• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

dhenkanal medical
କୋଭିଡ ମେଡିକାଲରେ ଅବ୍ୟବସ୍ଥା: ଅକ୍ସିଜେନ୍ ନଦେବାରୁ ଚାଲିଗଲା ରୋଗୀର ଜୀବନ

ଗଞ୍ଜାମ: ପୁଣି ପଦାକୁ ଆସିଲା ଗଞ୍ଜାମ ଜିଲ୍ଲା କୋଭିଡ ମେଡିକାଲର ଅବ୍ୟବସ୍ଥା। ଶ୍ୱାସପ୍ରଶ୍ୱାସ ନେବାରେ ଅସୁବିଧା ହେଉଥିବା ରୋଗୀଙ୍କୁ ଦିଆଗଲାନି ଅକ୍ସିଜେନ୍। ଏମିତିକି ଡାକ୍ତର ଆସି ରୋଗୀଙ୍କ ସ୍ୱାସ୍ଥ୍ୟାବସ୍ଥା ଦେଖିନଥିବା ଅଭିଯୋଗ ହୋଇଛି। ଫଳରେ ଦୀର୍ଘ ଦୁଇ ଘଣ୍ଟା କାଳ ବେଡ୍‌ରେ ପଡ଼ି ପଡ଼ି ରୋଗୀର ଜୀବନ ଚାଲିଗଲା।...

covid19
କଟକ ସହରରେ ୨୨ କରୋନା ଆକ୍ରାନ୍ତ ଚିହ୍ନଟ

କଟକ; କଟକ ସହରରେ ଆଜି ଆଉ ୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୨ ଆକ୍ରାନ୍ତଙ୍କ ମଧ୍ୟରୁ ୧୫ କ୍ୱାରେଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୭ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଦେୱାନ ବଜାରରୁ ୨, ଶିଖରପୁରରୁ ୧, ନୂଆପଡ଼ାରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ଅରୁଣୋଦୟ...

tets
ଅଗଷ୍ଟ ମାସରୁ ଦୈନିକ ୨୦ ହଜାର କରୋନା ଟେଷ୍ଟ ହେବ

ଭୁବନେଶ୍ୱର: ଅଗଷ୍ଟ ମାସରୁ ଦୈନିକ ୨୦ ହଜାର କରୋନା ଟେଷ୍ଟ ହେବ। ୧୨ ହଜାର ବଦଳରେ ଦୈନିକ ୨୦ ହଜାର ଟେଷ୍ଟ କରାଯିବ। ୮ ହଜାର ଆର୍ଟିଫିସିଆର ଓ ବାକି ଆଣ୍ଟିଜେନ ଏବଂ ଟ୍ରୁନେଟ୍ ଟେଷ୍ଟ ହେବ। କରୋନା ସମୀକ୍ଷା ବୈଠକ ପରେ ILS ନିର୍ଦ୍ଦେଶକ ଅଜୟ ପରିଡା...

niranjana
ଓଡ଼ିଶାରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇଯାଇଛି: ପିସିସି ସଭାପତି

ଭୁବନେଶ୍ୱର: ଓଡ଼ିଶାରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇଯାଇଛି। କେହି ମାନୁ ବା ନମାନୁ ରାଜ୍ୟରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହେଲାଣି ବୋଲି କହିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ଆଜି ଟ୍ୱିଟ୍ କରି ଏପରି କହିଛନ୍ତି ପିସିସି ସଭାପତି। ଏଥିସହିତ କରୋନାର ଗୋଷ୍ଠୀ ସଂକ୍ରମଣ ପ୍ରତିହତ କରିବା ପାଇଁ...

plasma-bank
ରାଉରକେଲା IGHରେ ଉଦ୍‌ଘାଟିତ ହେଲା ପ୍ଲାଜମା ବ୍ୟାଙ୍କ

ଭୁବନେଶ୍ୱର: ରାଉରକେଲା IGHରେ ପ୍ଲାଜମା ବ୍ୟାଙ୍କ ଉଦଘାଟିତ ହୋଇଛି। ଉଦ୍‌ଘାଟନ ପରେ ରାଉରକେଲା ରାଜ୍ୟର ୩ୟ ଓ ପଶ୍ଚିମ ଓଡ଼ିଶାର ପ୍ରଥମ ପ୍ଲାଜମା ବ୍ୟାଙ୍କ ହୋଇପାରିଛି। ଭିଡିଓ କନଫରେନ୍ସିଂ ଜରିଆରେ ପ୍ଲାଜମା ବ୍ୟାଙ୍କ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖୁବ୍ ଶୀଘ୍ର ବ୍ରହ୍ମପୁର ଓ ବୁର୍ଲାରେ ମଧ୍ୟ...

covid
ଭୁବନେଶ୍ୱରରେ ଆଜି ୧୨୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର ସହରରୁ ଆଉ ୧୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୨୮ ଆକ୍ରାନ୍ତଙ୍କ ମଧ୍ୟରୁ ୮୫ କ୍ୱାରେଣ୍ଟିନ ଓ ୪୩ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। କେବଳ ଗୋଟିଏ କ୍ୱାରେଣ୍ଟିନ ସେଣ୍ଟରରୁ ୧୮ ଜଣ କୋଭିଡ-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସାଲିଆସାହି, ସତ୍ୟନଗରରୁ ଓ ଭରତପୁରରୁ ୬...

bhapur
ଢେଙ୍କାନାଳ ନାବାଳିକା ଆତ୍ମହତ୍ୟା ମାମଲାର ଅଭିଯୁକ୍ତ ଗିରଫ

ଢେଙ୍କାନାଳ: ନାବାଳିକା ଆତ୍ମହତ୍ୟା ମାମଲାର ଅଭିଯୁକ୍ତ ଗିରଫ କରିଛି ପୁଲିସ। ଅଭିଯୁକ୍ତ ସୁବାସ ମୁଦୁଲିକୁ ଢେଙ୍କାନାଳ ପୋଲିସ ଆଜି ଗରିଫ କରିଛି।  ସୁବାସ ଦ୍ୱାରା ଅସଦାଚରଣର ଶିକାର ହୋଇ ଆତ୍ମହତ୍ୟା କରିଥିଲେ ନାବାଳିକା। ପୋଲିସରେ ଅଭିଯୋଗ ସତ୍ତ୍ୱେ କିଛି ଫଳ ନମିଳିବାରୁ ଆତ୍ମହତ୍ୟା କରିଥିଲେ ବୋଲି ପରିବାର ଲୋକେ...

quranitne
ରାଜ୍ୟ ବାହାରୁ କେହି ୩ ଦିନ ପାଇଁ ଆସିଲେ କ୍ୱାରେଣ୍ଟିନ ହେବେନି

ଭୁବନେଶ୍ୱର: ରାଜ୍ୟ ବାହାରୁ କେହି ୩ ଦିନ ପାଇଁ ଆସିଲେ କ୍ୱାରେଣ୍ଟିନ ହେବେନି। ୩ ଦିନରୁ ଅଧିକ କେହି ରହିଲେ ସେମାନଙ୍କୁ କ୍ୱାରେଣ୍ଟିନ କରାଯିବ ବୋଲି ଏସ୍‌ଆର୍‌ସି ସୂଚନା ଦେଇଛନ୍ତି। ଏଥିସହିତ ସେଲୁନ, ସ୍ପା ଆଦି ସୁରକ୍ଷା ମାନି କାର୍ଯ୍ୟ ଜାରି ରଖିପାରିବେ। ବାହାଘରରେ କୌଣସି ପରିସ୍ଥିତିରେ ୫୦ରୁ...

office
ପ୍ରତି ଶନିବାର ସମସ୍ତ ସରକାରୀ ଅଫିସ ବନ୍ଦ

ଭୁବନେଶ୍ୱର: କରୋନା ଭାଇରସ୍ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି ରାଜ୍ୟ ସରକାର। ନୂଆ କଟକଣା ଅନୁସାରେ ଅଗଷ୍ଟ ମାସରେ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ ଅଫିସ। ଗ୍ରୁପ୍-ଏ କର୍ମଚାରୀଙ୍କ ସହିତ  ସମସ୍ତ କର୍ମଚାରୀଙ୍କୁ ମିଶାଇ ମାତ୍ର ୫୦%ରେ ଅଫିସ କାର୍ଯ୍ୟ ଚଳାଇବାକୁ ନିର୍ଦ୍ଦେଶନାମା ଜାରି ହୋଇଛି।...