କେନ୍ଦୁଝର(ପ୍ରଣୟ ପାଣି): ଗଜରାଜଙ୍କୁ ମାରିଛି ‘ଐରାବତ’। କଥାଟି ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ପ୍ରକୃତରେ କଥାଟି ହେଉଛି, ଗତକାଲି ବିଳମ୍ୱିତ ରାତିରେ ଗୋଟିଏ ହାତୀପଲ କେନ୍ଦୁଝର ଜିଲ୍ଲା ଘଟଗାଁ ଦେଇ ଯାଇଥିବା ୨୦ ନମ୍ୱର ଜାତୀୟ ରାଜପଥ ଅତିକ୍ରମ କରୁଥିଲେ। ଏହି ସମୟରେ ‘ଐରାବତ’ ନାମକ ଏକ...
ମୁମ୍ବାଇ: ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ୍ ବିକ୍ରମ ରାଠୋର ଭାରତୀୟ କ୍ରିକେଟ୍ ଟିମର ନୂଆ ବ୍ୟାଟିଂ କୋଚ୍ ହେବେ। ସେ ସଞ୍ଜୟ ବାଙ୍ଗରଙ୍କ ସ୍ଥାନ ନେବେ। ତେବେ ଭରତ ଅରୁଣ ଓ ଆର୍ ଶ୍ରୀଧର ଯଥାକ୍ରମେ ବୋଲିଂ ଓ ଫିଲ୍ଡିଂ କୋଚ୍ ଭାବେ ସ୍ଥାନ ବଜାୟ ରଖିବେ। ଏମଏସକେ ପ୍ରସାଦଙ୍କ...
ନର୍ଥ ସାଉଣ୍ଡ୍: ଭାରତ ଓ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍। ଦୁଇମ୍ୟାଚ୍ ବିଶିଷ୍ଟ ଏହି ସିରିଜର ପ୍ରଥମ ଟେଷ୍ଟ ମ୍ୟାଚରେ ୱେଷ୍ଟଇଣ୍ଡିଜ୍ କ୍ୟାପ୍ଟେନ୍ ଜେସନ୍ ହୋଲ୍ଡର୍ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ତେବେ ଆମନ୍ତ୍ରଣ ପାଇ ପ୍ରଥମେ...
ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ଟିମ୍ କ୍ୟାପଟେନ୍ ବିରାଟ୍ କୋହଲି ବର୍ତ୍ତମାନ ସମୟର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍। ନିଜ କ୍ୟାରିୟରରେ ସେ ବ୍ୟାଟିଂର ଅନେକ କୀର୍ତ୍ତିମାନ ଭାଙ୍ଗି ସାରିଲେଣି, ଏବଂ ଆଗକୁ ଆହୁରି ରେକର୍ଡ ମଧ୍ୟ କରିବେ। ସାରା ବିଶ୍ୱରେ ତାଙ୍କ ନିରନ୍ତର ପ୍ରଦର୍ଶନକୁ ଖୁବ୍ ପ୍ରଶଂସା କରାଯାଉଛି। ଟିମ୍ ଇଣ୍ଡିଆର...
ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀର ପାଇଁ ଏକାଠି ହୋଇଛନ୍ତି ପ୍ରାୟ ଅଧିକାଂଶ ବିରୋଧୀ ଦଳ। ଜମ୍ମୁ-କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ପରେ ଏକାଧିକ ରାଜନେତାଙ୍କୁ କେନ୍ଦ୍ର ସରକାର ଗୃହବନ୍ଦୀ କରି ରଖିଛନ୍ତି। ଏହାର ପ୍ରତିବାଦରେ ଆଜି କଂଗ୍ରେସ ନେତୃତ୍ୱରେ ଏକାଧିକ ବିରୋଧୀଦଳର ନେତାମାନେ ଦିଲ୍ଲୀର ଯନ୍ତରମନ୍ତରଠାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏହି...
ନୂଆଦିଲ୍ଲୀ: ଆଇଏନ୍ଏକ୍ସ ମିଡିଆ ମାମଲାର ଅଭିଯୁକ୍ତ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି ଚିଦାମ୍ବରମ୍ଙ୍କୁ ସିବିଆଇ ସ୍ୱତନ୍ତ୍ର କୋର୍ଟରୁ ଜୋରଦାର ଝଟ୍କା ଲାଗିଛି। ସିବିଆଇ ତାଙ୍କୁ ୪ ଦିନ ପାଇଁ ଅର୍ଥାତ୍ ଅଗଷ୍ଟ ୨୬ ତାରିଖ ଯାଏ ରିମାଣ୍ଡରେ ନେବ ବୋଲି କରିଥିବା ଆବେଦନକୁ କୋର୍ଟ ଗ୍ରହଣ କରିନେଇଛନ୍ତି। ଏହି...
ମୁମ୍ବାଇ: ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକ୍ରେ ଆଜି ମୁମ୍ବାଇଠାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ନିକଟରେ ହାଜର ହୋଇଛନ୍ତି। ଆଇଏଲ୍ ଆଣ୍ଡ୍ ଏଫ୍ଏସ୍ ସହିତ ଜଡ଼ିତ ଏକ ମାମଲାରେ ତାଙ୍କୁ ହାଜର ହେବାକୁ ପଡ଼ିଛି। ଅଭିଯୋଗ ଅନୁଯାୟୀ କୋହିନୂର ସିଟିଏନ୍ଏଲ୍ ନାମକ ଏକ କନ୍ଷ୍ଟ୍ରକସନ୍ କମ୍ପାନୀ ଉପରୋକ୍ତ...
ନୂଆଦିଲ୍ଲୀ: ଆଜି ସିବିଆଇର ସ୍ୱତନ୍ତ୍ର କୋର୍ଟ ଶୁଣାଣିରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପି ଚିଦାମ୍ବରମ୍ କହିଛନ୍ତି ସିବିଆଇ ତାଙ୍କୁ ପଚରାଯାଇଥିବା ସବୁ ପ୍ରଶ୍ନର ଉତ୍ତର ସେ ଦେଇଛନ୍ତି। ବୁଧବାର ଗିରଫ ହେବାପରେ ୩ ଘଣ୍ଟା ସିବିଆଇ ଜେରାର ସାମ୍ନା କରିଥିବା ଚିଦାମ୍ବରମ୍ଙ୍କୁ ଆଜି ନୂଆଦିଲ୍ଲୀର...
କଟକ: ଅନେକ ଫିଲ୍ମରେ ଆପଣ ଦେଖିବାକୁ ପାଇଥିବେ ଯେ ପ୍ରେମିକା ମୋହରେ ଫିଲ୍ମର ଭିଲେନ୍ ପୁଲିସ୍ ହାତରେ ଧରାପଡ଼ିଯାଏ କିମ୍ବା ପୁଲିସ୍ରେ ସରେଣ୍ଡର୍ କରିଯାଏ। ଆଜି ଯେଉଁ ଖବର ଆମେ ଆପଣଙ୍କୁ କହିବୁ, ଏହି ଖବର ବି କେଉଁ ସିନେମାଠାରୁ କମ୍ ନୁହେଁ। ପ୍ରେମିକାକୁ ଦେଖା କରିବାକୁ ଆସି...
ଭୁବନେଶ୍ୱର: ହାଇକୋର୍ଟଙ୍କ ଆଦେଶ ଅବମାନନା କରି ସରକାରୀ ଚାକିରିରୁ ନିଲମ୍ବିତ ହୋଇଥିବା ଝାରସୁଗୁଡ଼ା ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ରାଜ୍ୟ ସରକାର ଆଜି ବରଗଡ଼ର ଜିଲ୍ଲାପାଳ ଭାବେ ଅବସ୍ଥାପିତ କରିଛନ୍ତି। ହାଇକୋର୍ଟରେ ସେ ନିଃସର୍ତ୍ତ କ୍ଷମାପ୍ରାର୍ଥନା କରିବା ପରେ ହାଇକୋର୍ଟଙ୍କ ପରାମର୍ଶରେ ରାଜ୍ୟ ସରକାର ଶ୍ରୀ ପ୍ରଧାନଙ୍କ ଉପରୁ ନିଲମ୍ବନ...
ଭୁବନେଶ୍ୱର: ନକ୍ସଲ କାର୍ଯ୍ୟକଳାପ ନିୟନ୍ତ୍ରଣନ କରିବା କ୍ଷେତ୍ରରେ ଓଡ଼ିଶାକୁ ଉଲ୍ଲେଖନୀୟ ସଫଳତା ମିଳିଛି ଓ ରାଜ୍ୟର ମାତ୍ର ୫ଟି ଜିଲ୍ଲା ଏବେ ନକ୍ସଲ ପ୍ରଭାବିତ ବୋଲି ମୁଖ୍ୟ ସଚିବ ଅସିତ୍ କୁମାର ତ୍ରିପାଠୀ କହିଛନ୍ତି। ଏବେ କେବଳ କୋରାପୁଟ, ମାଲକାନଗିରି, କଳାହାଣ୍ଡି, ନୂଆପଡ଼ା ଓ କନ୍ଧମାଳ ଜିଲ୍ଲାରେ ନକ୍ସଲଙ୍କ...
ଭୁବନେଶ୍ୱର: ରାଜ୍ୟ ସରକାର ପୁଣି ଥରେ ଚଳିତବର୍ଷ ଛାତ୍ର ସଂସଦ ନିର୍ବାଚନ ବାତିଲ କରିଛନ୍ତି। ଆଜି ଏନେଇ ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି, ସରକାରୀ କଲେଜ ପ୍ରିନ୍ସିପାଲ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜର ପ୍ରିନ୍ସିପାଲମାନଙ୍କୁ ରାଜ୍ୟ ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର ଚିଠି ଲେଖି ଅବଗତ କରିଛନ୍ତି। ଶ୍ରୀ ମିଶ୍ର...
ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିମଲ ପ୍ରସାଦ ଦାସଙ୍କୁ ରାଜ୍ୟ ମାନବାଧିକାର କମିଶନ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଦୀର୍ଘ ପ୍ରାୟ ୭ବର୍ଷ ଧରି ମାନବାଧିକାର କମିଶନରେ କାହାରିକୁ ସ୍ଥାୟୀ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳି ନଥିଲା। ନୂଆ ନିଯୁକ୍ତି ନେଇ ବିଧିବଦ୍ଧ ବିଜ୍ଞପ୍ତି ଆଜି...
ସମ୍ୱଲପୁର (ସଞ୍ଜୟ ଜେନା): ବୁର୍ଲା ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ(VSSUT) ହଷ୍ଟେଲ୍ରେ ଛାତ୍ରଙ୍କୁ ରାଗିଂ କରାଯାଉଥିବା ଅଭିଯୋଗ ହୋଇଛି। ଏନେଇ ଦୁଇଟି ଭିଡିଓ ସାମ୍ନାକୁ ଆସିବା ପରେ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାଏକ ଏହାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହି ଦୁଇଟି ଭିଡିଓ ମଧ୍ୟରୁ ଗୋଟିକରେ...
ଭୁବନେଶ୍ୱର: ସମୟ ବଦଳିବା ସହ ପଲଟି ଯାଇଛି ରାଜନୀତିର ପଶାପାଲି। ଚିଦାମ୍ବରମ କେନ୍ଦ୍ର ଗୃହମନ୍ତ୍ରୀ ଥିବା ବେଳେ ସିବିଆଇ ଦ୍ୱାରା ଗିରଫ ହୋଇଥିଲେ ବର୍ତ୍ତମାନର ଗୃହମନ୍ତ୍ରୀ ଅମିତା ଶାହା। ଆଉ ପ୍ରାୟ ଦଶନ୍ଧି ପରେ ଘଟଣାଚକ୍ର ପୂରା ଓଲଟି ଯାଇଛି। ୨୦୧୦ ଜୁଲାଇ ୨୫, ତାରିଖରେ ପ୍ରେସମିଟ୍ କରୁଥିବା...
ଇସଲାମାବାଦ୍: ଆତଙ୍କୀ ସଂଗଠନ ବିରୋଧରେ ପଦକ୍ଷେପ ନେଉଛି ବୋଲି କହି ଆମେରିକାର ପ୍ରଶଂସା ସାଉଁଟିବାର ଅଳ୍ପଦିନ ପରେ ପାକିସ୍ତାନର ଅସଲ ଚିତ୍ର ସାମ୍ନାକୁ ଆସିଛି। ଅନ୍ତର୍ଜାତୀୟ ଚାପ ପରେ ଆତଙ୍କୀ ସଂଗଠନ ଜୈଶ-ଇ-ମହମ୍ମଦ ଉପରେ ଗତ ଏପ୍ରିଲ ମାସରେ ପାକିସ୍ତାନ କାର୍ଯ୍ୟାନୁଷ୍ଠାନ ନେଇଥିଲା। କିନ୍ତୁ ବର୍ତ୍ତମାନ କାଶ୍ମୀର ପ୍ରସଙ୍ଗରେ...