• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

vimsar-director
କଂଗ୍ରେସ ଛାଡ଼ିଲେ ଭିମ୍‌ସାରର ପୂର୍ବତନ ନିର୍ଦ୍ଦେଶକ ଡାକ୍ତର ଅଶ୍ୱିନୀ ପୂଜାହାରୀ

ସମ୍ବଲପୁର: କଂଗ୍ରେସ ଛାଡ଼ିଲେ ଭିମ୍‌ସାରର ପୂର୍ବତନ ନିର୍ଦ୍ଦେଶକ ଡାକ୍ତର ଅଶ୍ୱିନୀ ପୂଜାହାରୀ। ଏନେଇ ସେ ନିଜ ଇସ୍ତଫା ପତ୍ର ଏଆଇସିସି ସଭାପତି ଓ ଜିଲ୍ଲା କଂଗ୍ରେସ ସଭାପତିଙ୍କୁ ପଠାଇ ଦେଇଛନ୍ତି। କଂଗ୍ରେସର ସମୀକ୍ଷା ବୈଠକରେ କର୍ମୀଙ୍କ ଦୁର୍ବ୍ୟବହାର ଓ ଗାଳିଗୁଲଜ କରାଯାଇଥିବା ଅଭିଯୋଗ କରି ସେ ଦଳ ଛାଡ଼ିଥିବା...

fdsf
ଆରମ୍ଭ ହୋଇଛି ପ୍ରସିଦ୍ଧ ଅମରନାଥ ଯାତ୍ରା

ଶ୍ରୀନଗର: ଆରମ୍ଭ ହୋଇଛି ପ୍ରସିଦ୍ଧ ଅମରନାଥ ଯାତ୍ରା। ଏନେଇ ଗତକାଲି ଶ୍ରୀନଗରରୁ ବାହାରିଥିବା ପ୍ରଥମ ପର୍ଯ୍ୟଟକ ଦଳ ଆଜି ସୋନମାର୍ଗ ଏବଂ ବାଲଟାଲ୍‌ରେ ପହଞ୍ଚିଛନ୍ତି। ଉଭୟ ଅଞ୍ଚଳରେ ପର୍ଯ୍ୟଟକଙ୍କ ରହଣୀ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବନ୍ଦୋବସ୍ତ କରାଯାଇଛି। ବେସ୍ କ୍ୟାମ୍ପ୍ ସହ ସମସ୍ତ ଅନୁସଙ୍ଗିକ ସୁବିଧା...

h
ଭଉଣୀକୁ ବାହା ଦେବାକୁ ମନା କରିବାରୁ ଭାଇକୁ ହତ୍ୟା

ବଲାଙ୍ଗିର (ଘଟେଶ୍ୱର ମିଶ୍ର): ଭଉଣୀକୁ ବାହା ଦେବାକୁ ମନା କରିବାରୁ ଯୁବତୀଙ୍କ ବଡ଼ଭାଇଙ୍କୁ ହତ୍ୟା କଲା ପ୍ରେମିକ। ଏଭଳି ଅଭିଯୋଗ ଆସିଛି ବଲାଙ୍ଗିର ଜିଲ୍ଲା ପୁଇଁନ୍ତଳା ଥାନା ଅଙ୍କରିଆପଦର ଗାଁରେ। ମୃତକ ହେଲେ ବରପାଲି ଥାନା କୁଟ୍ରାପାଲି ଗାଁର ଗୋବର୍ଦ୍ଧନ ଗିରି। ସୂଚନାନୁସାରେ, ଗୋବର୍ଦ୍ଧନଙ୍କ ଭଉଣୀଙ୍କୁ ନାନୁ ସନ୍ୟାସୀ...

mbbs
MBBS ଓ BDS ପାଇଁ ଆଜି ପ୍ରକାଶ ପାଇବ ମେରିଟ୍ ଲିଷ୍ଟ୍

ଭୁବନେଶ୍ୱର: ମେଡିକାଲ୍ ପାଠ୍ୟକ୍ରମ ଏମ୍‌ବିବିଏସ୍ ଓ ବିଡିଏସ୍ ପାଇଁ ଆଜି ଷ୍ଟେଟ୍ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ। ଏହାପରେ ଆଜି ଓ ଆସନ୍ତାକାଲି ଛାତ୍ରଛାତ୍ରୀମାନେ ଚଏସ୍ ଫିଲିଙ୍ଗ ଓ ଲକିଙ୍ଗ କରିପାରିବେ। ପ୍ରଥମ ପର୍ଯ୍ୟାୟ ମେଡିକାଲ୍ ସିଟ୍ ଆଲଟ୍‌ମେଣ୍ଟ ଜୁଲାଇ ୪ ତାରିଖରେ ପ୍ରକାଶ ପାଇବ। ଏମ୍‌ବିବିଏସ୍‌ରେ ୧୨୫୦...

sarak
ହଷ୍ଟେଲ୍ ଛାତ୍ରୀ ଗର୍ଭବତୀ ଘଟଣାରେ ପ୍ରତିକ୍ରିୟା ରଖିଲେ ବିଭାଗୀୟ ମନ୍ତ୍ରୀ

ଭୁବନେଶ୍ୱର: ଏସ୍‌ସି/ଏସ୍‌ଟି ହଷ୍ଟେଲ୍ ଛାତ୍ରୀ ଗର୍ଭବତୀ ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା। ଏ ସମ୍ପର୍କରେ ସେ ଅବଗତ ଅଛନ୍ତି, ଘଟଣାର ଅନୁଧ୍ୟାନ କରି କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି। ପ୍ରେଗ୍ନାନ୍ସି କିଟ୍ ଯୋଗେ ରାଜଧାନୀର କେତେକ ଛାତ୍ରୀନିବାସରେ...

BJD_MLA
ବିଧାୟକ ସରୋଜ ମେହେରଙ୍କ ଜାମିନ ଆବେଦନର ଶୁଣାଣି ଆଜି

ବଲାଙ୍ଗିର: ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କ ଜାମିନ ଆବେଦନର ଶୁଣାଣି ଆଜି ଭୁବନେଶ୍ୱର ଆଡିସନାଲ୍ ଡିଷ୍ଟ୍ରିକ୍ଟ୍ ଆଣ୍ଡ୍ ସେସନ୍ କୋର୍ଟରେ ହେବ। ଏଥିପାଇଁ ତାଙ୍କୁ ପାଟଣାଗଡ଼ ଜେଲ୍‌ରୁ ରାତି ୩ଟା ବେଳେ କଡ଼ା ସୁରକ୍ଷା ମଧ୍ୟରେ ଭୁବନେଶ୍ୱରକୁ ଅଣାଯାଇଛି। ଶୁଣାଣି ବେଳେ ସ୍ପେଶାଲ ଜଜ୍‌ଙ୍କ କୋର୍ଟରେ ଉପସ୍ଥିତ ରହିବା...

rain
ଆଠଟି ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ: ୩ ଯାଏ ଲାଗି ରହିବ ବର୍ଷା

ଭୁବନେଶ୍ୱର: ଅସମ୍ଭାଳ ତାତିରୁ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ମିଳିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ଗତକାଲିଠାରୁ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ଉତ୍ତରପୂର୍ବ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପର ପ୍ରଭାବରେ ଏହି ବର୍ଷା ହେଉଛି। ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି...

amethi--1_650_041314124816
ଆମେଥିରେ ନାମାଙ୍କନ ଦାଖଲ୍ କଲେ ରାହୁଲ ଗାନ୍ଧି

ନୂଆଦିଲ୍ଲୀ: କେରଳର ୱେୟନାଡ୍ ଆସନ ପରେ ନିଜ ନିର୍ବାଚନ ମଣ୍ଡଳୀ ଆମେଥିରେ ନାମାଙ୍କନ ଭରିଛନ୍ତି କଂଗ୍ରେସ ସଭାପତି ରାହୁଲ ଗାନ୍ଧି। ଏହି ଅବସରରେ ଉଭଣୀ ତଥା ଏଆଇସିସି ସଧାରଣ ସଂପାଦକ ପ୍ରିୟଙ୍କା ଗାନ୍ଧିଙ୍କ ସହ ଶୋଭାଯାତ୍ରା କରି ରାହୁଲ ନିଜର ଶକ୍ତି ପ୍ରଦର୍ଶନ କରିଥିଲେ। ୨୦୦୪ରୁ କ୍ରାମାଗତ ୩ଥର...

sdfsadf
ପ୍ରାର୍ଥିପତ୍ର ପ୍ରତ୍ୟାହାର କରିବେ ବିଜେଡି ନେତ୍ରୀ ସିପ୍ରା ମଲ୍ଲିକ

ଭୁବନେଶ୍ୱର: ପ୍ରାର୍ଥିପତ୍ର ପ୍ରତ୍ୟାହାର କରିବେ ବିଜେଡି ନେତ୍ରୀ ସିପ୍ରା ମଲ୍ଲିକ। ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଆଲୋଚନା ପରେ ସେ ଏହି ସୂଚନା ଦେଇଛନ୍ତି। ଦଳୀୟ ଟିକେଟ୍ ନ ମିଳିବାରୁ ଗତକାଲି ସିପ୍ରା ମଲ୍ଲିକ କେନ୍ଦ୍ରାପଡ଼ା ବିଧାନସଭା ଆସନ ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ...