• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

fd
ଟିମ୍‌ ଇଣ୍ଡିଆର ରାଜକୋଟ୍‌ରେ ରାଜକୀୟ ବିଜୟ

ରାଜକୋଟ୍‌: ମୁମ୍ବାଇରେ ଲଜ୍ଜାଜନକ ପରାଜୟ ପରେ ସମାଲୋଚନାର ଶିକାର ହୋଇଥିବା ଟିମ୍ ଇଣ୍ଡିଆ ରାଜକୋଟରେ ରାଜକୀୟ ବିଜୟ ହାସଲ ସହ ସିରିଜକୁ ପ୍ରତ୍ୟାବର୍ତ୍ତନ କରିଛି। ସୌରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମରେ ଖେଳାଯାଇଥିବା ‘କର ବା ମର’ ମ୍ୟାଚରେ ଭାରତ ଅଷ୍ଟ୍ରେଲିଆକୁ ୩୬ ରନରେ ପରାସ୍ତ କରିଛି। ଏହି ବିଜୟ...

congress
ଭିତରେ ବୈଠକ ବାହାରେ ବିକ୍ଷୋଭ; କଂଗ୍ରେସର କେଉଁ ନେତାଙ୍କ ପ୍ରତି ଅଛି ବିପଦ ?

ଭୁବନେଶ୍ୱର: ଯେତେ ପ୍ୟାଚ୍‌ ପକାଇଲେ ବି ରାଜ୍ୟ କଂଗ୍ରେସର କଳି ପଦାକୁ ଆସୁଛି। ଦଳରେ ଯେମିତି ସବୁକିଛି ଠିକ୍ ନାହିଁ ଥାହା ସ୍ପଷ୍ଟ ଜଣାପଡ଼ୁଛି। କଂଗ୍ରେସ ଭବନ ଭିତରେ ନେତାଙ୍କ ମଧ୍ୟରେ କଥା କଟାକଟି, ବାହାରେ ବିକ୍ଷୋଭ ପିସିସି ସଭାପତି ପରିବର୍ତ୍ତନ ଦାବିରେ ଆଜି ଦିନ ତମାମ ଦେଖିବାକୁ...

save
ପାଣ୍ଡିଆନ୍‌ଙ୍କୁ ଦିଗବିଜୟ ସିଂହଙ୍କ ଟାର୍ଗେଟ୍: କହିଲେ, ସବୁ ନିଜ ଅଧୀନକୁ ନେଇଯାଇଛନ୍ତି

ଭୁବନେଶ୍ୱର: ରାଜ୍ୟ କଂଗ୍ରେସର ଆଜି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଥିବା ବେଳେ ବରିଷ୍ଠ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହ ଏଥିରେ ଯୋଗ ଦେଇଛନ୍ତି। ଏହି ଅବସରରେ ସେ କେନ୍ଦ୍ର ସରକାର ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ୍‌ଙ୍କୁ ଟାର୍ଗେଟ କରିଛନ୍ତି। କହିଛନ୍ତି...

gabndhi
ମହାତ୍ମାଗାନ୍ଧିଙ୍କୁ ଭାରତ ରତ୍ନ ଦେବା ଦାବିରେ ସୁପ୍ରିମକୋର୍ଟ କହିଲେ...

ନୂଆଦିଲ୍ଲୀ: ଜାତିର ପିତା ମହାତ୍ମା ଗାନ୍ଧିଙ୍କୁ ଭାରତ ରତ୍ନ ସମ୍ମାନ ଦେବା ଲାଗି ହୋଇଥିବା ଆବେଦନକୁ ଗ୍ରହଣ କରି ଏହା ଉପରେ ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ଶୁଣାଣି କରି କୋର୍ଟ କହିଛନ୍ତି ଯେ, ଗାନ୍ଧିଜୀ ଭାରତ ରତ୍ନ ସମ୍ମାନଠାରୁ ବହୁ ଉର୍ଦ୍ଧ୍ୱରେ। ପ୍ରଧାନ ବିଚାରପତି...

c
ପଞ୍ଜାବ ବିଧାନସଭାରେ ସିଏଏ ବିରୋଧରେ ପ୍ରସ୍ତାବ ପାରିତ

ନୂଆଦିଲ୍ଲୀ: କେରଳ ପରେ ପଞ୍ଜାବ ସରକାର ଏବେ ନାଗରିକତା ଆଇନ ବିରୋଧରେ ପଞ୍ଜାବ ବିଧାନସଭାରେ ଆଜି ସିଏଏ ବିରୋଧରେ ପ୍ରସ୍ତାବ ପାରିତ। ନାଗରିକତା ଆଇନ ପ୍ରତ୍ୟାହାର ଦାବି କରି ପଞ୍ଜାବ ବିଧାନସଭାରେ ପ୍ରସ୍ତାବ ପାରିତ ହୋଇଛି। ଦୁଇ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ ରାଜ୍ୟ ସରକାରଙ୍କ ପକ୍ଷରୁ ମନ୍ତ୍ରୀ ବ୍ରହ୍ମ...

jnu
ବୟକଟ୍‌ ସତ୍ତ୍ୱେ ୯୫% ଛାତ୍ରଛାତ୍ରୀ ଦେଲେ ସେମିଷ୍ଟର ଫି

ନୂଆଦିଲ୍ଲୀ: ଜେଏନ୍‌ୟୁ(ଜବାହାରଲାଲ୍ ନେହରୁ ବିଶ୍ୱବିଦ୍ୟାଳୟ)ର ୬୫% ଛାତ୍ରଛାତ୍ରୀ ନିଜ ହଷ୍ଟେଲ ଫି’ ଦେଇସାରିଛନ୍ତି। ଏଥିସହିତ ଡେ’ସ୍କଲାରମାନଙ୍କ ମଧ୍ୟରୁ ୯୫% ଛାତ୍ରଛାତ୍ରୀ ମଧ୍ୟ ନିଜର ସେମିଷ୍ଟର ଫି’ ଦେଇସାରିଛନ୍ତି। ଗୁରୁବାର ଏହି ସୂଚନା ଦେଇଛି ଜଏନ୍ୟୁ ପ୍ରଶାସନ। ବର୍ତ୍ତମାନ ବିଭିନ୍ନ ହଷ୍ଟେଲରେ ୬,୪୫୦ ଛାତ୍ରଛାତ୍ରୀ ରହୁଛନ୍ତି। ଫି ଭରିବା ପାଇଁ...

modi
ମୋଦୀ ଭାରତୀୟ ତ ? ଆର୍‌ଟିଆଇ ଦ୍ୱାରା ମଗାଗଲା ତଥ୍ୟ

ଥ୍ରୀସୁର: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମଦୀ ଭାରତୀୟ ତ ?  ଏ ପ୍ରଶ୍ନ ଆମର ନୁହଁ। ଏହାର ଉତ୍ତର ଜାଣିବାକୁ ଚାହିଁଛନ୍ତି କେରଳର ଜୋଶ କାଲ୍ଲୁଭେଟ୍ଟିଲ। ପ୍ରଧାନମନ୍ତ୍ରୀ ଭାରତୀୟ କି ନା  ସେ ନେଇ ତାଙ୍କ ମନରେ ପ୍ରଶ୍ନ ଉଠିଛି। ତେଣୁ ସତ୍ୟତା ଜାଣିବା ପାଇଁ ସେ ସୂଚନା...

hhh
୭ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ ଅଭିଯୋଗ

ଭୁବନେଶ୍ୱର: ଏତେ ସଚେତନତା, କଠୋର ଦଣ୍ଡ, ଏସବୁ ପରେ ବି ଥମୁନି ଦୁଷ୍କର୍ମ ଘଟଣା। ପ୍ରତିଦିନ କେଉଁଠି ନା କେଉଁଠି ଦୁଷ୍କର୍ମ ଘଟଣା ସମ୍ନାକୁ ଆସୁଛି। ଏବେ ସୁନ୍ଦରଗଡ଼ ଭଷ୍କା ଥାନା ଅଞ୍ଚଳରୁ ଆସିଛି ଲଜ୍ଜାଜନକ ଖବର। ଘରେ ଏକୁଟିଆ ପାଇଁ ୭ ବର୍ଷର ଶିଶୁ କନ୍ୟାଙ୍କୁ ଦୁଷ୍କର୍ମ...

ff
୫ ଘଣ୍ଟା ପରେ ସମୁଦ୍ରରୁ ଉଦ୍ଧାର ହେଲା ଯାତ୍ରୀବାହୀ ଲଞ୍ଚ୍‌

ଭଦ୍ରକ: ପାଖାପାଖି ୫ ଘଣ୍ଟା ପରେ ସମୁଦ୍ରରୁ ଉଦ୍ଧାର ହେଲା ସରକାରୀ ଯାତ୍ରୀବାହୀ ଲଞ୍ଚ୍‌। ଘନ କୁହୁଡ଼ି ଯୋଗୁ  ବାଟବଣା ହୋଇଥିବା ଲଞ୍ଚକୁ ଉଦ୍ଧାର କରିଛି ଧାମରା ମେରାଇନ୍ ପୁଲିସ୍। ଆଜି ସକାଳୁ ଲଞ୍ଚଟି ପ୍ରାୟ ୨୫ ଜଣ ଯାତ୍ରୀଙ୍କୁ ଧରି କେନ୍ଦ୍ରାପଡ଼ା ଜିଲ୍ଲା ତାଳଚୁଆ ଘାଟରୁ ଭଦ୍ରକ...

hhh
ପରବିନ୍ଦର ଆକ୍ରମଣ ଘଟଣାରେ ଜାଣିଶୁଣି ଜାମିନ ଯୋଗ୍ୟ ଦଫା ଲଗାଇଛି ପୁଲିସ: ବରିଷ୍ଠ ଓକିଲ

ଭୁବନେଶ୍ୱର: ଶିଖ୍ ଯୁବକ ପରବିନ୍ଦର ପାଲ୍ ସିଂଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୁକ୍ତମାନଙ୍କୁ ତୁରନ୍ତ ଜାମିନ ମିଳିବା ନେଇ ପ୍ରଶ୍ନ ଉଠାଇଛନ୍ତି ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକ। ପୁଲିସ ଏତଲାରେ କୋହଳ ଦଫା ଲଗାଇଥିବାରୁ ଅଭିଯୁକ୍ତମାନଙ୍କୁ ଜାମିନ ମିଳିଥିବା ସେ କହିଛନ୍ତି। ଆକ୍ରମଣରେ ପରବିନ୍ଦର ଗୁରୁତର ଆହତ ହେବା...