କ୍ୱିଟୋ: କରୋନାରେ ମୁଖିଆଙ୍କ ମୃତ୍ୟୁ ପରେ ଶବ ଫେରାଇ ନେବାକୁ ଦାବି କରି ୬ ଜଣଙ୍କୁ ଅପହରଣ କରିଥିଲେ ଜନଜାତି ସମ୍ପ୍ରଦାୟର ଲୋକେ। ଲାଟିନ୍ ଆମେରିକୀୟ ଦେଶ ଇକ୍ୟୁଏଡର୍ର ଆମାଜନରେ ରହୁଥିବା ଆଦିବାସୀ ସମ୍ପ୍ରଦାୟର ଲୋକେ ଏହି କାଣ୍ଡ ଘଟାଇଥିଲେ। ଶୁକ୍ରବାର ପେରୁଭିଆନ୍ ବୋର୍ଡର ନିକଟସ୍ତ କୁମେ ଗାଁରେ...
ନୂଆଦଲ୍ଲୀ: କରୋନା ମହାମାରୀ ବେଳେ ଶହେ ଦିନରେ ୨ କୋଟି ଲୋକଙ୍କୁ ଖାଇବାକୁ ଦେଇ ଚର୍ଚ୍ଚାରେ ଷ୍ଟାର୍ ସେଫ୍ ବିକାଶ ଖାନ୍ନା। ବଡ଼ କଥା ହେଉଛି ନ୍ୟୁୟର୍କରେ ଥାଇ ସେ କୋଟି କୋଟି ଭାରତୀୟଙ୍କ ପାଖରେ ଖାଦ୍ୟ ପହଞ୍ଚାଇ ପାରିଛନ୍ତି। ଫିଡ୍ ଇଣ୍ଡିଆ କ୍ୟାମ୍ପେନ୍ ଜରିଆରେ ଲକ୍ଡାଉନ୍ ବେଳେ...
ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୨୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୯୯ ଓ ଗଜପତିରୁ ୫୬ ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସୁସ୍ଥ ହୋଇଥିବା ଆରୋଗ୍ୟଙ୍କ ମଧ୍ୟରେ ଝାରସୁଗୁଡ଼ାରୁ ୩୩,...
ଝାରସୁଗୁଡ଼ା: ଜଣେ ଘରୋଇ ଗାଡ଼ି ଡ୍ରାଇଭରଙ୍କୁ ପୋଲିସଗିରି କରିବା ମହଙ୍ଗା ପଡ଼ିଛି। ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଥାନାରେ ନିୟୋଜିତ ଘରୋଇ ଗାଡ଼ି ଡ୍ରାଇଭର ଯୋଶୀ ତାଣ୍ଡିଙ୍କ ନାଁରେ ମାମଲା ରୁଜୁ କରାଯାଇଛି। କାର୍ଯ୍ୟରୁ ବାହାର କରିବାକୁ ଏମସିଏଲକୁ ଚିଠି ଲେଖିଛନ୍ତି ଝାରସୁଗୁଡ଼ା ଏସପି। ସୂଚନା ମୁତାବକ, ଗତକାଲି ସଟଡାଉନ...
ମୁମ୍ବାଇ: ଚାହୁଁ ଚାହୁଁ କଡ଼କଡ଼ ଶବ୍ଦ କରି ଭୁଶୁଡ଼ିପଡ଼ିଲା ୩ ମହଲା କୋଠା। ମହାରାଷ୍ଟ୍ର ବୁଲଡାନା ଜିଲ୍ଲା ନାନ୍ଦୁରା ସହରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ତେବେ ଏହି ଘଟଣାର କୌଣସି କ୍ଷୟକ୍ଷତି ହୋଇନାହିଁ କି ଧନଜୀବନ ନଷ୍ଟ ହୋଇନାହିଁ। ମହାରାଷ୍ଟ୍ରର ବିଭିନ୍ନ ଅଞ୍ଚଳରେ ଲଗାତାର ଦୁଇଦିନ ହେଲା...
ଭୁବନେଶ୍ୱର: ରାଜ୍ୟରେ କୋଭିଡ ପରିଚାଳନା ନେଇ ସରକାରଙ୍କୁ ଟାର୍ଗେଟ୍ କଲେ ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର। ରାଜ୍ୟରେ କରୋନା ସ୍ଥିତି ଅସମ୍ଭାଳ, ଆଗକୁ ଆହୁରି ଭୟଙ୍କର ହେବ। ସରକାର ବୋଧେ ଏହାର ଗୁରୁତ୍ୱକୁ ଉପଲବ୍ଧି କରୁନାହାନ୍ତି ବୋଲି ବିଜୟ କହିଛନ୍ତି। ଏହାସହିତ କରୋନା ଗ୍ରାଉଣ୍ଡ ସ୍ଥିତିରୁ ବହୁ...
ଭୁବନେଶ୍ୱର: ସାରା ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଖପାଖରେ ଏକ ଲଘୁଚାପ କେନ୍ଦ୍ର ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗିରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହିତ ପାଣିପାଗ କେନ୍ଦ୍ର ପକ୍ଷରୁ କିଛି...
କୋରାପୁଟ: ଥାନା ସମ୍ମୁଖରେ ମହିଳାଙ୍କୁ ଠେଲାପେଲା ଅଭିଯୋଗ ହୋଇଛି। ଏହାର ଭିଡିଓ ଏବେ ଭାଇରାଲ୍ ହେବାରେ ଲାଗିଛି। ଭିଡିଓରେ ଘଟଣା ସ୍ଥଳରେ ଜଣେ ମହିଳା ପୋଲିସ ବି ଉପସ୍ଥିତ ଥିବାର ଦେଖାଯାଉଛି। ତାଙ୍କ ସହ ୩ରୁ ୪ ଜଣ ପୋଲିସ କର୍ମଚାରୀ ମହିଳା ଜଣଙ୍କୁ ଠେଲି ଠେଲି ଅସଭ୍ୟ...
ଭୁବନେଶ୍ୱର: ଏବେ ଖୋଲିବନି ଖଣ୍ଡଗିରି, ଉଦୟଗିରି ସମେତ ୯ଟି ଐତିହ୍ୟ କୀର୍ତ୍ତିରାଜୀ। କୋଭିଡ୍ କଟକଣାକୁ ଦୃଷ୍ଟିରେ ରଖି ଜୁଲାଇ ୩୧ ପର୍ଯ୍ୟନ୍ତ ଏହିସବୁ ଐତିହ୍ୟ ସ୍ଥାନ ଖୋଲିବନି। ସଂକ୍ରମଣ ବ୍ୟାପିବା ଆଶଙ୍କାରୁ ଏସବୁକୁ ନ ଖୋଲିବାକୁ ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ। ଏନେଇ ASI ଓଡ଼ିଶା ସର୍କଲ ମୁଖ୍ୟଙ୍କୁ...
କଟକ: ଆଜି କଟକରୁ ପୁଣି ୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ସମସ୍ତଙ୍କର ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲ ଲିଙ୍କ ରହିଛି। ଆକ୍ରାନ୍ତଙ୍କ ମଧ୍ୟରେ ରୋଗୀ ଓ ଆଟେଣ୍ଡାଣ୍ଟ ମିଶି ୩୭ ଜଣ ରହିଥିବା ବେଳେ ଜଣେ ସିକ୍ୟୁରିଟି ଗାର୍ଡ ମଧ୍ୟ କୋଭିଡ-୧୯ ପଜିଟିଭ୍ ଚିହ୍ନଟ...
ଭୁବନେଶ୍ୱର: BMC ଅଞ୍ଚଳରେ ବିଭିନ୍ନ ସମୟରେ ଆୟୋଜିତ ସମାବେଶ ଉପରେ ଜାରି ହେଲା କଟକଣା। ରାଜଧାନୀରେ କୋଭିଡ୍ କଟକଣା ଉଲ୍ଲଂଘନ କରି ରାଜନୈତିକ ସଭା, ସମିତି ଏବଂ ସମାବେଶ କରୁଥିବା ସଂଗଠନ ଉପରେ ତୁରନ୍ତ ଏବଂ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶନାମା ଜାରି ହୋଇଛି। ବିଏମ୍ସି ଅଧିନ...
ପୁରୀ: ଶ୍ରୀକ୍ଷେତ୍ରରେ ସମ୍ପନ୍ନ ହେଲା ଘୋଷଯାତ୍ରାର ଅନ୍ତିମ ପର୍ବ ନୀଳାଦ୍ରି ବିଜେ। ଜନ୍ମବେଦୀ ଓ ବଡ଼ଦାଣ୍ଡରେ ଲୀଳାଖେଳା ସାରି କିଛି ସମୟ ପୂର୍ବରୁ ନୀଳକନ୍ଦରକୁ ବାହୁଡ଼ିଯାଇଛନ୍ତି ଚତୁର୍ଦ୍ଧାମୂରତି। ବିଜେ କାହାଳୀ ବାଜିବା ପରେ ପ୍ରଥମେ ରଥ ଉପରୁ ରତ୍ନବେଦୀ ଅଭିମୁଖେ ଯାଇଥିଲେ ସୁଦର୍ଶନ। ଏହାପରେ ବଡ଼ଠାକୁର ବଳଭଦ୍ର ପହଣ୍ଡିରେ...
ବ୍ରହ୍ମପୁର: ବାହାଘର ଶୋଭାଯାତ୍ରାରେ କରୋନା କଟକଣା ଉଲ୍ଲଂଘନ ଘଟଣାରେ ବାହାଘର ଆୟୋଜିତ ଗୋପାଳପୁରର ହୋଟେଲ ମେଫେୟାରକୁ ୭ ଦିନ ପାଇଁ ସିଲ୍ କରିଛି ଗଞ୍ଜାମ ଜିଲ୍ଲା ପ୍ରଶାସନ। ହୋଟେଲ ସିଲ୍ ସହ ୫ ଜଣଙ୍କୁ ଗିରଫ ମଧ୍ୟ କରିଛି ଗୋପାଳପୁର ପୋଲିସ। ନିଜେ ବର ସହ ବାପା, ବଡ଼ବାପା...