• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

debasis
ବିଜେଡି ନେତା କରୋନା ସୁପର ସ୍ପ୍ରେଡର: ଦେବାଶିଷ ପଟ୍ଟନାୟକ

ଭୁବନେଶ୍ୱର: କରୋନା ମୁକାବିଲା ନେଇ ବିଜେଡିକୁ ସମାଲୋଚନା କରିଛି କଂଗ୍ରେସ। ବିଜେଡି ନେତାଙ୍କୁ ସୁପର ସ୍ପ୍ରେଡର କହି କଡ଼ା ସମାଲୋଚନା କରିଛନ୍ତି କଂଗ୍ରେସର ପୂର୍ବତନ ବିଧାୟକ ଦେବାଶିଷ ପଟ୍ଟନାୟକ। ଏକ ସାମ୍ବାଦିକ ସମ୍ମିଳନୀ କରି ସେ ଅଭିଯୋଗ କରିଛନ୍ତି ଯେ, ବିଜେଡି ନେତା ନିୟମ ଭାଙ୍ଗୁଛନ୍ତି। ଆଉ ଏଥିରେ...

SUSHANT
ସୁଶାନ୍ତଙ୍କ ରୋଷେୟାଙ୍କ ବଡ଼ ଖୁଲାସା; ୟୁରୋପ୍‌ରୁ ଫେରିବା ପରେ ସବୁକିଛି ବଦଳିଗଲା

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ସମ୍ପୂର୍ଣ୍ଣ ସୁସ୍ଥ ଥିଲେ। ସେପ୍ଟେମ୍ବର ୨୦୧୯ ଯାଏ ସୁଶାନ୍ତ କୌଣସି ବି ରୋଗ ପାଇଁ ଔଷଧ ନେଉନଥିଲେ। ବିହାର ପୋଲିସ୍‌କୁ ଏପରି କିଛି ବୟାନ ରଖିଛନ୍ତି ସୁଶାନ୍ତଙ୍କ ପୂର୍ବତନ ରୋଷେୟା ଅଶୋକ କୁମାର ଖାସୁ। ସୁଶାନ୍ତ ଅନ୍ୟଙ୍କ ପାଇଁ ଉଦାହରଣ ଥିଲେ। ଅବସାଦରେ...

sonia
ହସ୍‌ପିଟାଲରୁ ଡିସ୍‌ଚାର୍ଜ ହେଲେ ସୋନିଆ ଗାନ୍ଧି

ନୂଆଦିଲ୍ଲୀ: ହସ୍‌ପିଟାଲରୁ ଡିସ୍‌ଚାର୍ଜ ହେଲେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧି। ଗୁରବାର ସନ୍ଧ୍ୟାରେ ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ଡାକ୍ତରଖାନାରେ ଭାର୍ତ୍ତି ହୋଇଥିଲେ ସୋନିଆ। ଆଜି ତାଙ୍କୁ ଦିନ ଗୋଟାଏ ବେଳେ ଡିସ୍‌ଚାର୍ଜ କରାଯାଇଥିବା ହସ୍‌ପିଟାଲ୍‌ର ଜଣେ ବରିଷ୍ଠ ଡାକ୍ତର ସୂଚନା ଦେଇଛନ୍ତି। ତେବେ ଗୁରବାର ହସ୍ପିଟାଲରେ...

farmer
ଋଣ ଶୁଝିବାକୁ ବାଧ୍ୟ କରିବାରୁ ଆତ୍ମହତ୍ୟା କଲେ ଚାଷୀ

ଭଦ୍ରକ: ଋଣ ଶୁଝିବା ଲାଗି ଫାଇନାନ୍ସ କର୍ମଚାରୀ ବାଧ୍ୟ କରିବାରୁ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଭଦ୍ରକ ଜିଲ୍ଲା ଅର୍ଣ୍ଣପାଳ ପଞ୍ଚାୟତ ରାଜୁଆଳି ବିନ୍ଧା ଗାଁରୁ ଆସିଛି ଏଭଳି ଅଭିଯୋଗ। ମୃତକ ହେଲେ ରାଜୁଆଳି ବିନ୍ଧା ଗ୍ରାମର ମହେନ୍ଦ୍ର ଦାସ। ମହେନ୍ଦ୍ରଙ୍କ ସ୍ତ୍ରୀ ୪ଟି ଘରୋଇ ଅର୍ଥ...

loot
ସାମ୍ବାଦିକଙ୍କ ଘରେ କଳାକନା ବୁଲାଇଲେ ଲୁଟେରା

ଭୁବନେଶ୍ୱର: ଭୁବନେଶ୍ୱରେ ପୁଣି ମାତିଲେ ଲୁଟେରା। ଆଜି ୟୁନିଟ ୩ ଅଞ୍ଚଳରେ ଜଣେ ସାମ୍ବାଦିକଙ୍କ ଘରୁ ଲୁଟ ହୋଇଛି। ସାମ୍ବାଦିକଙ୍କ ମେନ୍ ଗେଟ୍ ଓ ଘର ତାଲା ଭାଙ୍ଗି ଘରେ କଳାକନା ବୁଲାଇ ଦେଇଛନ୍ତି ଲୁଟେରା। କମିଶନରେଟ ପୋଲିସ ଘଟଣାର ତଦନ୍ତ କରୁଛି। ଗତ କିଛିଦିନ ତଳେ ଏହି...

sir
ଗୃହମନ୍ତ୍ରୀ ଅମିତ ଶାହଙ୍କୁ କରୋନା

ନୂଆଦିଲ୍ଲୀ: ଗୃହମନ୍ତ୍ରୀ ଅମିତ ଶାହ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ଖୋଦ୍ ଅମିତ ଶାହ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। ପ୍ରାରମ୍ଭିକ ଲକ୍ଷଣ ଦେଖା ଯିବା ପରେ ଶାହ ନିଜର ଟେଷ୍ଟ କରାଇଥିଲେ। ପରେ ତାଙ୍କ ରିପୋର୍ଟ ପଜିଟିଭ୍ ଆସିଥିବା ସେ ଟ୍ୱିଟ୍‌ରେ ସୂଚନା ଦେଇଛନ୍ତି। कोरोना...

Banwarilal
ତାମିଲନାଡୁ ରାଜ୍ୟପାଳ କରୋନା ପଜିଟିଭ୍ ଚିହ୍ନଟ

ଚେନ୍ନାଇ: ତାମିଲନାଡୁ ରାଜ୍ୟପାଳ ବନୱାରୀଲାଲ୍‌ ପୁରୋହିତ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କିନ୍ତୁ କରୋନା ସମ୍ପର୍କିତ ତାଙ୍କ ଠାରେ କୌଣସି ଲକ୍ଷଣ ଦେଖାଯାଇ ନାହିଁ। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ହସ୍‌ପିଟାଲ୍ ଦ୍ୱାରା ଜାରି ହୋଇଥିବା ମେଡିକାଲ୍‌ ରିପୋର୍ଟରେ ଦର୍ଶାଯାଇଛି। ରିପୋର୍ଟ ଆସିବା ପୂର୍ବରୁ ବନୱାରୀଲାଲ୍ ଏକ ଘରୋଇ...