ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ଗୁରୁଣ୍ଡିଆ ବ୍ଲକ ମଧୁପୁର ବସ୍ତିରେ ନିଆଁରେ ପୋଡ଼ି ହୋଇ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କେଦାର ସିଂ। କେଦାର ସିଂହଙ୍କ ଘର ଝାରଖଣ୍ଡ ଅଞ୍ଚଳରେ। ସେ ଏଠାରେ ତାଙ୍କ ପତ୍ନୀଙ୍କ ସହ ରହୁଥିଲେ ଏବଂ କୋଇଡା ଅଞ୍ଚଳରେ କାମ କରୁଥିଲେ। ସୂଚନା ଅନୁସାରେ,...
ନୂଆଦିଲ୍ଲୀ: ଜମ୍ମୁ କଶ୍ମୀରରୁ ଧାରା ୩୭୦ର ଉଚ୍ଛେଦ ପ୍ରସଙ୍ଗରେ ଭାରତ ସରକାରଙ୍କ ପଦକ୍ଷେପ ଉପରେ ସତର୍କ ଦୃଷ୍ଟି ରଖିଛି ଆମେରିକା। ଜମ୍ମୁ-କାଶ୍ମୀରୁ ଧାରା ୩୭୦ ଉଚ୍ଛେଦକୁ ନେଇ କୌଣସି ଆପତ୍ତି ଉଠାଇନି ୟୁଏସ୍ଏ। ତେବେ ଜମ୍ମୁ-କଶ୍ମୀରରେ ସ୍ଥାନୀୟ ନେତାଙ୍କୁ ଗୃହବନ୍ଦୀ ପ୍ରସଙ୍ଗ ଉପରେ ଗୁରୁତ୍ୱାରୋପ କରିଛନ୍ତି ଆମେରିକା ବୈଦଶିକ...
ଭୁବନେଶ୍ୱର: ଆରମ୍ଭ ହେଲା ଶିଶୁ ଅଧିକାର ସମ୍ପର୍କିତ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରତିଯୋଗିତା କଲ୍ଲୋଳର ପଞ୍ଚମ ସଂସ୍କରଣ। ସାମାଜିକ ଅନୁଷ୍ଠାନ ଆଇନା ଓ ୟୁନିସେଫ୍ ଓଡ଼ିଶା ପକ୍ଷରୁ ଏହା ଆୟୋଜିତ ହୋଇଛି। ଚଳିତ ବର୍ଷର ଥିମ୍ ରହିଛି ସୁପୋଷଣ-ସୁସ୍ଥ ଜୀବନ ନିମନ୍ତେ ପ୍ରତ୍ୟେକ ଶିଶୁର ଅଧିକାର। ଥିମକୁ ନେଇ ୩୦,...
ଭୁବନେଶ୍ୱର: ଏସିଆନ୍ ରଗବୀ ସେଭେନ୍ସ ଟ୍ରଫି ପାଇଁ ଘୋଷିତ ଭାରତୀୟ ମହିଳା ଦଳରେ ସ୍ଥାନ ପାଇଲେ ୪ ଜଣ ଓଡ଼ିଆ ଖେଳାଳି। ମହିଳା ଦଳରେ ଓଡ଼ିଶାରୁ ଶୁଭଲକ୍ଷ୍ମୀ ବାରିକ୍, ସୁମିତ୍ରା ନାୟକ, ହୁପି ମାଝି ଏବଂ ମୀରାରାଣୀ ହେମ୍ବ୍ରମ ସ୍ଥାନ ପାଇଛନ୍ତି। ଆସନ୍ତା ୧୦ ଓ ୧୧ତାରିଖରେ ଇଣ୍ଡୋନେସିଆର...
କେପ୍ ଟାଉନ୍: ଟେଷ୍ଟ କ୍ରିକେଟରେ ଆଉ ଦେଖିବାକୁ ମିଳିବନି ଦକ୍ଷିଣ ଆଫ୍ରିକାର ସ୍ପିଡ୍ ଷ୍ଟାର୍ ଡେଲ୍ ଷ୍ଟେନଙ୍କ ସୁଇଂ ଓ ପେସ୍। କାରଣ ଦକ୍ଷିଣ ଆଫ୍ରିକାର ସର୍ବକାଳୀନ ମହାନ ପେସ୍ ବୋଲର ଷ୍ଟେନ୍ ସୋମବାର ଆନୁଷ୍ଠାନିକ ଭାବେ ଟେଷ୍ଟ କ୍ରିକେଟକୁ ଅଲବିଦା କହିଛନ୍ତି। ଦକ୍ଷିଣ ଆଫ୍ରିକା କ୍ରିକେଟ୍ ଆସୋସିଏସନ୍...
ନୂଆଦିଲ୍ଲୀ: ଆଜି ଭାରତ ଓ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଶେଷ ଟି-୨୦ ମ୍ୟାଚ୍ ଖେଳାଯିବ। ଏହି ମ୍ୟାଚ୍ ଜିତି କ୍ଲିନ୍ ସୁଇପ୍ ଲକ୍ଷ୍ୟରେ ରହିଛି ଟିମ୍ ଇଣ୍ଡିଆ। ପୂର୍ବରୁ ପ୍ରଥମ ଦୁଇଟି ମ୍ୟାଚ୍ ଜିତି ସିରିଜ କବ୍ଜା କରିସାରିଛି ବିରାଟ ବାହିନୀ। ପ୍ରଥମ ମ୍ୟାଚରେ ୪ ଓ୍ୱିକେଟରେ ଜିତିବା ପରେ...
ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଏବଂ ତାର ଆଖପାଖ ଅଞ୍ଚଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବା ନେଇ ସମ୍ଭାବନା ରହିଛି। ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ଅଧିକ ପରିମାଣରେ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି। ତା’ସହିତ ମାଲକାନଗିରି, ରାୟଗଡ଼ା, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ,...
ଭୁବନେଶ୍ୱର: ରାଜ୍ୟ ପ୍ରାଶାସନିକ ଟ୍ରିବ୍ୟୁନାଲ୍ ବା ସ୍ୟାଟକୁ ଉଚ୍ଛେଦ କରିଛନ୍ତି କେନ୍ଦ୍ର ସରକାର। ସ୍ୟାଟ୍ ଉଚ୍ଛେଦ ନେଇ କେନ୍ଦ୍ର ସରକାର ଗେଜେଟ ନୋଟିଫିକେସନ ଜାରି କରିଛନ୍ତି। ୧୯୮୬, ଜୁଲାଇ ୪ରେ ଓଡ଼ିଶା ପ୍ରାଶାସନିକ ଟ୍ରିବ୍ୟୁନାଲ୍ ପ୍ରତିଷ୍ଠା ନେଇ ପ୍ରକାଶିତ ବିଜ୍ଞପ୍ତିକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ରଦ୍ଦ କରିଛନ୍ତି। ସ୍ୟାଟ୍...
କନ୍ଦ୍ରାପଡ଼ା: ରାଜଧାନୀ ପରେ ଏବେ କେନ୍ଦ୍ରାପଡ଼ାରେ ବି ଏନ୍କାଉଣ୍ଟର ହୋଇଛି। ଭୋର୍ ସମୟରେ କେନ୍ଦ୍ରାପଡ଼ା- ଗଣ୍ଡାଖିଆ ରାସ୍ତାର ଏରା ଛକ ଠାରେ ସଦର୍ ପୁଲିସ୍ ଓ ସ୍ପେଶାଲ୍ ସ୍କ୍ୱାର୍ଡ ମିଳିତ ଭାବେ ଚଢ଼ାଉ କରି ଦୁର୍ଦ୍ଦାନ୍ତ ଅପରାଧୀ ସେକ୍ ମେହେତାବ୍କୁ ଏନ୍କାଉଣ୍ଟର କରିଛନ୍ତି। ଖବର ଅନୁସାରେ ମେହେତାବ୍ ଓ...