• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

ploce
ଭାଇରାଲ୍ ଅଡ଼ିଓ ପ୍ରସଙ୍ଗ: ଲକ୍ଷ୍ମୀକାନ୍ତଙ୍କୁ ପୋଲିସ ଉଠାଇ ନେବା ପରେ ଚିନ୍ତାରେ ବାପା ଶଯ୍ୟାଶାୟୀ

ଭୁବନେଶ୍ୱର: ଭାଇରାଲ୍ ଅଡିଓ ମାମଲାରେ ନିଜସ୍ୱ ମିଶନରେ ସରକାରୀ କଳ ଆଇନ୍ ଆଗରେ ଅପରାଧୀ ସଜେଇ ଅଡିଓରେ ଦୁଇ ଜଣଙ୍କୁ ଗିରଫ ପରେ ଦୁଇ ସାଧାରଣ ଲୋକଙ୍କୁ ଆଜି ଝାରପଡ଼ା ଜେଲ୍‌ରୁ ତିନିଦିନିଆ ରିମାଣ୍ଡରେ ନେଇଛି କମିଶନରେଟ୍ ପୋଲିସ୍। ହେଲେ ଏବେ ବି ପୋଲିସ୍ ସେମାନଙ୍କଠୁ କେଉଁ ଷଡ଼ଯନ୍ତ୍ରର...

coronavirus
କରୋନାରୁ ସୁସ୍ଥ ହେଲେ ୧୭୮୫ ଆକ୍ରାନ୍ତ

ଭୁବନେଶ୍ୱର: କରୋନାରୁ ରାଜ୍ୟର ଆଉ ୧୭୮୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୪୦୪ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧା-୨୬୩, କଟକ ଓ ସମ୍ବଲପୁରରୁ ୧୨୬ ଲେଖାଏଁ ସୁସ୍ଥ ହୋଇଛନ୍ତି। ସେହିଭଳି କେନ୍ଦୁଝର-୧୦୧, ମାଲକାନଗିରି-୯୧, କନ୍ଧମାଳରୁ ୮୪ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ...

koraput-kotpad
ଓଡ଼ିଶା ପୋଲିସ୍ ଡିଜିଙ୍କୁ ଜାତୀୟ ST କମିଶନଙ୍କ ଚିଠି

ଭୁବନେଶ୍ୱର: କୋରାପୁଟ କୋଟପାଡ଼ରେ ଆଦିବାସୀ ବାଳିକାକୁ ଦୁଷ୍କର୍ମ ଓ ହତ୍ୟା ଅଭିଯୋଗରେ ଓଡ଼ିଶା ପୋଲିସ୍ ଡିଜିଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଲେ ଜାତୀୟ ST କମିଶନ। ଘଟଣାର ନିରପେକ୍ଷ ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ଲାଗି କମିଶନ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାରେ କ’ଣ ପଦକ୍ଷେପ ନିଆଯାଇଛି ସେ ନେଇ...

nishikant-kamat
ଫିଲ୍ମ ନିର୍ମାତା ନିଶିକାନ୍ତ କାମାତ ଗୁରୁତର; ହସ୍‌ପିଟାଲ୍‌ରେ ଭର୍ତ୍ତି

ହାଇଦ୍ରାବାଦ: ଫିଲ୍ମ ନିର୍ଦ୍ଦେଶକ ନିଶିକାନ୍ତ କାମାତଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଲିଭର ସିରୋସିସ୍‌ ରୋଗରେ ଆକ୍ରାନ୍ତ ହୋଇଥିବା ନିଶାକାନ୍ତ ହାଇଦ୍ରାବାଦର ଏକ ଘରୋଇ ହସ୍‌ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ଆଜି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ିଯିବାରୁ ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ନିଶିକାନ୍ତ ବହୁତ ଚର୍ଚ୍ଚିତ...

rahat
ରାମ ମନ୍ଦିର ପାଇଁ ଶୁଭେଚ୍ଛା ଜଣାଇବା ପରେ ହସିନ ଜାହାଁନଙ୍କୁ ଦୁଷ୍କର୍ମ ଓ ହତ୍ୟା ଧମକ

କୋଲକାତା: ରାମ ମନ୍ଦିର ନିର୍ମାଣ ନେଇ ଶୁଭେଚ୍ଛା ଜଣାଇବାରୁ କ୍ରିକେଟର ମହମ୍ମଦ ଶାମୀଙ୍କ ପୂର୍ବତନ ପତ୍ନୀ ହସିନ ଜାହାଁନଙ୍କୁ ଦୁଷ୍କର୍ମ ଓ ହତ୍ୟା ଧମକ ମିଳିଛି। ଏ ନେଇ ସୋମବାର ସୂଚନା ଦେଇଛି କୋଲକାତା ପୁଲିସ। ହସିନ୍‌ ଜାହାଁନ ତାଙ୍କର ବିଭିନ୍ନ ସୋସିଆଲ୍‌ ମିଡିଆ ଆକାଉଣ୍ଟରେ ରାମ ମନ୍ଦିର...