• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

isis
ସତର୍କ କରାଇଲା ଜାତିସଂଘ; ଭାରତର ଏହି ଦୁଇ ରାଜ୍ୟରେ ସକ୍ରିୟ ଅଛନ୍ତି ISIS ଆତଙ୍କବାଦୀ

ନୂଆଦିଲ୍ଲୀ: କେରଳ ଓ କର୍ଣ୍ଣାଟକରେ ଲୁଚି ରହିଛନ୍ତି ବହୁ ସଂଖ୍ୟକ ISIS ଆତଙ୍କବାଦୀ। ଏନେଇ ଜାତିସଂଘ ଭାରତକୁ ସତର୍କ କରାଇଛି। କେବଳ ISIS ନୁହେଁ, ଭାରତୀୟ ଉପମହାଦେଶୀୟ ଅଲ୍‌କାଏଦାର ଏକ ଟିମ୍‌ ଭାରତରେ ସକ୍ରିୟ ଥିବା ଚେତାଇ ଦେଇଛି ଜାତିସଂଘ। ଯେଉଁଥିରେ ଭାରତ, ପାକିସ୍ତାନ, ବାଂଲାଦେଶ ଏବଂ ମ୍ୟାନ୍‌ମାର୍‌...

maoist
ପୁଲିସ ଗୁଳିରେ ଟପ୍‌ ମାଓବାଦୀ ନିହତ

ମାଲକାନଗିରି: ଓଡ଼ିଶା-ଆନ୍ଧ୍ର ପ୍ରଦେଶ ସୀମାରେ ମାଓ ଅପରେସନ୍ ହୋଇଛି। ଚିତ୍ରକୋଣ୍ଡା ସୀମାନ୍ତ ଆନ୍ନାଭାରାମ ପୋଲିସ୍ ଷ୍ଟେସନ ନିକଟରେ ପୋଲିସ୍ ମାଓବାଦୀ ଗୁଳି ବିନିମୟ ହୋଇଛି। ଯେଉଁଥିରେ ଜଣେ ହାର୍ଡକୋର ମାଓବାଦୀ ନିହତ ହୋଇଥିବା ଜଣାପଡ଼ିଛି। ତେବେ ଘଟଣାସ୍ଥଳରୁ ଟପ୍ ମାଓନେତା ରାମକୃଷ୍ଣ, ଉଦୟ, ଅରୁଣ ଏବଂ ଜଗନ୍ ଫେରାର...

pradipta nayak
ଚାଷୀ ଭାଇମାନେ କାଳିଆ ଟଙ୍କା ଫେରାନ୍ତୁ ନାହିଁ ବୋଲି କହିଲେ ପ୍ରଦୀପ୍ତ ନାୟକ

ଭୁବନେଶ୍ୱର: ଅଯୋଗ୍ୟ ଦର୍ଶାଇ କାଳିଆ ଟଙ୍କା ଫେରସ୍ତ ଲାଗି ରାଜ୍ୟ ସରକାରଙ୍କ ଚିଠି ପ୍ରସଙ୍ଗରେ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ। କାଳିଆ ଟଙ୍କା ନଫେରାଇବାକୁ ସେ ପରାମର୍ଶ ଦେଇଛନ୍ତି। ନିର୍ବାଚନ ଜିତିସାରିବା ପରେ ଏଭଳି ନୀତି କାହିଁକି ବୋଲି ପ୍ରଶ୍ନ କରିବା ସହିତ...

panchanan kanuungo
ଅର୍ଥନୈତିକ ଆତଙ୍କ ସୃଷ୍ଟି କରୁଛନ୍ତି ରାଜ୍ୟ ସରକାର: ପଞ୍ଚାନନ କାନୁନ୍‌ଗୋ

ଭୁବନେଶ୍ୱର: କରୋନା ମହାମାରୀ ସମୟରେ ଅର୍ଥନୈତିକ ଆତଙ୍କ ସୃଷ୍ଟି କରୁଛନ୍ତି ରାଜ୍ୟ ସରକାର। କରୋନା ବେଳେ ଆର୍ଥିକ ସଙ୍କଟକୁ ବାହାନା କରି ନୂଆ ଟିକସ୍ ବ୍ୟବସ୍ଥା ଆରମ୍ଭ କରିବାକୁ ସରକାର ଯୋଜନା କରୁଛନ୍ତି। ଆଜି ଏଭଳି ଢଙ୍ଗରେ ରାଜ୍ୟ ସରକାରଙ୍କ ଉପରେ ଅଭିଯୋଗ କରିଛନ୍ତି ପୂର୍ବତନ ଅର୍ଥମନ୍ତ୍ରୀ ତଥା...

shibraj
ଡାକ୍ତରଖାନାରେ ଥାଇ କରୋନା ମୁକାବିଲାର ଟିପ୍ସ ଦେଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ

ଭୋପାଳ: କରୋନାରେ ଆକ୍ରାନ୍ତ ହୋଇ ବର୍ତ୍ତମାନ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ। ଡାକ୍ତରଖାନାରେ ଭର୍ତ୍ତି ହେବାର ଗୋଟିଏ ଦିନ ପରେ ଆଜି ନିଜ ସ୍ୱାସ୍ଥ୍ୟ ସମ୍ପର୍କରେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ଶିବରାଜ। ସେ ନିଜର ଏକ ଭିଡିଓ ଟ୍ୱିଟ୍ କରି କହିଛନ୍ତି...