• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

trump
ଆମେରିକା ରାଷ୍ଟ୍ରପତିଙ୍କ ସାନ ଭାଇ ରୋବର୍ଟ ଟ୍ରମ୍ପଙ୍କ ପରଲୋକ

ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସାନ ଭାଇ ତଥା ଆମେରିକାର ପ୍ରତିଷ୍ଠିତ ବ୍ୟବସାୟୀ ରୋବର୍ଟ ଟ୍ରମ୍ପଙ୍କ ଦେହାନ୍ତ ହୋଇଛି। ନ୍ୟୁୟର୍କର ଏକ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ରାତିରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ରୋବର୍ଟ। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ହୋଇଥିଲା। ଏନେଇ ସୂଚନା...

up-police
୧୩ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା

ଲକ୍ଷ୍ନୌ: ଦିଲ୍ଲୀ ପରେ ପୁଣି ଏକ ଅତ୍ୟାଚାରର ଛାତିଥରା ଘଟଣା ଘଟିଛି ଉତ୍ତର ପ୍ରଦେଶର ଲକ୍ଷ୍ମୀପୁର ଖେରି ଜିଲ୍ଲାରେ। ଏଠାରେ ଜଣେ ୧୩ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ପରେ ତାଙ୍କୁ ହତ୍ୟା କରି ଏକ ଆଖୁ କିଆରିରେ ଫିଙ୍ଗି ଦେଇଛନ୍ତି ଦୁର୍ବୃତ୍ତ। ଏନେଇ ଉତ୍ତର ପ୍ରଦେଶ ପୁଲିସ ପକ୍ଷରୁ...

corona-cas
୨୪ ଘଣ୍ଟାରେ ଦେଶରେ ୬୩,୪୮୯ କରୋନା ପଜିଟିଭ୍‌ ଚିହ୍ନଟ; ୯୪୪ ମୃତ୍ୟୁ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୬୩,୪୮୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୯୪୪ ଜଣଙ୍କର ମୃତ୍ୟୁ ହୋଇଛି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରବିବାର ସୁଦ୍ଧା ଦେଶର ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫.୮୯,୬୮୨ ରେ ପହଞ୍ଚିଛି। ସେହିଭଳି ମୃତ୍ୟୁ ସଂଖ୍ୟା ଏପର୍ଯ୍ୟନ୍ତ ୪୯ ହଜାର...

modi-tala
ଦ୍ୱିତୀୟ ଶ୍ରାଦ୍ଧବାର୍ଷିକୀରେ ବାଜପେୟୀଙ୍କୁ ଏମିତି ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଆଜି ଦ୍ୱିତୀୟ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ତାଙ୍କ ସମାଧି ପୀଠକୁ ଯାଇ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି....

baishno-devi
୫ ମାସ ପରେ ଖୋଲିଲା ମାତା ବୈଷ୍ଣୋଦେବୀଙ୍କ ମନ୍ଦିର

ଶ୍ରୀନଗର: ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ରବିବାର ସକାଳଠୁ ମାତା ବୈଷ୍ଣୋଦେବୀଙ୍କ ମନ୍ଦିର ଖୋଲିଛି।  କରୋନା କଟକଣା ପାଇଁ ଗତ ୫ ମାସ ହେବ ମନ୍ଦିର ବନ୍ଦ ଥିଲା। ଦୈନିକ ଏହି ମନ୍ଦିରରେ ଦର୍ଶନ ଲାଗି ୨ ହଜାର ଲୋକଙ୍କୁ ଅନୁମତି ପ୍ରଦାନ କରାଯିବ। ଏମାନଙ୍କ ମଧ୍ୟରୁ ସ୍ଥାନୀୟ...

rahugandhi
'ପ୍ରଧାନମନ୍ତ୍ରୀଙ୍କ କାପୁରୁଷତା ପାଇଁ ଚାଇନା ଆମ ଜମି ନେଲା'

ନୂଆଦିଲ୍ଲୀ: ଚାଇନା ସହିତ ସୀମା ବିବାଦ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆଜି ପୁଣିଥରେ ତୀବ୍ର ସମାଲୋଚନା କରିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧି। ପ୍ରଧାନମନ୍ତ୍ରୀ ଭାରତୀୟ ଯବାନଙ୍କ ସାମର୍ଥ୍ୟ ଓ ବୀରତ୍ୱ ଉପରେ ଭରସା କରନ୍ତିନି ବୋଲି କହି ରବିବାର ଟ୍ୱିଟ୍ କରିଛନ୍ତି ରାହୁଲ। ଟ୍ୱିଟ୍‌ରେ ରାହୁଲ୍...

dhoni
କାହିଁକି ୧୫ ଅଗଷ୍ଟ ୧୯;୨୯ ସମୟରେ ଅବସର ନେଲେ ଧୋନି ?

ନୂଆଦିଲ୍ଲୀ: ଗତକାଲି ୭୪ ତମ ସ୍ୱାଧୀନତା ଦିବସରେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ସନ୍ୟାସ ନେଇଗଲେ ଟିମ୍‌ ଇଣ୍ଡିଆର କ୍ୟାପ୍ଟେନ୍‌ କୁଲ୍ ଧୋନି। ଏନେଇ ସେ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ କରି ତାଙ୍କ ଅବସର ଘୋଷଣା କରିଥିଲେ। ଇନ୍‌ଷ୍ଟାରେ ପୋଷ୍ଟ କରି ସେ ଲେଖିଥିଲେ “ ଆପଣଙ୍କର ଭଲପାଇବା ଏବଂ ସମର୍ଥନ...