• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

china
୬ରେ ଭାରତ ଓ ଚୀନ ମଧ୍ୟରେ ପୁଣି ଉଚ୍ଚସ୍ତରୀୟ ଆଲୋଚନା

ନୂଆଦିଲ୍ଲୀ: ଗୋଟିଏ ଦିନ ପରେ ଭାରତ ଓ ଚୀନ ମଧ୍ୟରେ ପୁଣି ଉଚ୍ଚସ୍ତରୀୟ ଆଲୋଚନା ହେବ। ଦୀର୍ଘଦିନ ଧରି ଦୁଇ ଦେଶ ମଧ୍ୟରେ ଲାଗି ରହିଥିବା ସୀମା ବିବାଦକୁ ନେଇ ଆଲୋଚନା ହେବ। ଲଦାଖ ପାର୍ଶ୍ୱବର୍ତ୍ତୀ ବାସ୍ତବିକ ନିୟନ୍ତ୍ରଣ ରେଖା (LAC) ନିକଟରେ ଦେଖାଦେଇଥିବା ସୀମା ବିବାଦକୁ ନେଇ...

indian
ଗୁଜରାଟ କଂଗ୍ରେସକୁ ପୁଣି ଝଟ୍‌କା: ଇସ୍ତଫା ଦେଲେ ଦୁଇ ବିଧାୟକ

ଗାନ୍ଧିନଗର: ଗୁଜରାଟ କଂଗ୍ରେସକୁ ପୁଣି ଝଟ୍‌କା। କଂଗ୍ରେସର ଦୁଇ ଜଣ ବିଧାୟକ ଜିତୁ ଚୌଧୁରୀ ଓ ଅକ୍ଷୟ ପଟେଲ ଦଳରୁ ଇସ୍ତଫା ଦେଇଛନ୍ତି। ଆଉ ଜଣେ ବିଧାୟକ ମଧ୍ୟ ଇସ୍ତଫା ଦେଇପାରନ୍ତି ବୋଲି ସୂଚନା ମିଳିଛି। ଅକ୍ଷୟ କର୍ଜନ ନିର୍ବାଚନ ମଣ୍ଡଳିରୁ କଂଗ୍ରେସ ପକ୍ଷରୁ ବିଧାୟକ ଭାବେ ନିର୍ବାଚିତ...

cyclone
କ୍ୱାରେଣ୍ଟିନ୍ ଅବଧି ସରିବା ପରେ ଜଙ୍ଗଲରେ ଦିନ କାଟୁଛନ୍ତି ପ୍ରବାସୀ

ଗଜପତି: କ୍ୱାରେଣ୍ଟିନ୍ ଅବଧି ସରିବା ପରେ ଘରକୁ ଫେରି ପାରିଲେନି ପ୍ରବାସୀ। ଜଙ୍ଗଲରେ ଦିନ କାଟୁଛନ୍ତି ୭ ଜଣ ପ୍ରବାସ ଫେରନ୍ତା। ଗଜପତି ଆର୍ ଉଦୟଗିରି ବ୍ଲକର ଖାରିପଦା ଗାଁରେ ଘଟିଛି ଏଭଳି ଘଟଣା। ଯେଉଁଠି କ୍ୱାରେଣ୍ଟିନ୍ ଅବଧି ସରିବା ପରେ ଏବେ ଗାଁକୁ ଆସିବାକୁ ଏହି ୭...

temple
ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଦେବସ୍ନାନ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି

ବାରିପଦା: ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଦେବସ୍ନାନ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି। ସକାଳ ପାହିଲେ ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେବ। ରୀତିନୀତି ଓ ପରମ୍ପରା ଅନୁଯାଇ ଆସନ୍ତାକାଲି ସକାଳ ୫ ରୁ ୬ ମଧ୍ୟରେ ଚୋକାଛଡ଼ା ନୀତି ଅନୁଷ୍ଠିତ ହେବ। ଏହା ପରେ ଗୋଟି ପହଣ୍ଡି...

aparajita
ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ କରି ଫାଇନ୍‌ ଦେଲେ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର: କରୋନାର ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ କରିଥିବାରୁ ଜୋରିମାନା ଦେଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ଏକଥା ସେ ନିଜେ ଟ୍ୱିଟ୍ କରି ଜଣାଇଛନ୍ତି। ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଘରକୁ ଗତକାଲି ଯାଇଥିବା ବେଳେ ସାମାଜିକ ନିୟମ ଭଙ୍ଗ ହୋଇଥିବାରୁ ନିଜ ତରଫରୁ ସେ ଜୋରିମାନା...

s
ଅମ୍ପନ କ୍ଷୟକ୍ଷତି ଆକଳନ ପାଇଁ ବାଲେଶ୍ୱର ଓ କେନ୍ଦ୍ରାପଡ଼ାରେ କେନ୍ଦ୍ରୀୟ ଟିମ୍

ଭୁବନେଶ୍ୱର: ଓଡ଼ିଶାରେ ଅମ୍ପନ କ୍ଷୟକ୍ଷତି ଆକଳନ ପାଇଁ ବାଲେଶ୍ୱର ଓ କେନ୍ଦ୍ରାପଡ଼ାରେ ଜିଲ୍ଲାରେ ପହଞ୍ଚିଛନ୍ତି କେନ୍ଦ୍ରୀୟ ଟିମ୍। ଗୃହ ମନ୍ତ୍ରାଳୟ ଯୁଗ୍ମ ସଚିବ ଶ୍ରୀପ୍ରକାଶଙ୍କ ନେତୃତ୍ୱରେ ଆସିଥିବା ଟିମ୍ ଦୁଇ ଭାଗରେ ବିଭକ୍ତ ହୋଇ ଗୋଟିଏ ଟିମ୍ କେନ୍ଦ୍ରାପଡ଼ା ଯାଇଥିବା ବେଳେ ଆଉ ଗୋଟିଏ ଟିମ୍ ବାଲେଶ୍ୱର ଯାଇଛି।...

h
ସ୍ନାନଯାତ୍ରାର ଦର୍ଶନ ବ୍ୟବସ୍ଥାରେ ହସ୍ତକ୍ଷେପ କରିବାକୁ ମନା କଲେ ହାଇକୋର୍ଟ

ପୁରୀ: ମହାପ୍ରଭୁଙ୍କ ସ୍ନାନଯାତ୍ରାର ଦର୍ଶନ ବ୍ୟବସ୍ଥାରେ ହସ୍ତକ୍ଷେପ କରିବାକୁ ମନା କଲେ ହାଇକୋର୍ଟ। ଭକ୍ତଙ୍କ ଦର୍ଶନ ଉପରେ ରାଜ୍ୟ ସରକାର କଟକଣା ଲାଗୁ କରିଥିବାରୁ ଏହା ବିରୋଧରେ ହାଇକୋର୍ଟରେ ଆବେଦନ କରାଯାଇଥିଲା। ଆଜି ଏହାର ଶୁଣାଣି କରିଛନ୍ତି ହାଇକୋର୍ଟ। ଏ ପ୍ରସଙ୍ଗରେ ରାଜ୍ୟ ସରକାର ହିଁ ନିଷ୍ପତ୍ତି ନେବେ।...

chkde
କୁକୁଡ଼ା ମାଂସ ଓ ଅଣ୍ଡା ନିରାପଦ ବୋଲି କହିଲା ପ୍ରାଣୀ ଚିକିତ୍ସା ନିର୍ଦ୍ଦେଶାଳୟ

ଭୁବନେଶ୍ୱର: କୁକୁଡ଼ା ମାଂସ ଓ ଅଣ୍ଡା ନିରାପଦ ବୋଲି କହିଲା ପ୍ରାଣୀ ଚିକିତ୍ସା ନିର୍ଦ୍ଦେଶାଳୟ। କୁକୁଡ଼ା ମାଂସ ଦ୍ୱାରା କରୋନା ବ୍ୟାପିବା ନେଇ କିଛି ବୈଜ୍ଞାନିକ ପ୍ରମାଣ ନାହିଁ। ଉପଲବ୍ଧ ତଥ୍ୟକୁ ଭିତ୍ତିକରି କୁକୁଡ଼ା ମାଂସ ଓ ଅଣ୍ଡା ଖାଇବା ନିରାପଦ ବୋଲି ପ୍ରାଣୀ ଚିକିତ୍ସା ନିର୍ଦ୍ଦେଶାଳୟ ପକ୍ଷରୁ...

sdfgdfg
ଓଡ଼ିଶାରେ ଅମ୍ପନ କ୍ଷୟକ୍ଷତି ଆକଳନ ପାଇଁ ପହଞ୍ଚିଲା କେନ୍ଦ୍ରୀୟ ଟିମ୍

ଭୁବନେଶ୍ୱର: ଓଡ଼ିଶାରେ ଅମ୍ପନ କ୍ଷୟକ୍ଷତି ଆକଳନ ପାଇଁ ପହଞ୍ଚିଲା କେନ୍ଦ୍ରୀୟ ଟିମ୍।  ଗୃହ ମନ୍ତ୍ରାଳୟ ଯୁଗ୍ମ ସଚିବ ଶ୍ରୀପ୍ରକାଶଙ୍କ ନେତୃତ୍ୱରେ ଟିମ ଓଡ଼ିଶା ଆସିଛି। ଆଜି ୫ ଜଣିଆ ଟିମ୍‌ ଆସିଥିବା ବେଳେ ପୂର୍ବରୁ ୨ ଜଣ ଆସିଥିଲେ। ଏହି ୭ ଜଣିଆ ଟିମ୍ ଅମ୍ପନ ପ୍ରଭାବିତ ଅଞ୍ଚଳ...

elephant
ଛଳନା, ହିଂସା ଓ ବର୍ବରତାର ସୀମା ଟପିଲା ମଣିଷ; ଗର୍ଭବତୀ ହାତୀକୁ ଏମିତି ହତ୍ୟା କଲା

ମଲ୍ଲାମପୁରମ: ଛଳନା, ହିଂସା ଓ ବର୍ବରତାର ସୀମା ଟପିଲା ମଣିଷ। ବାଣଭର୍ତ୍ତି ସପୁରୀ ଖୁଆଇ ଗର୍ଭବତୀ ହାତୀକୁ ହତ୍ୟା ଘଟଣା ଏବେ ସାରା ଦେଶରେ ଚର୍ଚ୍ଚା ସୃଷ୍ଟି କରିଛି। ନୀରିହ ଜୀବକୁ ଅତି ଅମାନୁଷିକ ଭାବେ ହତ୍ୟା କରିବାର ବୋଧ ହୁଏ ଏହା ସବୁଠୁ ଘୃଣ୍ୟ ଉଦାହରଣ। ଏଭଳି...

virus
ପୁଣି ୧୯ କରୋନା ଆକ୍ରାନ୍ତ ଚିହ୍ନଟ; ୨ ସୁସ୍ଥ

ଭୁବନେଶ୍ୱର: ପୁଣି ଚିହ୍ନଟ ହେଲେ ୧୯ କରୋନା ଆକ୍ରାନ୍ତ। ଖୋର୍ଦ୍ଧା ଜିଲ୍ଲାରେ ଏହି ସମସ୍ତ ଆକ୍ରାନ୍ତ ଚିହ୍ନଟ ହେବା ନେଇ ସୂଚନା ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ। ଆହି ଆକ୍ରାନ୍ତଙ୍କ ସମେତ ୨ ଜଣ ସୁସ୍ଥ ହୋଇ ଡିସ୍‌ଚାର୍ଜ ମଧ୍ୟ ହୋଇଛନ୍ତି। ଏନେଇ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ଜିଲ୍ଲାପାଳ...

nisraga
ବାତ୍ୟା ନିସର୍ଗ ଅପଡେଟ୍: ଉଡ଼ାଇଲା ଛପର ଭାଙ୍ଗିଲା ଘର

ମୁମ୍ବାଇ: ବାତ୍ୟା ନିସର୍ଗ ମହାରାଷ୍ଟ୍ର ମାଟି ଛୁଇଁଲା ବେଳକୁ ଘଣ୍ଟାପ୍ରତି ୧୨୦ କିଲୋମିଟର ବେଗରେ ପବନ ବୋହିବା ସହିଚ ଘଡ଼ଘଡ଼ି ସହିତ ବର୍ଷା ମହାରାଷ୍ଟ୍ରରେ ତାଣ୍ଡବ ରଚିଥିଲା। ମୁମ୍ବାଇରୁ ପ୍ରାୟ ୭୫ କିଲୋମିଟର ଦକ୍ଷିଣ-ପୂର୍ବକୁ ରାୟଗଡ଼ ଜିଲ୍ଲା ଅଲିବାଗ ନିକଟରେ ଅପରାହ୍ଣ ପ୍ରାୟ ଗୋଟାଏ ବେଳେ  ଲ୍ୟାଣ୍ଡଫଲ କରିଥିଲା...

syo
ଚିନ୍ତା ବଢ଼ାଇଲା କରୋନା ଯୋଦ୍ଧାଙ୍କ ସଂକ୍ରମଣ! ଗୋଷ୍ଠୀ ସଂକ୍ରମଣ ଆଡ଼େ ମୁହାଁଉଛି କି ଓଡ଼ିଶା?

ଭୁବନେଶ୍ୱର: ଗୋଷ୍ଠୀ ସଂକ୍ରମଣ ଆଡ଼େ ମୁହାଁଉଛି କି ଓଡ଼ିଶା? ପ୍ରତିଦିନ ଆକ୍ରାନ୍ତଙ୍କ ଭିତରୁ ନିୟମିତ ସ୍ଥାନୀୟ ସଂକ୍ରମିତ ବାହାରୁ ଥିବାରୁ ତାକୁ ନେଇ ଲୋକଙ୍କ ମନରେ ଏମିତି ପ୍ରଶ୍ନ ଉଠିଛି। କିଛି ସ୍ଥାନରେ ‘କରୋନା’ ଯୋଦ୍ଧା ଭାବେ ପରିଗଣିତ ସରପଞ୍ଚ, ଶିକ୍ଷକ, ଆଶା ଓ ଅଙ୍ଗନବାଡ଼ୀ କର୍ମୀ ସଂକ୍ରମିତ...

ma
ଅନ୍‌ଲାଇନରେ ମଦ ମଗାଉଛନ୍ତି କି ? ହୁସିଆର୍ !

ଭୁବନେଶ୍ୱର: ଲକ୍‌ଡାଉନ୍‌ରେ ଅନ୍‌ଲାଇନରେ ମଦ ମଗାଉଛନ୍ତି କି ? ମିଛ ବିଜ୍ଞାପନର ମୋହରେ ପଡ଼ି ମଦ ପିଇବାକୁ ଆଶା ରଖିଛନ୍ତି କି ? ହୁସିଆର୍ ! କାରଣ ଫାଶ ବସାଇଛନ୍ତି ସାଇବର୍ ଠକ। ଫାଶରେ ପଡୁଛନ୍ତି ଆଛା ଆଛା ଲୋକ। ଭୁବନେଶ୍ୱରର ଜଣେ ସଫ୍ଟେୱେୟାର ଇଞ୍ଜିନିୟର ଏଭଳି ଠକାମୀର...

rain
୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ବଜ୍ରପାତ ସହ ଝଡ଼ବର୍ଷା ସାମ୍ଭାବନା

ଭୁବନେଶ୍ୱର: ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି। ବିହାର ଓ ଛତିଶଗଡ଼ ଉପରେ ସୃଷ୍ଟ ଟ୍ରପଲାଇନ ଯୋଗୁ ରାଜ୍ୟରେ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି...

md
ସ୍କୁଲ ବନ୍ଦ ଥିବାରୁ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ ରୋଷେଇ ଖର୍ଚ୍ଚ

ଭୁବନେଶ୍ୱର: ଲକ୍‌ଡାଉନ୍ ସମୟରେ ସ୍କୁଲ ବନ୍ଦ ଥିବାରୁ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ ରୋଷେଇ ଖର୍ଚ୍ଚ। ଏନେଇ ସବୁ ଜିଲ୍ଲାପାଳଙ୍କୁ ଚିଠି କରିଛନ୍ତି ମଧ୍ୟାହ୍ନ ଭୋଜନ ନୋଡାଲ ଅଫିସର। ମାର୍ଚ୍ଚ ୧୬ରୁ ଜୁନ୍ ୧୩ ତାରିଖ ପର୍ଯ୍ୟନ୍ତ ରୋଷେଇ ଖର୍ଚ୍ଚ ଦେବାକୁ ଚିଠି ଲେଖିଛନ୍ତି ରାଜ୍ୟ ନୋଡାଲ ଅଫିସର...