• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

anurag
ବିବାଦୀୟ ବୟାନ ପାଇଁ ବିଜେପି ନେତା ଅନୁରାଗଙ୍କୁ ବ୍ୟାନ୍‌ କଲେ ଇସି

  ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁରଙ୍କ ପାଇଁ ମହଙ୍ଗା ପଡ଼ିଲା ଉତ୍ତେଜନାମୂଳକ ଭାଷଣ। ୭୨ ଘଣ୍ଟା ପାଇଁ ଦିଲ୍ଲୀରେ ପ୍ରଚାର କରିପାରିବେନି ଅନୁରାଗ। ନିର୍ବାଚନ କମିଶନ୍ ଅନୁରାଗଙ୍କ ଉପରେ ବ୍ୟାନ୍ ଲଗାଇଛନ୍ତି। ସେହିଭଳି ବିଜେପି ସାଂସଦ ପରବେଶ ବର୍ମାଙ୍କ ଉପରେ ବି ୯୬ ଘଣ୍ଟିଆ ବ୍ୟାନ୍ ଲଗାଯାଇଛି। ଦୁଇ...

anubhab
ଅନୁଭବଙ୍କ ନାଁରେ ଥାନାରେ ଏତଲା

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ବିଜେଡି ସାଂସଦ ଅନୁଭବ ମହାନ୍ତିଙ୍କ ନାଁରେ ଥାନାରେ ମାମଲା ହୋଇଛି। ସାଧାରଣ ନିର୍ବାଚନ ବେଳେ ଫ୍ଲେକ୍ସ, ବ୍ୟାନର ଓ ପୋଷ୍ଟର ପ୍ରିଣ୍ଟିଂ ବାବଦକୁ ବକେୟା ଅର୍ଥ ଏଯାଏଁ ଦେଇନଥିବାରୁ ଅନୁଭବଙ୍କ ବିରୋଧରେ ବଳଦେବ ଆଡ୍‌ ମିଡିଆର ମାଲିକ ସ୍ମୃତି ରଂଜନ ସ୍ୱାଇଁ କେନ୍ଦ୍ରାପଡ଼ା ସଦର ଥାନାରେ...

d
ସିଏଏ ଆନ୍ଧୋଳନକାରୀଙ୍କୁ ଗୁଳି ମାରିଥିବା ଯୁବକର ପରିଚୟ ମିଳିଲା

ନୂଆଦିଲ୍ଲୀ: ଫେସବୁକରେ ନିଜକୁ ରାମଭକ୍ତ ଗୋପାଳ କହି ଜାମିଆ ଠାରେ ହେଉଥିବା ସିଏଏ ବିରୋଧୀ ଆନ୍ଦୋଳନକାରୀଙ୍କୁ ଗୁଳି କରିଥିବା ଯୁବକର ପ୍ରକୃତ ପରିଚୟ ମିଳିଛି। ତା’ର ପୂରା ନାଁ ଗୋପାଳ ଶର୍ମା। ସେ ଦିଲ୍ଲୀ ଏନସିଆରର ଗୌତମ ନଗର ଅଞ୍ଚଳରେ ରହୁଥିଲା। ତା’ ଫେସବୁକ ପୋଷ୍ଟରୁ ଜଣାପଡ଼ୁଛି ଯେ...

bhadrak-3
ନିଖୋଜର ୫ ଦିନ ପରେ ମିଳିଲା ଯୁବତୀଙ୍କ ମୃତଦେହ

ଭଦ୍ରକ (ପାର୍ଥସାରଥୀ ନାୟକ): ନିଖୋଜ ହେବାର ୫ ଦିନ ପରେ ଆଗରପଡ଼ା ବିଶଲକଣା ଯୁବତୀଙ୍କ ମୃତଦେହ ବୈତରଣୀ ନଦୀପଠାରୁ ମିଳିଛି। ମାତ୍ର ଏହା ହତ୍ୟା ନା ଆତ୍ମହତ୍ୟା, ତାହା ଜଣାପଡ଼ି ନାହିଁ। ଭଦ୍ରକ ଗ୍ରାମାଞ୍ଚଳ ଓ ଭଣ୍ଡାରିପୋଖରୀ ଥାନା ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଆଗରପଡ଼ା ଥାନା...

hj
ସଦର୍ଣ୍ଣ ଆର୍ମି କମାଣ୍ଡର ଭାବେ ଦାୟିତ୍ୱ ନେଲେ ଓଡ଼ିଆ ଲେଫ୍ଟନାଣ୍ଟ ଜେନେରାଲ୍

ନୂଆଦିଲ୍ଲୀ: ସଦର୍ଣ୍ଣ ଆର୍ମି କମାଣ୍ଡର ଭାବେ ଦାୟିତ୍ୱ ନେଇଛନ୍ତି ଲେଫ୍ଟନାଣ୍ଟ ଜେନେରାଲ୍ ଚଣ୍ଡି ପ୍ରସାଦ ମହାନ୍ତି। ପୁଣେରେ ଆଜି ବିଧିବଦ୍ଧ ଭାବେ ଦାୟିତ୍ୱ ସମ୍ଭାଳିଛନ୍ତି ଲେଫ୍ଟନାଣ୍ଟ ଜେନେରାଲ୍ ମହାନ୍ତି। ଆର୍ମିର ସଦର୍ଣ୍ଣ ହେଡକ୍ୱାଟର୍ରେ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯିବା ପରେ ସେ କାର୍ଯ୍ୟାଳୟକୁ ପହଞ୍ଚିଥିଲେ। ଓଡ଼ିଆ ସେନାଧିକାରୀ...

save
ଏ ବର୍ଷ ଲାଗୁ ହେବନି +୨ ପ୍ରଥମ ବର୍ଷ ପାସ୍ ଫେଲ୍ କଟକଣା

ଭୁବନେଶ୍ୱର: ଏ ବର୍ଷ ଲାଗୁ ହେବନି +୨ ପ୍ରଥମ ବର୍ଷ ପାସ୍ ଫେଲ୍ କଟକଣା। ପ୍ରଥମ ବର୍ଷରେ ୩୩% ମାର୍କ ବାଧ୍ୟତାମୂଳକ ନେଇ ପୂର୍ବରୁ ଯାହା ଘୋଷଣା ହୋଇଥିଲା ତାହା ଲାଗୁ ହେବନି। କେବଳ ସେତିକି ନୁହେଁ  ଦ୍ୱିତୀୟ ବର୍ଷକୁ ଯିବାକୁ ହେଲେ ୭୫% ଉପସ୍ଥାନ ବି ଲାଗୁ...

accident000
ପର୍ଯ୍ୟଟକ ବସ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍

କୋଣାର୍କ (ସଞ୍ଜୟ ପତି): କୋଣାର୍କ ପୁରୀ ମେରାଇନ ଡ୍ରାଇଭରେ ଆଜି ଏକ ସଡ଼କ ଦୁର୍ଘଟଣା ଘଟି ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ଏକ ପର୍ଯ୍ୟଟକ ବସ୍‌କୁ ଯାତ୍ରୀବାହୀ ବସ୍‌ ପଛରୁ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଛି। ଆହତଙ୍କ ମଧ୍ୟରେ ଜଣେ ଶିଶୁ ଓ ଦୁଇ ଜଣ...

he gopla
ଆତ୍ମସମର୍ପଣ କଲା କ୍ୟାଡର ମାଓବାଦୀ ସୁମନ

ରାଉରକେଲା: ରାଉରକେଲା ଏସ୍‌ପିଙ୍କ ନିକଟରେ ଆତ୍ମସମର୍ପଣ କଲା ଜଣେ କ୍ୟାଡର ମାଓବାଦୀ। ରାଉରକେଲା ପୁଲିସ ଓ ୧୯ ବାଟାଲିଅନ୍ ସିଆର୍‌ପିଏଫ୍ ନିକଟରେ ଆତ୍ମସମର୍ପଣ କରିଛି କ୍ୟାଡର ମାଓବାଦୀ ପୋଗା ସୁରିନ ଓରଫ୍ ସୁମନ। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ନାଁରେ ଏକାଧିକ ମାମଲା ରହିଛି। ପୋଗା ସୁରିନର ଘର ଝାରଖଣ୍ଡ...

central team
ବାର୍ଡ ଫ୍ଲୁ ବ୍ୟାପିଥିବା ୩ କିମି ପରିଧି ଭିତରେ ଲୋକଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ ହେବ

ଭୁବନେଶ୍ୱର: ରାଜଧାନୀରେ ବାର୍ଡ ଫ୍ଲୁ ସ୍ଥିତି ଅନୁଧ୍ୟାନ କରିବା ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଉଚ୍ଚସ୍ତରୀୟ ଟିମ୍। ବାର୍ଡ ଫ୍ଲୁ ନିୟନ୍ତ୍ରଣ ନେଇ ସମୀକ୍ଷା ହୋଇଛି। ପ୍ରାଣୀ ସମ୍ପଦ ସଚିବ ଆର. ରଘୁ ପ୍ରସାଦଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ କେନ୍ଦ୍ରୀୟ ଟିମ୍ ସଦସ୍ୟ ପ୍ରଫେସର...

utg
ଜାମିଆ ହିଂସା ଘଟଣାରେ ୭୦ ଦଙ୍ଗାକାରୀଙ୍କ ଫଟୋ ଜାରି

ନୂଆଦିଲ୍ଲୀ: ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳ ନିକଟରେ ଚାଲିଥିବା ସିଏଏ ବିରୋଧୀ ଆନ୍ଦୋଳନ ବେଳେ ଘଟିଥିବା ହିଂସାକାଣ୍ଡ ଘଟଣାରେ ଆଜି ପୁଲିସ୍‌ ୭୦ ଜଣ ସନ୍ଦିଗ୍ଧଙ୍କ ଫଟୋ ଜାରିତ କରିଛି। ଏମାନେ ଜାମିଆ ନିକଟରେ ଘଟିଥିବା ହିଂସାକାଣ୍ଡରେ ସାମିଲ ଥିବା ପୁଲିସ୍‌ ଦାବି କରିଛି। ହେଲେ ଏମାନେ ଜାମିଆ...

df
ପୁଣି ଘୁଞ୍ଚିପାରେ ନିର୍ଭୟା ଦୋଷୀଙ୍କ ଫାଶୀ: ରାଜକ୍ଷମା ଆବେଦନ କଲା ବିନୟ

ନୂଆଦିଲ୍ଲୀ: ଫାଶୀ ପ୍ରକ୍ରିୟାକୁ ବିଳମ୍ବିତ କରିବା ପାଇଁ ଆଜି ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ଅନ୍ୟତମ ଦୋଷୀ ବିନୟ ଶର୍ମା ରାଷ୍ଟ୍ରପତିଙ୍କ ନିକଟରେ ରାଜକ୍ଷମା ଆବେଦନ କରିଛି। ପୂର୍ବରୁ ବିନୟ ସୁପ୍ରିମକୋର୍ଟରେ କ୍ୟୁରେଟିଭ ପିଟିସନ ଦାଖଲ କରି ନିରାଶ ହୋଇଥିଲା। ବିନୟ ଓ ମୁକେଶ ହିଁ ପ୍ରଥମେ...

bank
ଆସନ୍ତାକାଲିଠାରୁ ୪ଦିନ ବନ୍ଦ ରହିବ ବ୍ୟାଙ୍କ

ଭୁବନେଶ୍ୱର: ଆସନ୍ତାକାଲିଠାରୁ ୪ଦିନ ବନ୍ଦ ରହିବ ରାଷ୍ଟ୍ରାୟତ୍ତ ବ୍ୟାଙ୍କ। ୩୦ ତାରିଖରେ ସରସ୍ୱତୀ ପୂଜା ପାଇଁ ବ୍ୟାଙ୍କ ଛୁଟି ଥିବା ବେଳେ ତା ପରଦିନଠାରୁ ଆରମ୍ଭ ହେଉଛି ବ୍ୟାଙ୍କ ଧର୍ମଘଟ। ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିୟନ ୨ ଦିନିଆ ବନ୍ଦ ଡାକରା ଦେଇଛି। ଏଥିରେ ଗ୍ରାମ୍ୟ ବ୍ୟାଙ୍କ...