ଭୁବନେଶ୍ୱର: କରୋନା କଟକଣା ଯୋଗୁଁ ଶିକ୍ଷାନୁଷ୍ଠାନ ବନ୍ଦ ଥିଲେ ବି ପରୀକ୍ଷା କରିବାକୁ ନିଷ୍ପତ୍ତି ନେଇଥିବା ଉଚ୍ଚଶିକ୍ଷା ବିଭାଗ ଶେଷରେ ଫାଇନାଲ୍ ପରୀକ୍ଷାକୁ ବାତିଲ୍ କରିଛି। କୋଭିଡ୍ ଭୂତାଣୁର ଭୟାବହତା ଏବଂ ଛାତ୍ରଛାତ୍ରୀଙ୍କ ବିରୋଧ ପରେ ଶେଷରେ ଏହି ନିଷ୍ପତ୍ତି ନେଇଛି ଉଚ୍ଚଶିକ୍ଷା ବିଭାଗ। ଆଜି ବିଭିନ୍ନ କଲେଜ...
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ମୌସୁମୀ ଆହୁରି ସକ୍ରିୟ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାଜ୍ୟର କେତେ ଜିଲ୍ଲାକୁ ମୌସୁସୀ ଛୁଇଁ ସାରିଥିବା ବେଳେ ଆଉ ୪୮ ଘଣ୍ଟାରେ ଆଉ କିଛି ଅଞ୍ଚଳକୁ ମୌସୁମୀ ଛୁଇଁବା ନେଇ କହିଛି ପାଣିପାଗ...
ଭୁବନେଶ୍ୱର: କରୋନା ଅପଡେଟ ବିଷୟରେ ସୂଚନା ଦେବାକୁ ମୁଖପାତ୍ର ସୁବ୍ରତ ବାଗଚୀ ପୁଣିଥରେ ଲୋକଙ୍କ ସାମ୍ନାକୁ ଆସିଛନ୍ତି। ଆଜି ରଜ କିଣାବିକା ଗାଇଡଲାଇନ ନେଇ ପ୍ରେସମିଟ୍ କରି ସୂଚନା ଦେଇଛନ୍ତି ବାଗଚୀ। ଗୋଟିଏ ରଜପାଇଁ ଜୀବନକୁ ବିପନ୍ନ ନକରିବାକୁ ଲୋକମାନଙ୍କୁ କହିବା ସହିତ ରଜ ବଜାର ଓ ରଜ...
ଭୁବନେଶ୍ୱର: କରୋନା କେଳେଙ୍କାରୀ ନେଇ ରାଜ୍ୟପାଳଙ୍କ ନିକଟରେ ଫେରାଦ ହେଲା କଂଗ୍ରେସ। ମହାମାରୀ କରୋନା ସମୟରେ ରାଜ୍ୟରେ ହୋଇଥିବା ଦୁର୍ନୀତିର ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ଦାବିରେ ରାଜ୍ୟପାଳଙ୍କୁ ଏକ ସ୍ମାରକପତ୍ର ଦେଇଛନ୍ତି ପିସିସି ସଭାପତି ନିରଂଜନ ପଟ୍ଟନାୟକ। ଜିଲ୍ଲାସ୍ତରରେ ମଧ୍ୟ ଜିଲ୍ଲାପାଳଙ୍କୁ ସ୍ମାରକପତ୍ର ଦିଆଯାଇଥିବା ନିରଂଜନ ପଟ୍ଟନାୟକ କହିଛନ୍ତି।...
ଭୁବନେଶ୍ୱର; ରାଜ୍ୟରେ ଆଉ ୭୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଏହି ୭୨ ଜଣଙ୍କ ମଧ୍ୟରୁ ଗଂଜାମରୁ ସର୍ବାଧିକ ୧୭ ଜଣ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ଏଥିସହିତ ସୋନପୁରରୁ...
ଭୁବନେଶ୍ୱର: ମାସ୍କ କେଳେଙ୍କାରୀ ଅଭିଯୋଗ ପ୍ରସଙ୍ଗରେ ଉତ୍ତର ରଖିଛି ବିଜେଡି। ପ୍ରେସ୍ମିଟ୍ କରି ବିଜେଡି ମୁଖପାତ୍ର ସସ୍ମିତ ପାତ୍ର କହିଛନ୍ତି, ଲକ୍ଡାଉନ୍ ଯୋଗୁ ପ୍ରଡକ୍ସନ କଷ୍ଟ୍ ବଢ଼ିଥିବାରୁ ମାସ୍କ ରେଟ୍ ବଢ଼ିଲା। ପ୍ରଡକ୍ସନ କଷ୍ଟ୍ ବଢ଼ିବାରୁ ୧୦ ଟଙ୍କା ମାସ୍କ ୧୬ ଟଙ୍କାରେ କଣିବାକୁ ପଡ଼ିଥିଲା। ଅନ୍ୟ ରାଜ୍ୟ...
ଭୁବନେଶ୍ୱର: ପୁଣି ବାତିଲ ହେଲା ଡିଏଲ୍ ଓ ଏଲ୍ଏଲ୍ ସ୍ଲଟ ବୁକିଂ। ରାଜ୍ୟ ପରିବହନ କମିଶନରଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି। କେବେ DL/LL ସ୍ଲଟ ବୁକିଂ କରାଯିବ, ସେନେଇ ସରକାର ସାନି ବିଜ୍ଞପ୍ତି ଜାରି କରିବେ ବୋଲି ଜାରି କରାଯାଇଥିବା ନୂଆ ବିଜ୍ଞପ୍ତିରେ କୁହାଯାଇଛି। ମାର୍ଚ୍ଚ...
ବାଲେଶ୍ୱର: ବାଲେଶ୍ୱର ଉପଜିଲାପାଳ ଓ ତହସିଲଦାରଙ୍କୁ ସଂଗବଦ୍ଧ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ୫୦ରୁ ଅଧିକ ଲୋକେ ଏକାଠି ହୋଇ ଛଡ଼ାଇନେଲେ ଜବତ କରାଯାଇଥିବା ଗାଡ଼ି। ଖବର ଅନୁସାରେ, ବାଲେଶ୍ୱର ନୀଳଗିରି ତହସିଲ ଅଧିନ କାଠପାଳ ପୋଲ ନିକଟ ପୁନ୍ଦାଳ ସୋନ ନଦୀ ଘାଟରୁ ଆଜି ରାତିରେ ନୀଳଗିରି...
କେନ୍ଦୁଝର: କରୋନାକୁ ନେଇ କେନ୍ଦୁଝରରେ ରଜ ପର୍ବ ପାଳନ ଉପରେ କଟକଣା ଲଗାଇଛି ଜିଲ୍ଲା ପ୍ରଶାସନ। ୧୩ ତାରିଖଠାରୁ ରଜ ପର୍ବ ପାଳନ ହେବାକୁ ଥିବା ବେଳେ କାଲିଠାରୁ କଟକଣା ଲାଗୁ ହେଉଛି। କେନ୍ଦୁଝରରେ ଗଣ ପର୍ବ ରଜ ସମୟରେ ଜିଲ୍ଲା ପ୍ରଶାସନ ପକ୍ଷରୁ କଟକଣା ଜାରି ହୋଇଛି।...
ବରଗଡ଼: ବରଗଡ଼ରୁ ରାୟପୁର ଅଭିମୁଖେ କାର୍ରେ ଯାଉଥିବା ୨ ଜଣ ବ୍ୟକ୍ତିଙ୍କ ଠାରୁ ବିପୁଳ ପରିମାଣର ବିଡ଼ା ବିଡ଼ା ନୋଟ୍ ଜବତ କରିଛି ଛତିଶଗଡ଼ ପୋଲିସ। ଯାହାର ପରିମାଣ ୧ କୋଟି ୧୨ ଲକ୍ଷ ୯୯ ହଜାର ଟଙ୍କା । ୨ ଜଣ ହେଲେ ପ୍ରତୀକ ଛାପାଡ଼ିଆ ଏବଂ...
ନୂଆଦିଲ୍ଲୀ: ପଳାତକ ବ୍ୟବସାୟୀ ନିରବ ମୋଦି ଓ ମେହୁଲ ଚୋକ୍ସିଙ୍କୁ ବଡ଼ ଝଟକା। ଏହି ଦୁଇ ଜଣ ହଂକଂରୁ ଦୁବାଇ ଚାଲାଣ କରିଥିବା ୨୩ ଶହ କେଜିର ହୀରା, ମୋତି ଓ ଅନ୍ୟ ଅଳଙ୍କାର ଭାରତକୁ ଫେରାଇ ଆଣିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି। ଏସବୁ ଅଳଙ୍କାରର ମୂଲ୍ୟ...
ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନି। ଗତ ୨୪ ଘଣ୍ଟାରେ ୯ ହଜାର ୯୮୫ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ଫଳରେ ଦେଶରେ ମୋଟ ସଂକ୍ରମଣ ସଂଖ୍ୟା ୨ ଲକ୍ଷ ୭୬ ହଜାର ୫୮୩ରେ ପହଞ୍ଚିଛି। ତେବେ ଆଶ୍ୱସ୍ତୀର କଥା ହେଉଛି, ପ୍ରଥମ ଥର ଲାଗି...
ନୟାଗଡ଼: ମହାନଦୀ ଗର୍ଭରେ ପ୍ରାଚୀନ ମନ୍ଦିର। ପାଣି କମିବା ପରେ ମନ୍ଦିରର ଚୂଡ଼ା ସ୍ପଷ୍ଟ ଦିଶୁଛି। ନୟାଗଡ଼ ଭାପୁର ବ୍ଲକ ପଦ୍ମାବତୀ ଗାଁ ନିକଟ ମହାନଦୀ ଭିତରୁ ଏହି ପ୍ରାଚୀନ ଗୋପୀନାଥ ମନ୍ଦିର ଦୃଶ୍ୟମାନ ହୋଇଛି। ମୁଖ୍ୟ ମନ୍ଦିର ପାଖରେ ଆଉ ଦୁଇଟି ମନ୍ଦିର, ତୁଳସୀ ଚଉରା, କୂଅ,...
ଭୁବନେଶ୍ୱର: ଧୀରେଧୀରେ ଓଡ଼ିଶା ଅଭିମୁଖେ ଅଗ୍ରସର ହେଉଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଅର୍ଥାତ ୧୨ ତାରିଖ ସୁଦ୍ଧା ମୌସୁମୀ ବର୍ଷାରେ ଭିଜିବ ସାରା ଓଡ଼ିଶା। ଭୁବନେଶ୍ୱର ପାଣିପାଗ ଗବେଷଣା କେନ୍ଦ୍ର ଏହି ଆକଳନ କରିଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଥିବା...