ରାଜ୍ୟରେ କୋଭିଡ ସାମଗ୍ରୀ କିଣାରେ ବ୍ୟାପକ ଅନିୟମିତତା ଘଟଣାର ସିବିଆଇ ତଦନ୍ତ ଦାବିରେ ଜନସ୍ୱାର୍ଥ ମାମଲା ହୋଇଛି। ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେବା ଲାଗି ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର କରାଯାଇଛି। ନେସନାଲିଷ୍ଟ ଲୟର୍ସ ଫୋରମ ପକ୍ଷରୁ ଏହି ମାମଲା ଦାୟର କରାଯାଇଥିବାବେଳେ ଏଥିରେ କେନ୍ଦ୍ର, ରାଜ୍ୟ ସରକାର...
ଭୁବନେଶ୍ୱର: ବନ୍ଦେ ଉତ୍କଳ ଜନନୀ ରାଜ୍ୟ ସଂଗୀତକୁ ୩ ମିନିଟ ଭିତରେ ଗାନ କରାଯିବ। ସ୍ୱର, ଲୟ ତାଳ କଣ ହେବ ଏନେଇ ଖୁବ ଶୀଘ୍ର ଜଣାଇ ଦିଆଯିବ ବୋଲି କହିଛନ୍ତି ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାଶ। ତେବେ ସଂଗୀତ ଗାନରେ ତ୍ରୁଟି ହେଲେ,...
ବାଲେଶ୍ୱର: ଚାନ୍ଦିପୁର ଗୋଳାବାରୁଦ ପରୀକ୍ଷା କେନ୍ଦ୍ରରେ ପଶିଲା ମହାମାରୀ କରୋନା ଭାଇରସ୍। ଏହି କେନ୍ଦ୍ରର ଦୁଇ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଉଭୟଙ୍କୁ କୋଲକାତାରେ ସ୍ୱତନ୍ତ୍ର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆକ୍ରାନ୍ତ ଚିହ୍ନଟ ପରେ ସଂସ୍ଥାରେ ଆଜି ଦିନକ ପାଇଁ ୱାର୍କ ଫ୍ରମ୍ ହୋମ୍ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।...
ଭୁବନେଶ୍ୱର: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ସହ ତାଳ ଦେଇ ସୁସ୍ଥ ସଂଖ୍ୟା ମଧ୍ୟ ବଢ଼ି ଚାଲିଛି। ଆଜି ପୁଣି ୯୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଯାଜପୁରରୁ ସର୍ବାଧିକ ୧୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୩ ଜଣ, କେନ୍ଦ୍ରାପଡ଼ାରୁ ୧୧ ଜଣ,...
ମୁମ୍ବାଇ: ପ୍ରବାସୀଙ୍କୁ ନିଜ ଘରେ ପହଞ୍ଚାଇବାକୁ ନେଇ ଦେଶବାସୀଙ୍କ ଆଗରେ ହିରୋ ସାଜିଥିବା ଅଭିନେତା ସୋନୁ ସୁଦଙ୍କୁ ଶିବସେନାର ସମାଲୋଚନା। ଦଳର ମୁଖପତ୍ର ସାମନାରେ ବ୍ୟଙ୍ଗାତ୍ମକ ଲେଖାରେ ସୋନୁଙ୍କୁ ତୀବ୍ର ସମାଲୋଚନା କରିଛନ୍ତି ଶିବସେନା ନେତା ତଥା ସାମନାର ସଂପାଦକ ସଂଜୟ ରାଉତ। ସୋନୁ ଖୁବଶୀଘ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର...
ପୁରୀ: ରଥଯାତ୍ରା ପରମ୍ପରାକୁ ନେଇ ଦ୍ୱନ୍ଦ୍ୱ ଉପୁଜିଛି। ଚଳିତ ବର୍ଷ ଯଦି ରଥଯାତ୍ରା ଅୟୋଜନ ନହୁଏ ତେବେ ବର୍ଷ ତମାମ ଅଣସର ପିଣ୍ଡିରେ ହିଁ ପୂଜା ପାଇବେ ତିନି ଠାକୁର। ରଥଯାତ୍ରା ନହେଲେ ଚତୁର୍ଦ୍ଧାମୂର୍ତ୍ତି କୁଆଡ଼େ ଯିବେ ବୋଲି ପ୍ରଶ୍ନ କରିଛନ୍ତି ବଳଭଦ୍ରଙ୍କ ବାଡ଼ଗ୍ରାହୀ ହଳଧର ଦାସମହାପାତ୍ର। ରଥଯାତ୍ରା...
ଭୁବନେଶ୍ୱର: ଦୀର୍ଘ ୭୦ ଦିନର ବ୍ୟବଧାନ ପରେ କାଲିଠୁ ଦେଶର ବିଭିନ୍ନ ସ୍ଥାନରେ ଖୋଲିବ ଧାର୍ମିକସ୍ଥଳ, ସପିଙ୍ଗ୍ ମଲ, ହୋଟେଲ ଓ ରେଷ୍ଟୁରାଣ୍ଟ। ତେବେ ଓଡ଼ିଶାରେ କିଛି କ୍ଷେତ୍ରରେ ଜାରି ରହିବ କଟକଣା। କେନ୍ଦ୍ର ଗୃହ ମନ୍ତ୍ରାଳୟର ନୂଆ ଗାଇଡଲାଇନ୍ ଅନଲକ୍ ଓ୍ୱାନ୍ ଅନୁସାରେ କଣ୍ଟେନମେଣ୍ଟ ଅଞ୍ଚଳ ହୋଇନଥିଲେ...