• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

Untitled-1-Recovered
ସଟଡାଉନ ବଢ଼ିବା ଗୁଜବ ଉପରେ ପରଦା ଉଠାଇଲେ ଏସଆରସି

ଭୁବନେଶ୍ୱର: ସପ୍ତାହରେ କେବଳ ଶନିବାର ଓ ରବିବାର ସଟ୍‌ଡାଉନ ରହିବ। ଏହା ବ୍ୟତୀତ ଅନ୍ୟ କୌଣସି ଦିନରେ ସଟ୍‌ଡାଉନ ହେବନି। ଅନ୍ୟ ଦିନଗୁଡ଼ିକରେ ସଟ୍‌ଡାଉନ ବୃଦ୍ଧି ଗୁଜବକୁ ବିଶ୍ୱାସ ନକରିବାକୁ ସ୍ୱତନ୍ତ୍ର ରିଲିଫ୍ କମିଶନର୍ ପ୍ରଦୀପ ଜେନା ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ସଟଡାଉନ୍ ନେଇ ଚାରିଆଡ଼େ ଗୁଜବ...

coron
ଦେଶରେ ଉଦ୍‌ବେଗଜନକ ଭାବେ ବଢ଼ିଚାଲିଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ଉଦ୍‌ବେଗଜନକ ଭାବେ ବଢ଼ିଚାଲିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୩୩୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ୯ ହଜାର ୯୮୭ ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଗୋଟିଏ ଦିନରେ ସଂକ୍ରମଣ ଓ ମୃତ୍ୟୁ କ୍ଷେତ୍ରରେ ଏହା ସର୍ବାଧିକ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ...

cm
କାଲି କୋଭିଡ ଯୋଦ୍ଧାଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତାକାଲି କୋଭିଡ ଯୋଦ୍ଧାଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।  ସେମାନଙ୍କରର ଏକ କର୍ମଶାଳାରେ ଯୋଗ ଦେଇ ନବୀନ ସ୍ୱାସ୍ଥ୍ୟକର୍ମୀଙ୍କୁ ସମ୍ବୋଧନ କରିବେ। ଭିଡିଓ କନ୍‌ଫରେନସିଂ ଜରିଆରେ ସେ ଏହି କର୍ମଶାଳାରେ ଯୋଗ ଦେବେ। କାଲି ଦିନ ୧୧ଟାରେ ଏହି କାର୍ଯ୍ୟକ୍ରମ ହେବ। କରୋନା ଆକ୍ରାନ୍ତଙ୍କ ଚିକିତ୍ସା...

prdaeep
ଅମିତ ଶାହଙ୍କ ଭର୍ଚୁଆଲ ରାଲିକୁ କଂଗ୍ରେସର ସମାଲୋଚନା

ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଭର୍ଚୁଆଲ ରାଲିକୁ ସମାଲୋଚନା କରିଛନ୍ତି ରାଜ୍ୟ କଂଗ୍ରେସ କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ। କରୋନା ମହାମାରୀ ବେଳେ ଶାହ ଓଡ଼ିଶା ଲୋକଙ୍କ ସମସ୍ୟା ଉପରେ ଫୋକସ ନ କରି ରାଜନୈତିକ ଅଭିସନ୍ଧିମୂଳକ ମତ ରଖିଛନ୍ତି ବୋଲି ପ୍ରଦୀପ କହିଛନ୍ତି। ରାଜ୍ୟରେ ମାସ୍କ, ପିପିଇ...

farming
ଖରିଫ ଋତୁ ପାଇଁ ଚାଷୀଙ୍କୁ ୯ ହଜାର କୋଟି ଟଙ୍କାର ଋଣ ଯୋଗାଇବାକୁ ଲକ୍ଷ୍ୟ

ଭୁବନେଶ୍ୱର: ଆସନ୍ତା ଖରିଫ ଋତୁ ପାଇଁ ଚାଷୀଙ୍କୁ ୯ ହଜାର କୋଟି ଟଙ୍କାର ଋଣ ଯୋଗାଇବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ମେ ୩୧ ତାରିଖ ସୁଦ୍ଧା ୨ ହଜାର ୬୪୯ କୋଟି ଟଙ୍କାର ଋଣ ଚାଷୀମାନଙ୍କୁ ଯୋଗାଇ ଦିଆସରିଲାଣି। ବିନା ସୁଧରେ ୫୦ ହଜାର ଟଙ୍କା ଯାଏଁ...

shaha
ଓଡ଼ିଶା କେମିତି ହେବ ବିଜେପିର ଅଭେଦ୍ୟ ଗଡ଼?

ଭୁବନେଶ୍ୱର: ଓଡ଼ିଶା କେମିତି ହେବ ବିଜେପିର ଅଭେଦ୍ୟ ଗଡ଼? ଅମିତ ଶାହାଙ୍କ ଅଧୁରା କାମକୁ କେମିତି ପୂରଣ କରିବେ ଜେ.ପି ନଡ୍ଡା ? ସଂଗଠନ ସୁଦୃଢ ସହ ବିଜେଡି ବିରୋଧରେ ଆଭିମୁଖ୍ୟକୁ ଶାଣିତ କରିବ କି ଦଳ ? ଗତକାଲି ଓଡ଼ିଶା ଜନସମ୍ବାଦ ଭର୍ଚୁଆଲ ରାଲିରେ ଶାହାଙ୍କ ଅଭେଦ୍ୟ...

aims
ଏମ୍‌ସର ୪ ଡାକ୍ତରଙ୍କୁ କରୋନା

ଭୁବନେଶ୍ୱର: ପୁଣି କୋଭିଡ୍‌ ଯୋଦ୍ଧାଙ୍କୁ କରୋନା। ଏମ୍‌ସର ୪ ଡାକ୍ତରଙ୍କ ଠାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ଏ ନେଇ ସୂଚନା ଦେଇଛନ୍ତି ଏମ୍‌ସର ନିର୍ଦ୍ଦେଶିକା ବି. ଗୀତାଞ୍ଜଳି। ୪ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ ହେଉଛନ୍ତି ସିନିୟର ରେସିଡେଣ୍ଟ ଡାକ୍ତର। ଏମାନେ ସମସ୍ତେ ଏକାଠି ରହୁଥିଲେ ବୋଲି...

f
ଖୋଲିଲା ରାଜ୍ୟ ସରକାରଙ୍କ ମାସ୍କ କେଳେଙ୍କାରୀ ପଛର ନୂଆ ଗୁମର

ଭୁବନେଶ୍ୱର: ନିଇତି ଖୋଲୁଛି ରାଜ୍ୟ ସରକାରଙ୍କ ମାସ୍କ କେଳେଙ୍କାରୀ ପଛର ନୂଆ ନୂଆ ଗୁମର। କରୋନା ସଂକ୍ରମଣ ଆରମ୍ଭବେଳେ ଯେଉଁ ଅତି ଜରୁରୀ ଏନ-୯୫ ମାସ୍କ କିଣିବାକୁ ବାହାର ରାଜ୍ୟର ସଂସ୍ଥାକୁ ଅର୍ଡର ଦେଇଥିଲେ, ସଂକ୍ରମଣ ଶୀର୍ଷରେ ପହଞ୍ଚିବାବେଳକୁ ରାତି ଅଧିଆ ଟେଣ୍ଡର ବାତିଲ୍ କରିଦେଲେ। ଯାହାକି ରାଜ୍ୟ...

ODISHA
ଚାହୁଁଚାହୁଁ ରାଜ୍ୟରେ ୩ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଚାହୁଁଚାହୁଁ ରାଜ୍ୟରେ ୩ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଓଡ଼ିଶାରେ ପ୍ରଥମ ସଂକ୍ରମିତ ଚିହ୍ନଟ ହେବାର ପ୍ରାୟ ୨ ମାସରେ ସଂଖ୍ୟା ୧ ହଜାର, ଅଢ଼େଇ ମାସରେ ୨ ହଜାର ଓ ୩ ମାସ ନପୂରୁଣୁ ୩ ହଜାର ଟପିଛି ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ୧୭ଟି...

dl
ଗାଡ଼ି ଡକ୍ୟୁମେଣ୍ଟ ବୈଦ୍ଧତା ଅବଧି ବୃଦ୍ଧି କଲେ ସରକାର

ନୂଆଦିଲ୍ଲୀ: କେନ୍ଦ୍ର ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରାଳୟ ପକ୍ଷରୁ ଗାଡି ଡକ୍ୟୁମେଣ୍ଟ ବୈଦ୍ଧତା ଅବଧି ବୃଦ୍ଧି କରାଯାଇଛି। ସେପ୍ଟେମ୍ବର ପର୍ଯ୍ୟନ୍ତ ଅବଧି ବୃଦ୍ଧି ନେଇ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଘୋଷଣା କରିଛନ୍ତି। ଏନେଇ ସବୁ ରାଜ୍ୟକୁ ଆଡଭାଇଜରୀ ଜାରି କରାଯାଇଛି। ଗାଡିର ଫିଟ୍‌ନେସ, ପରମିଟ୍,...

odsha
ମହାପ୍ରଭୁ ଜଗନ୍ନାଥଙ୍କ ବିକୃତ କାର୍ଟୁନ୍ ପାଇଁ ଥାନାରେ ଏତଲା; ରଥ ଯାତ୍ରା ନେଇ ହୋଇକୋର୍ଟ କହିଲେ...

ପୁରୀ: ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ରଥଯାତ୍ରା ହେବ କି ନାହିଁ ସେନେଇ ରାଜ୍ୟ ସରକାର ନିଷ୍ପତ୍ତି ନେବେ ବୋଲି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି। ଏ ସଂପର୍କିତ ଏକ ମାମଲାର ଶୁଣାଣି କରି ରାଜ୍ୟ ସରକାରଙ୍କ ଉପରେ ଦାୟିତ୍ୱ ନ୍ୟସ୍ତ କରିଛନ୍ତି ହାଇକୋର୍ଟ କରୋନା ମୁକାବିଲା ନେଇ ଥିବା କେନ୍ଦ୍ର ଓ...

ଓୱପଗୱୋପପୋୱୋକ
କରୋନା ସମୟରେ ନାମଲେଖାକୁ ବିରୋଧ କରି ଅଭିଭାବକ ମହାସଂଘର ଆନ୍ଦୋଳନ

ଭୁବନେଶ୍ୱର: ଜୁଲାଇ ୩୧ ପରେ ସ୍କୁଲ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଥିବାବେଳେ କରୋନା ମହାମାରୀ ସମୟରେ ନାମଲେଖାକୁ ବିରୋଧ କରି ଆନ୍ଦୋଳନକୁ ଓହ୍ଲାଇଛି ଓଡ଼ିଶା ଅଭାଭାବକ ମହାସଂଘ। ଏ ନେଇ ଭୁବନେଶ୍ୱର ଗାନ୍ଧି ପାର୍କରେ ମହାତ୍ମା ଗାନ୍ଧିଙ୍କ ପ୍ରତିମୂର୍ତ୍ତି ତଳେ ସଂଘ ଧାରଣା ଦେଇଛି। ସାରା ବିଶ୍ୱକୁ ଏବେ...

dharana
ପରୀକ୍ଷା ବାତିଲ କରିବା ନେଇ ଧାରଣାରେ ଛାତ୍ରଛାତ୍ରୀ

ଭୁବନେଶ୍ୱର: ରମାଦେବୀ ଓ ଉତ୍କଳ ବିଶ୍ୱବିଦ୍ୟାଳୟ ପରେ ଧାରଣାକୁ ଓହ୍ଲାଇଲେ ବିଜେବି ମହାବିଦ୍ୟାଳୟ ଛାତ୍ରଛାତ୍ରୀ। ପରୀକ୍ଷା ବାତିଲ କରାଯାଉ ନହେଲେ ବିକଳ୍ପ ବ୍ୟବସ୍ଥା କରିବାକୁ ଦାବି କରିଛନ୍ତି ଛାତ୍ରଛାତ୍ରୀ। ବର୍ତ୍ତମାନ ସ୍ଥିତିରେ ସରକାର ନିଜେ ଏହି ଦୁଇ ମାସ ଗୁରୁତ୍ୱପୂର୍ଣ୍ଣ କହୁଥିବାବେଳେ ଜୁଲାଇ ଦ୍ୱିତୀୟ ସପ୍ତାହରେ କିଭଳି ପରୀକ୍ଷା...

ଲଗୀଓଲରୋଲ
ମାସ୍କ କିଣାରେ ମହାଦୁର୍ନୀତି ହୋଇଛି, ସ୍ୱାସ୍ତ୍ୟମନ୍ତ୍ରୀ ଉତ୍ତରଦାୟୀ: ନିରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର: ମାସ୍କ କିଣା ଦୁର୍ନୀତି ନେଇ ରାଜ୍ୟ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍ କରିଛି। ମାସ୍କ କିଣାରେ ମହାଦୁର୍ନୀତି ହୋଇଛି ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି। ତାମିଲନାଡୁର ଗୋଟିଏ ସଂସ୍ଥାରୁ ୧୬ ଟଙ୍କା ଦାମ୍‌ରେ ୩୦ ଲକ୍ଷ ମାସ୍କ ଆସିଛି। ହେଲେ ଅନ୍ୟ ରାଜ୍ୟମାନେ ଏହାକୁ ୧.୩୪...