ପୁରୀ(ମଧୁସୁଦନ ମିଶ୍ର): ପୁରୀ ଜିଲ୍ଲା ଶିକ୍ଷାଧିକାରୀ ହୃଷିକେଶ କାଣ୍ଡିଙ୍କୁ ଭିଜିଲାନ୍ସ ଗିରଫ କରିଛି। ଗତକାଲି DEOଙ୍କ ସରକାରୀ ଗାଡ଼ିରୁ ୧ ଲକ୍ଷ ୧୧ ହଜାର ଟଙ୍କା ଜବତ ହୋଇଥିଲା। ଏହି ଟଙ୍କା ନେଇ DEO ହିସାବ ଦେଇ ନପାରିବାରୁ ଭିଜିଲାନ୍ସ ତାଙ୍କୁ ଆଜି ଗିରଫ କରିଛି। ଟଙ୍କା ଜବତ...
ଭୁବନେଶ୍ୱର: ରାଜ୍ୟର ସମସ୍ତ ସରକାରୀ, ବେସରକାରୀ କଲେଜ୍ ଓ ବିଶ୍ୱବିଦ୍ୟାଳୟର ଅଧ୍ୟାପକ ଓ ପ୍ରିନ୍ସିପାଲ୍ଙ୍କ କାର୍ଯ୍ୟ ନିର୍ଘଣ୍ଟକୁ ବଢ଼ାଇ ୫ ଘଣ୍ଟାରୁ ୭ ଘଣ୍ଟା କରିଦିଆଯାଇଛି। ଏଣୁ ଆଧ୍ୟାପକମାନେ ସର୍ବନିମ୍ନ ୭ଘଣ୍ଟା ଡ୍ୟୁଟି କରିବା ପାଇଁ ବାଧ୍ୟ। ଆଉ ଏହି ନିୟମକୁ କଡ଼ାକଡ଼ି ଭାବେ ପାଳନ ନ କଲେ...
ଭୁବନେଶ୍ୱର: ମନ୍ତ୍ରୀ ପରିଷଦ ବୈଠକରେ ମନ୍ତ୍ରୀମାନଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମନ୍ତ୍ରୀମାନଙ୍କୁ ସେ ପାଞ୍ଚଟି ପରାମର୍ଶ ଦେଇଛନ୍ତି। ନିଜ ବିଭାଗକୁ ବ୍ୟାପକ ଗସ୍ତ କରିବାକୁ ମନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଗସ୍ତ କରିବା ଦ୍ୱାରା ନିଜ ବିଭାଗର କାମ ତୃଣମୂଳ ସ୍ତରରୁ ଜାଣିହେବ ବୋଲି ସେ...
ପାଣାଜୀ: କଂଗ୍ରେସକୁ ପୁଣିଥରେ ଝଟ୍କା ଲାଗିଛି। ଗୋଆରେ ଦଳର ୧୦ ଜଣ ବିଧାୟକ ଆଜି କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫା ଦେଇଥିବା ବିଧାୟକଙ୍କ ମଧ୍ୟରେ ଗୋଆ ବିଧାନସଭାରେ ବିରୋଧୀ ଦଳ ନେତା ଚନ୍ଦ୍ରକାନ୍ତ କାଭଲେକର ଅଛନ୍ତି। ଆଜି ଚନ୍ଦ୍ରକାନ୍ତଙ୍କ ନେତୃତ୍ୱରେ କଂଗ୍ରେସର ୧୦ ଜଣ ଯାକ ବିଧାୟକ...
ନୂଆଦିଲ୍ଲୀ: ଦେଶରେ ଡାକ୍ତରଙ୍କ ସୁରକ୍ଷା ପାଇଁ ନୂଆ ଆଇନ ଆସିବ। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପ୍ରକ୍ରିୟା ଆରମ୍ଭ କରିଛି। ଏହା ପୂର୍ବରୁ ଏକ ୧୦ ଜଣିଆ କମିଟି ଗଠନ କରିଛି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ। ଏହି କମିଟି ଡାକ୍ତରଙ୍କ ସୁରକ୍ଷା ନେଇ ଯଦି ଆଇନ ଆସେ, ତା’ହେଲେ ଏହାର...
କେନ୍ଦ୍ରାପଡ଼ା: ପାଟକୁରାରେ ଜୋର ଧରିଛି ନିର୍ବାଚନୀ ପ୍ରଚାର। ଉଭୟ ବିଜେପି ଓ ବିଜେଡି ପକ୍ଷରୁ ଚାଲିଛି ମାରାଥନ ପ୍ରଚାର। ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ରଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଥିଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ। ଡେରାବିଶିର ପଞ୍ଚୁପାଣ୍ଡବଠାରେ ପହଞ୍ଚିବା ପରେ କେନ୍ଦ୍ରମନ୍ତ୍ରୀଙ୍କୁ ବିପୁଳ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହାପରେ ଏଣ୍ଡର,...
କଳାହାଣ୍ଡି: ମଣ୍ଡିରେ ଚାଷୀଙ୍କୁ ଘାରିଛି ମହାଦଶା। କେଉଁଠି ହଜାର ହଜାର କ୍ୱିଣ୍ଟାଲ୍ର ଧାନ ପଡ଼ି ଖତ ଖାଉଛି ତ କେଉଁଠି ବର୍ଷା ମାଡ଼ରେ ନଷ୍ଟ ହେଉଛି ଚାଷୀର ମେହନତର ଫସଲ। ନା ମିଲର୍ସଙ୍କ ଦର୍ଶନ ମିଳୁଛି ନା ମଣ୍ଡିରୁ ଧାନ ଉଠୁଛି। ଲକ୍ଷ୍ୟ ଧାର୍ଯ୍ୟର ପୂରଣର ଆଳ କରି...