ନୂଆଦିଲ୍ଲୀ: ରାମ ମନ୍ଦିର ନିର୍ମାଣ ପାଇଁ ହେବାକୁ ଥିବା ଭୂମି ପୂଜନକୁ ସବୁ ବଡ଼ ବଡ଼ ଦଳର ନେତାଙ୍କୁ ଡକାଯିବା ଦରକାର। ସମସ୍ତେ ଭୂମି ପୂଜନରେ ସାମିଲ୍ ହେବା କଥା ବୋଲି କହିଛନ୍ତି କଂଗ୍ରେସ ନେତା ସଲମାନ ଖୁର୍ସିଦ୍। ଏହାର ଠିକ୍ ପରେ ସଲ୍ମାନଙ୍କର ମନ୍ତବ୍ୟରେ ପ୍ରତିକ୍ରିୟା ରଖିଛନ୍ତି...
ମୁମ୍ବାଇ: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଗାର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ ଫେରାର ହୋଇ ଯାଇଥିବା ନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ରେହା ତାଙ୍କ ମୁମ୍ବାଇ ସ୍ଥିତ ବାସଭବନରୁ ଫେରାର୍ ଥିବା କୁହାଯାଉଛି। ରିୟାଙ୍କ ବିରୋଧରେ ସୁଶାନ୍ତଙ୍କ ବାପା କୃଷ୍ଣ କୁମାର ସିଂହ ପଟନା ଥାନାରେ...
ଭୁବନେଶ୍ୱର: ମାଟ୍ରିକ ଫଳାଫଳର ଖୁସି ଭିତରେ ଆସିଛି ଦୁଃଖର ଖବର। ପରୀକ୍ଷାରେ ଫେଲ୍ ବୋଲି ମିଛ ଖବର ଶୁଣି ଦୁଇ ଜଣ ଛାତ୍ରୀ ଜୀବନ ହାରିଥିବାବେଳେ ଆଉ ଜଣେ ଫେଲ୍ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ପୌରପରିଷଦ ବାଲିପଦାର ଜଣେ ଛାତ୍ରୀ ପରୀକ୍ଷା ଫଳ ବାହାରିବାର...
ମୁମ୍ବାଇ: ରିୟାଙ୍କ ସହିତ ଖୁସି ନଥିଲେ ଅଭିନେତା ସୁଶାନ୍ତ ସିଂହ ରାଜପୁତ। ରିୟା ସବୁବେଳେ ତାଙ୍କୁ ନାନା ହଇରାଣ କରୁଥିଲେ। ତେଣୁ ସୁଶାନ୍ତ ରିୟାଙ୍କ ସହିତ ବ୍ରେକ୍ଅପ୍ କରିବାକୁ ଚାହୁଁଥିଲେ। ଆଜି ବିହାର ପୁଲିସ୍ର ପ୍ରଶ୍ନରେ ଏପରି ଉତ୍ତର ଦେଇଛନ୍ତି ସୁଶାନ୍ତଙ୍କ ପୂର୍ବତନ ଗାର୍ଲଫ୍ରେଣ୍ଡ ଅଙ୍କିତା ଲୋଖଣ୍ଡେ। ଏନେଇ...
ଚେନ୍ନାଇ: ବହୁ ଲୋକପ୍ରିୟ ଫିଲ୍ମ ‘ବାହୁବଳି’ର ନିର୍ଦ୍ଦେଶକ ଏସ୍ଏସ୍ ରାଜମୌଲି ଓ ତାଙ୍କ ପରିବାର କରୋନାରେ ସଂକ୍ରମିତ ହୋଇଛନ୍ତି। ଏନେଇ ନିଜେ ରାଜମୌଲି ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଏଥିସହିତ କିଛିଦିନ ହେଲା ତାଙ୍କୁ ଜ୍ୱର ଲାଗି ରହିଥିବା ମଧ୍ୟ ଟ୍ୱିଟ୍ରେ ଜଣାଇଛନ୍ତି ବାହୁବଳି ନିର୍ଦ୍ଦେଶକ। କିଛିଦିନ ଜ୍ୱର...
ମୁମ୍ବାଇ: ପୁଣି ଲକ୍ଡାଉନ୍ ବଢ଼ାଇଲେ ମହାରାଷ୍ଟ୍ର ସରକାର। ଅଗଷ୍ଟ ୩୧ ତାରିଖ ଯାଏ ରାଜ୍ୟରେ ଲକ୍ଡାଉନ ଅବଧିକୁ ବଢ଼ାଇ ଦେଇଛନ୍ତି ମହାରାଷ୍ଟ୍ରର ଉଦ୍ଧବ ସରକାର। ରାଜ୍ୟରେ ହୁହୁ ହୋଇ କରୋନା ସଂକ୍ରମଣ ବଢ଼ୁଥିବାରୁ ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ଆଜି ଗୋଟିଏ ଦିନରେ ମହାରାଷ୍ଟ୍ରରେ ୯,୨୧୧ କରୋନା...