• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

d brothers
କୁଖ୍ୟାତ ଅପରାଧୀ ଡି ବ୍ରଦର୍ସ ଗ୍ୟାଙ୍ଗର ଦୁଇ ସଦସ୍ୟ ଗିରଫ

କଟକ: କଟକର କୁଖ୍ୟାତ ଅପରାଧୀ ଡି ବ୍ରଦର୍ସ ଗ୍ୟାଙ୍ଗର ଦୁଇ ସଦସ୍ୟ ଗିରଫ। ଦୁଇ ଅଭିଯୁକ୍ତ ହେଲେ ଡାନି ଓ ରନିଆ। କଟକର ଲାଲବାଗ ଥାନା ପୋଲିସ ଉଭୟଙ୍କୁ ଗିରଫ କରିଛି। ଦୁଇ ଅପରାଧୀଙ୍କଠାରୁ ୨ଟି ବନ୍ଧୁକ, ୬୯ଟି ଗୁଳି, ୩ଟି ମ୍ୟାଗଜିନ ଜବତ ହୋଇଛି। ଏହି ଦୁଇ...

rorkela
୪ ଜିଲ୍ଲା ଓ ରାଉରକେଲା ସହରରେ ସଟ୍‌ଡାଉନ କଟକଣା କୋହଳ

ଭୁବନେଶ୍ୱର: ସ୍ୱାଧୀନତା ଦିବସ ପାଇଁ ୪ ଜିଲ୍ଲା ଓ ରାଉରକେଲା ସହରରେ ସଟ୍‌ଡାଉନ କଟକଣାକୁ କିଛି ଘଣ୍ଟା ପାଇଁ କୋହଳ କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା-  ଗଂଜାମ, ଖୋର୍ଦ୍ଧା, ଗଜପତି ଓ କଟକ। ଏହି ସହର ଓ ସହରଗୁଡ଼ିକରେ ଅଗଷ୍ଟ ୧୫ ତାରିଖ ଦିନ କିଛି ଘଣ୍ଟା କୋହଳ...

air-india
କୋଝିକୋଡ଼ ବିମାନ ଦୁର୍ଘଟଣାରେ ଆହତ ୮୫ ଯାତ୍ରୀ ହସ୍‌ପିଟାଲରୁ ଡିସ୍‌ଚାର୍ଜ

କୋଝିକୋଡ଼: କେରଳ କୋଝିକୋଡ଼େ ବିମାନ ଦୁର୍ଘଟଣାରେ ଆହତ ୮୫ ଯାତ୍ରୀ ମେଡିକାଲରୁ ଡିସ୍‌ଚାର୍ଜ ହୋଇଛନ୍ତି। ବିଭିନ୍ନ ମେଡିକାଲରେ ଚିକିତ୍ସିତ ହେଉଥିବା ୮୫ ଜଣଙ୍କୁ ଡିସ୍‌ଚାର୍ଜ କରାଯାଇଛି। ସମସ୍ତେ ଏବେ ଧୀରେଧୀରେ ସୁସ୍ଥ ହେଉଛନ୍ତି। ଏ ନେଇ ଏୟାର ଇଣ୍ଡିଆ ପକ୍ଷରୁ ସୂଚନା ଦିଆଯାଇଛି। ଗତ ଅଗଷ୍ଟ ୭ ତାରିଖରେ...

jajpur
ଜମିବାଡ଼ି ବିବାଦରୁ ୨ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ପୁଲିସକୁ ବି ଛାଡ଼ିଲେନି

ଯାଜପୁର: ଜମିବାଡ଼ି ବିବାଦରୁ ୨ ଭାଇଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଘଟଣା ସ୍ଥଳକୁ ଯାଇଥିବା ପୋଲିସ୍‌କୁ ମଧ୍ୟ ଆକ୍ରମଣ କରିଛନ୍ତି ଆକ୍ରାଣକାରୀ। ଟେକାପଥର ମାଡ଼ରେ ପୋଲିସ ପିସିଆର ଭ୍ୟାନ୍ କ୍ଷତିଗ୍ରସ୍ତ ହୋଇଥିବା ୨ଟି ବାଇକ୍‌ ମଧ୍ୟ ଜାଳି ଦେଇଛନ୍ତି। ପାଣିକୋଇଲି ଥାନା ଅମୃତିଆ ଗାଁରେ ଏଭଳି ହିଂସାକାଣ୍ଡ ଘଟିଛି।...

asit trupathy
ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ ଆଜି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛି। ଆଜିର ନିଷ୍ପତ୍ତିରେ ମୋଟ ୨୦ଟି ପ୍ରସ୍ତାବ ମଂଜୁରୀ ପାଇଥିବା ମୁଖ୍ୟ ଶାସନ ସଚିବ ଆସିତ ତ୍ରିପାଠୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। କ୍ୟାବିନେଟ୍‌ ନିଷ୍ପତ୍ତି ଅନୁସାରେ, ୨୦୦୭ ଓ...

hosiptal
କୋଭିଡ୍ ମୁକାବିଲାରେ ଖର୍ଚ୍ଚ ତଥ୍ୟ ଦେବାକୁ କାହିଁକି ଡରୁଛନ୍ତି ରାଜ୍ୟ ସରକାର ?

ଭୁବନେଶ୍ୱର: କୋଭିଡ୍ ମୁକାବିଲା କ୍ଷେତ୍ରରେ ପ୍ରକୃତରେ କେତେ ଖର୍ଚ୍ଚ ହୋଇଛି ? କେଉଁଠୁ କେତେ ଟଙ୍କା ଆସୁଛି ଏବଂ କେଉଁ କେଉଁ କ୍ଷେତ୍ରରେ ବିନିଯୋଗ ହୋଇଛି ? ତାହାର ତଥ୍ୟ ମାଗିଲେ ନା ତ ଗଣମାଧ୍ୟମକୁ ମିଳୁଛି ନା ସୂଚନା ଅଧିକାର କର୍ମୀଙ୍କୁ ସୂଚନା ଦିଆଯାଉଛି। ତେଣୁ ସନ୍ଦେହ...

bbubaneswar
ଭୁବନେଶ୍ୱରରେ ଆଜି ୧୮୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର ସହରରେ ଆଜି ଆଉ ୧୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୮୭ ଜଣଙ୍କ ମଧ୍ୟରୁ ୧୦୪ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୮୩ ଜଣ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଏନେଇ ଟ୍ୱିଟ୍‌ କରି ସୂଚନା ଦେଇଛି ବିଏମ୍‌ସି। ସେହିଭଳି ଜୟଦେବ ବିହାରର ଏକ ହୋଟେଲର...

ctc
କଟକରୁ ୮୫ କରୋନା ପଜିଟିଭ୍ ଚିହ୍ନଟ; କେବଳ ଜାଲୁଆ ସାହିରୁ ୨୪

କଟକ: କଟକ ମାଲଗୋଦାମ ଜାଲୁଆ ସାହିରେ ଥମିବାର ନାଁ ନେଉନି କରୋନା। ଜାଲୁଆ ସାହିରୁ ଆଜି ପୁଣି ୨୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଦେଇଛି ସିଏମ୍‌ସି। କଟକରୁ ଆଜି ଚିହ୍ନଟ ୮୫ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କେବଳ ଜାଲୁଆ ସାହିରୁ ୨୪ ଚିହ୍ନଟ...

nua-khai
ନୂଆଁଖାଇ ପାଇଁ ଲଗ୍ନ ନିର୍ଦ୍ଧାରିତ: ଅଗଷ୍ଟ ୨୩ରେ ନବାନ୍ନ ଭକ୍ଷଣ

ସମ୍ବଲପୁର: ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ନିର୍ଦ୍ଧାରଣ ହୋଇଛି। ଅଗଷ୍ଟ ୨୩ ତାରିଖ ପଞ୍ଚମୀ ତିଥିରେ ନବାନ୍ନ ଭକ୍ଷଣ ହେବ। ୨୩ ତାରିଖ ସକାଳ ୯ଟା ୩୫ରୁ ୯ଟା ୫୦ ମଧ୍ୟରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ସମଲେଇଙ୍କ ନିକଟରେ ପ୍ରଥମ ନୂଆ ଅନ୍ନ ଲାଗି ହେବ। ତା ପରେ...