ନୂଆଦିଲ୍ଲୀ: ଜୁଲାଇ ୭ ତାରିଖ, ମାନେ ଆଜି ୩୯ ବର୍ଷରେ ପାଦ ଦେଲେ ଟିମ୍ ଇଣ୍ଡିଆରେ ପୂର୍ବତନ କ୍ୟାପ୍ଟେନ୍ ମହେନ୍ଦ୍ର ସିଂହ ଧୋନି। ବର୍ତ୍ତମାନ ସେ ଆଉ ପଡ଼ିଆରେ ବଡ଼ ହିଟ୍ ମାରୁ ନାହାଁନ୍ତି କି ପ୍ରତିପକ୍ଷକୁ ପରାଜିତ କରିବାକୁ ରଣନୀତି କରୁନାହାଁନ୍ତି। କିନ୍ତୁ ତଥାପି ସେ ତାଙ୍କ...
ନୂଆଦିଲ୍ଲୀ: ବିଶ୍ୱବିଦ୍ୟାଳୟ ପରୀକ୍ଷାକୁ ମିଳିଲା କେନ୍ଦ୍ରର ଗ୍ରୀନ୍ ସିଗ୍ନାଲ। ବିଶ୍ୱବିଦ୍ୟାଳୟ ଓ ବିଭିନ୍ନ ଶିକ୍ଷାନୁଷ୍ଠାନରେ ପରୀକ୍ଷା କରିବା ପାଇଁ ଗତକାଲି କେନ୍ଦ୍ର ଗୃହ ମନ୍ତ୍ରାଳୟ ଅନୁମତି ଦେଇଛନ୍ତି। ଏନେଇ କେନ୍ଦ୍ର ଉଚ୍ଚଶିକ୍ଷା ସଚିବଙ୍କୁ ଗୃହ ମନ୍ତ୍ରାଳୟ ଚିଠି ଲେଖିଛନ୍ତି। ଫାଇନାଲ ପରୀକ୍ଷା ନିଶ୍ଚିତ ଭାବେ କରିବାକୁ ମନ୍ତ୍ରାଳୟ ପକ୍ଷରୁ...
ନୂଆଦିଲ୍ଲୀ: ଆସନ୍ତା ଜୁଲାଇ ୧୧ତାରିଖରୁ ପୁଣି ଆରମ୍ଭ ହେବ ଅନ୍ତର୍ଜାତୀୟ ବିମାନ ସେବା। ଭାରତରୁ ଆମେରିକା ମଧ୍ୟରେ ଜୁଲାଇ ୧୭ତାରିଖ ଭିତରେ ଚଳାଚଳ କରିବ ପ୍ରାୟ ୩୬ଟି ଏୟାର ଇଣ୍ଡିଆ ବିମାନ। ବନ୍ଦେ ଭାରତ ମିଶନ୍ରେ ପ୍ରବାସୀ ଭାରତୀୟଙ୍କୁ ସ୍ୱଦେଶକୁ ଫେରାଇ ଅଣାଯିବ। ଏୟାର ଇଣ୍ଡିଆ ୱେବସାଇଟରୁ କାଲି...
କଟକ: ପୁଣି କଟକରୁ ବାହାରିଲା କରୋନା। କଟକ ଶିଶୁ ଭବନରୁ ଜଣେ ଶିଶୁ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ SCB ମେଡିକାଲରୁ ପୁଣି ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୧ ମଧ୍ୟରେ ୪ ଜଣ ଆଇସୋଲେସନ୍ ୱାର୍ଡର ଥିବା ବେଳେ ଅନ୍ୟ ୭ ଜଣ...
କଟକ: ବାହାରୁ କେହି କଟକ ସହରକୁ ଆସିଲେ ୧୪ ଦିନ କ୍ୱାରେଣ୍ଟିନ ବାଧ୍ୟତାମୂଳକ ହୋଇଛି। କେବଳ କଟକ ନୁହେଁ ୫ଟି ଜିଲ୍ଲାରୁ ଆସିଲେ ମଧ୍ୟ କ୍ୱାରେଣ୍ଟିନ୍ରେ ରହିବାକୁ ହେବ। ସେହିଭଳି କଟକର ୫ଟି ବ୍ଲକରୁ ଆସିଲେ କ୍ୱାରେଣ୍ଟିନ ବାଧ୍ୟତାମୂଳକ କରାଯାଇଛି। ଏନେଇ CMC ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି...
ପୁରୀ: ନୀଳାଚଳ ଅବଢ଼ା ପାଇ ଭକ୍ତ ଆଜି ବହୁତ ଆନନ୍ଦିତ ହୋଇଛି। ଶ୍ରୀମନ୍ଦିର ରତ୍ନବେଦୀକୁ ଶ୍ରୀଜିଉ ଫେରିବା ପରେ ଆଜି ବାହାରିଛି ନୀଳାଚଳ ଅବଢ଼ା। ଭକ୍ତମାନେ ଯେପରି ମହାପ୍ରସାଦ ପାଇବେ, ଉତ୍ତର ଦ୍ୱାର ପାଖରେ ତାର ବ୍ୟବସ୍ଥା କରାଯାଇଛି। ଉତ୍ତର ଦ୍ୱାର ପାଖରେ ଥିବା ଖାଲି ସ୍ଥାନରେ କାଉଣ୍ଟର...
ଲକ୍ଷ୍ନୌ: ଉତ୍ତରପ୍ରଦେଶ ଗାଜିଆବାଦରେ ଭୟଙ୍କର ବିସ୍ଫୋରଣ ହୋଇଛି। ଏକ କାରଖାନାରେ ବିସ୍ଫୋରଣ ଘଟି ୭ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିସହ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ଗାଜିଆବାଦ ମୋଦିନଗରରେ ଥିବା ମହମବତୀ କାରଖାନାରେ ଘଟିଛି ବିସ୍ଫୋରଣ। ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ କାରଖାନାର...
ଭୁବନେଶ୍ୱର: କୋଭିଡ୍ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ସାଂସଦ ଅପରାଜିତା ଷଡଙ୍ଗୀଙ୍କ ସମେତ ବିଜେପି ଭୁବନେଶ୍ୱର ଜିଲ୍ଲା ସଭାପତିଙ୍କ ନାଁରେ ମାମଲା ହୋଇଛି। କେବଳ ବିଜେପି ନୁହେଁ, କୋଭିଡ ପରିଚାଳନାରେ ସରକାରଙ୍କ ବିଫଳତାକୁ ପ୍ରସଙ୍ଗ କରି ରାସ୍ତାକୁ ଓହ୍ଲାଇଥିବା କଂଗ୍ରେସ ସମେତ ବାମ ଦଳର ନେତାଙ୍କ ବିରୋଧରେ ବି ମାମଲା...
ଭୁବନେଶ୍ୱର: ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କୋଭିଡ୍ ସଂକ୍ରମଣ। ଦିନକୁ ଦିନ ଅଧିକ ବିଗୁଡ଼ୁଛି ସ୍ଥିତି। ଗତ ୨୪ ଘଣ୍ଟାରେ କରୋନା ରାଜ୍ୟରେ ଆଉ ୨ ମୁଣ୍ଡ ନେବା ସହ ୪୬୯ ଲୋକଙ୍କୁ ଆକ୍ରାନ୍ତ କରିଛି। ଏଣେ ସ୍ଥିତି ଧୀରେ ଧୀରେ ଅଣାୟତ୍ତ ହେଉଥିବାରୁ କିଛି ଅଞ୍ଚଳରେ...
କଟକ: SCB ଓ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରେ ଏଣିକି ସମସ୍ତ ରୋଗୀଙ୍କର କୋଭିଡ୍ ଟେଷ୍ଟ କରାଯିବ। ଏହାପରେ ନୂଆ ରୋଗୀ ଆଡମିଶନ କରାଯିବ। ଆସନ୍ତା ମଙ୍ଗଳବାରରୁ ନୂଆ ରୋଗୀଙ୍କର ଆଣ୍ଟିଜେନ୍ ଟେଷ୍ଟ କରାଯିବ। ଅତିରିକ୍ତ ମୁଖ୍ୟ ଶାସନ ପ୍ରଦୀପ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି...
ଭୁବନେଶ୍ୱର: ଧୀରେ ଧୀରେ କୋଭିଡ୍ ସଂକ୍ରମଣର ହଟ୍ସ୍ପଟ୍ ପାଲଟୁଛି ହସ୍ପିଟାଲ୍। ରୋଗୀ, ଡାକ୍ତର, ନର୍ସ ଏବଂ କର୍ମଚାରୀ, କେହି ବି ବାଦ୍ ପଡୁନାହାନ୍ତି କରୋନା ମହାମାରୀର ଦାଉରୁ। ତାହାରି ଭିତରେ ଚିନ୍ତା ବଢ଼ାଇଲାଣି କଟକ ଆଚାର୍ଯ୍ୟ ହରିହର କ୍ୟାନ୍ସର ହସ୍ପିଟାଲ। ଯେଉଁଠି କର୍କଟ ରୋଗର ନିରାକରଣ କରାଯାଏ, ସେଠି...
ଝାରସୁଗୁଡ଼ା: କୋଭିଡ ଗାଇଡଲାଇନ ଉଲ୍ଲଂଘନ ଅଭିଯୋଗରେ ଝାରସୁଗୁଡ଼ା ସହରର ୩ଟି ନର୍ସିଂହୋମ୍ ସିଲ୍। ସହରରେ ଥିବା ଅଗ୍ରୱାଲ ନର୍ସିଂହୋମ୍ , ଆରକେ ମଲଟିକେୟାର ହୋମ୍ ଏବଂ ଲକ୍ଷ୍ୟ କେୟାରକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ସିଲ୍ କରିଛି ପ୍ରଶାସନ। ଜିଲ୍ଲାରେ ଥିବା ଅନେକ ଘରୋଇ ନର୍ସିଂ ହୋମ୍ କୋଭିଡ ଗାଇଡଲାଇନ୍...
ବେଙ୍ଗାଲୁରୁ: କରୋନା ସଂକ୍ରମଣ ରୋକିବାକୁ ନୂଆ ଗାଇଡଲାଇନ୍ ଆଣିଲେ କେରଳ ସରକାର। ଏପିଡେମିକ୍ ଡିଜିଜ୍ ଆକ୍ଟରେ ସଂଶୋଧନ ଆଣି ପୂରା ବର୍ଷେ ପାଇଁ କଟକଣା ଜାରି କଲା କେରଳ। ଗାଇଡଲାଇନ୍ ଭାଙ୍ଗିଲେ ୨ ବର୍ଷ ପର୍ଯ୍ୟନ୍ତ ଜେଲ୍ ଦଣ୍ଡ ସହିତ ୧୦ ହଜାର ଟଙ୍କା ଜରିମାନା ବି ଦେବାକୁ...