ନୂଆଦିଲ୍ଲୀ: ଦୀର୍ଘ ବର୍ଷ ଧରି ନା ନା କରିଆସୁଥିବା ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଶେଷରେ ନ୍ୟାଶନାଲ୍ ଆଣ୍ଟି ଡୋପିଙ୍ଗ୍ ଏଜେନ୍ସି (ନାଡା) ଅଧୀନରେ ଆସିବାକୁ ପ୍ରସ୍ତୁତ ହୋଇଛି। କ୍ରୀଡ଼ା ସଚିବ ରାଧେଶ୍ୟାମ ଝୁଲାନିୟା ଶୁକ୍ରବାର ଏହି ସୂଚନା ଦେଇଛନ୍ତି। ଫଳରେ ବିଶ୍ୱର ସବୁଠାରୁ ଧନୀ କ୍ରିକେଟ୍...
ନୂଆଦିଲ୍ଲୀ: ବିଶ୍ୱକପ୍ ପରେ ଲଗାତାର ଚର୍ଚ୍ଚା ହେଉଛି ଯେ, ଟିମ୍ ଇଣ୍ଡିଆରେ ଏବେ କିଛି ବି ଠିକଠାକ୍ ଚାଲିନାହିଁ। ଟିମର କ୍ୟାପଟେନ୍ ବିରାଟ୍ କୋହଲି ଓ ଭାଇସ୍ କ୍ୟାପଟେନ୍ ରୋହିତ୍ ଶର୍ମା ମଧ୍ୟରେ ମତଭେଦ ଅଛି, ଯେଉଁକାରଣରୁ ଟିମ୍ ବିଭାଜନ ହୋଇଛି। ତେବେ ୱେଷ୍ଟଇଣ୍ଡିଜ୍ ଗସ୍ତ କରିବା ପୂର୍ବରୁ...
ନୂଆଦିଲ୍ଲୀ: ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଆଜି ମଧ୍ୟାହ୍ଣରେ ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି। ଏଥିପାଇଁ ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଛି। ସେ କାର୍ଡିୟୋଲଜି ବିଭାଗରେ ଚିକିତ୍ସିତ ହେଉଛନ୍ତି। ତାଙ୍କୁ ଏଣ୍ଡୋକ୍ରିନୋଲଜି, ନେଫ୍ରୋଲଜି ଓ କାର୍ଡିୟୋଲୋଜି ବିଭାଗର ଏକ ମିଳିତ ଟିମ୍...
ନୂଆଦିଲ୍ଲୀ: ଜମ୍ମୁରେ ଅଗଷ୍ଟ ୫ରୁ ଜାରି ହୋଇଥିବା ୧୪୪ ଧାରା ଆଜି ପ୍ରତ୍ୟାହାର କରାଯାଇଛି। ଏନେଇ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ଆସନ୍ତାକାଲି ଠାରୁ ଜମ୍ମୁରେ ସମସ୍ତ ସ୍କୁଲ ଓ କଲେଜ ଖୋଲିବାକୁ ମଧ୍ୟ କୁହାଯାଇଛି। ହେଲେ ଇଣ୍ଟରନେଟ୍ ସେବା ପୂର୍ବ ଭଳି ବନ୍ଦ...
ପୁରୀ: ଚିଲିକା ରାଜହଂସ ନିକଟରେ ଅଟକିଛି ବିଶାଳ ମାଲବାହୀ ଜାହାଜ। ଗତକାଲିଠୁ ଚିଲିକା କୂଳରେ ଏହି ବିଶାଳ ଜାହାଜଟିକୁ ଦେଖିବାକୁ ମିଳିଛି। ଜାହଜଟି ମାଲେସିଆରୁ ବାଲାଂଦେଶ ଅଭିମୁଖେ ଯାଉଥିଲା ତେବେ ଅତ୍ୟଧିକ ଝଡ଼ ପବନ ଯୋଗୁ ଏହା ଆଗକୁ ଯାଇ ନପାରି ଗୋପାଳପୁର ନିକଟରୁ ଚିଲିକା କୂଳ ଆଡ଼କୁ...
ବଲାଙ୍ଗିର (ମନୋରଞ୍ଜନ ଯୋଷୀ): ବେଧଡ଼କ୍ ଚାଲିଛି ପାଇଖାନା ହରିଲୁଟ୍। ପାଇଖାନା ନିର୍ମାଣ ନକରି କାଗଜକଲମରେ ଟଙ୍କା ଉଠାଇ ନିଆଯାଉଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ହିତାଧିକାରୀ ଏ ସମ୍ପର୍କରେ କିଛି ବି ଜାଣିପାରୁ ନାହାନ୍ତି। ଏପରି ଅଭିଯୋଗ ବଲାଙ୍ଗିର ଜିଲ୍ଲାରୁ ଆସିଛି। ତଥ୍ୟ ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା...
ନୂଆଦିଲ୍ଲୀ: ଜମ୍ମୁକଶ୍ମୀର ପୁନର୍ଗଠନ ବିଲ୍, ୨୦୧୯ ସଂସଦରେ ପାରିତ ହେବାପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁକ୍ରବାର ଏହାକୁ ଅନୁମୋଦନ କରିଛନ୍ତି। ଏଥିସହ ଏହି ବିଲ୍ ଏବେ ଆଇନରେ ପରିଣତ ହୋଇଛି। ଏହି ବିଲ୍ ଜମ୍ମୁକଶ୍ମୀର ରାଜ୍ୟକୁ ୨ଟି କେନ୍ଦ୍ର ଶାସିତ ଅଞ୍ଚଳରେ ବିଭକ୍ତ କରିଛି। ତେବେ ନୂତନ କେନ୍ଦ୍ରଶାସିତ...
ନୂଆଦିଲ୍ଲୀ: କଂଗ୍ରେସର ରାଜ୍ୟସଭା ଚିଫ୍ ହ୍ୱିପ୍ ତଥା ସାଂସଦ ଥିବା ଭୁବନେଶ୍ୱର କଲିତା ଆଜି ବିଜେପିରେ ମିଶିଛନ୍ତି। ଜମ୍ମୁ-କଶ୍ମୀର ପ୍ରସଙ୍ଗରେ କଂଗ୍ରେସର ଆଭିମୁଖ୍ୟକୁ ବିରୋଧ କରି ଭୁବନେଶ୍ୱର ରାଜ୍ୟସଭା ଓ କଂଗ୍ରେସରୁ ଇସ୍ତଫା ଦେଇଥିଲେ। ଆଜି ବରିଷ୍ଠ ବିଜେପି ନେତା ତଥା କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲଙ୍କ ଉପସ୍ଥିତିରେ ସେ...
ଭୁବନେଶ୍ୱର: ପଞ୍ଚମପାଳି ସରକାର ଗଠନ ପରେ ମନ୍ତ୍ରୀ ପଦ ଆଶାୟୀ ଥିବା ପ୍ରାୟ ୧୨ଜଣ ଦଳୀୟ ବିଧାୟକଙ୍କୁ ଆଜି ବିଜେଡି ନେତୃତ୍ୱ ବିଭିନ୍ନ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ପଦରେ ଥଇଥାନ କରିଛନ୍ତି। ନୂଆ ସରକାରରେ ମନ୍ତ୍ରୀ ପଦ ପାଇବାରୁ ବଞ୍ଚିତ ଥିବା ଏହି ବିଧାୟକମାନଙ୍କୁ ଯୋଜନା କମିଟିରେ...
ପୁରୀ: ତାଜ୍ମହଲର ଇତିହାସକୁ ନେଇ ପ୍ରଶ୍ନ ଉଠାଇଛନ୍ତି ପୁରୀ ଗୋବର୍ଦ୍ଧନ ପୀଠର ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ। ତାଜମହଲର ପ୍ରକୃତ ନାଁ ‘ତେଜ ମହାଲୟା’। ଏହା ଏକ ଶୈବ ପୀଠ ଥିଲା ବୋଲି କହିଛନ୍ତି ଶଙ୍କରାଚାର୍ଯ୍ୟ। ସେହିପରି କୋହିନୂର ହୀରା ସମ୍ପର୍କରେ ଶଙ୍କରାଚାର୍ଯ୍ୟ କହିଛନ୍ତି, ରାଜା ରଣଜିତ ସିଂହ...
ନୂଆଦିଲ୍ଲୀ: ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟ୍ଲୀ ଆଜି ମଧ୍ୟାହ୍ଣରେ ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି। ଏଥିପାଇଁ ତାଙ୍କ ଏମ୍ସରେ ଭର୍ତ୍ତି କରାଯାଇଛି। ସେ କାର୍ଡିୟୋଲଜି ବିଭାଗରେ ଚିକିତ୍ସିତ ହେଉଛନ୍ତି। ତାଙ୍କୁ ଏଣ୍ଡୋକ୍ରିନୋଲଜି, ନେଫ୍ରୋଲଜି ଓ କାର୍ଡିୟୋଲୋଜି ବିଭାଗର ଏକ ମିଳିତ ଟିମ୍ ଚିକିତ୍ସା...
ଭୁବନେଶ୍ୱର: ବିଜୁଳି ଶୁଳ୍କ କମାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖା ଅଭିଯାନ ଆରମ୍ଭ ହୋଇଛି। ସାମାଜିକ ନ୍ୟାୟ ଅଭିଯାନ ପକ୍ଷରୁ ଆଜିଠାରୁ ଭୁବନେଶ୍ୱରରେ ଆରମ୍ଭ ହୋଇଛି ଏହି ଅଭିଯାନ। ଏଥିରେ ସଦସ୍ୟ ତଥା ସାଧାରଣ ଲୋକେ ଏକ ପୋଷ୍ଟକାର୍ଡରେ ବିଜୁଳି ଦର କମାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ...
ଭୁବନେଶ୍ୱର : ବେଆଇନ ନିର୍ମାଣକୁ ଆଇନ ସମ୍ମତ କରିବା ଲାଗି ସରକାର ସର୍ବକ୍ଷମା ଯୋଜନା ପ୍ରଣୟନ କରିଥିଲେ। ହେଲେ ଏହି ଯୋଜନାକୁ ଲୋକେ ଏବଂ ବେଆଇନ ନିର୍ମାଣକାରୀ ଗ୍ରହଣ କରୁନାହାନ୍ତି। ଯାହାକୁ ଲକ୍ଷ୍ୟ କରି ସରକାର ଥରକୁ ଥର ଯୋଜନାର ଅବଧି ବଢ଼ାଇବା ସହ ଜୋରିମାନା ରାଶି ହ୍ରାସ...
ଯାଜପୁର: ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା ଦେଲେ ପ୍ରେମିକ। ଯୁବତୀ ୬ ମାସର ଗର୍ଭବତୀ ହେବାପରେ ଯୁବକ ଜଣକ ଫେରାର ହୋଇଯାଇଛି। ଏଭଳି ଅଭିଯୋଗ ଆସିଛି ଯାଜପୁର ଜିଲ୍ଲା ପାଣିକୋଇଲି ଅଞ୍ଚଳରୁ। ଥାନା ଓ ଏସ୍ପିଙ୍କ ନିକଟରେ ଫେରାଦ ହେବା ପରେ ବି ନ୍ୟାୟ ନ ମିଳିବାରୁ କୋର୍ଟର...
ଭୁବନେଶ୍ୱର: ଅଗଷ୍ଟ ୧୫ ତାରିଖରେ ସାରା ରାଜ୍ୟରେ ସ୍ୱାଧୀନତା ଦିବସ ପାଳନ ହେବାକୁ ଯାଉଛି । ଏହି ଅବସରରେ ବିଭିନ୍ନ ସ୍ଥାନରେ ପରେଡ୍ ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବ। ସମସ୍ତ ଜିଲାରେ ମନ୍ତ୍ରୀମାନେ ପତାକା ଉତ୍ତୋଳନ କରିବା ସହ ପରେଡ୍ ଅଭିବାଦନ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ...