ଭୁବନେଶ୍ୱର: ବିଧାୟକମାନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଭିଡିଓ କନଫରେନ୍ସିଂ ପ୍ରସଙ୍ଗକୁ ନେଇ ସରକାରଙ୍କୁ ସମାଲୋଚନା କରିଛନ୍ତି ବରିଷ୍ଠ କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ। ବିଧାୟକଙ୍କୁ କହିବାକୁ ଦିଆଗଲା ନାହିଁ, କିମ୍ବା ବିଧାୟକଙ୍କୁ କୌଣସି ଦାୟିତ୍ୱ ଦିଆଗଲା ନାହିଁ ବୋଲି ସୁର କହିଛନ୍ତି। କେବଳ ପ୍ରଚାର ଓ ପ୍ରସାର ପାଇଁ...
ବାଲେଶ୍ୱର: ନକଲି ବନ୍ଧୁକ ଦେଖାଇ ଲୁଟ୍ ଉଦ୍ୟମ କରୁଥିଲା, ହେଲେ ଏମିତି ଅବସ୍ଥା ହେଲା ଯେ ସିଧା ଯାଇ ମାମୁ ଘରେ ପଶିଲା ଲୁଟେରା। ଲୁଟେରାକୁ କାବୁ କରି ପୋଲିସରେ ଜିମା ଦେଲେ ଗ୍ରାମବାସୀ। ଏଭଳି ଘଟଣା ଦେଖିବାକୁ ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଡିଙ୍ଗାଶୁଳ ଗାଁରେ। ଯୁବକ...
ଭୁବନେଶ୍ୱର: ଶରୀରରୁ ମୁଣ୍ଡ ଅଲଗା ହୋଇ ଚାଷ ଜମିରେ ପଡ଼ି ରହିଛି ମୃତଦେହ। ଏଭଳି ବିଭତ୍ସ ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ବଡ଼ଗଡ଼ ଏକଲପୁର ଗାଁରେ। ନିକଟସ୍ଥ ଏକ ଚାଷ ଜମିରେ ଶରୀରରୁ ମୁଣ୍ଡ ଅଲଗା ହୋଇ ପଡ଼ିରହିଛି। ମୃତକ ସୋରଡ଼ା ବୋରସିଂ ଗାଁର ନିଳାଞ୍ଚଳ ପ୍ରଧାନ ବୋଲି...
ନୂଆଦିଲ୍ଲୀ: ଦେଶରେ ସୁଧୁରିଛି କରୋନା ପରିସ୍ଥିତି। ଜାତୀୟ ସ୍ତରରେ ଏବେ କରୋନା ଆରୋଗ୍ୟ ହାର ୬୪.୪%କୁ ବୃଦ୍ଧି ପାଇଛି ବୋଲି ଆଜି ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରଣାଳୟ ଓଏସ୍ଡି ରାଜେଶ ଭୂଷଣ। ଅପ୍ରେଲ ମାସରେ ଆରୋଗ୍ୟ ହାର ୭ ଦଶମିକ ୮୫ ପ୍ରତିଶତ ଥିବା ବେଳେ ଏବେ...
କଟକ: କଟକ ସହରରୁ ଆଜି ଆଉ ୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୧ ପଜିଟିଭ୍ଙ୍କ ମଧ୍ୟରୁ ୪୦ ଜଣ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୧ ଲୋକାଲ କଣ୍ଟା କେସ୍ ରହିଛି। ଏନେଇ କଟକ ମହାନଗର ନିଗମ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ଆଜିର...
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ଆଉ ୧୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୦୫ ଆକ୍ରାନ୍ତଙ୍କ ମଧ୍ୟରୁ ୫୯ କ୍ୱାରେଣ୍ଟିନରେ ଚିହ୍ନଟ ହୋଇଥିବା ବେଳେ ୪୬ ଟି ଲୋକାଲ କଣ୍ଟାକ୍ଟ କେସ୍ ରହିଛି। କ୍ୱାରେଣ୍ଟିନ୍ ସେଣ୍ଟର ମଧ୍ୟରୁ ନୟାପଲ୍ଲୀ ନୂଆସାହିରୁ ଆଉ ୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...
ଭୁବନେଶ୍ୱର: ଅନ୍-ଲକ୍ ଥ୍ରୀରେ ଜିମ୍ ଖୋଲିବାକୁ ଦାବି କରିଛି ଅଲ୍ ଓଡ଼ିଶା ଜିମ୍ ଆସୋସିଏସନ। କେନ୍ଦ୍ର ସରକାର ଆସନ୍ତା ୫ ତାରିଖରୁ ଜିମ୍ ଖୋଲିବାକୁ ଅନୁମତି ଦେଇଥିବା ବେଳେ ରାଜ୍ୟ ସରକାର ମଧ୍ୟ ଜିମ୍ ଖୋଲିବାକୁ ଅନୁମତି ଦିଅନ୍ତୁ ବୋଲି ରାଜ୍ୟ ଜିମ୍ ସଂଘ ଦାବି କରିଛି। ଜିମ୍...
ଢେଙ୍କାନାଳ: ଶୁଣିଲାନି ପୁଲିସ, ରଖିଲାନି ଏତଲା। ଶେଷରେ ଲଜ୍ଜା ସହିନପାରି ଆତ୍ମହତ୍ୟା କଲେ ନାବାଳିକା। ଏପରି କିଛି ଲୋମହର୍ଷଣକାରୀ ଘଟଣା ଘଟିଛି ଢେଙ୍କାନାଳ ଭାପୁର ଅଞ୍ଚଳରେ। ପୋଲିସର ନିଷ୍କ୍ରିୟତା ଯୋଗୁଁ ଜଣେ ନାବାଳିକା ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁସାରେ, ଗତ ୬ ତାରିଖରେ ଜଣେ ଯୁବକ...
ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୮୦୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିମଧ୍ୟରୁ ଗଂଜାମ ଜିଲ୍ଲାରୁ ସର୍ବାଧିକ ୪୩୧ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ କଟକରୁ ୬୨ ଜଣ ଆରୋଗ୍ୟଲାଭ କରିଛନ୍ତି। ଏନେଇ ଟ୍ୱିଟ୍ କରି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...