୍ରକାଶିତ ଖବର ଅନୁସାରେ କିଲର କରୋନା ଭାଇରସ ଛୋଟ ଛୁଆଙ୍କ ପାଖରେ କ୍ୱଚିତ ଦେଖାଯାଏ। ଏମିତିକି ଛୋଟ ଛୁଆ ଏବଂ କମ ବୟସ୍କଙ୍କୁ କରୋନା ଆକ୍ରାନ୍ତ କରିବାର ସମ୍ଭାବନା ମଧ୍ୟ କମ୍ ରହିଛି ବୋଲି ଏହି ବିଦେଶୀ ପତ୍ରିକା...
ଭୁବନେଶ୍ୱର: ଚୀନର ଉହାନ ସହରରୁ ଆସି ସାରା ବିଶ୍ୱରେ ଆତଙ୍କ ରଚିଛି କରୋନା ଭାଇରସ। ଦିନକୁ ଦିନ କରୋନା ଭାଇରସରେ ମୃତ ଓ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସାମାନ୍ୟ ଥଣ୍ଡା ବା କାଶ ହେଲେ ବି ଲୋକେ ଡରି ଯାଉଛନ୍ତି। ତେବେ କ’ଣ ଏଇ କରୋନା...
ଭୋପାଳ: ମଧ୍ୟପ୍ରଦେଶରେ ଦୁଇଟି ରାଜ୍ୟସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିଜେପି ପ୍ରାର୍ଥୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଓ ପ୍ରଫେସର ସୁମେର ସିଂହ ସୋଲାଙ୍କୀ। ବିଧାନସଭାକୁ ଯାଇ ଏହି ଦୁଇ ବିଜେପି ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ପ୍ରାର୍ଥିପତ୍ର ଦାଖଲ ବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ...
ମୁମ୍ବାଇ: ମହାମାରୀ କରୋନା ଭାଇରସର ପ୍ରଭାବ ଏବେ ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି-୨୦ ଟୁର୍ଣ୍ଣାମେଣ୍ଟ ଇଣ୍ଡିଆନ୍ ପ୍ରିମିୟର୍ ଲିଗ୍ (ଆଇପିଏଲ୍) ଉପରେ ପଡ଼ିଛି। କରୋନା କାରଣରୁ ଆଇପିଏଲକୁ ଏପ୍ରିଲ୍ ୧୫ ତାରିଖ ପର୍ଯ୍ୟନ୍ତ ସ୍ଥଗିତ କରିଦିଆଯାଇଛି। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ ଆଇପିଏଲର ୧୩ଶ ସଂସ୍କରଣ ଚଳିତ ମାସ...
ବେଙ୍ଗାଲୁରୁ: ଭାରତରେ କାୟା ମେଲାଇବାରେ ଲାଗିଛି କରୋନା ଭାଇରସ। ଆଜି ବେଙ୍ଗାଲୁରୁରେ ଥିବା ଗୁଗଲ ଇଣ୍ଡିଆ ଅଫିସରେ କାର୍ଯ୍ୟରତ ଜଣେ କର୍ମଚାରୀ କରୋନା ଭାଇରସରେ ଆକ୍ରାନ୍ତ ହୋଇଥିବା କମ୍ପାନୀ ପକ୍ଷରୁ କୁହାଯାଇଛି। ତାଙ୍କ ଶରୀରରେ କରୋନା ଭାଇରସ ଠାବ ହେବା ପରେ ତାଙ୍କୁ କ୍ୱାରେଣ୍ଟାଇନ କରାଯାଇଛି। କମ୍ପାନୀ ପକ୍ଷରୁ...
ଲଣ୍ଡନ: ମହାମାରୀ କରୋନା ଭାଇରସ କେବଳ ସାଧାରଣ ଲୋକଙ୍କୁ ଯେ ଆକ୍ରାନ୍ତ କରୁଛି ତାହା ନୁହେଁ, ବହୁ ବିଶିଷ୍ଟ ଓ ପ୍ରଭାବଶାଳୀ ଲୋକମାନେ ମଧ୍ୟ କରୋନା ପଞ୍ଝାରେ ଫସିଛନ୍ତି। କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ପତ୍ନୀ କରୋନା ଭାଇରସରେ ଆକ୍ରାନ୍ତ ଥିବା ପରୀକ୍ଷାରୁ ଜଣାପଡ଼ିଛି। ଗୁରୁବାର ଦିନ ଟ୍ରୁଡୋଙ୍କ...
ମୁମ୍ୱାଇ : ନେହା ଧୂପିଆ ହେଉଛନ୍ତି ବଲିଉଡର ଜଣେ ହଟ୍ ଅଭିନେତ୍ରୀ। ସେ ଦେଇଥିବା ଏକ ମନ୍ତବ୍ୟକୁ ନେଇ ଖୁବ୍ ଚର୍ଚ୍ଚାରେ ରହିଛନ୍ତି। ଏହି ମନ୍ତବ୍ୟ ପାଇଁ ସୋଶାଲ ମିଡିଆରେ ୟୁଜର୍ସ ନେହାଙ୍କ ମିମ୍ସ ଶେଆର୍ କରି ଟ୍ରୋଲ କରୁଛନ୍ତି। ନେହା ବର୍ତ୍ତମାନ ଏମ୍ଟିଭିର ରିଆଲିଟି ଶୋ ରୋଡିଜ୍ର...
ଭୁବନେଶ୍ୱର: କ୍ରୀଡ଼ା କ୍ଷେତ୍ରରେ ବିଶ୍ୱର ଶ୍ରେଷ୍ଠ ୧୦ ଜଣ ପ୍ରଭାବଶାଳୀ ମହିଳାଙ୍କ ତାଲିକାରେ ଅଛନ୍ତି ନୀତା ଅମ୍ବାନୀ। ଏହି ତାଲିକାରେ ଟେନିସ୍ ତାରକା ସେରେନା ୱିଲିୟମସ୍ ଓ ଜିମ୍ନାଷ୍ଟିକ୍ କ୍ରୀଡ଼ାବିତ ସିମୋନ ବାଇଲ୍ସଙ୍କ ନାମ ମଧ୍ୟ ରହିଛି। କ୍ରୀଡ଼ା ବ୍ୟବସାୟ ନେଟୱର୍କ ଆଇସ୍ପୋର୍ଟସକନେକ୍ଟ ପକ୍ଷରୁ ୨୦୨୦ କ୍ରୀଡ଼ା କ୍ଷେତ୍ରରେ...
ପୁରୀ: କେନ୍ଦ୍ରାପଡ଼ାର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ପୁରୀ ବୁଲିବାକୁ ଆସି ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ମୁରାରୀ ମୋହନ ଜେନା। ସୋମବାର ପର୍ଯ୍ୟନ୍ତ ପରିବାର ଲୋକଙ୍କ ସହ ଯୋଗାଯୋଗରେ ଥିଲେ। କିନ୍ତୁ ଏହାପରଠାରୁ ତାଙ୍କର କୌଣସି ପତ୍ତା ମିଳୁନଥିବା ପରିବାର ଲୋକେ ଅଭିଯୋଗ...
ଭୋପାଲ: ମଧ୍ୟପ୍ରଦେଶରେ ସରକାର ଗଠନ ପାଇଁ ବିଜେପି ଜୋରଦାର ପ୍ରକ୍ରିୟା ଆରମ୍ଭ କରିଛି। କଂଗ୍ରେସର ୨୨ ଜଣ ବିଧାୟକ ବିଧାନସଭାରୁ ଇସ୍ତଫା ଦେବା ପରେ ବିଜେପି ପାଇଁ ରାଜ୍ୟରେ ସରକାର ଗଠନ କରିବାର ସୁଯୋଗ ସୃଷ୍ଟି ହୋଇଛି। ଏଥିପାଇଁ ଦଳ ବିଦ୍ରୋହୀ ବିଧାୟକଙ୍କ ଯୋଗାଯୋଗରେ ରହିଛି। ଅନ୍ୟପକ୍ଷରେ କ୍ଷମତାସୀନ...
ଜନ୍ମ ସମୟରେ ଶିଶୁଟି ବହୁତ ସୁନ୍ଦର ଦେଖାଯାଏ। ଶିଶୁର ରଙ୍ଗ ଗୋରା ହେଉ ଅବା କଳା ସୁନ୍ଦରତା ଉପରେ କିଛି ବି ଫରକ୍ ପଡ଼େନି। ଆମେ ଚାହିଁଲେ ଶିଶୁଙ୍କ ତ୍ୱଚାକୁ ଆହୁରି ସୁନ୍ଦର କରିପାରିବା। ଘରୋଇ ଉପଚାର ଦ୍ୱାରା ଶିଶୁର ତ୍ୱଚାରେ ଅଧିକ ସୁନ୍ଦରତା ଆଣିପାରିବା। ଆପଣମାନେ ବଜାରରେ...
ଭୁବନେଶ୍ୱର: କଳାଜିରାର ଅନେକ ଔଷଧୀୟ ଗୁଣ ରହିଛି । ଆୟୁର୍ବେଦ ବିଶେଷଜ୍ଞଙ୍କ ମତ ଅନୁସାରେ, କଳାଜିରା କେବଳ ଏକ ମସାଲା ନୁହେଁ, ଏହା ଶରୀରରେ ଥିବା ଅନେକ ରୋଗକୁ ଭଲ କରିଥାଏ। ତେବେ ଆସନ୍ତୁ ଜାଣିବା କଳାଜିରାରୁ କେଉଁ କେଉଁ ସ୍ୱାସ୍ଥ୍ୟଜନିତ ଲାଭ ମିଳିଥାଏ। -ରକ୍ତଚାପ ରୋଗୀଙ୍କ ପାଇଁ...