• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

coorna
ଆଚାର୍ଯ୍ୟ ହରିହର କ୍ୟାନସର ହସ୍‌ପିଟାଲରୁ ୫୫, SCB ମେଡିକାଲରୁ ୧୧ ପଜିଟିଭ୍ ଚିହ୍ନଟ

କଟକ: କଟକ ଆଚାର୍ଯ୍ୟ ହରିହର କ୍ୟାନସର ହସ୍‌ପିଟାଲରୁ ୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିଭଳି SCB ମେଡିକାଲରୁ ମଧ୍ୟ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୨ଟି ଯାକ ହସ୍ପିଟାଲରୁ ମୋଟ ୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା କଟକ ଜିଲ୍ଲା ପ୍ରଶାସନ...

hang
ସ୍ୱାମୀର ମୃତ୍ୟୁ ଖବର ଶୁଣି ସ୍ତ୍ରୀଙ୍କ ଆତ୍ମହତ୍ୟା; ମୃତ୍ୟୁ ପରେ ରିପୋର୍ଟ ନେଗେଟିଭ୍‌ ଆସିଲା

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୋଭିଡ୍ ଆଇସୋଲେସନ୍ ୱାର୍ଡରେ ଦୁଃଖଦ ଘଟଣା ଘଟିଛି। ଆଇସୋଲେସନ୍ ୱାର୍ଡରେ ସ୍ୱାମୀଙ୍କ ମୃତ୍ୟୁ ଶୁଣି ସ୍ତ୍ରୀର ଆତ୍ମହତ୍ୟା ଅଭିଯୋଗ ହୋଇଛି। ଆଇସୋଲେସନ୍ ୱାର୍ଡରେ ମହିଳା ଜଣକ ଲୁଗାରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ଦମ୍ପତି ହେଲେ ଏରସମା...

shot-down
ଏହିସବୁ ଜିଲ୍ଲାରେ ଶନି ଓ ରବିବାର ସଟ୍‌ଡାଉନ

ଭୁବନେଶ୍ୱର: ୧୦ଟି ଜିଲ୍ଲାରେ ଶନିବାର ଓ ରବିବାର ସଟ୍‌ଡାଉନ ନେଇ ପୂର୍ବରୁ ସରକାର ଘୋଷଣା କରିଥିବା ବେଳେ, ଆଉ କିଛି ଜିଲ୍ଲାରେ ମଧ୍ୟ ଏହି ସପ୍ତାହାନ୍ତ ସଟ୍‌ଡାଉନ ପାଳନ ପାଇଁ ନିଷ୍ପତ୍ତି ନେଇଛନ୍ତି ଜିଲ୍ଲା ପ୍ରଶାସନ। ଏହି ଜିଲ୍ଲାଗୁଡ଼ିକ ହେଲା- କୋରାପୁଟ, ବଲାଙ୍ଗିର, ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ ଝାରସୁଗୁଡ଼ା...

faemrmer
ଭୂମିହୀନ ଚାଷୀଙ୍କ ପାଇଁ ଆରମ୍ଭ ହେବ ‘ବଳରାମ’ ଯୋଜନା

ଭୁବନେଶ୍ୱର: ରାଜ୍ୟର ଭୂମିହୀନ ଚାଷୀଙ୍କ ପାଇଁ ଆରମ୍ଭ ହେବ ‘ବଳରାମ’ ଯୋଜନା। ବଳରାମ ଯୋଜନା ମାଧ୍ୟମରେ ଭୂମିହୀନ ଚାଷୀଙ୍କୁ ଋଣ ଯୋଗାଇ ଦିଆଯିବ। ଏହି ଯୋଜନା ମାଧ୍ୟମରେ ପ୍ରାୟ ୧୦୪୦ କୋଟି ଟଙ୍କାର ଋଣ ଯୋଗାଣ ଲକ୍ଷ୍ୟ ରଖାଯାଇଛି। ଜଏଣ୍ଟ ଲିଆବିଲିଟି ଗ୍ରୁପ ମାଧ୍ୟମରେ ଏହି ଋଣ ଯୋଗାଇ...

third-gender
ଚୀନର ଏକପାଖିଆ ନିଷ୍ପତି ବିରୋଧରେ ଜାତିସଂଘରେ ଫେରାଦ ହେଲା ଭାରତ

ନୂଆଦିଲ୍ଲୀ : ହଂକଂର ସ୍ୱତନ୍ତ୍ର ପ୍ରଶାସନିକ ଅଞ୍ଚଳ ତଥା ଏସ୍ଏଆର୍ ପାଇଁ ଚୀନ ଜାତୀୟ ସୁରକ୍ଷା ଆଇନ ପ୍ରଣୟନ କରିବା ପରେ ଆପତ୍ତି ଉଠାଇଛି ଭାରତ। ଜାତିସଂଘ ପାଖରେ ଏନେଇ ଆପତ୍ତି ଉଠାଇ ଭାରତ କହିଛି ଯେ ହଂକଂରେ ବହୁଳ ସଂଖ୍ୟାରେ ପ୍ରବାସୀ ଭାରତୀୟ ବସବାସ କରୁଛନ୍ତି। ଚୀନର...

sum
ଓଡ଼ିଶାର ଏକମାତ୍ର ଅନୁଷ୍ଠାନ ସମ୍ ହସ୍ପିଟାଲରେ ହେବ କୋଭିଡ୍-୧୯ ଭ୍ୟାକ୍ସିନ୍‌ର ପରୀକ୍ଷଣ

ନୂଆଦିଲ୍ଲୀ: ସମ୍ ହସ୍ପିଟାଲରେ ହେବ କୋଭିଡ୍-୧୯ ଭ୍ୟାକ୍ସିନ୍‌ର ପରୀକ୍ଷଣ। ମଣିଷ ଉପରେ ପରୀକ୍ଷଣ ଲାଗି ICMR ଦ୍ୱାରା ୧୩ଟି ହସ୍ପିଟାଲ ମନୋନୀତ ହୋଇଛନ୍ତି। ଦେଶର ୧୩ ହସ୍ପିଟାଲ ମଧ୍ୟରେ ଓଡ଼ିଶାର ସମ୍ ହସ୍ପିଟାଲ ମନୋନୀତ ହୋଇଛି। ତେବେ ଓଡ଼ିଶାର ଏକମାତ୍ର ଅନୁଷ୍ଠାନ ଭାବେ ସମ୍ ହସ୍ପିଟାଲ ଏହି ପରୀକ୍ଷଣ...

khairi-tiger
ବୟସର ସାୟାହ୍ନରେ ଖଇରୀକୁ ଝୁରୁଛନ୍ତି ନିହାର ନଳିନୀ

ଭୁବନେଶ୍ୱର: ଖଇରୀ ଅଶୀ ଦଶକର ଏକ ଚର୍ଚ୍ଚିତ ନାଁ। ସେ ମଣିଷ ନଥିଲା, ତଥାପି ମଣିଷର ନିରବଛିନ୍ନ ସ୍ନେହ ଆଉ ଶ୍ରଦ୍ଧା ପାଇ ଭୁଲିଯାଇଥିଲା ନିଜ ଭିତରେ ଥିବା ସହଜାତ ହିଂସ୍ର ପ୍ରବୃତ୍ତିକୁ। ପଶୁ ହୋଇ ବି ବନିଯାଇଥିଲା ମଣିଷର ସାଥୀ। ଆଜି କିନ୍ତୁ ସେହି ବାଘୁଣି ଖଇରୀ...

lord jagannatha
ସୁନାବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ: ପବିତ୍ର ଘୋଷଯାତ୍ରା ଯାତ୍ରାର ଅନନ୍ୟ ପର୍ବ ସୁନାବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ମହଣ ମହଣ ସୁନାରେ ବିଭୂଷିତ ହୋଇଛନ୍ତି ତିନି ଠାକୁର। ହେଲେ ଭକ୍ତଶୂନ୍ୟ ବଡ଼ଦାଣ୍ଡ, ଭକ୍ତଶୂନ୍ୟ ସିଂହଦ୍ୱାର। କୋଭିଡ୍-୧୯ କଟକଣା ପାଇଁ ଶ୍ରୀକ୍ଷେତ୍ରରେ ୬୦ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି। କେବଳ ଟେଲିଭିଜନରେ ଦୁର୍ଲଭ ବେଶ...

office
ଏହିସବୁ କ୍ଷେତ୍ରରେ ଲାଗୁ ହେବନି ୫୦ ପ୍ରତିଶତ କର୍ମଚାରୀ ନିୟମ

ଭୁବନେଶ୍ୱର: ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ଅଫିସ୍ କାର୍ଯ୍ୟ ଚଳାଇବା ନିର୍ଦ୍ଦେଶ ପ୍ରସଙ୍ଗରେ ସଂଶୋଧନ କରିଛନ୍ତି ସରକାର। କେତେକ ବିଭାଗରେ ଏହି ନିୟମ ଲାଗୁ ହେବନାହିଁ ବୋଲି ଜିଏ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। କେବଳ ପ୍ରଶାସନିକ କାର୍ଯ୍ୟ ଚାଲୁଥିବା ଅଫିସ୍‌ରେ ଏହି ନିୟମ ଲାଗୁ ହେବ। ଏଠାରେ...

old man
କରୋନା ସମୟରେ ବୟସ୍କଙ୍କ ପାଖରେ ପହଞ୍ଚିପାରୁଛି କି ସରକାରୀ ସୁବିଧା ?

ଭୁବନେଶ୍ୱର: କରୋନାରେ ଅଧିକମାତ୍ରାରେ ବୟସ୍କଙ୍କ ପ୍ରାଣ ଯାଉଛି। ରାଜ୍ୟରେ ଆଜି ସୁଦ୍ଧା ହୋଇଥିବା ୨୭ କୋଭିଡ୍ ମୃତ୍ୟୁରୁ ୬୦ ବର୍ଷରୁ ଅଧିକ ବୟସର ବ୍ୟକ୍ତିଙ୍କ ସଂଖ୍ୟା ୧୩ ଅର୍ଥାତ ପ୍ରାୟ ଅଧା ମୃତକ ହେଉଛନ୍ତି ବରିଷ୍ଠ ନାଗରିକ। ବରିଷ୍ଠଙ୍କ ରୋଗ ପ୍ରତିରୋଧ ଶକ୍ତି କମ୍ ସହ ପୂର୍ବରୁ ଶରୀରରେ...

online-teaching
ସ୍ନାତକ ଓ ସ୍ନାତକୋତ୍ତର ଛାତ୍ରଛାତ୍ରୀଙ୍କୁ ଅନ୍‌ଲାଇନ ଶିକ୍ଷାଦାନ ପାଇଁ ଗାଇଡ୍‌ଲାଇନ୍ ଜାରି

ଭୁବନଶ୍ୱର: ସ୍ନାତକ ଓ ସ୍ନାତକୋତ୍ତର ଛାତ୍ରଛାତ୍ରୀଙ୍କୁ ଅନ୍‌ଲାଇନ ଶିକ୍ଷାଦାନ ପାଇଁ ଗାଇଡ୍‌ଲାଇନ୍ ଜାରି କରିଛି ଉଚ୍ଚଶିକ୍ଷା ବିଭାଗ। ଆସନ୍ତା ୧୩ ତାରିଖରୁ ଅନ୍‌ଲାଇନ୍ ଟିଚିଂ ଆରମ୍ଭ କରିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଗୋଟିଏ ଅନ୍‌ଲାଇନ ଗ୍ରୁପରେ ସର୍ବାଧିକ ୩୨ ଜଣ ଛାତ୍ରଛାତ୍ରୀ ରହିବେ। ହ୍ୱାଟ୍ସଆପ କିମ୍ବା ଇ-ମେଲ୍‌ରେ...

odisha-recobers
କରୋନା ଆରୋଗ୍ୟ କ୍ଷେତ୍ରରେ ଟପ୍ ୧୫ ରାଜ୍ୟର ତାଲିକା ପ୍ରକାଶ, ଓଡ଼ିଶାର ସ୍ଥାନ ୧୧

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ପାର୍ ହୋଇ ଗୁରୁବାର ସୁଦ୍ଧା ସଂଖ୍ୟା ୬୦୪,୬୧୪ରେ ପହଞ୍ଚିଥିବାବେଳେ ସୁସ୍ଥ ସଂଖ୍ୟା ୩,୫୯୮୫୯ ରହିଛି। ତେବେ କେଉଁ ରାଜ୍ୟରେ କେତେ ପରିମାଣରେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ସେ ନେଇ କରୋନାରୁ ଆରୋଗ୍ୟ କ୍ଷେତ୍ରରେ ଟପ୍ ୧୫ ରାଜ୍ୟ...

plasma-therapy
ଓଡ଼ିଶାରେ ଆରମ୍ଭ ହେବ ପ୍ଲାଜମା ଥେରାପି ଚିକିତ୍ସା ପଦ୍ଧତି

ଭୁବନେଶ୍ୱର: କରୋନା ରୋଗୀଙ୍କ ପାଇଁ ଓଡ଼ିଶାରେ ଆରମ୍ଭ ହେବ ପ୍ଲାଜମା ଥେରାପି। ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ପ୍ଲାଜମା ଥେରାପିରେ ଚିକିତ୍ସା ପଦ୍ଧତି ନିରୂପଣ ପାଇଁ ବୈଷୟିକ କମିଟି ହେବ। ଚିକିତ୍ସା ପଦ୍ଧତି ନିରୂପଣ ଓ ସଫଳ ରୂପାୟନ ପାଇଁ...

coronavirus-odisha
ଆଜି ୧୪୯ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୧୪୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିମଧ୍ୟରୁ ଗଂଜାମରୁ ସର୍ବାଧିକ ୪୯ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୪ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ଟ୍ୱିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ। ଆଜି ମୟୂରଭଂଜ...

tspl
TPSL କାରଖାନାର ବ୍ଲାଷ୍ଟ ଫର୍ଣ୍ଣେସ ବିସ୍ଫୋରଣ; ପୋଡ଼ିହୋଇ ୭ ଗୁରୁତର

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ଲହଣ୍ଡାରେ ଥିବା TPSL କାରଖାନାର ବ୍ଲାଷ୍ଟ ଫର୍ଣ୍ଣେସ ବିସ୍ଫୋରଣ ଘଟି ୭ ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। କାରଖାନାର ଦ୍ୱିତୀୟ ମହଲାରେ ଥିବା ଫର୍ଣ୍ଣେସ୍‌ରେ ବିସ୍ଫୋରଣ ଯୋଗୁ ନିଆଁ ଛିଟିକି ପଡ଼ିଥିଲା। ସେଠାରୁ କାମ କରୁଥିବା ଶ୍ରମିକଙ୍କ ଉପରେ ନିଆଁ ଛିଟିକ ପଡ଼ିବାରୁ...

maoist
କନଷ୍ଟେବଲଙ୍କୁ ଅତି ନିର୍ମମ ଭାବେ ହତ୍ୟା କଲେ ନକ୍ସଲ

ରାୟପୁର/ କନ୍ଧମାଳ: ଛତିଶଗଡ଼ ବିଜାପୁରରେ ମାଓବାଦୀଙ୍କ ବର୍ବରକାଣ୍ଡ। ଜଣେ ପୋଲିସ କନଷ୍ଟେବଲଙ୍କୁ ନକ୍ସଲମାନେ ଅତି ନିର୍ମମ ଭାବେ ହତ୍ୟା କରିଥିବା ସୂଚନା ମିଳିଛି। ମୃତକ ହେଲେ ପୋୟମ ସୋମା। ତାଙ୍କୁ ଧନୁ ତୀର ଓ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି ମାଓବାଦୀ। ଏହାସହ ମୃତକଙ୍କ ବାପା, ମାଆଙ୍କ ମଧ୍ୟ...

borther-dead
ବଡ଼ ଭଉଣୀ ମୋବାଇଲ୍ ନଦେବାରୁ ଜୀବନ ହାରିଲା ନାବାଳକ ଭାଇ

କେନ୍ଦୁଝର: ମୋବାଇଲ୍ ପାଇଁ ଜୀବନ ହାରିଦେଲା ନାବାଳକ। ଏଭଳି ଅଭିଯୋଗ ଆସିଛି କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ପଲାଣଘାଟି ଗାଁରୁ। ବଡ଼ ଭଉଣୀ ମୋବାଇଲ ନଦେବାରୁ ସାନଭାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ନାବାଳକ ମୟୁରଭଞ୍ଜ ଜିଲ୍ଲା କୁସୁମି ଗାଁର ମାନସ ମହାନ୍ତିଙ୍କ ପୁଅ। ବାପା ପଲାଣିଘାଟି...