ନୂଆଦିଲ୍ଲୀ: ଲଦାଖ ଗଲୱାନ ଭ୍ୟାଲିରେ ଏଲ୍ଏସିରେ ଭାରତ-ଚୀନ୍ ସେନା ମୁହାଁମୁହିଁ ଘଟଣାରେ ଭାରତ ପକ୍ଷରୁ ସହିଦ ହୋଇଥିବା ୨୦ ଯବାନଙ୍କ ପରିଚୟ ତାଲିକା ପ୍ରକାଶ କରିଛି ସେନା। ସହିଦ ଯବାନମାନେ ହେଲେ- ୧-ନାଏବ ସୁବେଦାର ସତନାମ ସିଂ ୨- ନାଏବ ସୁବେଦାର ମନଦୀପ ସିଂ ୩- ସିପାହୀ କୁନ୍ଦନ...
ନୂଆଦିଲ୍ଲୀ: ଭାରତ-ଚୀନ ସଂଘର୍ଷରେ ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ସହିଦ ଯବାନଙ୍କ ପାଇଁ ୨ ମିନିଟର ନିରବ ପ୍ରାର୍ଥନା କରିବା ସହିତ ଯବାନଙ୍କ ବଳିଦାନ ବ୍ୟର୍ଥ ଯିବନି ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି। ଏଥିସହିତ ଚାଇନାକୁ ଚେତାବନୀ ଦେଇ ମୋଦି କହିଛନ୍ତି,...
ଭୁବନେଶ୍ୱର: ଆଜି ଆଉ ୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିମଧ୍ୟରୁ କନ୍ଧମାଳରୁ ସର୍ବାଧିକ ୧୪ ଜଣ ସୁସ୍ଥ ହୋଇଥିବା ବେଳେ କେନ୍ଦୁଝରରୁ ୧୧ ଓ ଖୋର୍ଦ୍ଧାରୁ ୧୦ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା...
ନୂଆଦିଲ୍ଲୀ: ଭାରତ ଚୀନ ସୀମା ସଂଘର୍ଷରେ ସହିଦ ହୋଇଥିବା ୩ ଭାରତୀୟ ଯବାନଙ୍କ ପରିଚୟ ମିଳିଛି। ବିହାର ରେଜିମେଣ୍ଟର କର୍ଣ୍ଣେଲ ବି. ସନ୍ତୋଷ ବାବୁ ସହିଦ ହୋଇଛନ୍ତି। ଏହାକୁ ନେଇ ତେଲେଙ୍ଗାନା ସୂର୍ଯ୍ୟାପେଟାରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ସେପଟେ ତାମିଲନାଡୁର ହାବିଲଦାର ପାଲାନି ଓ ଝାଡ଼ଖଣ୍ଡର ସିପାହୀ...
ନୂଆଦିଲ୍ଲୀ: ଚୀନ୍ ସହ ରକ୍ତାକ୍ତ ସଂଘର୍ଷକୁ ନେଇ ଭାରତୀୟ ସେନାର ପକ୍ଷରୁ ସ୍ପଷ୍ଟ କରାଯାଇଛି। ସେନା ପକ୍ଷରୁ ଦିଆଯାଇଥିବା ସୂଚନାନୁସାରେ, ଗତକାଲି ଲଦାଖର ଗଲଓ୍ୱାନ ଅଞ୍ଚଳରେ ସଂଘର୍ଷ ଘଟିଥିଲା। ସୀମାରେ କାର୍ଯ୍ୟରତ ୧୭ ଯବାନ ଗୁରୁତର ଆହତ ହୋଇଥିଲେ। ମାଇନସ୍ ତାପମାତ୍ରାରେ ଗୁରୁତର ଅବସ୍ଥାରେ ରହି ସେମାନଙ୍କ ମୃତ୍ୟୁ...
ନୂଆଦିଲ୍ଲୀ: ଲଦାଖ ଗଲୱାନ ଭ୍ୟାଲିରେ ଏଲ୍ଏସିରେ ଭାରତ-ଚୀନ୍ ସେନା ମୁହାଁମୁହିଁ ଘଟଣାରେ ଚାଇନାକୁ ବଡ଼ କ୍ଷତି ସହିବାକୁ ପଡ଼ିଛି। ଚାଇନାର ପ୍ରାୟ ୪୩ ଜଣ ଯବାନଙ୍କର ମୃତ୍ୟୁ ହୋଇଛି। ଏହି ସୂଚନା ଦେଇଛି ଖବର ସରବରାହ ସଂସ୍ଥା ଏନ୍ଆଇ। ଭାରତ ପକ୍ଷରୁ ଏହି ସୂଚନା ଜଣାପଡ଼ିଥିବା ଏଏନ୍ଆଇ କୋଟ୍...
ନୂଆଦିଲ୍ଲୀ: ଲଦାଖ ଗଲୱାନ ଭ୍ୟାଲିରେ ଭାରତ-ଚୀନ୍ ସେନା ମୁହାଁମୁହିଁ ଘଟଣାକୁ ନେଇ ଏବେ ବଡ଼ ଖବର ସାମ୍ନାକୁ ଆସିଛି। ଅତିକମ୍ରେ ୨୦ ଭାରତୀୟ ଯବାନ ସହିଦ ହୋଇଥିବା ସୂଚନା ମିଳିଛି। ଭାରତୀୟ ଯବାନଙ୍କ ସହିଦ ସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି। ୨୦ ଯବାନ ସହିଦ ନେଇ ଭାରତୀୟ...
ଲଣ୍ଡନ: କରୋନା ମହାମାରୀ ସାରା ବିଶ୍ୱକୁ ଥରହର କରିଥିବା ବେଳେ ଏଭଳି ସମୟରେ ବ୍ରିଟେନରୁ ଆସିଛି ଭଲ ଖବର। ଏହି ରୋଗରେ ପୀଡ଼ିତ ରୋଗୀଙ୍କ ପାଇଁ ଫଳପ୍ରଦ ହୋଇପାରୁଛି ଡେକ୍ସାମେଥାସନ୍ ଔଷଧ। ପ୍ରତି ୩ ଜଣ ଗୁରୁତର କୋଭିଡ୍ ସଂକ୍ରମିତଙ୍କ ମଧ୍ୟରୁ ଜଣଙ୍କ କ୍ଷେତ୍ରରେ ଏ ଔଷଧ କାମ...
ନୂଆଦିଲ୍ଲୀ: ଗଲଓ୍ୱାନ ଉପତ୍ୟକାରେ ଭାରତୀୟ-ଚୀନ ସେନା ମଧ୍ୟରେ ହିଂସାତ୍ମକ ସଂଘର୍ଷକୁ ନେଇ ପ୍ରତିକ୍ରିୟା ରଖିଛି ବୈଦେଶିକ ବ୍ୟାପାର ମନ୍ତ୍ରାଳୟ। ମନ୍ତ୍ରଣାଳୟ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି ଯେ ପୂର୍ବ ଲଦାଖ ସୀମା ଅଞ୍ଚଳରେ ଦେଖାଦେଇଥିବା ଉତ୍ତେଜନା ହ୍ରାସ ଲାଗି ଭାରତ ଓ ଚୀନ୍ ଉଭୟ ସାମରିକ ଏବଂ କୂଟନୈତିକ...
ନୟାଗଡ଼: ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ୍ ପଦ୍ମାବତୀ ଗାଁ ନିକଟରେ ମହାନଦୀ ଗର୍ଭରେ ପ୍ରାଚୀନ ଗୋପୀନାଥ ମନ୍ଦିର ବୁଡ଼ିଯିବା ଘଟଣାର ଅନୁଧ୍ୟାନ ଆରମ୍ଭ ହୋଇଛି। ଭୁବନେଶ୍ୱର ଆଇଆଇଟି ଓ ଉତ୍ତର ପ୍ରଦେଶର ରୋହିଲଖଣ୍ଡ ବିଶ୍ୱବିଦ୍ୟାଳୟରୁ ଦୁଇ ପ୍ରତ୍ନତତ୍ୱବିତ୍ ଘଟଣାସ୍ଥଳକୁ ଯାଇ ତଥ୍ୟ ସଂଗ୍ରହ କରିଛନ୍ତି। ଏଠାରୁ ମାଟି ଖୋଳି...
ପୁରୀ: ପୁଣି ବଢ଼ିଲା ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରା ସମ୍ଭାବନା। ବଡ଼ଦାଣ୍ଡରୁ ଉଠା ଦୋକାନୀଙ୍କୁ ହଟାଇବାକୁ ନିର୍ଦ୍ଦେଶ ଦେଇଛି ପୁରି ପୌରସଂସ୍ଥା। ୧୯ ସୁଦ୍ଧା ଉଠାଦୋକାନୀଙ୍କ କ୍ୟାବିନ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ସିଂହଦ୍ୱାରରୁ ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ବଡ଼ଦାଣ୍ଡରୁ ଉଠିଯିବାକୁ ପୌର ସଂସ୍ଥା ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ବଡ଼ଦାଣ୍ଡରୁ ଉଠିଯିବାକୁ...
ଭୁବନେଶ୍ୱର: ଦ୍ରୁତଗତିରେ ଆଗକୁ ମାଡୁଥିବା କରୋନାକୁ ଚେକ୍ ଦେବାକୁ ଆଜିଠାରୁ ସାରା ରାଜ୍ୟରେ ଆରମ୍ଭ ହୋଇଛି ଘରକୁ ଘର ସର୍ଭେ। ଏହା ଜୁଲାଇ ୩୧ ଯାଏଁ ଚାଲିବ ଯାଂଚ ବେଳେ କୌଣସି ବ୍ୟକ୍ତିଙ୍କଠାରେ ରୋଗର ଲକ୍ଷଣ ଦେଖାଗଲେ ସ୍ୱାବ୍ ନମୁନା ପରୀକ୍ଷା ପାଇଁ ପଠାଯିବ। ସେପଟେ କରୋନା କେସ୍...