ଭୁବନେଶ୍ୱର: ଗତକାଲି ସାଙ୍କେତିକ ଭାବେ ହୀରାକୁଦ ଡ୍ୟାମ୍ ଖୋଲାଯିବା ପରେ ଆଜି ବିଧିବଦ୍ଧ ଭାବେ ୧୬ ଟି ଗେଟ୍ ଖୋଲିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବାହ୍ନ ସାଢ଼େ ୧୧ଟାରେ ପ୍ରଥମେ ୨ଟି ଗେଟ୍ ଖୋଲାଯାଇଛି। ଏହାପରେ ପର୍ଯ୍ୟାୟକ୍ରମେ ଅପରାହ୍ନ ୨ଟା ସୁଦ୍ଧା ୧୬ଟି ଗେଟ୍ ଦେଇ ବନ୍ୟା...
ଖୋର୍ଦ୍ଧା (ବଳରାମ ଲେଙ୍କା) : କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ ଅନୀଲ କୁମାର ସାମଲ ଅସୁସ୍ଥ। ଖୋର୍ଦ୍ଧାରେ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ବେଳେ ହଠାତ୍ ଅସୁସ୍ଥ ହୋଇପଡ଼ିଛନ୍ତି RDC । ଖୋର୍ଦ୍ଧା ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ କାର୍ଯ୍ୟକ୍ରମ ମହା ସମାରୋହରେ ପାଳନ କରାଯାଉଥିଲା।ଏହି ଅବସରରେ ଆରଡିସି ଅନୀଲ କୁମାର...
ପୋର୍ଟ ଅଫ୍ ସ୍ପେନ୍: ଅଧିନାୟକ ବିରାଟ୍ କୋହଲିଙ୍କ ରେକର୍ଡ ୪୩ତମ ଶତକ ବଳରେ ଟିମ୍ ଇଣ୍ଡିଆ ୱେଷ୍ଟଇଣ୍ଡିଜକୁ ତୃତୀୟ ଦିନିକିଆରେ ୬ ୱିକେଟ୍ରେ ପରାସ୍ତ କରିଛି। ଏହି ମ୍ୟାଚ୍ ସହ ଦିନିକିଆ ସିରିଜ୍କୁ ଟିମ୍ ଇଣ୍ଡିଆ ୨-୦ରେ କବ୍ଜା କରିଛି। ଦମ୍ଦାର ଶତକ ପାଇଁ ବିରାଟ୍ ମ୍ୟାନ୍ ଅଫ୍ଦି...
ଭୁବନେଶ୍ୱର: ଏଣିକି ଲୋକଙ୍କ ସହ ସିଧାସଳଖ କଥା ହେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଫୋନ୍ ମାଧ୍ୟମରେ ସିଧା କଥା ହୋଇ ଲୋକଙ୍କ ସମସ୍ୟା ବୁଝିବେ। ଆଜି ସ୍ୱାଧୀନତା ଦିବସ ସମାରୋହରେ ଏହା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ...
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ସେ ସ୍ୱାଧୀନତା ସଂଗ୍ରାମୀଙ୍କ ସ୍ମୃତିଚାରଣ କରିଛନ୍ତି। ଦେଶ ପାଇଁ ସେମାନଙ୍କ ତ୍ୟାଗ, ବଳିଦାନକୁ ମନେ ପକାଇଛନ୍ତି। ଏଥିସହ ରାଜ୍ୟବାସୀଙ୍କୁ ଉଦ୍ବୋଧନ ଦେଇ କହିଛନ୍ତି,“...
କଟକ: ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଲଗାଣ ବର୍ଷା ହେବା ପରେ ସବୁ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ମହାନଦୀର ଉପନଦୀରେ ଆସିଥିବା ବନ୍ୟାଜଳ ଏବେ ମହାନଦୀରେ ପ୍ରବାହିତ ହେଉଛି। ଗତ ରାତି ୧୨ଟାରୁ ବନ୍ୟାଜଳ ମୁଣ୍ଡଳି ଅତିକ୍ରମ କରୁଛି। ଏହା ମଧ୍ୟମ ଧରଣର ବନ୍ୟା ସୃଷ୍ଚି କରିପାରେ...
ସମ୍ବଲପୁର (ସଞ୍ଜୟ ଜେନା): ଆଜି ଖୋଲାଯିବ ହୀରାକୁଦ ଡ୍ୟାମ୍ର ୧୬ଟି ଗେଟ୍ । ମହାନଦୀର ଜଳସ୍ତର କ୍ରମାଗତ ଭାବେ ବଢ଼ୁଥିବାରୁ ପୂର୍ବାହ୍ନ ୧୧ଟା ୩୦ ପରେ ଗେଟ୍ ଖୋଲିବା ଆରମ୍ଭ ହେବ ବୋଲି ଜଣାଇଛନ୍ତି ଡ୍ୟାମ୍ କର୍ତ୍ତୃପକ୍ଷ। ଏଥିଯୋଗୁ ମହାନଦୀ ତଳ ମୁଣ୍ଡରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ...
ପୁରୀ: ୭୩ତମ ସ୍ୱାଧିନତା ଦିବସ ଅବସରରେ ପୁରୀ ବେଳାଭୂମିରେ ବାଲୁକା କଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି ବାଲୁକା ଶିଳ୍ପୀ ମାନସ ସାହୁ। କେବଳ ସ୍ଵାଧୀନତା ଦିବସ ନୁହେଁ ମାନସ ତାଙ୍କବାଲୁକା କଳାରେ ରାକ୍ଷୀପୂର୍ଣ୍ଣିମାର ବି ଶୁଭେଚ୍ଛା ଜଣାଇଛନ୍ତି। ୧୫ଫୁଟ ଓସାରର ଏହି ତ୍ରିରଙ୍ଗା ମାଧ୍ୟମରେ ସେ ଭାଇଚାରା ଓ...
ଭୁବନେଶ୍ୱର: ୭୩ ତମ ସ୍ୱାଧୀନତା ଦିବସ ପାଳନ ପୂର୍ବରୁ ରଙ୍ଗୀନ ଆଲୋକମାଳାରେ ଝଲସିଲା ରାଜଧାନୀ। ଭୁବନେଶ୍ୱର ଆଜି ରାଜଧାନୀର ପ୍ରମୁଖ ସରକାରୀ କାର୍ଯ୍ୟାଳୟ ଓ ଅନ୍ୟ ପ୍ରତିଷ୍ଠାନଗୁଡ଼ିକୁ ସୁନ୍ଦର ଆଲୋକମାଳାରେ ସଜା ଯାଇଛି। ବିଶେଷକରି ବିଧାନସଭା ସୌଧ, ସଚିବାଳୟ, ଜୟଦେବ ଭବନ ଏବଂ କମିଶନରେଟ୍ ପୁଲିସ ଭବନ ଭଳି...
ଭୁବନେଶ୍ୱର: ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହ ପାଳନ କରିବା ନିମନ୍ତେ ଭୁବନେଶ୍ୱରରେ ବ୍ୟାପକ ଆୟୋଜନ କରାଯାଇଛି। ଚଳିତବର୍ଷ ପ୍ରଥମ ଥର ପାଇଁ ମହାତ୍ମା ଗାନ୍ଧି ମାର୍ଗ ପରିବର୍ତ୍ତେ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବର ଆୟୋଜନ କରାଯାଇଛି। ଏଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିବାଦନ ଗ୍ରହଣ କରିବେ...
ନୂଆଦିଲ୍ଲୀ: ଆଜି ୭୩ତମ ସ୍ୱାଧୀନତା ଦିବସ ପାଳୁଛି ସାରାଦେଶ। କାଶ୍ମୀର ଠାରୁ କନ୍ୟାକୁମାରୀ ସବୁଠି ସଗର୍ବେ ଉଡ଼ୁଛି ତ୍ରିରଙ୍ଗା। ଦିଲ୍ଲୀ ଲାଲ୍କିଲ୍ଲାରେ ଆଜି ପତାକା ଉତ୍ତୋଳନ ସହ ଦେଶବାସୀଙ୍କୁ ଉଦ୍ବୋଧନ ଦେଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆତଙ୍କବାଦୀ ଆକ୍ରମଣ ଆଶଙ୍କା ନେଇ ଗୁଇନ୍ଦା ରିପୋର୍ଟ ମିଳିବା ପରେ ଦିଲ୍ଲୀ,...
ମୋହନା : ଘରୋଇ କଳିର କରୁଣ ପରିଣତି ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକରେ। ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ହୋଇଥିବା କଳି ଶେଷରେ ଭୟାନକ ରୂପ ଧାରଣ କରିଛି। ଝଗଡ଼ାରେ ଅତିଷ୍ଠ ସ୍ୱାମୀ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି। ପରେ ନିଜେ ମଧ୍ୟ ଦଉଡ଼ି ଦେଇ...
ଶ୍ରୀହରିକୋଟା: ପୃଥିବୀ କକ୍ଷ ପରିତ୍ୟାଗ କରି ଚନ୍ଦ୍ର ମୁହାଁ ହେଲା ଇସ୍ରୋରର ଚନ୍ଦ୍ରଯାନ-୨। ଯୋଜନା ମୁତାବକ ଆଜି ଭୋର ୨ଟା ୨୧ ମିନିଟରେ ଇସ୍ରୋ ବୈଜ୍ଞାନିକମାନେ ଟ୍ରାନ୍ସ ଲୁନାର ଇଂଜେକସନ ପ୍ରକ୍ରିୟାକୁ ସଫଳତାର ସହ କାର୍ଯ୍ୟକାରୀ କରିବା ପରେ ଚନ୍ଦ୍ରଯାନ-୨ ପୃଥିବୀ କକ୍ଷପଥରୁ ବାହାରି ଚନ୍ଦ୍ର ମୁହାଁ ହୋଇଛି।...
ଭୁବନେଶ୍ୱର: ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଆଜି ରାଜ୍ୟ ସରକାର ଝାରସୁଗୁଡ଼ା ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ନିଲମ୍ବନ କରିଛନ୍ତି। ଏଥିସହିତ ଏଡିଏମ୍ ପ୍ରଦୀପ ସାହୁଙ୍କୁ ଝାରସୁଗୁଡ଼ାର ଜିଲ୍ଲାପାଳ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶନାମା ନ ଆସିବା ଯାଏ ସେ ଏହି ଦାୟିତ୍ୱ ତୁଲାଇବେ। ହାଇକୋର୍ଟଙ୍କ ୨୦୧୯ ମାର୍ଚ୍ଚ...