• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

dad
ଛେଳି ଚୋର କହି ପିଟି ପିଟି ମାରିଦେଲେ

ବାରିପଦା: ମଣିଷ ଦିନକୁ ଦିନ ଏତେ ନୃଶଂସ ହୋଇଯାଉଛି ଯେ ମାନବିକତା, ଦୟାର ଅର୍ଥ ବୁଝୁ ନାହିଁ। ସାମାନ୍ୟା କଥାକୁ ନେଇ ଜଣେ ଅନ୍ୟ ଜଣକୁ ଜୀବନରୁ ମାରିଦେଉଛି। ବାରିପଦାରୁ ଏଭଳି ଏକ ଘଟଣା ସାମ୍ନା ଆସିଛି। ଛେଳି ଚୋର ସନ୍ଦେହରେ ଜଣକୁ ପିଟି ପିଟି ମାରିଦେଇଛନ୍ତି ଲୋକେ।...

coorn
କରୋନା ଅପ୍‌ଡେଟ୍: ପ୍ରତି ଘଣ୍ଟାରେ ଯାଉଛି ୧୧ରୁ ଅଧିକ ଜୀବନ

ନୂଆଦିଲ୍ଲୀ: ୨୪ ଘଣ୍ଟା ଭିତରେ ଦେଶରେ ୨୭୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଅର୍ଥାତ ପ୍ରତି ଘଣ୍ଟାରେ କରୋନାରେ ଯାଉଛି ୧୧ରୁ ଅଧିକ ଜୀବନ। ଆଜି ଗୋଟିଏ ଦିନରେ ଭାରତରେ ସର୍ବାଧିକ ୯ ହଜାର ୮୫୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା...

bagchi
କରୋନା ମୁକାବିଲା ପାଇଁ ବାଗଚୀ ଦେଲେ ଅଢ଼େଇ କୋଟି

ଭୁବନେଶ୍ୱର: ପୁଣିଥରେ ଚର୍ଚ୍ଚାକୁ ଆସିଲେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ପୂର୍ବତନ ଅଧ୍ୟକ୍ଷ ସୁବ୍ରତୋ ବାଗଚୀ। ରାଜ୍ୟ ସରକାରଙ୍କର କୋଭିଡ୍‌-୧୯ ମୁଖ୍ୟ ମୁଖପାତ୍ର ଭାବେ କରୋନା ସମ୍ପର୍କରେ ସୂଚନା ଦେଉଥିବା ବେଳେ ତାଙ୍କର ସୁନ୍ଦର ଉପସ୍ଥାପନ ଶୈଳୀ ଯୋଗୁ ସେ ବେଶ୍‌ ଲୋକପ୍ରିୟ ହୋଇପାରିଥିଲେ। ସବୁରି ମୁହଁରେ ତାଙ୍କରି...

pd
ବିଶ୍ୱ ପରିବେଶ ଦିବସରେ ଏଥିର ଥିମ୍ ରହିଛି ‘ଟାଇମ୍ ଫର୍ ନେଚର’

ନୂଆଦିଲ୍ଲୀ: ଆଜି ବିଶ୍ୱ ପରିବେଶ ଦିବସ। ପରିବେଶର ସୁରକ୍ଷା ଓ ଏହାର ଯତ୍ନ ନେବା ପାଇଁ ଏହି ଦିନକୁ ପାଳନ କରାଯାଏ।  ଜନସାଧାରଣଙ୍କ ମଧ୍ୟରେ ପରିବେଶ ସମ୍ପର୍କରେ ସଚେତନ କରିବା ଉଦ୍ଦେଶ୍ୟରେ ଏହାକୁ ବିଶ୍ୱବ୍ୟାପି ପାଳନ କରାଯାଉଛି। ଚଳିତ ବର୍ଷର ଥିମ୍ ରହିଛି ‘ଟାଇମ୍ ଫର୍ ନେଚର’। ଏହି...

ndtv
ଭାରତରେ ବି ଆମେରିକା ଭଳି ଦୃଶ୍ୟ; ଦୋଷୀ ବେକରେ ଆଣ୍ଠୁ ମାଡ଼ିବସିଲା ପୁଲିସ୍

ଜୟପୁର: ଆମେରିକା ପରି ଭାରତରେ ମଧ୍ୟ ସମାନ ଦୃଶ୍ୟ ଦେଖିବାକୁ ମିଳିଛି। ଦୋଷୀକୁ ରାସ୍ତା ଉପରେ ପକାଇ  ବେକରେ ଆଣ୍ଠୁମାଡ଼ି ଦେଇଛି ପୁଲିସ। ରାଜସ୍ଥାନର ଏଭଳି ଘଟଣା ଦେଖିବାକୁ ମିଳିଛି। କରୋନା ସଂକ୍ରମଣ ବେଳେ ଜଣେ ବ୍ୟକ୍ତି ମାସ୍କ ପିନ୍ଧି ନଥିବାରୁ ଏହାକୁ ନେଇ ରାଜସ୍ଥାନ ଦେବନଗର ପୋଲିସ...

sonali
ସରକାରୀ କର୍ମଚାରୀଙ୍କୁ ଚପଲରେ ପିଟିଲେ ବିଜେପି ନେତ୍ରୀ ସୋନାଲି ଫୋଗାଟ; ଭିଡିଓ ଭାଇରାଲ୍‌

ନୂଆଦିଲ୍ଲୀ: ଜଣେ ସରକାରୀ କର୍ମଚାରୀଙ୍କୁ ଚପଲ୍‌ରେ ମାରିବା ଭିଡିଓ ଭାଇରାଲ୍‌ ହେବା ପରେ ବିଜେପି ନେତ୍ରୀ ସୋନାଲି ଫୋଗାଟ୍‌ ବିବାଦ ଘେରକୁ ଆସିଛନ୍ତି। ହରିଆଣାର ହିସାରରେ ଏହି ଘଟଣା ଘଟିଥିବା କୁହାଯାଉଛି। ଭିଡିଓରେ ଯେଉଁ ବ୍ୟକ୍ତିଙ୍କୁ ସୋନାଲି ଚପଲରେ ପିଟୁଛନ୍ତି ସେ ବଲସାମଣ୍ଡ ମାର୍କେଟ୍‌ କମିଟିର ସେକ୍ରେଟାରୀ ସୁଲ୍‌ତାନ...

supreem
ପ୍ରବାସ ଫେରନ୍ତାଙ୍କ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ: ପ୍ରବାସ ଫେରନ୍ତାଙ୍କ ଉପରେ ସୁପ୍ରିମକୋର୍ଟ ଆଜି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ସେମାନଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ରାଜ୍ୟ ସରକାରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସର୍ବୋଚ୍ଚ ଅଦାଲତ। ବିଭିନ୍ନ ସ୍ଥାନରେ ଅଟକି ରହିଥିବା ଶ୍ରମିକମାନଙ୍କୁ ଘରକୁ ପଠାଇବାକୁ ୧୫ ଦିନ ହେଉଛି ପର୍ଯ୍ୟାପ୍ତ ସମୟ। ଏହି ସମୟ...

d
ଶାବର ଶ୍ରୀକ୍ଷେତ୍ରରେ ଏଥର ନିରାଡ଼ମ୍ବର ଭାବେ ହେଲା ଶ୍ରୀଜିଉଙ୍କ ସ୍ନାନଯାତ୍ରା

କୋରାପୁଟ: କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ନିରାଡ଼ମ୍ବର ଭାବେ ହାତଗଣତି ସେବାୟତଙ୍କ ଦ୍ୱାରା ଶ୍ରୀଜିଉଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହୋଇଛି। ଜଗନ୍ନାଥ ମନ୍ଦିର ପରିସରରେ ଥିବା ଶବର ଜନଜାତିର ଦେବତା ମାତାରବନମଙ୍କ ମନ୍ଦିର ନିକଟ କୂଅରୁ ଆସିଥିବା ଶ୍ରଦ୍ଧାର ଜଳରେ ତିନିଠାକୁରଙ୍କ ସ୍ନାନ କରିଥିଲେ। ଏହାପରେ ଶ୍ରୀଜିଉମାନେ ହାତୀ ବେଶରେ ଦର୍ଶନ...

photo
ସୁସ୍ଥ ହେଲେ ୧୨୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଗୋଟେ ପଟେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁସ୍ଥ ହେଉଥିବା ଖବର ଲୋକଙ୍କୁ ଆସ୍ୱସ୍ତି ଦେଉଛି। ଆଜି ରାଜ୍ୟରେ ୧୨୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ଗଞ୍ଜାମରୁ ୩୫, କଟକରୁ...

kendrapara
କେନ୍ଦ୍ରାପଡ଼ାରେ ଶ୍ରୀଜୀଉଙ୍କର ଗଜ ବେଶ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ାର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ବଳଦେବଜୀଉଙ୍କ ମନ୍ଦିରରେ ପରମ୍ପରା ଅନୁଯାୟୀ ପାଳନ କରାଯାଇଛି ସ୍ନାନ ଯାତ୍ରା। ସକାଳ ୬ଟାରେ ତିନି ଦିଅଁଙ୍କୁ ସ୍ନାନ ମଣ୍ଡପରେ ବିଜେ କରାଯାଇଥିଲା। ପରେ ପରେ ଜୟ ମଙ୍ଗଳା ଆଳତୀ, ନୀତିସ୍ନାନ, ବଲ୍ଲଭ ମଣୋହି, ମଙ୍ଗଳାର୍ପଣ କରାଯାଇଥିଲା। ଏହାପରେ ସ୍ନାନମଣ୍ଡପରେ ଶ୍ରୀଜୀଉଙ୍କର...

fs
ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ସ୍ନାନ ନୀତି ସଂପନ୍ନ

ବାରିପଦା: ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ମଧ୍ୟ ଆୟୋଜିତ ହେଉଛି ଶ୍ରୀଜିଉଙ୍କ ସ୍ନାନ ଯାତ୍ରା ଏବେ ଶ୍ରୀଜିଉମାନଙ୍କ ସ୍ନାନ ନୀତି ସଂପନ୍ନ ହୋଇଥିବା ବେଳେ ଅପରାହ୍ଣରେ ହେବ ହାତୀ ବେଶ। ଭୋର ୪ଟାରୁ ପହଡ଼ ଭଙ୍ଗା ହେବାପରେ ମଙ୍ଗଳ ଆଳତୀ ହୋଇଥିଲା। ପରେ ତିନି ଠାକୁରଙ୍କୁ ଗୋଟି ପହଣ୍ଡିରେ ସ୍ନାନ...

ଈଓଊପୋ
ସ୍ନାନ ପରେ ହାତୀ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ପୁରୀ: ସ୍ନାନ ପରେ ହାତୀ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। ଧଳା ଓ କଳା ହାତୀବେଶରେ ବିଭୂଷିତ ହୋଇଛନ୍ତି ମହାପ୍ରଭୁ। ପାରମ୍ପରିକ ନିୟମ ଅନୁସାରେ ଆଜି ଶ୍ରୀଜିଉଙ୍କୁ ହାତୀ ବେଶରେ ସଜ୍ଜିତ କରାଯାଇଛି। ସେହିପରି ମାଆ ସୁଭଦ୍ରାଙ୍କୁ କମଳା ବେଶରେ ସଜା ଯାଇଛି। ଶ୍ରୀଜଗନ୍ନାଥ ଓ ବଡ଼ ଠାକୁର...

pakistan
ଧରାପଡ଼ିଲା ପାକିସ୍ତାନ ଷଡ଼ଯନ୍ତ୍ର; ଭାରତୀୟ ରାଷ୍ଟ୍ରଦୂତଙ୍କ ପାଖରେ ଗୁପ୍ତଚର ଲଗାଇଛି ISI

ନୂଆଦିଲ୍ଲୀ: ପାକିସ୍ତାନ୍ ଇଣ୍ଟର୍ ସର୍ଭିସ୍ ଇଣ୍ଟେଲିଜେନ୍-ISIର କୁତ୍ସିତ ପ୍ରୟାସ। ଭାରତୀୟ ରାଷ୍ଟ୍ରଦୂତଙ୍କ ପାଖରେ ଗୁପ୍ତଚର ଲଗାଇଛି ISI। ଏହାର ଠୋସ୍ ପ୍ରମାଣ ଲାଗିଛି ଭାରତ ହାତରେ। ଇସଲମାବାଦ୍‌ରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ ଗୌରବ ଆଲୁୱାଲିଆଙ୍କ ଉପରେ ନଜର ରଖୁଛି ଆଇଏସ୍ଆଇ। ଭାରତୀୟ ହାଇକମିଶନ୍ କାର୍ଯ୍ୟାଳୟ ନିକଟରେ ISI ଏଜେଣ୍ଡ...

team
ଓଡ଼ିଶାରେ ବାତ୍ୟା ଅମ୍ପନ୍ କ୍ଷୟକ୍ଷତିର ଅନୁଧ୍ୟାନ କଲା କେନ୍ଦ୍ରୀୟ ଟିମ୍

ଭୁବନେଶ୍ୱର: ଓଡ଼ିଶାରେ ବାତ୍ୟା ଅମ୍ପନ୍ କ୍ଷୟକ୍ଷତିର ଅନୁଧ୍ୟାନ କଲା କେନ୍ଦ୍ରୀୟ ଟିମ୍। ଗୃହ ମନ୍ତ୍ରାଳୟ ଯୁଗ୍ମ ସଚିବ ଶ୍ରୀପ୍ରକାଶଙ୍କ ନେତୃତ୍ୱରେ ଆସିଥିବା ଟିମ୍ ଦୁଇ ଭାଗରେ ବିଭକ୍ତ ହୋଇ ଆଜି ବାଲେଶ୍ୱର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରଭାବିତ ଅଞ୍ଚଳ ବୁଲି ଦେଖିଛନ୍ତି। କେନ୍ଦ୍ରାପଡ଼ା ଜିଲ୍ଲାକୁ ଯାଇଥିବା କେନ୍ଦ୍ରୀୟ ଟିମର...

df
ଆଳୁ-ପିଆଜ ଦର ନିୟନ୍ତ୍ରଣ ମୁକ୍ତ ହେବାକୁ ରାଜ୍ୟର ବିରୋଧ

ଭୁବନେଶ୍ୱର: ଓ୍ୱାନ୍‌ ନେସନ୍‌ ଓ୍ୱାନ୍‌ ମାର୍କେଟ। ଏହି ନାରାରେ ଚାଷୀଙ୍କୁ ଫାଇଦା ଦେବାକୁ  ଆଳୁ ପିଆଜ, ଡାଲି ଓ ତେଲକୁ ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ବାଦ ଦେଇଛନ୍ତି କେନ୍ଦ୍ର ସରକାର। ଅର୍ଥାତ ଏହା ଦର ଦାମ ଉପରେ ଆଉ ସରକାରଙ୍କ ନିୟନ୍ତ୍ରଣ ରହିବ ନାହିଁ। ଚାଷୀ ନିଜ ଉତ୍ପାଦନକୁ...

corona
ଗୋଟିଏ ଦିନରେ ସର୍ବାଧିକ ୯ ହଜାର କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଗୋଟିଏ ଦିନରେ ସର୍ବାଧିକ ୯ ହଜାର କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୧୬ ହଜାର ପାର୍ କରିଛି କୋଭିଡ୍-19 ମାମଲା। ବର୍ତ୍ତମାନ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୧୬,୯୧୯ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦେଶରେ ୯ ହଜାର...

fd
କରୋନା କେଳେଙ୍କାରୀ ପାର୍ଟ-୨: ଟେଷ୍ଟିଂ କିଟ୍ କିଣାରେ ବି ଘୋଟାଲାର ଗନ୍ଧ

ଭୁବନେଶ୍ୱର: ତିନିଟି ସଂସ୍ଥାଠୁ ୩ ପ୍ରକାର ଦରରେ କିଣା ହୋଇଛି କରୋନା ଟେଷ୍ଟ କିଟ୍। ତାହା ପୁଣି କୋଟି କୋଟି ଟଙ୍କାର ଫରକ୍। ରାଜ୍ୟ ଔଷଧ ନିଗମର ପର୍ଚେଜ୍ ଅର୍ଡରରୁ ମାସ୍କ ଓ ପିପିଇ କିଟ୍‌ କିଣାରେ ବଡ଼ ଧରଣର ହେରଫେର ସାମ୍ନାକୁ ଆସିବା ପରେ ଏବେ ଟେଷ୍ଟ...

pd
ରାତି ଗୋଟାଏରୁ ପହଣ୍ଡି; ମଧ୍ୟାହ୍ନ ୧୧ଟାରୁ ୧୨ ଭିତରେ ହାତୀବେଶ

ପୁରୀ : ଶ୍ରୀମନ୍ଦିର ଇତିହାସରେ ଲେଖା ହେବ ନୂଆ ଘଟଣା। ବଡ଼ଦାଣ୍ଡରେ ବିନା ଭକ୍ତରେ ସମ୍ପନ୍ନ ହେବ ଶ୍ରୀଜିଉଙ୍କ ସ୍ନାନ ପୂର୍ଣ୍ଣମୀ ନୀତି। ଏଥିପାଇଁ ଶ୍ରୀଜିଉଙ୍କ ଅପେକ୍ଷାରେ ରହିଛି ସ୍ନାନ ବେଦି। ରତ୍ନସିଂହାସନରୁ ଓହ୍ଲାଇ ଧାଡ଼ି ପହଣ୍ଡିରେ ଆସି ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତୀ। ପରମ୍ପରା ଅନୁସାରେ ପ୍ରଥମେ...