• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

lanc
ଏମିତି ଡାକ୍ତର: କିଏ ଲାଞ୍ଚ ମାଗୁଛନ୍ତି ତ ଆଉ କିଏ କ୍ୟାନ୍‌ସର ରୋଗୀ ବୋଲି ଚାକିରିରୁ ବାହାର କରିଦେଉଛନ୍ତି

ଭୁବନେଶ୍ୱର: ରୋଗୀଙ୍କୁ ନୂଆ ଜୀବନ ଦେଇଥାନ୍ତି ଡାକ୍ତର। ସେଥିପାଇଁ ତାଙ୍କୁ ଦ୍ୱିତୀୟ ଭଗବାନଙ୍କ ସହିତ ତୁଳନା କରାଯାଇଥାଏ। ହେଲେ ସେହି ଦ୍ୱିତୀୟ ଭଗବାନ ଆଜିକାଲି ଲାଞ୍ଚ ମାଗୁଛନ୍ତି ଓ ଦୁର୍ବ୍ୟହାର କରୁଛନ୍ତି। ତାହା ପୁଣି ନିଜ ବିଭାଗର କର୍ମଚାରୀଙ୍କ ଉପରେ। ଯଦି ଡାକ୍ତର ନିଜ ବିଭାଗର କର୍ମଚାରୀଙ୍କୁ ଏପରି...

niranja
ସଙ୍ଗଠନର ପୁନର୍ଗଠନ କରିବ କଂଗ୍ରେସ; ଏଥର ଯୋଜନା କିଛି ଏମିତି

ଭୁବନେଶ୍ୱର: ଦୀର୍ଘଦିନର ନିରବତା ପରେ ପୁଣିଥରେ କଂଗ୍ରେସ ନିଜର ସାଂଗଠନିକ ସ୍ଥିତିକୁ ସୁଧାରିବାକୁ ପ୍ରୟାସ ଆରମ୍ଭ କରିଛି। ଆଜି କଂଗ୍ରେସ ଭବନରେ ଆୟୋଜିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଦଳର ବରିଷ୍ଠ  ନେତାମାନେ ଏକଜୁଟ ହୋଇ ସଂଗଠନକୁ ସଜାଡ଼ିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏଆଇସିସି ପକ୍ଷରୁ ଓଡ଼ିଶା ପିସିସିର ସମସ୍ତ...

rail
ବଦଳିବ ଭୁବନେଶ୍ୱର ରେଳ ଷ୍ଟେସନ; ଏମିତି ହେବ ଷ୍ଟେସନ୍‌ର ରୂପରେଖ

ଭୁବନେଶ୍ୱର: ଭୁବନେଶ୍ୱର ରେଳଷ୍ଟେସନର ପୁନଃବିକାଶ ପାଇଁ ଆଜି ନୂଆଦିଲ୍ଲୀସ୍ଥିତ ଉଦ୍ୟୋଗ ଭବନଠାରେ ଉଭୟ ରେଳବାଇ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଅଛି। ରେଳବାଇ ପକ୍ଷରୁ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ଶଶୀକାନ୍ତ ସିଂହ ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ଭୁବନେଶ୍ୱର ଉନ୍ନୟନ...

s
ଜେଲ୍‌ ଗଲେ ଓସିଏ ପୂର୍ବତନ ସଂପାଦକ ଆଶୀର୍ବାଦ ବେହେରା

ଭୁବନେଶ୍ୱର: ଜାମିନ୍‌ ଆବେଦନ ଖାରଜ ହେବା ପରେ ଜେଲ୍‌ ଗଲେ ଓଡ଼ିଶା କ୍ରିକେଟ୍‌ ଆସୋସିଏସନ୍(ଓସିଏ)ର ପୂର୍ବତନ ସଂପାଦକ ଆଶୀର୍ବାଦ ବେହେରା। ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ ଲିଙ୍କରେ ଆଜି ତାଙ୍କୁ ଗିରଫ କରିଥିଲା ସିବିଆଇ। ଆଶୀର୍ବାଦଙ୍କ ସହ ହୋଟେଲ ମାଲିକ କମଳାକାନ୍ତ ଦାସ ମଧ୍ୟ ଜେଲ୍ ଯାଇଛନ୍ତି। ବହୁଚର୍ଚ୍ଚିତ ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ...

afridi
କୋହଲିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଆଫ୍ରିଦି

ନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ କ୍ୟାପଟେନ୍ ଶାହିଦ୍ ଆଫ୍ରିଦି ଭାରତୀୟ କ୍ରିକେଟ୍ ଟିମର କ୍ୟାପଟେନ୍ ବିରାଟ୍ କୋହଲିଙ୍କ ବ୍ୟାଟିଂକୁ ଖୁବ୍ ପ୍ରଶଂସା କରିଛନ୍ତି। ସେ ମଧ୍ୟ କୋହଲିଙ୍କୁ ଅନୁରୋଧ କରିଛନ୍ତି ଯେ ବିରାଟ ଏହିଭଳି ଭାବେ ବିଶ୍ୱର ସବୁ ପ୍ରଶଂସକଙ୍କୁ ମନୋରଞ୍ଜନ କରିବା ଜାରି ରଖନ୍ତୁ। କୋହଲି ଏବେ ଟି-୨୦...

virat
ମୋହାଲି ମ୍ୟାଚ୍‌ରେ ଏକାଧିକ ରେକର୍ଡ କଲେ କୋହଲି

ମୋହାଲି: ଟିମ୍ ଇଣ୍ଡିଆ କ୍ୟାପଟେନ୍ ବିରାଟ୍ କୋହଲି ପ୍ରତି ମ୍ୟାଚରେ କିଛି ନା କିଛି ରେକର୍ଡ କରିଚାଲିଛନ୍ତି। ବୁଧବାର ମୋହାଲିରେ ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ କୋହଲି ଜବରଦସ୍ତ ବ୍ୟାଟିଂ କରି ଭାରତକୁ ୭ ୱିକେଟରେ ବିଜୟୀ କରାଇଥିଲେ। ଏହି ମ୍ୟାଚରେ କୋହଲି ଅପରାଜିତ ୭୨...

MODI-MAHARASTRA
ରାମ ମନ୍ଦିର ନେଇ ବିବାଦୀୟ ମନ୍ତବ୍ୟ ଦେଉଥିବା ନେତାଙ୍କୁ ଏମିତି କହିଲେ ମୋଦି

ନୂଆଦିଲ୍ଲୀ: ରାମଜନ୍ମଭୂମି ଏବଂ ବାବରୀ ମସଜିଦକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଚାଲିଛି। ଏହି ସମୟରେ ରାମ ମନ୍ଦିରକୁ ନେଇ ଅନେକ ବଡ଼ମୁହାଁ ନେତା ବିବାଦୀ ମନ୍ତବ୍ୟ ଦେଉଛନ୍ତି। ସେମାନେ ମୁହଁ ବନ୍ଦ ରଖିବା ଉଚିତ। ମହାରାଷ୍ଟ୍ରର ନାସିକରେ ଏକ ନିର୍ବାଚନ ରାଲିକୁ ସମ୍ୱୋଧନ କରିବାକୁ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

EE08XyhVUAYHFla
ନନ୍ଦନକାନନରେ ପୁଣି ହାତୀ ମୃତ୍ୟୁ

ଭୁବନେଶ୍ୱର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ହାତୀ ମଡ଼କ। ପୁଣି ଗୋଟିଏ ହାତୀର ମୃତ୍ୟୁ ହୋଇଛି।   ଆଜି ୭ ବର୍ଷର ମାଈ ହାତୀ କମଳାର ମୃତ୍ୟୁ ହୋଇଛି। ଘାତକ ହର୍ପେସ ଭୂତାଣୁ ସଂକ୍ରମଣରେ କମଳା ହାତୀର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଗତ ୨୫ ଦିନ ମଧ୍ୟରେ ନନ୍ଦନକାନନରେ ୩ଟି...

patangraho
ପାଟଣାଗଡ଼ ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କ ହତ୍ୟା ଘଟଣାରେ ୪ ଗିରଫ

ପାଟଣାଗଡ଼(ବଂଶୀଧର ସେଠୀ): ପାଟଣାଗଡ଼ ବ୍ଲକ୍ ଲରମ୍ଭା ଥାନା ଅନ୍ତର୍ଗତ ଚିଟକାମାଲ୍‌ ଗାଁରେ ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ହତ୍ୟା ଘଟଣାରେ ଚାରି ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ଜଣ ନାରାୟଣ ବରିହା, ସ୍ୱରୁପ ଘିଭେଲା, ଗୌରାଙ୍ଗ ପୋଢ଼ ଓ କୃଷନ ବରିହା। ଏହି ଘଟଣାରେ ଆହୁରି ଲୋକ...

mantri
ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ନାଁରେ ବଟି ଆଦାୟ ଅଭିଯୋଗ

ବରଗଡ଼: ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ନାଁରେ ବଟି ଆଦାୟ କରୁଥିବା ଜଣେ ଦୁର୍ବୃତ୍ତକୁ ଗିରଫ୍ କରିଛି ପରଗଡ଼ ପୁଲିସ। ଏହି ଯୁବକ ଜଣକ  ଲୋକଙ୍କୁ ବ୍ଲାକମେଲିଂ କରିବା ସହ ଧମକ ଚମକ ଦେଇ ଟଙ୍କା ଆଦାୟ କରୁଥିଲା। ଗିରଫ ଯୁବକ ଜଣଙ୍କ ଦେବଗଡ଼ ଜିଲ୍ଲା ପ୍ରଭାସୁନୀ ଗ୍ରାମର...

sundragad
ସୁନ୍ଦରଗଡ଼ ଜିଲ୍ଲାରେ କାୟା ବିସ୍ତାର କରୁଛି ଡେଙ୍ଗୁ

ସୁନ୍ଦରଗଡ଼: ସୁନ୍ଦରଗଡ଼ି ଜିଲ୍ଲାରେ ଡେଙ୍ଗୁ କାୟା ବିସ୍ତାର କରୁଛି। ଡେଙ୍ଗୁ ସନ୍ଦେହରେ ୩୨୯ ଜଣଙ୍କ ରକ୍ତ ନମୂନା ସଂଗ୍ରହ କରାଯାଇଥିବାବେଳେ ୫୬ଟି ନମୂନା ଡେଙ୍ଗୁ ପଜିଟିଭ ଥିବା ଜଣାପଡିଛି।  ଆକ୍ରାନ୍ତଙ୍କ ମଧ୍ୟରୁ ୫୪ ଜଣ କୁତ୍ରା ବ୍ଲକ୍ ଖତକୁରବାହାଲ ଅଞ୍ଚଳର ଓ ଅନ୍ୟ ଦୁଇ ଜଣ ସୁନ୍ଦରଗଡ଼ ଏବଂ...

plfi...
ପୁଲିସ ହାତରେ ହାଡକୋର ପିଏଲ୍‌ଏଫଆଇ କମାଣ୍ଡର

ରାଉରକେଲା(ପବନ ତିୱାରୀ): ସୁନ୍ଦରଗଡ଼ ବିର୍ସା ଅଞ୍ଚଳରୁ ଆଜି ପିଏଲ୍‌ଏଫ୍‌ଆଇ କମାଣ୍ଡର ଦୁର୍ଦ୍ଦାନ୍ତ ନକ୍ସଲ୍ ସୁଦାମ ସିଂହକୁ ପୁଲିସ ଗିରଫ କରିଛି। ତା’ଠାରୁ ଗୋଟିଏ ପିସ୍ତଲ ଓ ଜିଅନ୍ତା ଗୁଳି ଜବତ ହୋଇଛି। ଏନେଇ ସୂଚନା ଦେଇଛନ୍ତି ପଶ୍ଚିମାଞ୍ଚଳ ଡିଆଇଜି କବିତା ଜଲାନ। ସୁଦାମ ୨୦୦୭ ମସିହାରେ ଝାଡଖଣ୍ଡ ବନୋ...

b.pur_-750x420
ମରଣ ଫାଶରେ ପୁଅକୁ ଦେଖି ଜୀବନକୁ ବାଜି ଲଗାଇ ଦେଲା ମାଆ

ବ୍ରହ୍ମପୁର(ଅଶୋକ ବ୍ରହ୍ମା): ବିଦ୍ୟୁତ ତାର ସଂସ୍ପର୍ଶରେ ମାଆ ଓ ପୁଅଙ୍କ ମୃତ୍ୟୁ ଘଟିଛି। ଏପରି ହୃଦୟବିଦାରକ ଘଟଣା ଗଞ୍ଜାମ ଜିଲ୍ଲାରେ ଘଟିଛି। ମୃତକ ଗରିବ ଶ୍ରେଣୀରେ ହୋଇଥିବାରୁ ତାଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ କରିବାକୁ ଗାଁ ଲୋକେ ଦାବି କରିଛନ୍ତି। ଖଲିକୋଟ ବ୍ଲକ ବାକୁଟୁ ଗାଁର ନାରାୟଣ ନାହକ...

asribad
ଆଶୀର୍ବାଦଙ୍କ ଚିଟ୍‌ଫଣ୍ଡ ଲିଙ୍କ୍ ଓ ସିବିଆଇ ତଦନ୍ତର ପୂରା ଘଟଣାକ୍ରମ ଏମିତି

ଭୁବନେଶ୍ୱର: ୨୦୧୧ରେ ରଣଜୀ ଟ୍ରଫି ଓ ଓଡ଼ିଶା ପ୍ରିମିୟର ଲିଗ୍‌ର ପ୍ରମୋସନ ପାଇଁ ଚିଟ୍‌ଫଣ୍ଡ ସଂସ୍ଥା ଅର୍ଥତତ୍ତ୍ୱ ଗ୍ରୁପଠାରୁ ଟଙ୍କା ଆଣିଥିଲେ ଓସିଏର ତତ୍କାଳୀନ ସମ୍ପାଦକ ଆଶୀର୍ବାଦ ବେହେରା। ଅର୍ଥତତ୍ତ୍ୱ କମ୍ପାନୀ ସିବିଆଇ ଜାଲରେ ପଡ଼ିବା ପରେ ଏହି ଘଟଣା ସାମ୍ନାକୁ ଆସିଥିଲା। ଏହାପରେ ଆଶୀର୍ବାଦ ବେହେରାଙ୍କ ଠାରୁ...

pm modi
କ୍ୟାନ୍‌ସର ରୋଗୀ ବୋଲି ତଳ କର୍ମଚାରୀଙ୍କୁ ଚାକିରିରୁ କାଢ଼ିଦେଲେ ଡାକ୍ତର !

ବଲାଙ୍ଗିର: ଭୀମଭୋଇ ମେଡିକାଲରେ କ୍ୟାନସର ପୀଡ଼ିତା କର୍ମଚାରୀଙ୍କୁ ମେଡିକାଲ ଅଧିକ୍ଷକ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଚାକିରୀ ଯିବା ପରେ ପୁଣି ଥରେ ନିଯୁକ୍ତି ପାଇଁ ହାରିଗୁହାରି କରିବାକୁ ଯାଇଥିବାବେଳେ ମହିଳା କର୍ମଚାରୀଙ୍କୁ ଦୁର୍ବ୍ୟବହାର କରିଛନ୍ତି ହସ୍‌ପିଟାଲ ସୁପରିଣ୍ଟେଣ୍ଡେଣ୍ଟ। ବଡ଼ ପାଟିରେ ତାଙ୍କ ସମ୍ପର୍କୀୟଙ୍କୁ ଗାଳିଗୁଳଜ କରିବା ସହ...

Capture
ଆମେରିକାରେ ଓଡ଼ିଆ ଫିଲ୍ମ

ଭୁବନେଶ୍ୱର: ଓଡ଼ିଆ ଫିଲ୍ମ ଏବେ ଆମେରିକାରେ। ଆମେରିକାର ଗ୍ଲୋବାଲ୍‌ ସିଟିଜେନ୍‌ ସ୍ମାର୍ଟଫୋନ୍‌ ସର୍ଟ ଫିଲ୍ମ ଫେଷ୍ଟିଭାଲ୍ ୨୦୧୯ରେ ସ୍କ୍ରିନିଂ ହେବାକୁ ଯାଉଛି ଓଡ଼ିଆ ସର୍ଟ ଫିଲ୍ମ “ସଂଯୋଗ”। ସେପ୍ଟେମ୍ବର ୨୦ ତାରିଖରେ ଏହି ଫିଲ୍ମ ଆମେରିକା ସିକାଗୋ ସହରରେ ଥିବା ହ୍ୱିଟନ୍‌ର ବର୍ଣ୍ଣ ବୁସ୍ ଗ୍ୟାଲେରୀରେ ସ୍କ୍ରିନିଂ ହେବ।...

acciendt
ସକାଳୁ ଟ୍ୟୁସନ୍ ଯାଇଥିଲା ଝିଅ; ଆଉ ଫେରିଲାନି

ପାରାଦୀପ (ରମାକାନ୍ତ ନାୟକ): ସକାଳେ ଘରୁ ବାହାରି ଟ୍ୟୁସ୍‌ନ ଯାଇଥିଲା ଝିଅ। ଫେରିଥିଲେ ସ୍କୁଲ ଯାଇଥାନ୍ତା। ହେଲେ ଟ୍ୟୁସନ୍‌ ସାରି ଝିଅ ଘରମୁହାଁ ହୋଇଥିବା ବେଳେ ବାଟରେ ଚଢ଼ିଗଲା ଟ୍ୟାଙ୍କର୍‌ । ଏପରି ମର୍ମନ୍ତୁଦ ଦୁର୍ଘଟଣା ଆଜି ସକାଳେ କଟକ-ପାରାଦୀପ ରାସ୍ତାର ପଙ୍କପାଳଠାରେ ଘଟି ଯାଇଛି। ଏହାପୂର୍ବରୁ ଟ୍ୟାଙ୍କରଟି...

rain
୧୦ ଜିଲ୍ଲାରେ ପ୍ରବଳ ବର୍ଷା, ୫ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ

ଭୁବନେଶ୍ୱର: ଆଜି ରାଜ୍ୟର ୧୦ ଜିଲ୍ଲାରେ ବର୍ଷା ହେବ। ଏହାସହ ଘଡ଼ଘଡ଼ି ମାରିବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧ଟା ୩୦ ଯାଏ ସତର୍କ ରହିବାକୁ ଏହି ସବୁ ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ଢେଙ୍କାନାଳ,...