ଭୁବନେଶ୍ୱର: ଭୁବନେଶ୍ୱରରେ ସପିଂ ମଲ୍ ଖୋଲିବା ନେଇ ଅନୁମତି ଦେଲା ଭୁବନେଶ୍ୱର ମହାନଗର ନିଗମ(BMC)। ସପିଂ ମଲ୍ ଖୋଲିବା ନେଇ SOP ଜାରି କରିଛି BMC। ତେବେ ମଲ୍ ପରିସରରେ ଫୁଡ କୋର୍ଟ/ଇଟେରୀ ଆଇଟମ ଆଦି ଖୋଲିବନି ବୋଲି ନିର୍ଦ୍ଦେଶ ରହିଛି। ଗେମ୍ ଜୋନ/ପିଲାଙ୍କ ପାଇଁ ଖେଳିବା ଏରିଆ...
ଚଣ୍ଡିଗଡ଼: ପଞ୍ଜାବ ବିଷାକ୍ତ ମଦ ମୃତ୍ୟୁ ମାମଲାରେ ମୃତ୍ୟୁ ସଂଖ୍ୟା ୮୬କୁ ବୃଦ୍ଧି ପାଇଛି। ତର୍ନତାରନ ଜିଲ୍ଲାରୁ ସର୍ବାଧିକ ୪୭ ଜଣଙ୍କ ମୃତ୍ୟୁ ହୋଇଛି। ସେପଟେ ଏହି ବିଭୀଷିକାର ତନାଘନା ଜାରି ରହିଥିବା ବେଳେ ରାଜ୍ୟର ୭ ଅବକାରୀ ଅଧିକାରୀ, ୨ DSP ଓ ୪ SHOଙ୍କୁ ନିଲମ୍ବିତ...
ମସ୍କୋ: କରୋନା ଭାଇରସ୍ର ଟିକା ବା ଭ୍ୟାକ୍ସିନ୍ ବାହାର କରିବା ପାଇଁ ସାରା ବିଶ୍ୱ ଲାଗିପଡ଼ିଛି। କିଏ ଆଗ ଟିକା ବାହାର କରିବ ସେନେଇ ଏକ ପ୍ରକାରର ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିଛି। ଆମେରିକା ଠାରୁ ଆରମ୍ଭ କରି ବହୁ ଛୋଟ ବଡ଼ ରାଷ୍ଟ୍ର ଟିକା ପ୍ରସ୍ତୁତ କରିବାରେ ଲାଗି...
ନୂଆଦିଲ୍ଲୀ: ଏବେ କଥା ଆଉ ୩୦ ହଜାର ୪୦ ହଜାରରେ ନାହିଁ, ପ୍ରାୟ ସବୁଦିନ ଦେଶରେ ୫୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଆଜି ବି ଦେଶରେ ଦିନକରେ ୫୪, ୭୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ୮୫୩ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ନୂଆ...
ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ଲିପୁଲେଖ ପାସ୍ ପାଖରେ ବାସ୍ତବ ନିୟନ୍ତ୍ରଣ ରେଖା ନିକଟରେ ଚୀନ୍ ତାର ସୈନ୍ୟ ମୁତୟନକୁ ଆହୁରି ବୃଦ୍ଧି କରିଛି। ଏଲ୍ଏସି ପାଖରେ ଅଧିକ ଗୋଟିଏ ବାଟାଲିଅନ ପିଏଲ୍ଏ ଯବାନ ମୁତୟନ ହୋଇଛନ୍ତି। ଲଦାଖ ବାହାରେ ଏଲ୍ଏସି ପାଖରେ ଗତ ସପ୍ତାହ ମଧ୍ୟରେ ଚୀନ୍ ସୈନ୍ୟ ସଂଖ୍ୟା...
ଭୁବନେଶ୍ୱର: କରୋନା ଆକ୍ରାନ୍ତ ହୋଇ ଟାଙ୍ଗୀ ଡ୍ରିମସ କୋଭିଡ଼ କେୟାର ସେଣ୍ଟରରେ ଚିକିତ୍ସିତ ହେଉଥିବା କଟକର ଜଣେ ଭିଡିଓ ଜର୍ଣ୍ଣାଲିଷ୍ଟ ସୋସିଆଲ ମିଡିଆରେ ନିଜର ଦୁଃଖ କାହାଣୀ ବର୍ଣ୍ଣନା କରିଛନ୍ତି। କଟକ ସହର ଉପକଣ୍ଠରେ ରହୁଥିବା ତାଙ୍କ ପରିବାର ଲୋକଙ୍କୁ ଗାଁ ଲୋକ ହଇରାଣ କରୁଥିବା ଏବଂ ତାଙ୍କ...
ଲକ୍ଷ୍ନୌ: କରୋନାରେ ଉତ୍ତର ପ୍ରଦେଶ କ୍ୟାବିନେଟ୍ ମନ୍ତ୍ରୀ କମଳା ରାଣୀ ବରୁଣଙ୍କ ପରଲୋକ ହୋଇଛି। କମଳା ଜୁଲାଇ ୧୮ରୁ ସଂକ୍ରମିତ ହୋଇ ଲକ୍ଷ୍ନୌ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ଆଜି ସକାଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ହୋଇଥିଲା। କମଳାଙ୍କ ବିୟୋଗରେ...
ନୂଆଦିଲ୍ଲୀ: ଆସନ୍ତାକାଲି ଲଞ୍ଚ୍ ହେବାକୁ ଯାଉଛି ଗୁଗଲ୍ର ଦମ୍ଦାର ସ୍ମାର୍ଟଫୋନ୍ Pixel 4a ମୋବାଇଲ୍। ଏ ନେଇ କମ୍ପାନୀ ପୂର୍ବରୁ ଟିଜର୍ ଜାରି କରି ସୂଚନା ଦେଇ ସାରିଛି। ଏହି ସ୍ମାର୍ଟଫୋନ୍ର ଅନ୍ୟ ଏକ ଭ୍ୟାରିଏଣ୍ଟ ଗତବର୍ଷ ସୁଲଭ ମୂଲ୍ୟରେ ଲଞ୍ଚ ହୋଇସାରିଥିବା ବେଳେ ଏବେ ଏହାର ଆଉ...
ନୂଆଦିଲ୍ଲୀ: ଗୋଗ୍ରା ଓ ପାଙ୍ଗୋଙ୍ଗ ଟିଏସ୍ଓ ଅଞ୍ଚଳରେ ସେନା ପ୍ରତ୍ୟାହାର ପାଇଁ ଆଜି ଭାରତ ଓ ଚାଇନା ମଧ୍ୟରେ ପଞ୍ଚମ ଥର ପାଇଁ କମାଣ୍ଡର ସ୍ତରୀୟ ଆଲୋଚନା ହେବ। ଏହି ଦୁଇ ଅଞ୍ଚଳରେ ଏପର୍ଯ୍ୟନ୍ତ ଦୁଇ ଦେଶ ସେନା ପ୍ରତ୍ୟାହାର କରିନାହାଁନ୍ତି। ଏଥିପାଇଁ ଚାଇନା ତରଫରୁ ମୋଲଡୋରେ ଏହି...