ନୂଆଦିଲ୍ଲୀ: ସ୍ୱାଧୀନତା ଦିବସ ପୂର୍ବରୁ ଝଲସିଲା ସଂସଦ ଭବନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦର ସ୍ଥାୟୀ ଆଲୋକ ବ୍ୟବସ୍ଥାର ଉଦ୍ଘାଟନ କରିଛନ୍ତି। ସଂସଦ ଭବନର ବାହାର ଭାଗକୁ ସୁନ୍ଦର ଆଲୋକରେ ସଜ୍ଜିତ କରାଯାଇଛି। ଏହି ଉଦ୍ଘାଟନୀ ସମାରୋହରେ ଲୋକସଭା ବାଚସ୍ପତି, ରାଜ୍ୟସଭାର ଉପସଭାପତି, କ୍ୟାବିନେଟ ମନ୍ତ୍ରୀ ଓ ସାଂସଦ...
ସମ୍ବଲପୁର: ଆଜି ହୀରାକୁଦ ଡ୍ୟାମରୁ ନିଷ୍କାସନ ହେବ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି। ଡାକବାଜି ଯନ୍ତ୍ର ଯୋଗେ ବନ୍ୟା ଜଳ ନିଷ୍କାସନ ନେଇ ସୂଚନା ଦିଆଯାଇଛି। ସେହି ସମୟ ମଧ୍ୟରେ ମହାନଦୀ ମଧ୍ୟକୁ ନଯିବାକୁ ଓ ଗୃହ ପାଳିତ ପଶୁଙ୍କୁ...
ଭୁବନେଶ୍ୱର: ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆସୁଥିବାର ସତର୍କ ସୂଚନା ମିଳିଛି। ତଳମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ମହାନଦୀ ଓ ଏହାର ଶାଖା ନଦୀରେ ବନ୍ୟା ଆଶଙ୍କା ଦେଖାଦେଇଛି। ଆସନ୍ତାକାଲି ସକାଳ ୬ଟାରୁ ୧୦ଟା ଭିତରେ ମୁଣ୍ଡୁଳିଠାରେ ୧୧.୫ ଲକ୍ଷ କ୍ୟୁସେକ୍ ବନ୍ୟାଜଳ ପ୍ରବାହିତ ହେବାର ସମ୍ଭାବନା ରହିଛି...
ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ନିଲମ୍ବନ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ଉଲଂଘନ ଅଭିଯୋଗର ଶୁଣାଣି କରି ମୁଖ୍ୟ ବିଚାରପତି ଜଷ୍ଟିସ୍ କେ.ଏସ୍. ଜାଭେରୀ ଓ ଜଷ୍ଟିସ୍ କେ. ଆର. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏଭଳି ନିର୍ଦ୍ଦେଶ ଦେଇଛନ୍ତି। କେ. ବୀଣା ପଟ୍ଟନାୟକଙ୍କ...
ନୂଆଦିଲ୍ଲୀ: ଉନ୍ନାଓ ନାବାଳିକା ଦୁଷ୍କର୍ମ ମାମଲାର ଅଭିଯୁକ୍ତ ଉତ୍ତରପ୍ରଦେଶର ବହିଷ୍କୃତ ବିଜେପି ବିଧାୟକ କୁଲଦୀପ ସେନ୍ଗାରଙ୍କ ନାମରେ ପୀଡ଼ିତାଙ୍କ ବାପାଙ୍କୁ ହତ୍ୟା କରିଥିବାର ଚାର୍ଜ ଲାଗିଛି। ଦିଲ୍ଲୀର ଏକ କୋର୍ଟ ତାଙ୍କ ନାମରେ ଏବଂ ତାଙ୍କ ଭାଇ ତଥା ଏହି ମାମଲାର ସହ ଅଭିଯୁକ୍ତ ଅତୁଲ ସେନ୍ଗାରଙ୍କ ବିରୋଧରେ...
କୋଲକାତା: କଂଗ୍ରେସ ସାଂସଦ ଶଶି ଥରୁର ଗତ ବର୍ଷ ‘ହିନ୍ଦୁ ପାକିସ୍ତାନ’ ବାବଦରେ ଦେଇଥିବା ମନ୍ତବ୍ୟ ପାଇଁ କୋଲକାତାର ଏକ କୋର୍ଟ ତାଙ୍କ ନାମରେ ଗିରଫ ପରୱାନା ଜାରି କରିଛନ୍ତି। ସୁମିତ ଚୌଧୁରୀ ନାମକ ଜଣେ ଓକିଲଙ୍କ ଆବେଦନ କ୍ରମେ ଏହି କଂଗ୍ରେସ ନେତାଙ୍କ ଉଦ୍ଦେଶ୍ୟରେ ଗିରଫ ପରୱାନା...
ଲକ୍ଷ୍ନୌ: ଜମ୍ମୁ-କଶ୍ମୀରକୁ ସ୍ୱତନ୍ତ୍ର ସୁବିଧା ଯୋଗାଇଆସୁଥିବା ସମ୍ବିଧାନର ଧାରା ୩୭୦ ଉଚ୍ଛେଦ ହେବାର ୮ ଦିନ ପରେ ମୁହଁ ଖୋଲିଛନ୍ତି କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧିଙ୍କ ଝିଅ ପ୍ରିୟଙ୍କା ଗାନ୍ଧି ଭଦ୍ରା। ସେ କହିଛନ୍ତି ଯେଉଁଭଳି ଭାବେ ଏହା ଉଚ୍ଛେଦ ହେଲା ତାହା ‘ଅସାମ୍ବିଧାନିକ’। ଉତ୍ତରପ୍ରଦେଶର ସୋନ୍ଭଦ୍ରା ଗୁଳିକାଣ୍ଡରେ...
ଜୟପୁର: ରାଜ୍ୟସଭା ପାଇଁ ଆଜି ରାଜସ୍ଥାନରୁ ନାମାଙ୍କନ ଦାଖଲ କରିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ। ଆଜି ଏଥିପାଇଁ ଶ୍ରୀ ସିଂହ ସକାଳ ୧୦ଟା ବେଳେ ଜୟପୁର ଏୟାରପୋର୍ଟରେ ପହଞ୍ଚିଥିଲେ। ଏହି ସମୟରେ ତାଙ୍କୁ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଅଶୋକ ଗେହଲଟ ସ୍ୱାଗତ କରିଥିଲେ।...
ୱାଶିଂଟନ୍: ଜମ୍ମୁ-କାଶ୍ମୀରରେ ମାନବିକ ଅଧିକାର ବାବଦରେ ଆମେରିକାର ରାଷ୍ଟ୍ର ସଚିବ ମାଇକ୍ ପମ୍ପିଓଙ୍କୁ ଚିଠି ଲେଖିବା ପରେ କ୍ଷମା ମାଗିଛନ୍ତି ଜଣେ ଆମେରିକୀୟ ସାଂସଦ। ସେ ଏପରି କରିବା ପୂର୍ବରୁ ଭାରତୀୟ ବଂଶୋଦ୍ଭବ ଆମେରିକୀୟ ନାଗରିକମାନଙ୍କ ସହ ପରାମର୍ଶ କରିନଥିବାରୁ କ୍ଷମା ମାଗିଥିବା କହିଛନ୍ତି। ଜମ୍ମୁ-କାଶ୍ମୀର ପାଇଁ ସ୍ୱତନ୍ତ୍ର...
ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ପରେ ଲାଗୁ ହୋଇଥିବା କଟକଣାକୁ ଉଠାଇବା ପାଇଁ ସୁପ୍ରିମକୋର୍ଟରେ ଏକାଧିକ ଆବେଦନ ଆଗତ ହୋଇଥିଲା। ଆଜି ସୁପ୍ରିମକୋର୍ଟ ଏହାର ଶୁଣାଣି କରିଥିଲେ ହେଁ କଟକଣା ଉଚ୍ଛେଦ ସମ୍ପର୍କରେ କୌଣସି ରୁଲିଂ ଦେଇ ନାହାନ୍ତି। ଜମ୍ମୁ-କଶ୍ମୀରରେ ସ୍ୱାଭାବିକ ସ୍ଥିତି ଫେରିବା ଯାଏ ସମସ୍ତେ...
ନୂଆଦିଲ୍ଲୀ: ନିଜ ବିଚାରରେ ଖୁବ୍ ଦୃଢ଼ ଥିଲେ ସୁଷମା ସ୍ୱରାଜ। ତାଙ୍କ ଭାଷଣ ଯେଭଳି ପ୍ରେରଣାଦାୟୀ ଥିଲା ସେଭଳି ପ୍ରଭାବୀ ମଧ୍ୟ ଥିଲା। ପୂର୍ବତନ ବୈଦେଶିକ ମନ୍ତ୍ରୀ ଦିବଙ୍ଗତ ସୁଷମା ସ୍ୱରାଜଙ୍କ ସ୍ମୃତିଚାରଣ କରି ଏହା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ସୁଷମାଙ୍କ...