ଜୟପୁର: ସାମ୍ବିଧାନିକ ସଂକଟ ଆଡ଼କୁ ମୁହାଁଉଛି ରାଜସ୍ଥାନ ରାଜନୀତି। ରାଜ୍ୟରେ ଚାଲିଥିବା ପଲିଟିକାଲ ଡ୍ରାମା ଏବେ ଅଦାଲତରୁ ଯାଇ ରାଜଭବନରେ କେନ୍ଦ୍ରୀଭୂତ ହୋଇଛି। କୋର୍ଟରୁ ଝଟକା ଖାଇ ମୁଖ୍ୟମନ୍ତ୍ରୀ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବାକୁ ଉଦ୍ୟମ କରୁଥିବାବେଳେ ରାଜ୍ୟପାଳ କିନ୍ତୁ ଅନୁମତି ଦେଉନଥିବା ଅଭିଯୋଗ କରିଛି କଂଗ୍ରେସ। ଏପଟେ...
ଭୁବନେଶ୍ୱର: ଓଟିଭି କ୍ୟାମେରାରେ କଏଦ ହୋଇଛି ପ୍ରଥମ ଶତାବ୍ଦୀର ପ୍ରଥମ ଧୂମକେତୁ। ଭୁବନେଶ୍ୱର ଆକାଶରୁ ଆଜି ଏହି ବିରଳ ମହାଜାଗତିକ ଦୃଶ୍ୟକୁ ନିଜ ଟେଲି ଲେନ୍ସରେ କଏଦ କରିଛନ୍ତି ଫଟୋଗ୍ରାଫର ରାକେଶ ରାଉଳ। ଏହି ଫଟୋ ଧୂମକେତୁ ସି/୨୦୨୦ ଏଫ୍-୩ ବୋଲି ପଠାଣି ସାମନ୍ତ ପ୍ଲାନେଟାରିୟମ କର୍ତ୍ତୃପକ୍ଷ ସ୍ପଷ୍ଟ...
ଭୋପାଳ: ଅଗଷ୍ଟ ୫ ତାରିଖ ଯାଏ ଯଦି ଦିନକୁ ୫ ଥର ହନୁମାନ ଚାଳିଶା ପଢ଼ାଯାଏ ତେବେ କରୋନା ଭାଇରସ ଛାଡ଼ି ପଳାଇବ। ଗତ ଶନିବାର ଏପରି କହିଛନ୍ତି ବିଜେପି ସାଂସଦ ସାଧ୍ୱୀ ପ୍ରଜ୍ଞା ସିଂହ ଠାକୁର। ସୂଚନା ଥାଉକି, ଅଗଷ୍ଟ ୫ ତାରିଖରେ ଅଯୋଧ୍ୟା ରାମ ମନ୍ଦିର...
ନୂଆଦିଲ୍ଲୀ: ଶେଷରେ ଚୀନ୍ର ଗଉଁ ଭାଙ୍ଗିଛି। ଭାରତ-ଚୀନ ସୀମାନ୍ତ ପୂର୍ବ ଲଦାଖ ଅଂଚଳରେ ପଛକୁ ହଟିଛି ଚିନ ସେନା । ଭାରତ ମଧ୍ୟ ତାର ସେନା ହଟାଇ ନେଇଛି। ଲାଇନ୍ ଅଫ୍ ଆକ୍ଚୁଆଲ କଣ୍ଟ୍ରୋଲ (LAC)ର ପାଟ୍ରୋଲିଂ ପଏଣ୍ଟ ୧୫, ୧୪ ଏବଂ ୧୭Aରେ ଦୁଇ ଦେଶର ସୈନ୍ୟ...
ନୂଆଦିଲ୍ଲୀ: ଆଜି କାର୍ଗିଲ ବିଜୟ ଦିବସ। ସାରା ଦେଶ ମନେ ପକାଉଛି ଭାରତୀୟ ସେନାଙ୍କ ବିଜୟ ଗାଥା। ୧୯୯୯ ମସିହା ଆଜିର ଦିନରେ ପାକିସ୍ତାନୀ ସେନା ଉପରେ ବିଜୟଲାଭ କରି କାର୍ଗିଲରେ ତ୍ରିରଙ୍ଗା ଉଡ଼ାଇଥିଲା ଭାରତୀୟ ସେନା। ତେବେ ଏଥିପାଇଁ ୫୨୭ ଜଣ ବୀର ସୈନିକଙ୍କୁ ବଳିଦାନ ଦେବାକୁ...
ଭୁବନେଶ୍ୱର: ଆଜି କାର୍ଗିଲ ବିଜୟ ଦିବସ। ସାରା ଦେଶ ମନେ ପକାଉଛି ଭାରତୀୟ ସେନାଙ୍କ ବିଜୟ ଗାଥା। ୧୯୯୯ ମସିହା ଆଜିର ଦିନରେ ପାକିସ୍ତାନୀ ସେନା ଉପରେ ବିଜୟଲାଭ କରି କାର୍ଗିଲରେ ତ୍ରିରଙ୍ଗା ଉଡ଼ାଇଥିଲା ଭାରତୀୟ ସେନା। ତେବେ ଏଥିପାଇଁ ୫୨୭ ଜଣ ବୀର ସୈନିକଙ୍କୁ ବଳିଦାନ ଦେବାକୁ...
ଯାଜପୁର: ବ୍ଲକରେ ପିଡିଏସ୍ ସାମଗ୍ରୀ ଯୋଗାଣରେ ଅନିୟମିତତା ଅଭିଯୋଗରେ ଯାଜପୁର ଧର୍ମଶାଳା ବିଡିଓ ହାଇକୋର୍ଟରେ ମିଥ୍ୟା ସତ୍ୟପାଠ ଦାଖଲ କରିଥିବା ଅଭିଯୋଗ ହୋଇଛି। ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ବି ଘଟଣାକୁ ନେଇ ଟ୍ୱିଟ୍ କରିଛନ୍ତି। ଧର୍ମଶାଳା ବ୍ଲକର ଚୋରମୁହାଁ ଗାଁରେ ରମାଦେଇଙ୍କ ପକ୍କା ଘର ଥିବା...
ନୂଆଦିଲ୍ଲୀ; ଦେଶରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ୪୮ ହଜାର ୬୬୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଉ ୭୦୫ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଯାହାପରେ ଏବେ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା...
ନୂଆଦିଲ୍ଲୀ: ରେଡିଓ ପ୍ରୋଗ୍ରାମ ‘ମନ୍ କି ବାତ୍’ରେ ଆଜି ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି କାରଗିଲ୍ ବିଜୟ ଦିବସର ୨୧ ବର୍ଷ ପୂର୍ତ୍ତି ଅବସରରେ ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହିତ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୋଦି। ଏହି ଅବସରରେ ପାକିସ୍ତାନକୁ ସମାଲୋଚନା କରିବା...