• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

tiger
 ବାଘ ରାସ୍ତାରେ ଅଜଗର, ଦେଖନ୍ତୁ ଆଗକୁ କଣ ଘଟିଲା...

ନୂଆଦିଲ୍ଲୀ: କୌଣସି ପଶୁ ପକ୍ଷୀ ବା ସରୀସୃପକୁ ଦେଖି ବାଘ ସ୍ଥିର ରହିବାର ଆପଣ କେବେ ଦେଖିଛନ୍ତି କି ? କାରଣ ଜଙ୍ଗଲରେ ବାଘର ପତିଆର ବେଶ୍। ସେ କାହାର ଉପସ୍ଥିତିକୁ ସହିପାରେନା। କେବେ କେବେ ବିଶାଳ ଅଜଗର ଓ ବାଘର ମୁହାଁମୁହିଁ ଦୃଶ୍ୟ ଆପଣ ଭିଡିଓରେ ଦେଖିଥିବେ।...

coronavurys
କଟକରେ ୩୨ କରୋନା ପଜିଟିଭ୍‌ ଚିହ୍ନଟ

କଟକ: କଟକରେ ଆଜି ୩୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ୩୨ ପଜିଟିଭଙ୍କ ମଧ୍ୟରେ ସରକାରୀ କ୍ୱାରେଣ୍ଟିନ ସେଣ୍ଟରରୁ ୫ ଜଣ ଥିବା ବେଳେ, ୨୧ ଜଣ ଥିଲେ ହୋମ୍ କ୍ୱାରେଣ୍ଟିନରେ। ସେହିଭଳି ଜଣେ ପେଡ୍ କ୍ୱାରେଣ୍ଟିନରେ ଥିଲେ ଏବଂ ବାକି ୫ ଜଣ ଲୋକାଲ୍ କଣ୍ଟାକ୍ଟ...

beach
ମରଣ ମୁହଁରୁ ଟାଣିଆଣିଲେ ଅଫିସର, ଦେଖନ୍ତୁ ଭିଡିଓ...

ନୂଆଦିଲ୍ଲୀ: କଥାରେ ଅଛି ଭଗବାନ ଯାହାକୁ ରକ୍ଷା କରିବେ ତାକୁବା କିଏ ମାରିପାରିବ। କାହାରି ମାଧ୍ୟମରେ ଦୂତ ସାଜି ସେ ଜୀବନ ବଞ୍ଚାଇ ପାରନ୍ତି ତ ଆଉ କେତେବେଳେ ଆଶ୍ଚର୍ଯ୍ୟକର ଘଟଣା ଘଟାଇ ଆପଣଙ୍କ ଜୀବନ ବଞ୍ଚାଇ ପାରନ୍ତି। କିପରି ଭାବେ ଜଣେ ଅଫିସରଙ୍କ ଜରିଆରେ ଗୋଟିଏ ସାର୍କ...

bijaya
ଓଲିଉଡ୍‌ର ବିଗ୍‌ ମ୍ୟାନ୍‌ ବିଜୟଙ୍କୁ ଶେଷ ବିଦାୟ

ଭୁବନେଶ୍ୱର: ଶତାଧିକ ଫିଲ୍ମ, ଶତାଧିକ ଛାତ୍ରଛାତ୍ରୀ, ଶହ ଶହ ଅବିସ୍ମରଣୀୟ ସଂଳାପ ଓ ଚରିତ୍ର। ଏ ସବୁକୁ ପଛରେ ଛାଡ଼ି, ସଂସାର ରଙ୍ଗମଞ୍ଚରୁ ଚିର ବିଦାୟ ନେଇଛନ୍ତି ବିଜୟ ମହାନ୍ତି। ଓଲିଉଡ୍‌ର ଯୁଗପୁରୁଷଙ୍କୁ ଅନ୍ତିମ ସମ୍ମାନ ଜଣାଇଛି ଓଡ଼ିଶା। ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଓଡ଼ିଆ ସିନେପ୍ରେମୀ ଭୁବନେଶ୍ୱର ସ୍ଥିତ...

coorna
ଆଉ ୪୦୦ କରୋନା ଆକ୍ରାନ୍ତ ସୁସ୍ଥ ହେଲେ

ଭୁବନେଶ୍ୱର: ରାଜ୍ୟରେ ଆଉ ୪୦୦ କରୋନା ଆକ୍ରାନ୍ତ ସୁସ୍ଥ ହେଲେ। ଗଂଜାମ ଜିଲ୍ଲାରୁ ସର୍ବାଧିକ ୧୩୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ କଟକ ୫୮, ଖୋର୍ଦ୍ଧା ୪୬, କୋରାପୁଟ ୪୧, ଯାଜପୁରରୁ ୩୭ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ...

lava
ନଦୀ ବହୁଛି ହେଲେ ପାଣିର ନୁହେଁ ନିଆଁର, ଦେଖନ୍ତୁ ଭିଡିଓ...

ନୂଆଦିଲ୍ଲୀ: ସାଧାରଣତଃ ନଦୀରେ ପାଣି ବହିବା ହିଁ ପ୍ରକୃତିର ନିୟମ। ଏଠି କିନ୍ତୁ ବହୁଛି ନିଆଁର ନଦୀ। କଥାଟା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ ନା ? କିନ୍ତୁ ନଦୀ ଭଳି କ୍ଷୀପ୍ରଗତିରେ ବୋହିଯାଉଛି ଡହ ଡହ ନିଆଁର ସ୍ରୋତ। Hawaii: This is not a time-lapse video....

bji
ବିଜୟଙ୍କ ବିଜୟ ଯାତ୍ରା ଥିଲା ଏମିତି...

ଭୁବନେଶ୍ୱର: ସବୁ ଚରିତ୍ରକୁ ନିଖୁଣ ଭାବେ ନିଭେଇବାର କଳା ଯଦି କାହା ପାଖରେ ଥିଲା, ସେ ହେଉଛନ୍ତି ବିଜୟ ମହାନ୍ତି। କେବେ ରୂପା ଶଗଡ଼ିରେ ସୁନା କନିଆଁକୁ ବସାଇ ଆପଣଙ୍କ ପାଖକୁ ଆସିଥିଲେ, ଆଉ କେବେ ଜଗା ହାତରେ ପଘା ମାଧ୍ୟମରେ ପହଞ୍ଚିଥିଲେ ସିନେ ପରଦାରେ। ସିନେମା ଆଉ...

covid 19 report
ସରକାରୀ ରିପୋର୍ଟ ପଜିଟିଭ୍, ଘରୋଇ ହସ୍ପିଟାଲ୍‌ରେ ନେଗେଟିଭ୍‌; ଘେରିଲେ ବିରୋଧୀ

ଭୁବନେଶ୍ୱର: ସରକାରୀ ରିପୋର୍ଟ ପଜିଟିଭ୍, ଘରୋଇ ହସ୍ପିଟାଲ୍‌ରେ କୋଭିଡ୍ ଟେଷ୍ଟ କଲେ ଆସୁଛି ନେଗେଟିଭ୍। ପୁଣି କେଉଁଠି ଜଣଙ୍କ ନାଁରେ, ଅନ୍ୟ ଜଣଙ୍କୁ କୋଭିଡ୍ ହସ୍ପିଟାଲ୍‌କୁ ନିଆଯିବା ଭଳି ସାଙ୍ଘାତିକ ଅଭିଯୋଗ। କୋଭିଡ୍ ରିପୋର୍ଟରେ ଏଭଳି କିମ୍ଭୁତ କିମାକାର ତ୍ରୁଟିକୁ ନେଇ ସୋସିଆଲ୍ ମିଡିଆରେ ଗୋଟିକ ପରେ ଗୋଟିଏ...

minor-girl
ଝୁଲନ୍ତା ଅବସ୍ଥାରେ ନାବାଳିକାର ମୃତଦେହ; ଶରୀରରେ ଥିବା ଚିହ୍ନକୁ ନେଇ ସନ୍ଦେହ

କୋରାପୁଟ: କୋରାପୁଟ ଜିଲ୍ଲା କୋଟପାଡ଼ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ବାଗଚୁଆଁ ନିକଟରୁ ନାବାଳିକାର ମୃତଦେହ ଉଦ୍ଧାର ହୋଇଛି। ଗତକାଲି ସଂଧ୍ୟାରୁ ଝିଅର ପତ୍ତା ନ ଥିଲା। ଆଜି ସକାଳୁ ଏକ ଗଛରେ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଥିଲା।...

doctor
ଡାକ୍ତରଙ୍କ ଅବସର ବୟସ ସୀମା ୬୨ରୁ ୬୫ ବର୍ଷକୁ ବୃଦ୍ଧି କଲେ ସରକାର

ଭୁବନେଶ୍ୱର: କୋଭିଡ ପରିସ୍ଥିତିରେ ଡାକ୍ତରଙ୍କ ରହିଛି ଗୁରୁ ଦାୟିତ୍ୱ। ତେଣୁ ତାକୁ ନଜରରେ ରଖି ରାଜ୍ୟରେ ଡାକ୍ତରଙ୍କ ଅବସର ବୟସ ସୀମା ୬୨ରୁ ୬୫ ବର୍ଷକୁ ବୃଦ୍ଧି କରିଛନ୍ତି ସରକାର। OHMS କ୍ୟାଡର ଡାକ୍ତରଙ୍କ ବୟସ ସୀମା ୬୫କୁ ବୃଦ୍ଧି ନେଇ ଆଜି କରୋନା ସମୀକ୍ଷା ବୈଠକରେ ଘୋଷଣା...

paulse
ଆଗାମୀ ୫ ମାସ ଯାଏ ମଗଣାରେ ମିଳିବ ଡାଲି ଓ ଚାଉଳ

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ୫ ମାସ ପାଇଁ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀଙ୍କୁ ମଗଣାରେ ଚାଉଳ ଓ ଡାଲି ଯୋଗାଇବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଜୁଲାଇରୁ ନଭେମ୍ବର ପର୍ଯ୍ୟନ୍ତ ପ୍ରତ୍ୟକ ହିତାଧିକାରୀଙ୍କୁ ୫ କେଜି ଲେଖାଏଁ ଚାଉଳ ଓ ପ୍ରତି ପରିବାର ପିଛା ଏକ କେଜି ଲେଖାଏଁ...

4
'ମିସ୍ ୟୁ ବିଗ୍ ଅଙ୍କଲ୍'‌

ଭୁବନେଶ୍ୱର: ମୋ ଲାଇଫ୍‌ର ପ୍ରଥମ ହିରୋ ‘ମୋ ବିଗ୍ ଅଙ୍କଲ’ ଆଉ ନାହାଁନ୍ତି। ଏକଥାକୁ ସହଜରେ ବିଶ୍ୱାସ କରିହେଉନି। ଲାଗୁଛି ଯେମିତି ମୋ ଦୁନିଆ ଏଇଠି ଅଟକି ଯାଇଛି। କେହି ଆଉ ମୋତେ ମିଛ କହିନି ତ ? ଲାଗୁଛି ଏଇନେ ଫୋନ୍ କଲେ ବିଗ୍‌ ଅଙ୍କଲ ଫୋନ୍...

sameer
ଚଳିତ ବର୍ଷ ସ୍କୁଲ ସିଲାବସ୍ କମିବ

ଭୁବନେଶ୍ୱର: କରୋନା ଯୋଗୁଁ ଚଳିତ ବର୍ଷ ସ୍କୁଲ ସିଲାବସ୍ କମିବ। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ସିଲାବସ୍ ହ୍ରାସ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମତି ମିଳିଥିବା ସେ ସ୍ପଷ୍ଟ କରିଛନ୍ତି। ତେବେ କେତେ ପ୍ରତିଶତ ସିଲାବସ୍ କମିବ ସେନେଇ ପିଲାଙ୍କୁ ଆଗୁଆ...

PTI03-03-2020_000069A
କଟକ ସହରରୁ ଆଉ ୫୪ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ସହରରୁ ଆଉ ୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୧ ସରକାରୀ କ୍ୱାରେଣ୍ଟିନରେ ଚିହ୍ନଟ ହୋଇଥିବା ବେଳେ ୪୧ ହୋମ୍ କ୍ୱାରେଣ୍ଟିନ ଚିହ୍ନଟ ହୋଇଛନ୍ତି। ତା ସହିତ ୨ଟି ଲୋକାଲ କେସ୍ ରହିଛି। ସେହିଭଳି ଖଟବିନ ସାହିରୁ ୩୨, ଶଙ୍କରପୁର ପରିଡ଼ା ସାହିରୁ ୮ ଚିହ୍ନଟ...

harichan
ସରକାରଙ୍କୁ ବିଜେପିର ପ୍ରଶ୍ନ, ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା କାର୍ଯ୍ୟକାରୀ ହେଉଛି ତ ?

ଭୁବନେଶ୍ୱର: ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଗରିବଙ୍କୁ ୫ ମାସର ଚାଉଳ ଓ ଡାଲି ଯୋଗାଣ ଘୋଷଣା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟକୁ ନେଇ ପ୍ରଶ୍ନ ଉଠାଇଲା ବିଜେପି। ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା କାର୍ଯ୍ୟକାରୀ ହେଉଛି ତ ବୋଲି ପ୍ରଶ୍ନ କରିଛନ୍ତି ବିଜେପି ସାଧାରଣ ସଂପାଦକ ପୃଥ୍ୱୀରାଜ...

mitravanu
ରଙ୍ଗବତୀ ଗୀତର ନାଁ ଅନୁସାରେ ବଦଳିଲା ଗାଁର ନା

ଭୁବନେଶ୍ୱର: ଗୀତର ନାମ ରଙ୍ଗବତୀ ଅନୁସାରେ ଗାଁର ନାମ ବିଲୁଙ୍ଗ ରଙ୍ଗବତୀ ହେଲା। ବିଖ୍ୟାତ ଲୋକ ସଂଗୀତ ରଙ୍ଗବତୀ ନାଁରେ ନାମିତ ହେଲା ଗାଁ। ଚର୍ଚ୍ଚିତ ରଙ୍ଗବତୀ ଗୀତର ଗୀତିକାର ମିତ୍ରଭାନୁ ଗୌନ୍ତିଆଙ୍କ ଗାଁ  ହେଉଛି ବିଲୁଙ୍ଗ। ଆଉ ଏବେ ଏହି ଗାଁ ବିଲୁଙ୍ଗ ରଙ୍ଗବତୀ ନାମରେ ପରିବର୍ତ୍ତନ...