ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତଙ୍କ ବାପା କେ. କେ ସିଂଙ୍କ ଅଭିଯୋଗ ଉପରେ ସ୍ପଷ୍ଟୀକରଣ ରଖିଛି ମୁମ୍ବାଇ ପୋଲିସ। ବାନ୍ଦ୍ରା ପୁଲିସ୍ ନିକଟରେ କୌଣସି ଅଭିଯୋଗ ହୋଇନଥିବା ପୁଲିସ କହିଛି। ଫେବ୍ରୁଆରୀ ୨୫ ତାରିଖରେ ସୁଶାନ୍ତଙ୍କ ପରିବାର ଲୋକେ ବାନ୍ଦ୍ରା ପୋଲିସ ନିକଟରେ ଏକ ଲିଖିତ ଅଭିଯୋଗ କରିଥିବା...
ଭୁବନେଶ୍ୱର: ଭୁବନେଶ୍ୱରରେ ଲୋକଙ୍କଠାରେ କୋଭିଡ ମୁକାବିଲା ପାଇଁ ରୋଗ ପ୍ରତିରୋଧକ ଶକ୍ତି ବଢ଼ିଛି। ଦୁଇ ପର୍ଯ୍ୟାୟରେ ହୋଇଥିବା ସେରୋ ସର୍ଭେଲାନ୍ସରୁ ଏହା ସ୍ପଷ୍ଟହୋଇଛି। ଏନେଇ ସୂଚନା ଦେଇଛନ୍ତି ବିଏମ୍ସି କମିଶନର ପ୍ରେମଚନ୍ଦ୍ର ଡୌଧୁରୀ। ସେ କହିଛନ୍ତି ଯେ, ପ୍ରଥମ ରାଉଣ୍ଡରେ ୨ଟି ପାର୍ଟରେ ମୋଟ ୨୫୧୪ଟି ସାମ୍ପଲ ସର୍ଭେ...
ବେଙ୍ଗାଲୁରୁ: କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଦରମେୟା କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହି ନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଏଥିସହିତ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କ କ୍ୱାରେଣ୍ଟିନ୍ରେ ରହିବାକୁ ପରାମର୍ଶ ଦେଇଛନ୍ତି ସିଦ୍ଦରମୈୟା। ସେ ଟ୍ୱିଟ୍ କରି ଲେଖିଛନ୍ତି “ ମୁଁ କରୋନା...
ଭୁବନେଶ୍ୱର: ଆଜିଠାରୁ ଟ୍ୱିନ୍ ସିଟିରେ ଆରମ୍ଭ ହେଲା ‘ମୋ ବସ୍’ ସେବା। ଲକ୍ଡାଉନ୍ ପରେ ପୁଣି ରାଜଧାନୀରେ ଗଡ଼ିଛି ମୋ ବସ୍। ଯାତ୍ରୀଙ୍କ ସୁବିଧା ପାଇଁ ୮ଟି ରୁଟ୍ରେ ଗଡ଼ିଛି ନନ୍-ଏସି ବସ୍। ରୁଟ୍- ୧୧, ୧୬, ୧୮, ୨୦, ୨୩, ୨୫, ୨୭, ୩୩ରେ ଗଡ଼ିଛି ବସ୍।...
ଭଦ୍ରକ: ପାଣି ମାଗିବାରୁ ଯୁବକଙ୍କ ପରିସ୍ରା ପିଆଇଦେଲେ ଦୁର୍ବୃତ୍ତ। ଏଭଳି ଅମାନବୀୟ ଘଟଣା ଘଟିଛି ତିହିଡ଼ି ଥାନା ବାଉଁଶବାଗ ଗାଁରେ। ପୂର୍ବ ଶତ୍ରୁତାରୁ କେନ୍ଦ୍ର କରି ଗତକାଲି ଦୁର୍ବୃତ୍ତମାନେ ଯୁବକଙ୍କୁ ଘରୁ ଟାଣି ଆଣି ଆକ୍ରମଣ କରିଥିବା କୁହାଯାଉଛି। ଯୁବକଙ୍କୁ ଲଣ୍ଡା କରିବା ସହ ଜୋତାମାଳ ପିନ୍ଧାଇ ଯୁବକଙ୍କୁ...
ନୂଆଦିଲ୍ଲୀ: ଏବେ ସବୁଦିନ ଦେଶରେ ୫୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ବି ତାଳ ଦେଇ ବଢ଼ି ଚାଲିଛି। ଆଜି ଦେଶରେ ଦିନକରେ ୫୨,୦୫୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୦୩ ଜଣଙ୍କର ମୃତ୍ୟୁ ହୋଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ...
ଗଞ୍ଜାମ: ଗଂଜାମ ବୁଗୁଡ଼ାରେ ଆମ୍ବୁଲାନ୍ସ ଅବ୍ୟବସ୍ଥା ଯୋଗୁ ଦୀର୍ଘ ୫ ଘଣ୍ଟା ବେଡ୍ରେ ଛଟପଟ ହୋଇ ଚାଲିଗଲା ରୋଗୀଙ୍କ ଜୀବନ। ବୁଗୁଡା ହସ୍ପିଟାଲକୁ ନେଇ ଏଭଳି ଅଭିଯୋଗ ଆସିଛି। ସ୍ଥାନୀୟ କେନାଲ ସାହିର ୬୦ ବର୍ଷୀୟ ନିରଂଜନ ବେହେରାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବୁଗୁଡା ହସ୍ପିଟାଲରେ...
ଭୁବନେଶ୍ୱର: ବଙ୍ଗୋପ ସାଗରରେ ସକ୍ରିୟ ହୋଇଛି ଲଘୁଚାପ। ବର୍ତ୍ତମାନ ପାଇଁ ଉତ୍ତର ବଙ୍ଗୋପ ସାଗରରେ ଏହି ଲଘୁଚାପ ହିଁ ରହିଛି। ଏହି ଲଘୁଚାପ ସମୁଦ୍ରପତ୍ତନ ଠାରୁ ୭. ୬ କିଲୋମିଟର ପର୍ଯ୍ୟନ୍ତ ବାୟୁମଣ୍ଡଳରୁ ଲମ୍ବିଛି ଏହି ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଗତକାଲି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା...