ଭୁବନେଶ୍ୱର: ପ୍ରବାସୀ ଓଡ଼ିଆ କାମ ଅନ୍ୱେଷଣରେ ପୁଣିଥରେ ଅନ୍ୟ ରାଜ୍ୟକୁ ଯିବା ଘଟଣାରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତ ଷଡ଼ଙ୍ଗୀ। ପ୍ରବାସୀ ଓଡ଼ିଆଙ୍କ ପାଇଁ ସରକାର କ’ଣ କରିଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି।? ସେ କହିଛନ୍ତି, ଗତ ମେ ମାସ ପରେ ରାଜ୍ୟକୁ...
ଗଞ୍ଜାମ: ଗଞ୍ଜାମରେ କମିଛି କରୋନା ଆକ୍ରାନ୍ତ ସଂଖ୍ୟା। ପୂର୍ବ ଅପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ପରିଲଖିତ ହୋଇଛି। ଆଜି ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ। ସହର ଓ ଗ୍ରାମାଞ୍ଚଳରେ ଡୋର୍ ଟୁ ଡୋର୍ ସ୍କ୍ରିନିଂ ଦ୍ୱାରା ଅଧିକ ପଜିଟିଭ୍...
କଟକ: କଟକ ସହରରେ ଆଉ ୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୩ ଆକ୍ରାନ୍ତଙ୍କ ମଧ୍ୟରୁ ୩୨ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୧ ଲୋକାଲ କଣ୍ଟାକ୍ଟ କେସ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ମାଲଗୋଦାମ ବେହେରାସାହିରୁ ପୁଣି ୧୪ ଜଣ, ପୁରୁଣା ରାଉସାପାଟଣାରୁ ପୁଣି...
ଭୁବନେଶ୍ୱର: ରାଜ୍ୟରେ ହୁହୁ ହୋଇ କରୋନା କେସ୍ ବଢ଼ି ଚାଲିଥିବା ବେଳେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେବା ଭଳି ଖବର ଆସିଛି। ରାଜ୍ୟରେ ଚିହ୍ନଟ ହୋଇଛି ୫ ପ୍ରକାର କରୋନା ଭାଇରସ। ଏହି ୫ ପ୍ରକାରର ଭାଇରସ ହେଲା- 19A, 19B, 20A, 20B ଓ 20C କରୋନା ଭାଇରସ।...
ଭୁବନେଶ୍ୱର: କରୋନା ବିରୋଧୀ ଲଢ଼େଇ ପାଇଁ ଭୁବନେଶ୍ୱର ଡିସିପି ନୂଆ ଉପାୟ ବାହାର କରିଛନ୍ତି। ସର୍ବସାଧାରଣଙ୍କ ପାଇଁ ହ୍ୱାଟ୍ସଆପ୍ ନମ୍ବର ଜାରି କରିଛନ୍ତି ଡିସିପି ଉମାଶଙ୍କର ଦାଶ। କେହି କଟକଣା ଉଲ୍ଲଂଘନ କରୁଥିଲେ ହ୍ୱାଟସଆପ୍ରେ ଜଣାଇ ପାରିବେ ବୋଲି ସେ କହିଛନ୍ତି। ଡିସିପି ଜାରି କରିଥିବା ହ୍ୱାଟସଆପ୍ ନମ୍ବର-...