• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

jaya-narayan-mishra
ନୂଆଁଖାଇ ପାଇଁ ସଟ୍‌ଡାଉନ୍ ଘୁଞ୍ଚାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ଜୟନାରାୟଣଙ୍କ ଚିଠି

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ସଟ୍‌ଡାଉନ୍ ଘୁଞ୍ଚାଇବାକୁ ଦାବି କରି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ସମ୍ବଲପୁରର ବିଜେପି ବିଧାୟକ ଜୟନାରାୟଣ ମିଶ୍ର। ଆସନ୍ତା ୨୩ ତାରିଖରେ ନୂଆଁଖାଇ ପଡୁଛି। ସମ୍ବଲପୁରରେ ୨୨ ଓ ୨୩ ତାରିଖରେ ସଟ୍‌ଡାଉନ୍ ଘୋଷଣା କରିଛି ଜିଲ୍ଲା ପ୍ରଶାସନ। ଏହାର ପ୍ରଭାବ...

rhea
ଇଡିରେ ହାଜର ହେଲେ ରିୟା ଚକ୍ରବର୍ତ୍ତୀ

ମୁମ୍ବାଇ: ସୁଶାନ୍ତଙ୍କ ପୂର୍ବତନ ଗାର୍ଲ ଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହୋଇଛନ୍ତି। ଏହାପରେ ସୁଶାନ୍ତଙ୍କ ପୂର୍ବତନ ବିଜନେସ ମ୍ୟାନେଜର ଶ୍ରୁତି ମୋଦି ମଧ୍ୟ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ପହଞ୍ଚିଛନ୍ତି। ଦୁହିଁଙ୍କୁ ସାମନାସାମନି ପଚରା ଉଚରା କରାଯାଇପାରେ। ପ୍ରଥମେ ରିୟା ଆଜି ମଧ୍ୟାହ୍ନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ମୁମ୍ବାଇ ଅଫିସରେ...

coronavius
ପଛରେ ପଡ଼ିଲା ଗଞ୍ଜାମ; ଆଜି ଏହି ଜିଲ୍ଲାରେ ଅଧିକ ଆକ୍ରାନ୍ତ ଚିହ୍ନଟ

ଖୋର୍ଦ୍ଧା: କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ଗଞ୍ଜାମକୁ ଟପିଲା ଖୋର୍ଦ୍ଧା। ଆଜି ରାଜ୍ୟରେ ୧୮ ଶହ ୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଆଜି ଗଞ୍ଜାମକୁ ଟପିଯାଇଛି ଖୋର୍ଦ୍ଧା ଜିଲ୍ଲା। ଆଜି ଗଞ୍ଜାମରୁ ୨୭୯ ପଜିଟିଭ୍ ବାହାରିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୨୯୮...

coronavirus
କରୋନା ମୃତ୍ୟୁର ଅଡିଟ୍ ପାଇଁ ଦାବି କଲେ କଂଗ୍ରେସ ସାଂସଦ

ଭୁବନେଶ୍ୱର: କରୋନା ମୃତ୍ୟୁର ଅଡିଟ୍ ପାଇଁ ଦାବି କରିଛନ୍ତି କଂଗ୍ରେସ ସାଂସଦ ସପ୍ତଗିରି ଉଲାକା। ସେ କହିଛନ୍ତି, ଯେଉଁମାନଙ୍କର କରୋନାରେ ମୃତ୍ୟୁ ହୋଇଛି, ତାର ତଥ୍ୟକୁ ସାର୍ବଜନୀନ କରାଯାଉ। ତା ସହିତ ସବୁ କରୋନା ମୃତକଙ୍କ ପରିବାରକୁ ୧୫ ଲକ୍ଷ ଲେଖାଏଁ ଟଙ୍କା ଦିଆଯାଉ ବୋଲି ସେ ଦାବି ...